ଜାତୀୟ

ଛୁଟିଦିନରେ ଏତିକି ହେଲା ତେଲ ଦର; ଜାଣନ୍ତୁ ଆଜିର ପେଟ୍ରୋଲ-ଡିଜେଲ ଦର..

ନୂଆଦିଲ୍ଲୀ,୧୭।୫: ଦେଶରେ ପେଟ୍ରୋଲ ଓ ଡିଜେଲର ନୂଆ ମୂଲ୍ୟ ଜାରି କରାଯାଇଛି । ଶୁକ୍ରବାର ଠାରୁ ପେଟ୍ରୋଲ ଡିଜେଲ ପାଇଁ ନୂଆ ମୂଲ୍ୟ ଧାର୍ଯ୍ୟ କରାଯାଇଛି । ତେବେ ଚାଲନ୍ତୁ ଦେଖିବା ପେଟ୍ରୋଲ ମୂଲ୍ୟରେ ହୋଇଛି ପରିବର୍ତ୍ତନ । ଆଜି ଭୁବନେଶ୍ବରରେ…

POCSO ମାମଲାରେ କେନ୍ଦ୍ରମନ୍ତ୍ରୀଙ୍କ ପୁଅ ଗିରଫ, ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ

ନୂଆଦିଲ୍ଲୀ,୧୭।୫: କେନ୍ଦ୍ରମନ୍ତ୍ରୀ ବନ୍ଦୀ ସଞ୍ଜୟ କୁମାରଙ୍କ ପୁଅ ବନ୍ଦୀ ଭଗୀରଥ ସାଇକୁ ତେଲେଙ୍ଗାନା ପୋଲିସ ଶନିବାର ଗିରଫ କରିଛି। ତେବେ କେନ୍ଦ୍ରମନ୍ତ୍ରୀ ପୁଅକୁ ସରେଣ୍ଡର କରାଇଥିବାର ଦାବି କରୁଛନ୍ତି। କେନ୍ଦ୍ରମନ୍ତ୍ରୀଙ୍କ ପୁଅ ବିରୋଧରେ ନାବାଳିକା ପ୍ରତି ବଳାତ୍କାର ଅଭିଯୋଗ ରହିଛି। ମାମଲାରେ…

ଏନ୍‌ଇଇଟି ପ୍ରଶ୍ନପତ୍ର ଲିକ୍‌: ପୁଣେରୁ ବାୟୋଲୋଜି ଅଧ୍ୟାପିକା ଗିରଫ

ନୂଆଦିଲ୍ଲୀ,୧୭ା୫(ପି.ଟି.):ଏନ୍‌ଇଇଟି-ୟୁଜି ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ମାମଲାର ତଦନ୍ତ କରୁଥିବା କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ(ସିବିଆଇ) ଶନିବାର ପୁଣେରୁ ଜଣେ ଜୀବବିଜ୍ଞାନ ଅଧ୍ୟାପିକାଙ୍କୁ ଗିରଫ କରିଛି। ଉକ୍ତ ଅଧ୍ୟାପିକା ମେ’ ୩ରେ ଅନୁଷ୍ଠିତ ହୋଇଥିବା ଏନ୍‌ଇଇଟି-ୟୁଜି ପରୀକ୍ଷା ପାଇଁ ଜାତୀୟ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ)ର…

ରାଜଧାନୀ ଏକ୍ସପ୍ରେସରେ ଅଗ୍ନିକାଣ୍ଡ: ୨ଟି କୋଚ୍‌ରେ ଲାଗିଗଲା ନିଆଁ, ଭିତରେ ଥିଲେ…

ନୂଆଦିଲ୍ଲୀ,୧୭।୫: ରାଜଧାନୀ ଏକ୍ସପ୍ରେସରେ ଅଗ୍ନିକାଣ୍ଡ। ଦିଲ୍ଲୀ-ନିଜାମୁଦ୍ଦିନ ଯାଉଥିବା ଏହି ଟେନ ଦୁଇଟି କୋଚରେ ଅଗ୍ନିକାଣ୍ଡ ଘଟି ଆତଙ୍କ ସୃଷ୍ଟି ହୋଇଛି। ରବିବାର ସକାଳେ ଏହି ଘଟଣା ଆଲୋଟ ଏବଂ ବିକ୍ରମଗଡ଼ ରେଳ ଷ୍ଟେସନ ମଧ୍ୟରେ ଘଟିଛି। ଅଗ୍ନିକାଣ୍ଡ ଯୋଗୁଁ ଦିଲ୍ଲୀ-ମୁମ୍ୱାଇ ରେଳ…

ଘରଭଡ଼ା ଦେଇ ନ ପାରି ସ୍ତ୍ରୀ, ଝିଅକୁ ବଳାତ୍କାର ପାଇଁ ଦେଲେ ଅନୁମତି

ମୋରବି (ଗୁଜରାଟ),୧୭ା୫: ଘରଭଡ଼ା ଶୁଝି ନ ପାରିବାରୁ ଜଣେ ଶ୍ରମିକ ତାଙ୍କ ସ୍ତ୍ରୀ ଓ ନାବାଳିକା ଝିଅକୁ ଯୌନ ଶୋଷଣ ପାଇଁ ଘରମାଲିକ(୫୫)ଙ୍କୁ ଅନୁମତି ଦେବା ଭଳି ଜଘନ୍ୟ ଘଟଣା ଗୁଜରାଟର ମୋରବି ଅଞ୍ଚଳରେ ଘଟିଛି। ଘରମାଲିକ ଓ ତାଙ୍କର ଜଣେ…

ସିବିଏସ୍‌ଇ: ନବମ ଶ୍ରେଣୀରେ ୩ ଭାଷା ବାଧ୍ୟତାମୂଳକ

ନୂଆଦିଲ୍ଲୀ,୧୭ା୫(ପି.ଟି.): ଜାତୀୟ ଶିକ୍ଷା ନୀତି (ଏନ୍‌ଇପି) ୨୦୨୦କୁ ନେଇ ଦୀର୍ଘଦିନରୁ ଚାଲିଥିବା ବିବାଦ ମଧ୍ୟରେ କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ଏକ ବଡ଼ ପଦକ୍ଷେପ ନେଇଛି। ଆସନ୍ତା ଜୁଲାଇ ୧ରୁ ୨୦୨୬-୨୭ ଶିକ୍ଷାବର୍ଷର ନବମ ଶ୍ରେଣୀ ଛାତ୍ରୀଛାତ୍ରଙ୍କ ପାଇଁ ୩ଟି…

ସରକାରଙ୍କ ବଡ଼ ଘୋଷଣା: ଏଣିକି ୩ୟ ସନ୍ତାନ ହେଲେ ମିଳିବ ୩୦ ହଜାର, ୪ର୍ଥରେ ୪୦ ହଜାର ଟଙ୍କା

ଅମରାବତି,୧୬।୫: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଶନିବାର ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ କ୍ରମାଗତ ଭାବେ ହ୍ରାସ ପାଉଥିବା ଜନସଂଖ୍ୟାକୁ ରୋକିବା ପାଇଁ ସରକାର ଏହି ନିଷ୍ପତ୍ତି ନେଇଛନ୍ତି। ନୂଆ ନିୟମ ଅନୁଯାୟୀ, ଦମ୍ପତିମାନେ ତୃତୀୟ ସନ୍ତାନ ଜନ୍ମ…

‘ଧର୍ମେନ୍ଦ୍ର ପ୍ରଧାନଙ୍କୁ ତୁରନ୍ତ ବହିଷ୍କାର କରାଯାଉ’

ନୂଆଦିଲ୍ଲୀ,୧୬।୫: ଲୋକ ସଭାରେ ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଶନିବାର ନିଟ (NEET) ପେପର ଲିକ୍‌ ମାମଲାକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ତୀବ୍ର ସମାଲୋଚନା କରିଛନ୍ତି। ଏହା ସହିତ ସେ କେନ୍ଦ୍ର ଶିକ୍ଷାମନ୍ତ୍ରୀ…

ଆନ୍ଧ୍ର ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଚତୁର୍ଥ ସନ୍ତାନ ପାଇଁ ୪୦ ହଜାର

ବିଜୟଓ୍ବାଡ଼ା,୧୬ା୫: ଆନ୍ଧ୍ରପ୍ରଦେଶରେ ତୃତୀୟ ସନ୍ତାନ ଜନ୍ମ ପାଇଁ ୩୦ ହଜାର ଟଙ୍କା ଆର୍ଥତ୍କ ପ୍ରୋତ୍ସାହନ ମିଳିବାକୁ ଥିବାବେଳେ ଚତୁର୍ଥ ସନ୍ତାନ ଜନ୍ମ ହେଲେ ୪୦ ହଜାର ଟଙ୍କା ମିଳିବ। ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଏହା ଘୋଷଣା କରିଛନ୍ତି। ରାଜ୍ୟରେ ଜନସଂଖ୍ୟା…

ସୁନା ପରେ ଏବେ ରୁପା! ସରକାର ଲଗାଇଲେ ବଡ଼ କଟକଣା, ଏଣିକି ଆଉ…

ନୂଆଦିଲ୍ଲୀ,୧୬।୫: ରୁପା ଆମଦାନୀକୁ ନେଇ କେନ୍ଦ୍ର ସରକାର ଲଗାଇଛନ୍ତି କଟକଣା। ସରକାର ଏହାର ଅନେକ ଶ୍ରେଣୀ କୁ ମୁକ୍ତ ତାଲିକା (Free List)ରୁ ହଟାଇ ପ୍ରତିବନ୍ଧିତ ତାଲିକା (Restricted Category)ରେ ସାମିଲ କରିଛନ୍ତି। ଏହାର ଅର୍ଥ ହେଉଛି, ଏଣିକି ଏହି ସବୁ…

ସିବିଏସ୍‌ଇ କଲା ବଡ଼ ପରିବର୍ତ୍ତନ: ୩ ଭାଷା ବାଧ୍ୟତାମୂଳକ

ନୂଆଦିଲ୍ଲୀ,୧୬ା୫: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ପକ୍ଷରୁ ନବମ ଏବଂ ଦଶମ ଶ୍ରେଣୀ ପାଇଁ ଏକ ବଡ଼ ପରିବର୍ତ୍ତନ କରାଯାଇଛି। ଜାରି ହୋଇଥିବା ସର୍କୁଲାର ଅନୁଯାୟୀ ୨୦୨୬-୨୭ ଶିକ୍ଷାବର୍ଷ ପାଇଁ ନବମ ଶ୍ରେଣୀ ଛାତ୍ରୀଛାତ୍ରଙ୍କ ନିମନ୍ତେ ଜୁଲାଇ ୧ରୁ ୩…

ଗୃହ ବିଭାଗ ନିଜ ପାଖରେ ରଖିଲେ ବିଜୟ

ଚେନ୍ନାଇ,୧୬।୫: ତାମିଲନାଡୁର ନବନିର୍ବାଚିତ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କ ସୁପାରିଶ ଉପରେ କାର୍ଯ୍ୟ କରି ରାଜ୍ୟପାଳ ବିଶ୍ୱନାଥ ଆର୍ଲେକର ରାଜ୍ୟର ନୂତନ କ୍ୟାବିନେଟକୁ ବିଭାଗ ଆବଣ୍ଟନ କରିଛନ୍ତି। ଶନିବାର (୧୬ ମଇ, ୨୦୨୬) ଲୋକ ଭବନ ଦ୍ୱାରା ପ୍ରକାଶିତ ଏକ ସରକାରୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri