ଜାତୀୟ

ମୋଦି କ୍ୟାବିନେଟ୍‌ରେ ବଡ଼ ବୈଠକ: ରାସନ ସମେତ ୪ଟି ବଡ଼ ନିଷ୍ପତ୍ତି ସମ୍ଭବ, ସିଧାସଳଖ ପ୍ରଭାବିତ ହେବେ ସାଧାରଣ ଜନତା!

ନୂଆଦିଲ୍ଲୀ,୧।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଆଜି ବୁଧବାର ଦିଲ୍ଲୀରେ କେନ୍ଦ୍ର କ୍ୟାବିନେଟ୍‌ର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଦେଶହିତ, ଆର୍ଥିକ ସୁଧାର ଏବଂ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। ମଙ୍ଗଳବାର ଦିନ ଅଧିକାରୀମାନେ ସୂଚନା…

ବଙ୍ଗରେ ଟିଏମସି ଏମପି ମହୁଆ ମୋଇତ୍ରାଙ୍କ ଉପରକୁ ଅଣ୍ଡାମାଡ଼, ଭାଜପା…

କୋଲକାତା,୧।୭: ତୃଣମୂଳ କଂଗ୍ରେସ (ଟିଏମସି) ଏମପି ମହୁଆ ମୋଇତ୍ରାଙ୍କ ଉପରକୁ ଅଣ୍ଡା ମାଡ଼ ହୋଇଛି । ବୁଧବାର ଅଭିଯୋଗ କରିଛନ୍ତି ଯେ ପଶ୍ଚିମବଙ୍ଗର ଏକ ରେଷ୍ଟୁରାଣ୍ଟ ବାହାରେ ଏକତ୍ରିତ ହୋଇଥିବା ଲୋକମାନେ ତାଙ୍କ ଉପରକୁ ଅଣ୍ଡା ଫିଙ୍ଗିଛନ୍ତି । ମୋଇତ୍ରା ତାଙ୍କ…

RJD ପରେ JDU ନେତାଙ୍କ ଦାବି, ‘ନୀତୀଶ କୁମାରଙ୍କୁ ଉପ-ପ୍ରଧାନମନ୍ତ୍ରୀ କରାଯିବା ଉଚିତ’

ନୂଆଦିଲ୍ଲୀ,୧।୭: ଆରଜେଡି ପରେ, ଜେଡି(ୟୁ) ଏବେ ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କୁ ଉପପ୍ରଧାନମନ୍ତ୍ରୀ ନିଯୁକ୍ତ କରିବାକୁ ଦାବି କରିଛି। ଜେଡି(ୟୁ) ବିଧାୟକ ପଙ୍କଜ ମିଶ୍ର କହିଛନ୍ତି ଯେ ନୀତୀଶ କୁମାରଙ୍କୁ ଉପପ୍ରଧାନମନ୍ତ୍ରୀ କରାଯିବା ଉଚିତ, ଏହା ବିହାରର ଲୋକଙ୍କ ମଧ୍ୟ…

କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର; ଜୁଲାଇରେ ଏତେ ପ୍ରତିଶତ ବଢ଼ିବ ମହଙ୍ଗା ଭତ୍ତା…

ନୂଆଦିଲ୍ଲୀ,୧।୭: ଶ୍ରମ ବ୍ୟୁରୋର ଏକ ପ୍ରେସ୍ ରିଲିଜ୍ ଅନୁଯାୟୀ, AICPI-IW ଏପ୍ରିଲ୍ ୨୦୨୬ରେ ୧୪୯.୯ରୁ ମେ ୨୦୨୬ରେ ୦.୯ ପଏଣ୍ଟ ବୃଦ୍ଧି ପାଇ ୧୫୦.୮ ହୋଇଛି। ଏହି ସାମ୍ପ୍ରତିକ ବୃଦ୍ଧି ମୁଦ୍ରାସ୍ଫୀତି ଧାରାରେ ପରିବର୍ତ୍ତନକୁ ସୂଚିତ କରେ ଏବଂ ୧ ଜୁଲାଇ,…

ସ୍ୱାମୀଙ୍କଠାରୁ ଅଧିକ ରୋଜଗାର କରୁଥିଲେ ମିଳିବନି ଭରଣପୋଷଣ ଟଙ୍କା: କର୍ନାଟକ ହାଇକୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ,୧।୭: ସ୍ୱାମୀ-ସ୍ତ୍ରୀଙ୍କ ମଧ୍ୟରେ ଭରଣପୋଷଣ ବିବାଦକୁ ନେଇ କର୍ଣ୍ଣାଟକ ହାଇକୋର୍ଟ ଏକ ବଡ଼ ଶୁଣାଣି କରିଛନ୍ତି। ଯଦି ସ୍ତ୍ରୀର ଆୟ ସ୍ୱାମୀଙ୍କଠାରୁ ଅଧିକ, ତେବେ ସେ ଭରଣପୋଷଣ ପାଇବାକୁ ହକଦାର ନୁହନ୍ତି ବୋଲି କୋର୍ଟ ସ୍ପଷ୍ଟ କରିଛନ୍ତି। ସ୍ତ୍ରୀ ପାଖରେ ଜୀବନ…

ଭାରତକୁ ବଡ଼ ଅଫର୍‌ ଦେଲା ରୁଷିଆ: ଶୁଣିଲେ ପାକିସ୍ତାନର ଉଡ଼ିଯିବ ହୋଶ୍‌

ମସ୍କୋ/ନୂଆଦିଲ୍ଲୀ,୧।୭: ରୁଷିଆ ଭାରତକୁ Su-57E ଷ୍ଟିଲ୍ଥ ଲଢ଼ୁଆ ବିମାନର ଯୋଗାଣ ଏବଂ ମିଳିତ ଉତ୍ପାଦନ ସମ୍ପର୍କରେ ଏକ ପ୍ରମୁଖ ପ୍ରସ୍ତାବ ଦେଇଛି। ଏହି ଚୁକ୍ତି ଭାରତ-ପ୍ରଶାନ୍ତ ମହାସାଗରୀୟ କ୍ଷେତ୍ରରେ ସାମରିକ ସନ୍ତୁଳନ, ପ୍ରତିରକ୍ଷା ଶିଳ୍ପ ଏବଂ ପଞ୍ଚମ ପିଢ଼ିର ଲଢ଼ୁଆ ବିମାନର…

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ଆଜିଠୁ ବଦଳିଲା ‘ମନରେଗା’ ଯୋଜନା, ନୂଆ ‘VB-G RAM G’ ଆକ୍ଟରେ ଏବେ ପ୍ରତିଦିନ ମିଳିବ…

ନୂଆଦିଲ୍ଲୀ,୧।୭: ଗ୍ରାମୀଣ ରୋଜଗାର କ୍ଷେତ୍ରରେ କେନ୍ଦ୍ର ସରକାର ଆଜି ଅର୍ଥାତ୍ ୧ ଜୁଲାଇ ୨୦୨୬ରୁ ଏକ ଐତିହାସିକ ତଥା ବଡ଼ ନୀତିଗତ ପରିବର୍ତ୍ତନ କାର୍ଯ୍ୟକାରୀ କରିଛନ୍ତି। ଦେଶର ସବୁଠାରୁ ବଡ଼ ଗ୍ରାମୀଣ ରୋଜଗାର ଗ୍ୟାରେଣ୍ଟି ଯୋଜନା ‘ମନରେଗା’ (MGNREGA) ଆକ୍ଟ, ୨୦୦୫କୁ…

୧ ଜୁଲାଇରୁ ବଦଳିଗଲା ଏହି ୧୦ଟି ବଡ଼ ନିୟମ! ଆଇଟିଆର୍‌, କ୍ରେଡିଟ୍ କାର୍ଡଠାରୁ ଆରମ୍ଭ କରି ପିଏଫ୍‌ ଉଠାଣ ପର୍ଯ୍ୟନ୍ତ…

ନୂଆଦିଲ୍ଲୀ,୧।୭: ଜୁଲାଇ ଆରମ୍ଭ ହୋଇଯାଇଛି। ଆଇଟିଆର୍ (ITR) ଦାଖଲ ସମୟସୀମାଠାରୁ ଆରମ୍ଭ କରି ୟୁପିଆଇ (UPI) ଭିତ୍ତିକ ପିଏଫ୍ (PF) ଟଙ୍କା ଉଠାଣ ଏବଂ କ୍ରେଡିଟ୍ କାର୍ଡର ସଂଶୋଧିତ ସୁବିଧା ପର୍ଯ୍ୟନ୍ତ; ଅନେକ ଗୁରୁତ୍ୱପୂର୍ଣ୍ଣ ଆର୍ଥିକ ସମୟସୀମା ଏହି ଜୁଲାଇ ମାସ…

ଦେଶରେ ୫ଟଙ୍କା ଶସ୍ତା ହେଲା ପେଟ୍ରୋଲ, ଜାଣନ୍ତୁ କେଉଁ କମ୍ପାନୀ କଲା ଘୋଷଣା

ନୂଆଦିଲ୍ଲୀ,୧।୭: ଦେଶର କୋଟି କୋଟି ଜନତାଙ୍କ ପାଇଁ ଏକ ବଡ଼ ଖୁସି ଖବର। ଦୀର୍ଘ ଦୁଇ ବର୍ଷ ପରେ ପ୍ରଥମ ଥର ପାଇଁ ଦେଶରେ ଇନ୍ଧନ ମୂଲ୍ୟରେ ଏଭଳି ବଡ଼ ହ୍ରାସ ଦେଖିବାକୁ ମିଳିଛି। ଆନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ (Crude…

ଛାତ୍ରୀଛାତ୍ରଙ୍କ ପାଇଁ ଖୁସି ଖବର: ୬ରୁ ୧୯ ଜୁଲାଇ ପର୍ଯ୍ୟନ୍ତ ସବୁ ସ୍କୁଲ ବନ୍ଦ, ଜାଣନ୍ତୁ କେବେ ଖୋଲିବ…

ନୂଆଦିଲ୍ଲୀ,୧।୭: କଶ୍ମୀର ଉପତ୍ୟକାରେ ବଢୁଥିବା ଗରମ ଓ ଗୁଳୁଗୁଳି ମଧ୍ୟରେ ସ୍କୁଲ ପିଲାମାନଙ୍କ ପାଇଁ ଏକ ବଡ଼ ଏବଂ ଆଶ୍ୱସ୍ତିକର ଖବର ଆସିଛି। ଜମ୍ମୁ-କଶ୍ମୀର ସରକାର କଶ୍ମୀର ସଂଭାଗ (Kashmir Division)ର ସମସ୍ତ ସରକାରୀ ଏବଂ ସ୍ୱୀକୃତିପ୍ରାପ୍ତ ବେସରକାରୀ ସ୍କୁଲଗୁଡ଼ିକରେ ଗ୍ରୀଷ୍ମକାଳୀନ…

ବଢ଼ୁଛି ସହରୀକରଣ: ୨୧୦୦ ସୁଦ୍ଧା ୩୮% ଲୋକ ବଡ଼ ସହରରେ କରିବେ ବାସ

ନୂଆଦିଲ୍ଲୀ,୧।୭ (ପିଟି):ସମୟର ତାଳେ ତାଳେ ସାରା ବିଶ୍ୱରେ ସହରୀକରଣ ବୃଦ୍ଧି ପାଇବାରେ ଲାଗିଛି। ଆଉ ଏହି ଧାରା ଜାରି ରହିଲେ ୨୧୦୦ ମସିହା ସୁଦ୍ଧା ୩୮% ଲୋକ ବଡ଼ ବଡ଼ ସହରଗୁଡ଼ିକରେ ବାସ କରିବେ ବୋଲି ଜଣାପଡ଼ିଛି। ୧୯୭୫ରେ ବିଶ୍ୱର ପ୍ରାୟ…

ସାଧାରଣ ଜନତାଙ୍କୁ ବଡ଼ ଆଶ୍ୱସ୍ତି: କମିଲା ଗ୍ୟାସ୍‌ ଦର

ନୂଆଦିଲ୍ଲୀ,୧।୭: ଜୁଲାଇ ମାସ ଆରମ୍ଭରୁ ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି। ମାର୍କେଟିଂ କମ୍ପାନୀଗୁଡ଼ିକ ୧୯ କିଲୋଗ୍ରାମ ବାଣିଜି୍ୟକ ଏଲପିଜି ସିଲିଣ୍ଡରର ମୂଲ୍ୟ ୧୮୩.୫୦ ହ୍ରାସ କରିଛନ୍ତି। ଏହି ନିଷ୍ପତ୍ତି ଖାଦ୍ୟ ଏବଂ ପାନୀୟ କ୍ଷେତ୍ରର ରେଷ୍ଟୁରାଣ୍ଟ, ଢାବା, ହୋଟେଲ ଏବଂ ବ୍ୟବସାୟଗୁଡ଼ିକୁ ଲାଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?