ପଶ୍ଚିମବଙ୍ଗର କେଉଁ ଆସନ ଛାଡ଼ିଲେ, କେଉଁ ଆସନ ରଖିଲେ ନିଜେ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଜାଣନ୍ତୁ…
କୋଲକାତା,୧୩ା୫: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ ବିଧାନସଭା ନିର୍ବାଚନରେ ନନ୍ଦୀଗ୍ରାମ ଏବଂ ଭବାନୀପୁର ଉଭୟ ଆସନରେ ବିଜୟୀ ହୋଇଥିଲେ, ଯାହା ପରେ ତାଙ୍କୁ ଗୋଟିଏ ଆସନ ଛାଡ଼ିବାକୁ ପଡ଼ିଛି। ସେ ନନ୍ଦୀଗ୍ରାମ ଆସନ ଛାଡ଼ିଛନ୍ତି ଏବଂ ଭବାନୀପୁରର ବିଧାୟକ ରହିବେ। ସେ…
ମୋଦିଙ୍କ ସୁରକ୍ଷାରେ ପ୍ରତି ଘଣ୍ଟାରେ ଖର୍ଚ୍ଚ ହୁଏ କେତେ ଟଙ୍କା? ସିକ୍ୟୁରିଟି ବଜେଟ ଜାଣିଲେ ହୋଇଯିବେ ତାଜୁବ
ନୂଆଦିଲ୍ଲୀ,୧୩।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କେବଳ ତାଙ୍କ ରାଜନୀତି ପାଇଁ ନୁହେଁ ବରଂ ତାଙ୍କର ସରଳ ଜୀବନଶୈଳୀ ଏବଂ ଶୃଙ୍ଖଳିତ ଦୈନନ୍ଦିନ କାର୍ଯ୍ୟ ପାଇଁ ମଧ୍ୟ ଜଣାଶୁଣା। ତଥାପି, ଲୋକମାନେ ତାଙ୍କ ସହିତ ଜଡିତ ପ୍ରଶାସନିକ ଖର୍ଚ୍ଚ ବିଷୟରେ ଜାଣିବାକୁ ସର୍ୱଦା…
CBSEର ଦ୍ୱାଦଶ ପରୀକ୍ଷା ରେଜଲ୍ଟ ପ୍ରକାଶ
ନୂଆଦିଲ୍ଲୀ,୧୩ା୫: ବୁଧବାର ପ୍ରକାଶ ପାଇଛି CBSE ଦ୍ୱାଦଶ ପରୀକ୍ଷା ରେଜଲ୍ଟ। results.cbse.nic.inରେ ରେଜଲ୍ଟ ଉପଲବ୍ଧ। ଡିଜିଲକର୍ ଓ ଉମଙ୍ଗ ଆପ୍ରେ ମଧ୍ୟ ଛାତ୍ରୀଛାତ୍ର ରେଜଲ୍ଡ ଦେଖିପାରିବେ। ୧୮.୫ ଲକ୍ଷରୁ ଊର୍ଦ୍ଧ୍ବ ଛାତ୍ରୀଛାତ୍ର ପରୀକ୍ଷା ଦେଇଥିଲେ । ସେଥିମଧ୍ୟରୁ ୧୦ ଲକ୍ଷରୁ ଊର୍ଦ୍ଧ୍ବ…
ବଢିବ ପେଟ୍ରୋଲ ଦାମ୍! RBI ଗଭର୍ନର ଦେଲେ ବଡ଼ ସଙ୍କେତ
ନୂଆଦିଲ୍ଲୀ,୧୩।୫: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷର ପ୍ରଭାବ ଏବେ ଭାରତର ଅର୍ଥନୀତି ଉପରେ ମଧ୍ୟ ଦେଖାଯାଉଛି। ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ଗଭର୍ନର ସଞ୍ଜୟ ମାଲହୋତ୍ରା କହିଛନ୍ତି ଯେ ଯଦି ଏହି ଉତ୍ତେଜନା ଦୀର୍ଘ ସମୟ ପାଇଁ ଜାରି ରହେ, ତେବେ…
ମମତା ବାଜାର୍ଜୀଙ୍କ ପାଖଲୋକ ଛାଡିଲେ ପଦ, ବଙ୍ଗଳା ରାଜନୀତିରେ ହଲଚଲ!
କୋଲକାତା,୧୩।୫: ପଶ୍ଚିମବଙ୍ଗରେ ସରକାର ପରିବର୍ତ୍ତନ ପରେ, ପଶ୍ଚିମବଙ୍ଗ ମହିଳା କମିଶନର ଅଧ୍ୟକ୍ଷା ଲୀନା ଗଙ୍ଗୋପାଧ୍ୟାୟ ଇସ୍ତଫା ଦେଇଛନ୍ତି। ସେ ତାଙ୍କ କାର୍ଯ୍ୟକାଳ ସମାପ୍ତ ହେବା ପୂର୍ୱରୁ ତାଙ୍କ ପଦରୁ ଇସ୍ତଫା ଦେଇଛନ୍ତି। ବୁଧବାର ଏହି ସୂଚନାକୁ ଅଧିକାରୀମାନେ ନିଶ୍ଚିତ କରିଛନ୍ତି। ଲୀନା…
ପୁଣି ଅସୁସ୍ଥ ସୋନିଆ ଗାନ୍ଧୀ: ହସ୍ପିଟାଲରେ ଭର୍ତ୍ତି
ନୂଆଦିଲ୍ଲୀ,୧୩।୫: ବରିଷ୍ଠ କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀ ପୁଣି ଅସୁସ୍ଥ ହୋଇପଡ଼ିଛନ୍ତି। ତାଙ୍କୁ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସୋନିଆ ଗାନ୍ଧୀଙ୍କ ସହିତ ତାଙ୍କ ପୁଅ ତଥା ଲୋକସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଏବଂ ଝିଅ ପ୍ରିୟଙ୍କା…
ବିଜୟଙ୍କ ବଡ଼ ବିଜୟ, ବିଧାନସଭାରେ ପାଇଲେ ୧୪୪ ବିଧାୟକଙ୍କ ସମର୍ଥନ
ଚେନ୍ନାଇ,୧୩।୫: ବିଜୟ ଥାଲାପଥୀ ତାମିଲନାଡୁ ବିଧାନସଭାରେ ଅଗ୍ନି ପରୀକ୍ଷା ଫ୍ଲୋର ଟେଷ୍ଟ ସଫଳତାର ସହ ପାସ କରିଛନ୍ତି। ବିଜୟ ସରକାର ଫ୍ଲୋର ଟେଷ୍ଟରେ 144 ବିଧାୟକଙ୍କ ସମର୍ଥନ ପାଇଥିଲେ, ଯେତେବେଳେ ପ୍ରମୁଖ ବିରୋଧୀ ଦଳଗୁଡ଼ିକ ଭୋଟିଂ ପୂର୍ୱରୁ ଗୃହରୁ ୱାକଆଉଟ କରିଥିଲେ।…
ସୁନା ଉପରେ ଆମଦାନୀ ଶୁଳ୍କ ବଢାଇଲେ ସରକାର, ଏବେ କ’ଣ ପେଟ୍ରୋଲ-ଡିଜେଲର ବି ବଢିବ ଦାମ୍? ଜାଣନ୍ତୁ ତାଜା ଅପଡେଟ
ନୂଆଦିଲ୍ଲୀ,୧୩।୫: ପଶ୍ଚିମ ଏସିଆରେ ଚାଲିଥିବା ସଙ୍କଟ ମଧ୍ୟରେ ଏବଂ ବ୍ୟାପକ କଟକଣା ଅଭିଯାନର ଅଂଶ ସୱରୂପ ଆଗାମୀ ବର୍ଷ ପାଇଁ ଅଣ-ଅତ୍ୟାବଶ୍ୟକୀୟ ସୁନା କ୍ରୟ କରିବାରୁ ନିବୃତ୍ତ ରହିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନାଗରିକମାନଙ୍କୁ ଆହ୍ୱାନ କରିବାର ମାତ୍ର ଗୋଟିଏ…
ଲୋକଙ୍କୁ ଅପିଲ୍ ପରେ ନିଜେ ବଡ଼ ନିଷ୍ପତ୍ତି ନେଲେ ପ୍ରଧାନମନ୍ତ୍ରୀ ମୋଦି: ହ୍ରାସ କଲେ…
ନୂଆଦିଲ୍ଲୀ,୧୩।୫:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପଦକ୍ଷେପ ଅନୁଯାୟୀ, ତାଙ୍କ ସରକାରୀ କାରଗେଡ ଗାଡ଼ି ସଂଖ୍ୟା ଯଥେଷ୍ଟ ହ୍ରାସ ପାଇଛି। ପଶ୍ଚିମ ଏସିଆର ସଙ୍କଟକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ମୋଦି ଦେଶର ନାଗରିକଙ୍କୁ ନିବେଦନ କରିଥିଲେ। ନିଜେ ନେତୃତ୍ୱ ନେଇ ପ୍ରଧାନମନ୍ତ୍ରୀ ବ୍ୟକ୍ତିଗତ ଭାବରେ…
ହାଇଜମ୍ପ ମାରିଲା ସୁନା ଦର: ଏକାଥରକେ ହଜାର ହଜାର ଟଙ୍କା ବଢ଼ିଲା, ଜାଣନ୍ତୁ କେତେ ହେଲା
ନୂଆଦିଲ୍ଲୀ,୧୩।୫: ଆମଦାନୀ ଶୁଳ୍କ ବୃଦ୍ଧି ପରେ ଦେଶରେ ହାଇଜମ୍ପ ମାରିଛି ସୁନା ଦର। ୨୪ କ୍ୟାରେଟ ସୁନାଦର ଏକାଥରକେ ୧୩,୯୧୦ ଟଙ୍କା ବୃଦ୍ଧି ପାଇଛି। ୨୪ କ୍ୟାରେଟ ସୁନାଦର ୧ଲକ୍ଷ ୬୭ ହଜାର ୮୯୦ ଟଙ୍କା ହୋଇଛି। ୨୨ କ୍ୟାରେଟ ସୁନା…
ପ୍ରଶ୍ନପତ୍ର ଲିକ୍ ପଛରେ ବଡ଼ ନେଟ୍ଓ୍ବର୍କ: ସାଂଘାତିକ ଖୁଲାସା, ୩ ରାଜ୍ୟରୁ…
ନୂଆଦିଲ୍ଲୀ,୧୩ା୫:ଏନ୍ଇଇଟି-ୟୁଜି ପ୍ରଶ୍ନପତ୍ର ଲିକ୍ ମାମଲାରେ ଏକ ବଡ଼ ଅଗ୍ରଗତି ହୋଇଛି। ତଦନ୍ତକାରୀ ଅଧିକାରୀମାନେ ନାସିକ୍ରୁ ଡେରାଡୁନ୍ ଏବଂ ରାଜଗିର ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ଚଢ଼ାଉ କରି ଅନେକଙ୍କୁ ଗିରଫ କରିଛନ୍ତି। ପ୍ରଶ୍ନପତ୍ର ଲିକ୍ ପଛରେ ଏକ ସୁସଂଗଠିତ ନେଟ୍ଓ୍ବର୍କ କାମ କରୁଥିବା…
ସୁନା-ରୁପାକୁ ନେଇ କେନ୍ଦ୍ର ସରକାର କଲେ ବଡ଼ ଘୋଷଣା: ମୋଦିଙ୍କ ଅପିଲ ପରେ…
ନୂଆଦିଲ୍ଲୀ,୧୩।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ନାଗରିକମାନଙ୍କୁ ଅତି କମରେ ଗୋଟିଏ ବର୍ଷ ପାଇଁ ସୁନା କିଣିବାରୁ ନିବୃତ୍ତ ରହିବାକୁ ନିବେଦନ କରିଛନ୍ତି। ଏହି ସମୟରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତିରେ ସରକାର ସୁନା ଏବଂ ରୂପା ସମେତ ମୂଲ୍ୟବାନ ଧାତୁ ଉପରେ…
Archives


