ଜାତୀୟ

ସାଧାରଣ ଜନତାଙ୍କ ପାଇଁ କେବେ ଖୋଲିବ ରାମ ମନ୍ଦିର? କେତେ ରହିବ ପ୍ରବେଶ ଶୁଳ୍କ

ଅଯୋଧ୍ୟା,୨୨।୧: ସୋମବାର ଅର୍ଥାତ୍‌ ୨୨ ଜାନୁଆରୀ ୨୦୨୪ରେ ଅଯୋଧ୍ୟାରେ ଏକ ବିଶାଳ ରାମ ମନ୍ଦିର ଉଦଘାଟନ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସମେତ ଦେଶ ତଥା ବିଶ୍ୱର ଅଧିକାଂଶ ବଡ ବ୍ୟକ୍ତିତ୍ୱ ରାମ ମନ୍ଦିରରେ ରାମ…

ରାମ ଲାଲାଙ୍କ ପ୍ରାଣ ପ୍ରତିଷ୍ଠା ଉତ୍ସବର ଲାଇଭ ଟେଲିକାଷ୍ଟ ବନ୍ଦ କରି ପାରିବେନି ସରକାର: ତାମିଲନାଡୁ ସରକାରଙ୍କୁ ସୁପ୍ରିମ୍‌କୋର୍ଟଙ୍କ ଝଟକା…

ନୂଆଦିଲ୍ଲୀ,୨୨।୧ : ସୋମବାର ସୁପ୍ରିମକୋର୍ଟ ତାମିଲନାଡୁ ସରକାରଙ୍କୁ ଏକ ନୋଟିସ ଜାରି କରି କହିଛନ୍ତି ରାମ ମନ୍ଦିର ଉଦଘାଟନ ଏବଂ ରାମ ଲାଲାଙ୍କ ପ୍ରାଣ ପ୍ରତିଷ୍ଠା ଲାଇଭ ଟେଲିକାଷ୍ଟ ପାଇଁ ଅନୁମତୀକୁ ମନା କରାଯାଇପାରିବ ନାହିଁ। ସୁପ୍ରିମକୋର୍ଟରେ ଏକ ପିଟିଶନ ଦାଖଲ…

ଆସିଲେ ରାମ: ଆରମ୍ଭ ହେଲା ମଙ୍ଗଳଧ୍ୱନି, ଭଗବାନ ବିଷ୍ଣୁଙ୍କ ସହ ଜଡିତ ମୁହୂର୍ତ୍ତରେ ହେବ ପ୍ରାଣ ପ୍ରତିଷ୍ଠା

ଅଯୋଧ୍ୟା,୨୨।୧: ଅଯୋଧ୍ୟା ରାମ ମନ୍ଦିରରେ ପ୍ରାଣ ପ୍ରତିଷ୍ଠା କାର୍ଯ୍ୟକ୍ରମର ବୈଦିକ ରୀତିନୀତି ଆରମ୍ଭ ହୋଇଛି। ମନ୍ଦିର ଏବଂ ଏହାର ଆଖପାଖ ସ୍ଥାନଗୁଡ଼ିକ ମନ୍ତ୍ର ଧ୍ୱନିରେ ଗୁଞ୍ଜରିତ ହୋଇଛି। ପ୍ରାଣ ପ୍ରତିଷ୍ଠା ସମାରୋହରେ ଯୋଗଦେବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରାୟ ସକାଳ…

ମତେ ଆଜି ମନ୍ଦିର ଯିବାକୁ ମନା କରାଯାଇଛି, କେଉଁ ଅପରାଧ କରିଛି ମୁଁ: ରାହୁଲ…

ଗୁଆହାଟୀ,୨୨।୧ : ଭାରତ ଯୋଡୋ ନ୍ୟାୟ ଯାତ୍ରାରେ ଏବେ ରାହୁଲ ଗାନ୍ଧୀ ଆସାମରେ ଅଛନ୍ତି। ସୋମବାର ଗଣମାଧ୍ୟମକୁ ସୂଚନା ଦେଇ ସେ ଅଭିଯୋଗ କରିଛନ୍ତି ତାଙ୍କୁ ଆଜି ମନ୍ଦିର ଯିବାକୁ ବାରଣ କରାଯାଇଛି। ରାହୁଲ ଗାନ୍ଧୀ କହିଛନ୍ତି ପୂର୍ବରୁ ତାଙ୍କୁ ମନ୍ଦିର…

କିଏ ସେହି ଲକ୍ଷ୍ମୀକାନ୍ତ ଦୀକ୍ଷିତ, ଯିଏ ରାମଲାଲାଙ୍କ ମୂର୍ତ୍ତିରେ କରିବେ ପ୍ରାଣ ପ୍ରତିଷ୍ଠା

ଅଯୋଧ୍ୟା,୨୨।୧: ଅଯୋଧ୍ୟାରେ ରାମ ମନ୍ଦିରର ଉଦଘାଟନ ଏବଂ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠାର ଶୁଭ ସମୟ ପାଖେଇ ଆସିଛି। ସୋମବାର (୨୨ ଜାନୁଆରୀ ୨୦୨୪) ଦିନି ୧୨ଟା ୩୦ରୁ ରୁ ୧ ଟା ମଧ୍ୟରେ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ହେବ। ପ୍ରାଣ ପ୍ରତିଷ୍ଠା…

ଅଯୋଧ୍ୟାରେ ପହଞ୍ଚିଲେ ସଚିନ ତେନ୍ଦୁଲକର

ଅଯୋଧ୍ୟା,୨୨ା୧: ରାମନଗରୀ ଅଯୋଧ୍ୟା ଆଜି ପ୍ରକମ୍ପିତ ହେଉଛି। ଆଜି ଭାରତବର୍ଷ ରାମଙ୍କ ଆନନ୍ଦରେ ପରିପୂର୍ଣ୍ଣ ହୋଇଛି। ରାମମନ୍ଦିରର ଉଦ୍‌ଘାଟନ ଏବଂ ରାମଲାଲାଙ୍କ ପ୍ରାଣପ୍ରତିଷ୍ଠା ସହିତ ରାମ ଭକ୍ତଙ୍କ ପ୍ରାୟ ୫୦୦ ବର୍ଷର ପ୍ରତୀକ୍ଷାର ଅନ୍ତଃ ଘଟିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି…

ଶେଷରେ ମାନିଲେ କଂଗ୍ରେସ ନେତା: ମୋଦିଙ୍କ ବିନା ସମ୍ଭବ ହୋଇପାରି ନ ଥାନ୍ତା ରାମମନ୍ଦିର

ନୂଆଦିଲ୍ଲୀ,୨୨।୧: କଂଗ୍ରେସ ନେତା ଆଚାର୍ଯ୍ୟ ପ୍ରମୋଦ କ୍ରିଷ୍ଣମ ତାଙ୍କ ମନ୍ତବ୍ୟ ପାଇଁ ଅନେକ ସମୟରେ ଚର୍ଚ୍ଚାରେ ଥାଆନ୍ତି। ସେ ପାର୍ଟି ଲାଇନ ବାହାରେ ନିଜର ମତ ପ୍ରକାଶ କରନ୍ତି। ସେପଟେ ରାମ ମନ୍ଦିର ନିର୍ମାଣ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା…

ଅଯୋଧ୍ୟାରେ ପହଞ୍ଚିଲେ ମୋଦି

ଅଯୋଧ୍ୟା,୨୨ା୧: ସବୁରି ଆଖିରେ ଆନନ୍ଦ ଓ ସନ୍ତୋଷର ଅଶ୍ରୁ। ସମସ୍ତଙ୍କ ମୁହଁରେ ‘ଜୟ ଶ୍ରୀରାମ’ ଧ୍ୱନି। ଅଯୋଧ୍ୟା ହିଁ ପ୍ରଭୁ ରାମଙ୍କ ଜନ୍ମସ୍ଥାନ ବୋଲି ଭାରତବର୍ଷରେ ହିନ୍ଦୁମାନଙ୍କର ବିଶ୍ୱାସ ରହିଆସିଛି। ପ୍ରାୟ ୫୦୦ ବର୍ଷ ଧରି ଯେଉଁ ମହାର୍ଘ୍ୟ ମୁହୂର୍ତ୍ତକୁ ଦେଶବାସୀ…

ସେନାରେ ୨୦୨୭ ସୁଦ୍ଧା ୧୨ ଲକ୍ଷ କର୍ମଚାରୀ ହରାଇବେ ଚାକିରି: ଖଚରଙ୍କ ସ୍ଥାନରେ କାମ କରିବ ଡ୍ରୋନ…

ନୂଆଦିଲ୍ଲୀ,୨୨।୧ : ଭାରତୀୟ ସେନାରେ ଲଗେଜ ନେଇଥିବା ଖଚରମାନେ ଏବେ ଇତିହାସ ପାଲଟିବେ। ସେମାନଙ୍କ ବଦଳରେ ସେନା ବର୍ତ୍ତମାନ ଡ୍ରୋନ ବ୍ୟବହାରକୁ ବୃଦ୍ଧି କରୁଛି। ଏହି ଖଚରଗୁଡିକ ତୁଷାରପାତ ପର୍ବତ ଏବଂ ଖରାପ ରାସ୍ତା ଦେଇ ଦେଶର ସୀମାନ୍ତବର୍ତ୍ତୀ ଅଞ୍ଚଳକୁ ରାସନ,…

ରାମମନ୍ଦିର ନିର୍ମାଣ ପାଇଁ ହୃଦୟଖୋଲା ଦାନ କରିଛନ୍ତି ଏହିସବୁ ଅଭିନେତା: ଜାଣନ୍ତୁ କିଏ କେତେ ଦେଇଛନ୍ତି

ନୂଆଦିଲ୍ଲୀ,୨୨।୧: ଶେଷରେ ସେହି ଐତିହାସିକ ମୁହୂର୍ତ୍ତ ଆସିଛି, ଯାହା ପାଇଁ ସମସ୍ତେ ଉତ୍ସାହର ସହିତ ଅପେକ୍ଷା କରିଥିଲେ। ଜାନୁୟାରୀ ୨୨ ଅର୍ଥାତ୍‌ ଆଜି ଅଯୋଧ୍ୟା ରାମ ମନ୍ଦିରରେ ଭଗବାନ ଶ୍ରୀ ରାମଙ୍କ ପ୍ରାଣ ପ୍ରତିଷ୍ଠା କାର୍ଯ୍ୟକ୍ରମ ଅନୁଷ୍ଠିତ ହେବାକୁ ଯାଉଛି। ଅନେକ…

ଅଯୋଧ୍ୟାରେ ପହଞ୍ଚିଲେ ବଲିଉଡ୍‌ର ଏସବୁ କଳାକାର

ଅଯୋଧ୍ୟା,୨୨ା୧: ରାମନଗରୀ ଅଯୋଧ୍ୟା ଆଜି ବର ପରି ସଜେଇ ହୋଇଛି। ଆଜି ଭାରତବର୍ଷ ରାମଙ୍କ ଆନନ୍ଦରେ ପରିପୂର୍ଣ୍ଣ ହୋଇଛି। ରାମମନ୍ଦିରର ଉଦ୍‌ଘାଟନ ଏବଂ ରାମଲାଲାଙ୍କ ପ୍ରାଣପ୍ରତିଷ୍ଠା ସହିତ ରାମ ଭକ୍ତଙ୍କ ପ୍ରାୟ ୫୦୦ ବର୍ଷର ପ୍ରତୀକ୍ଷାର ଅନ୍ତଃ ଘଟିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ପ୍ରାଣ ପ୍ରତିଷ୍ଠା ଉତ୍ସବ: ନଡ୍ଡା-ଶାହା କାହିଁକି ଯିବେନି…

ଅଯୋଧ୍ୟା,୨୨।୧ : ଅଯୋଧ୍ୟାରେ ଥିବା ରାମ ମନ୍ଦିରରେ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ପାଇଁ ୧୧ ୦୦୦ ଅତିଥିଙ୍କୁ ନିମନ୍ତ୍ରଣ କରାଯାଇଛି। ରବିବାର ସନ୍ଧ୍ୟାଠାରୁ ଅତିଥିମାନେ ରାମ ନଗରୀ ଅଯୋଧ୍ୟାରେ ପହଞ୍ଚିଛନ୍ତି। ତେବେ କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଏବଂ ଭାଜପା ଜାତୀୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri