ଜାତୀୟ

ଏଥର ଦେବ ଦୀପାବଳିରେ ୧୦ ଲକ୍ଷ ଦୀପରେ ଆଲୋକିତ ହେବ କାଶୀ ଘାଟ

ବାରାଣସି,୨୭ ।୯: ପଞ୍ଚଗଙ୍ଗା ଘାଟରେ କିଛି ଦୀପର ଆଲୋକ ସହ ଆରମ୍ଭ ହୋଇଥିବା କାଶୀର ଦେବ ଦୀପାବଳି ମୋଦି-ଯୋଗୀଙ୍କ ଶାସନକାଳ ମଧ୍ୟରେ ଲୋକାଲରୁ ଗ୍ଲୋବାଲ ହୋଇଯାଇଛି । ଆକାଶରୁ ଯେମିତି ତାରାଙ୍କୁ ପୃଥିବୀକୁ ଓହ୍ଲାଇ ଆଣିଥିବା ଆଭାସ ଦେଉଥିବା କାଶୀର...

ପଞ୍ଜାବ ବିଧାନସଭାର ସ୍ୱତନ୍ତ୍ର ଅଧିବେଶ ଆଜି, ବିରୋଧରେ ଚଣ୍ଡିଗଡ଼ରେ ଭାଜପାର ଜନତା ବିଧାନସଭା

ଚଣ୍ଡିଗଡ଼,୨୭ ।୯: ପଞ୍ଜାବ ବିଧାନସଭାର ବିଶେଷ ଅଧିବେଶନ ଆଜି ଡକା ଯାଇଛି । ଗୃହର କାର୍ଯ୍ୟ ସକାଳ ୧୧ଟାରେ ଆରମ୍ଭ ହେବ । ଭଗୱନ୍ତ ମାନଙ୍କ ନେତୃତ୍ୱ ବାଲା ସରକାର ଶନିବାର ରାଜ୍ୟପାଳଙ୍କୁ ସୂଚନା ଦେଇଥିଲେ କି ୨୭ ସେପ୍ଟେମ୍ବରରେ...

ଟଙ୍କା ମୂଲ୍ୟ ହ୍ରାସ ଅଣାୟତ୍ତ

ମୁମ୍ବାଇ, ୨୭ା୯(ପି.ଟି.):ଆମେରିକୀୟ ଡଲାର ତୁଳନାରେ ଟଙ୍କା ସର୍ବକାଳୀନ ଦୁର୍ବଳ ସ୍ତରର ରେକର୍ଡ ଭାଙ୍ଗିଛି। ସୋମବାର ଟଙ୍କାର ମୂଲ୍ୟ ୫୪ ପଇସା ହ୍ରାସ ହୋଇଛି। ଫଳରେ ଡଲାରର ମୂଲ୍ୟ ୮୧.୬୩ ଟଙ୍କାକୁ ବୃଦ୍ଧି ପାଇଛି। ଗତ ଶୁକ୍ରବାର ୩୦ ପଇସା ହ୍ରାସ...

କୁଲଗାମରେ ସୁରକ୍ଷାକର୍ମୀଙ୍କୁ ସଫଳତା, ପାକିସ୍ତାନ ଆତଙ୍କବାଦୀ ନିହତ, ଜଣେ ଯବାନ ସମେତ ୩ ଆହତ

ଜମ୍ମୁ,୨୭ ।୯: ଜମ୍ମୁ-କଶ୍ମୀର କୁଲଗାମର ବଟପୋରା ଅଞ୍ଚଳରେ ସୋମବାର ସୁରକ୍ଷାକର୍ମୀଙ୍କୁ ବଡ ସଫଳତା ମିଳିଛି । ପାକିସ୍ତାନ ଆତଙ୍କବାଦୀ ସଙ୍ଗଠନ ଜୈଶ-ଇ-ମହମ୍ମଦର ଜଣେ ଆତଙ୍କବାଦୀ ସୁରକ୍ଷାକର୍ମୀଙ୍କ ଆକ୍ରମଣରେ ନିହତ ହୋଇଛନ୍ତି । ମୃତ ଆତଙ୍କବାଦୀଙ୍କ ପରିଚୟ ମିଳିଛି ସେ ହେଲେ...

ବିଦ୍ରୋହ ପାଇଁ ଦୁଃଖ ପ୍ରକାଶ କଲେ ଗେହଲଟ: ସୋନିଆ କହିଲେ, ଏଭଳି ଆଶା ନ ଥିଲା

ଜୟପୁର,୨୬।୯: ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ୍‌ କଂଗ୍ରେସ ଅଧ୍ୟକ୍ଷ ପଦ ଲାଗି ନିର୍ବାଚନ ଲଢ଼ିବାକୁ ଯାଉଥିବା ବେଳେ ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବାକୁ ବିରୋଧ କରି ତାଙ୍କର ପ୍ରାୟ ୯୦ ଜଣ ସମର୍ଥକ ବିଧାୟକ ରବିବାର ରାତିରେ ବିଦ୍ରୋହ କରିବା ସହ...

ବାହାର ରାଜ୍ୟରେ ବିଜ୍ଞାପନ ପ୍ରକାଶନ ବନ୍ଦ ଲାଗି ଆବେଦନ: ଜବାବ ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୬।୯: ନିଜ ଅଞ୍ଚଳ ବାହାରେ ରାଜ୍ୟ ସରକାରମାନେ ପ୍ରକାଶ କରୁଥିବା ବିଜ୍ଞାପନ ବନ୍ଦ ରଖିବା ପାଇଁ ହୋଇଥିବା ଏକ ଆବେଦନ ଉପରେ ସୁପ୍ରିମକୋର୍ଟ ସୋମବାର କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ଜବାବ ମାଗିଛନ୍ତି। ଜଷ୍ଟିସ୍‌ ଡି.ଓ୍ବାଇ. ଚନ୍ଦ୍ରଚୂଡ଼ ଏବଂ ହିମା...

ମାଲାୟାଲମ ଅଭିନେତା ଶ୍ରୀନାଥ ଭାସି ଗିରଫ

କୋଚି,୨୬।୯: ମାଲାୟାଲମ ଅଭିନେତା ଶ୍ରୀନାଥ ଭାସିଙ୍କ ଅଡୁଆ ବଢ଼ିବାରେ ଲାଗିିଛି। କୋଚିରେ ମାରାଡୁ ପୋଲିସ ଅଭିନେତା ଶ୍ରୀନାଥଙ୍କୁ ଗିରଫ କରିଛି। ଏକ ସାକ୍ଷାତକାର ସମୟରେ ଅଭିନେତା ଜଣେ ମହିଳା ଆଙ୍କରଙ୍କ ସହିତ ଦୁର୍ବ୍ୟବହାର କରିଥିବା ଅଭିଯୋଗ ହୋଇଛି। ଏହି ମାମଲାରେ...

ବଢ଼ିବ ନଡ୍ଡାଙ୍କ କାର୍ଯ୍ୟକାଳ

ନୂଆଦିଲ୍ଲୀ,୨୬।୯: ଲୋକ ସଭା ନିର୍ବାଚନକୁ ନେଇ ସମସ୍ତ ରାଜନୈତିକ ଦଳ ଏବେଠାରୁ ପ୍ରସ୍ତୁତି ଆରମ୍ଭ କଲେଣି। ଗୋଟିଏ ପଟେ ଦେଶରେ କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନକୁ ନେଇ ରାଜନୈତିକ ମାହୋଲ ସରଗରମ ରହିଥିବା ବେଳେ ଏବେ ଭାଜପା ଅଧ୍ୟକ୍ଷଙ୍କୁ ନେଇ ଏକ...

କଂଗ୍ରେସ ଅଧ୍ୟକ୍ଷ ରେସ୍‌ରୁ ବାଦ ପଡ଼ିପାରନ୍ତି ଗେହଲଟ

ନୂଆଦିଲ୍ଲୀ,୨୬।୯: ରାଜସ୍ଥାନ କଂଗ୍ରେସରେ ମତଭେଦ ପରେ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟଙ୍କ ସମସ୍ୟା ବଢ଼ିବାରେ ଲାଗିଛି। ଗେହଲଟ ସମର୍ଥକ ବିଧାୟକଙ୍କ ବିଦ୍ରୋହ ପରେ କଂଗ୍ରେସ ଅଧ୍ୟକ୍ଷ ରେସ୍‌ରୁ ଗେହଲଟ ବାହାର ହୋଇପାରନ୍ତି ବୋଲି ଚର୍ଚ୍ଚା ହେଉଛି। ରାଜସ୍ଥାନର ରାଜନୈତିକ ଡ୍ରାମା ପରେ...

ଗେହଲଟ-ପାଇଲଟଙ୍କ ମଧ୍ୟରେ ମଧ୍ୟସ୍ଥତା କରିବେ କମଲନାଥ

ଜୟପୁର,୨୬।୯: ରାଜସ୍ଥାନର ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ କଂଗ୍ରେସ ଅଧ୍ୟକ୍ଷ ରେସ୍‌ରେ ସାମିଲ ହେବା ପରେ ରାଜସ୍ଥାନର ରାଜନୈତିକ ସରଗରମ ରହିଛି। କଂଗ୍ରେସ ଭିତରେ ଥିବା ଦଳ କନ୍ଦଳ ପୁଣି ଥରେ ସାମ୍ନାକୁ ଆସିଛି। ଗେହଲଟ ଗୋଷ୍ଠୀଙ୍କ ବିରୋଧ ପରେ ପୁଣି...

କଂଗ୍ରେସର ବିକଳ୍ପ ହେବ କି ଆମ୍‌ ଆଦମୀ ପାର୍ଟି, କେଜ୍‌ରିଓ୍ବାଲ ଦେଲେ ଜବାବ

ନୂଆଦିଲ୍ଲୀ,୨୬।୯: ରାଜସ୍ଥାନରେ ମୁଖ୍ୟମନ୍ତ୍ରୀ ପରିବର୍ତ୍ତନକୁ ନେଇ ସଚିନ ପାଇଲଟ ଏବଂ ଅଶୋକ ଗେହଲଟଙ୍କ କ୍ୟାମ୍ପ୍‌ ମୁହାଁମୁହିଁ ହୋଇଛି। ଗେହଲଟ କ୍ୟାମ୍ପର ବିଧାୟକମାନେ ମୁଖ୍ୟମନ୍ତ୍ରୀ ପଦ ପାଇଁ ସଚିନ ପାଇଲଟଙ୍କ ନାମକୁ ବିରୋଧ କରୁଛନ୍ତି। ଦଳ ମଧ୍ୟରେ ଥିବା ମତଭେଦକୁ ନେଇ...

କେନ୍ଦ୍ରମନ୍ତ୍ରୀ ନାରାୟଣ ରାଣେଙ୍କୁ ଝଟକା, କୋର୍ଟ କହିଲେ ୩ ମାସ ମଧ୍ୟରେ ନିଜେ ହଟାନ୍ତୁ ଅବୈଧ ନିର୍ମାଣ ନଚେତ…

ନୂଆଦିଲ୍ଲୀ,୨୬ ।୯: କେନ୍ଦ୍ରମନ୍ତ୍ରୀ ନାରାୟଣ ରାଣେଙ୍କୁ ସୁପ୍ରିମକୋର୍ଟଙ୍କ ପକ୍ଷରୁ ବଡ ଝଟକା ଲାଗିଛି । କୋର୍ଟ କେନ୍ଦ୍ରମନ୍ତ୍ରୀଙ୍କ ସେହି ଆବେଦନକୁ ଖାରଜ କରିଦେଇଛନ୍ତି ଯେଉଁଥିରେ ‘ଆଦିଶ ବଙ୍ଗଳା’ରେ କଥିତ ଭାବେ ଅନଧିକୃତ ନିର୍ମାଣକୁ ଭାଙ୍ଗିବାକୁ ବମ୍ବେ ହାଇକୋର୍ଟଙ୍କ ନିର୍ଦ୍ଦେଶକୁ ରୋକିବାକୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri