ଜାତୀୟ

ଆଇସିୟୁରେ ଭର୍ତ୍ତି ହୋଇଥିବା ମହିଳା ରୋଗୀଙ୍କୁ ବଳାତ୍କାର କଲେ ନର୍ସ, ପ୍ରତିବାଦ କରିବାରୁ…

ଅଲୱର,୨୮।୨: ରାଜସ୍ଥାନର ଅଲୱାରର ଶିବାଜୀ ପାର୍କ ଥାନା ଅଞ୍ଚଳରେ ଥିବା ହରିଶ ହସ୍ପିଟାଲର ଆଇସିୟୁରେ ଭର୍ତ୍ତି ହୋଇଥିବା ୨୪ ବର୍ଷ ବୟସ୍କା ମହିଳାଙ୍କୁ ବଳାତ୍କାର କରି ଜଣେ ପୁରୁଷ ନର୍ସଙ୍କ ଗିରଫ ହୋଇଛନ୍ତି। ପୋଲିସର ସୂଚନାନୁସାରେ, ପୀଡିତା ଅଭିଯୋଗ କରିଛନ୍ତି ଯେ,…

ପରଲୋକରେ ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କ ହତ୍ୟାକାରୀ ସନ୍ଥନ

ନୂଆଦିଲ୍ଲୀ,୨୮।୨: ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କ ହତ୍ୟାକାରୀ ସନ୍ଥନଙ୍କର ବୁଧବାର ପରଲୋକ ଘଟିଛି। ବୁଧବାର ସକାଳେ ଚେନ୍ନାଇର ରାଜୀବ ଗାନ୍ଧୀ ଜେନେରାଲ ହସ୍ପିଟାଲରେ ସନ୍ଥନ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ଡାକ୍ତରଖାନା ଅଧିକାରୀ କହିଛନ୍ତି ଯେ, ସାନ୍ତନଙ୍କ ସକାଳ ୭:୫୦ରେ ମୃତ୍ୟୁ…

ଆଜି ଚାଷୀଙ୍କ ଖାତାକୁ ଆସିବ ୧୬ତମ କିସ୍ତି, ୯ କୋଟି କୃଷକ ପାଇବେ ଲାଭ

ନୂଆଦିଲ୍ଲୀ,୨୮।୨: ପିଏମ୍‌ କିଷାନ ନିଧି ଯୋଜନା ଅଧୀନରେ ବୁଧବାର ୧୬ତମ କିସ୍ତି ଚାଷୀଙ୍କ ଖାତାକୁ ଆସିବ। ଏହାପୂର୍ବରୁ ୧୫ ନଭେମ୍ବର ୨୦୨୩ରେ ୧୫ତମ କିସ୍ତି ଆସିଥିଲା। ଯାହା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିଜେ ଜାରି କରିଥିଲେ। ଏଥି ସହିତ ଏଥର ମଧ୍ୟ…

ଦିଲ୍ଲୀ ଓ ହରିୟାଣାରେ ଲୋକ ସଭା ନିର୍ବାଚନ ପାଇଁ ଏଏପିର ପ୍ରାର୍ଥୀ ଘୋଷଣା

ନୂଆଦିଲ୍ଲୀ, ୨୮।୨: ଆମ୍‌ ଆଦ୍‌ମୀ ପାର୍ଟି (ଏଏପି) ପକ୍ଷରୁ ଆସନ୍ତା ଲୋକ ସଭା ନିର୍ବାଚନ ପାଇଁ ଦିଲ୍ଲୀର ୪ଟି ଆସନ ଓ ହରିୟାଣାର ଗୋଟିଏ ଆସନ ପାଇଁ ମଙ୍ଗଳବାର ପ୍ରାର୍ଥୀ ଘୋଷଣା କରାଯାଇଛି। ନୂଆଦିଲ୍ଲୀ ଆସନରୁ ସୋମନାଥ ଭାରତୀ, ପୂର୍ବ ଦିଲ୍ଲୀ…

କୋଭିଡ୍‌ ଆକ୍ରାନ୍ତଙ୍କ ଫୁସ୍‌ଫୁସ୍‌ ସମସ୍ୟା ବଢ଼ିଛି

ନୂଆଦିଲ୍ଲୀ, ୨୮।୨ : କୋଭିଡ୍‌ ଦ୍ୱାରା ଗମ୍ଭୀର ଭାବେ ଆକ୍ରାନ୍ତ ହୋଇଥିବା ଭାରତୀୟଙ୍କ ମଧ୍ୟରୁ ଅଧିକାଂଶଙ୍କର ଫୁସ୍‌ଫସ୍‌ ଜନିତ ସମସ୍ୟା ବଢ଼ିଛି, ଯାହା ଫଳରେ ସେମାନଙ୍କ ଶ୍ୱାସକ୍ରିୟାରେ ସମସ୍ୟା ଉପୁଜୁଥିବା ଏକ ଅଧ୍ୟୟନରୁ ଜଣା ପଡ଼ିଛି। ଭେଲ୍ଲୋରର ଖ୍ରୀଷ୍ଟିଆନ ମେଡିକାଲ କଲେଜ…

ଜଷ୍ଟିସ୍‌ ଖାନ୍‌ଓ୍ବିଲକର ନୂଆ ଲୋକପାଳ ଅଧ୍ୟକ୍ଷ

ନୂଆଦିଲ୍ଲୀ,୨୮।୨: ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ଏ.ଏମ୍‌. ଖାନ୍‌ଓ୍ବିଲକରଙ୍କୁ ମଙ୍ଗଳବାର ଲୋକପାଳର ନୂଆ ଅଧ୍ୟକ୍ଷ ନିଯୁକ୍ତ କରାଯାଇଛି। ପ୍ରାୟ ଦୁଇବର୍ଷ ହେଲା ଏହି ପଦ ଖାଲି ପଡ଼ିଥିଲା। ୨୦୨୨ ମେ’ ୨୭ରେ ଜଷ୍ଟିସ୍‌ ପିନାକୀ ଚନ୍ଦ୍ର ଘୋଷଙ୍କ କାର୍ଯ୍ୟକାଳ ଶେଷ ହେବା ପରେ…

ହିମାଚଳ: କଂଗ୍ରେସକୁ କ୍ରସ୍‌ ଭୋଟିଂ କାଳ

ନୂଆଦିଲ୍ଲୀ,୨୮।୨: ଉତ୍ତରପ୍ରଦେଶ, କର୍ନାଟକ ଏବଂ ହିମାଚଳପ୍ରଦେଶରୁ ମୋଟ ୧୫ ଆସନ ପାଇଁ ନିର୍ବାଚନ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଉତ୍ତରପ୍ରଦେଶର ୧୦ଟି ଆସନରୁ ଭାଜପା ୮ଟିରେ ବିଜୟୀ ହୋଇଥିବାବେଳେ ସମାଜବାଦୀ ପାର୍ଟିକୁ ୨ଟି ଆସନ ମିଳିଛି। ସେହିପରି କର୍ନାଟକରେ କଂଗ୍ରେସ ୩ଟି ଆସନରେ…

ଭୁବନେଶ୍ୱର ପହଞ୍ଚିଲେ ମାଇକ୍ରୋସଫ୍ଟ ସିଇଓ ବିଲ ଗେଟ୍ସ

ଭୁବନେଶ୍ୱର,୨୭।୨: ଭୁବନେଶ୍ବରରେ ପହଞ୍ଚିଲେ ମାଇକ୍ରୋସଫ୍ଟର ପୂର୍ବତନ ସିଇଓ ବିଲ ଗେଟ୍ସ। ବୁଧବାର ଅର୍ଥାତ୍‌ କାଲି କୃଷି ଭବନ କାର୍ଯ୍ୟକ୍ରମରେ ସେ ଯୋଗଦେବେ। ଏହି ଗସ୍ତରେ ବିଲ ଗେଟ୍ସ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିବା ସହ ଭୁବନେଶ୍ବର ସ୍ଥିତ କୃଷି ଭବନ ପରିଦର୍ଶନ…

ଜୟପ୍ରଦା ଫେରାର ଘୋଷିତ

ନୂଆଦିଲ୍ଲୀ,୨୭।୨: ଅଭିନେତ୍ରୀ ତଥା ପୂର୍ବତନ ଏମ୍‌ପି ଜୟପ୍ରଦା ଦୁଇଟି ମାମଲାରେ ଶୁଣାଣି ପାଇଁ ହାଜର ନ ହେବାରୁ ଏକ ସ୍ବତନ୍ତ୍ର ଅଦାଲତ ତାଙ୍କୁ ଫେରାର ଘୋଷଣା କରିଛନ୍ତି। ୨୦୧୯ ଲୋକ ସଭା ନିର୍ବାଚନ ବେଳେ ଆଚରଣ ବିଧିର ଉଲ୍ଲଂଘନ କରିଥିବା ନେଇ…

Rajya Sabha election: ସଙ୍କଟରେ ହିମାଚଳ ସରକାର, କଂଗ୍ରେସ ବିିଧାୟକ କଲେ କ୍ରସ୍‌ ଭୋଟିଂ

ନୂଆଦିଲ୍ଲୀ,୨୭।୨ : ଉତ୍ତରପ୍ରଦେଶ, କର୍ନାଟକ ଏବଂ ହିମାଚଳପ୍ରଦେଶରୁ ମୋଟ ୧୫ ଆସନ ପାଇଁ ନିର୍ବାଚନ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। କର୍ନାଟକରେ କଂଗ୍ରେସ ୩ଟି ରାଜ୍ୟ ସଭା ଆସନରେ ବିଜୟୀ ହୋଇଛି। ଅନ୍ୟପଟେ ଭାଜପା ମାତ୍ର ଗୋଟିଏ ଆସନ ପାଇଛି। ଦକ୍ଷିଣୀ ରାଜ୍ୟରେ…

ଆଇଟି ନିୟମାବଳୀରେ ସଂଶୋଧନ ଇଣ୍ଟରସେପ୍‌ଶନ ରେକର୍ଡ ନଷ୍ଟ କରିପାରିବେ ସରକାର

ନୂଆଦିଲ୍ଲୀ,୨୭।୨କେନ୍ଦ୍ର ସରକାର ସୂଚନା ପ୍ରଯୁକ୍ତି (ଆଇଟି) ନିୟମାବଳୀରେ ସଂଶୋଧନ କରିଛନ୍ତି। ଉକ୍ତ ସଂଶୋଧନ ଅନୁଯାୟୀ ସ୍ବରାଷ୍ଟ୍ର ସଚିବ କିମ୍ବା କେନ୍ଦ୍ର ସରକାରରେ ଥିବା ଅନ୍ୟ ପଦାଧିକାରୀମାନେ ଇଣ୍ଟରସେପ୍‌ସନ (ଅବରୋଧନ)ର ଡିଜିଟାଲ ରେକର୍ଡଗୁଡ଼ିକୁ ନଷ୍ଟ କରିବା ପାଇଁ କିମ୍ବା ତଥ୍ୟ ଡିକ୍ରିପ୍ଟ କରିବା…

ବିଭ୍ରାନ୍ତିକର ବିଜ୍ଞାପନକୁ ନେଇ ‘ପତଞ୍ଜଳି’କୁ ଅଦାଲତ ଅବମାନନା ନୋଟିସ୍‌

ନୂଆଦିଲ୍ଲୀ,୨୭।୨: ଯୋଗଗୁରୁ ରାମଦେବଙ୍କ ଅଡ଼ୁଆ ବଢ଼ିଛି। ପତଞ୍ଜଳି ଆୟୁର୍ବେଦ ଏବଂ ଏହାର ପରିଚାଳନା ନିର୍ଦ୍ଦେଶକ ଆଚାର୍ଯ୍ୟ ବାଲକ୍ରିଷ୍ଣାଙ୍କୁ ସୁପ୍ରିମକୋର୍ଟ ମଙ୍ଗଳବାର ଅଦାଲତ ଅବମାନନା ନୋଟିସ ଜାରି କରିଛନ୍ତି। ପୂର୍ବରୁ ଉତ୍ପାଦଗୁଡ଼ିକ ଉପରେ ବିଭ୍ରାନ୍ତିକର ବିଜ୍ଞାପନ ବନ୍ଦ କରିବାକୁ କୋର୍ଟ ନିର୍ଦ୍ଦେଶ ଦେଇଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?