ଥରିଲା ଆଫଗାନିସ୍ତାନ: ଭାରତ, ପାକିସ୍ତାନରେ ଝଟ୍କା
କାବୁଲ/ନୂଆଦିଲ୍ଲୀ,୨୭ା୬: ଆଫଗାନିସ୍ତାନର ହିନ୍ଦୁକୁଶ ଅଞ୍ଚଳରେ ଶନିବାର ରାତିରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲ୍ରେ ଏହାର ତୀବ୍ରତା ୬.୨ ଥିବା ନ୍ୟାଶନାଲ ସେଣ୍ଟର ଫର୍ ସିସ୍ମୋଲୋଜି ପକ୍ଷରୁ କୁହାଯାଇଛି। ରାତି ୭ଟା ୪ ମିନିଟ୍ ସମୟରେ ଭୂକମ୍ପ ଅନୁଭୂତ…
ଆଧାର କାର୍ଡ଼ ଦେଖାଇଲେ ମିଳିବ କି ଫ୍ରି ଏସି? ଜାଣନ୍ତୁ ସତ…
ନୂଆଦିଲ୍ଲୀ,୨୭।୬: ଆଜିକାଲି ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହେଉଛି, ଯେଉଁଥିରେ ଦାବି କରାଯାଉଛି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନାଗରିକଙ୍କ ପାଇଁ “ମାଗଣା ଏସି ଯୋଜନା” ଘୋଷଣା କରିଛନ୍ତି। ଭିଡିଓ ଅନୁଯାୟୀ, ଲୋକମାନେ ସେମାନଙ୍କର ଆଧାର କାର୍ଡ ବ୍ୟବହାର କରି…
ଶିଶୁ ଜନ୍ମ ହେଲେ ମୁଖ୍ୟମନ୍ତ୍ରୀ ଦେବେ ୧ ଗ୍ରାମର ସୁନା ମୁଦି, ରାଜ୍ୟ ସରକାରଙ୍କ ଖାସ୍ ସ୍କିମ୍…
ଚେନ୍ନାଇ,୨୭ା୬: ତାମିଲନାଡୁ ମୁଖ୍ୟମନ୍ତ୍ରୀ ଥାଲାପତି ବିଜୟ ନିଜର ଏକ ପ୍ରମୁଖ ନିର୍ବାଚନୀ ପ୍ରତିଶ୍ରୁତି ପୂରଣ କରିବାକୁ ଯାଉଛନ୍ତି। ଏଣିକି ରାଜ୍ୟର ସମସ୍ତ ସରକାରୀ ମାତୃତ୍ୱ କେନ୍ଦ୍ର ଓ ମଙ୍ଗଳ ହସ୍ପିଟାଲରେ ଜନ୍ମଗ୍ରହଣ କରୁଥିବା ପ୍ରତ୍ୟେକ ଶିଶୁଙ୍କୁ ସରକାରଙ୍କ ପକ୍ଷରୁ ୧ ଗ୍ରାମର…
ରାସନ କାର୍ଡଧାରୀଙ୍କ ପାଇଁ ବଡ଼ ଖବର: ପ୍ରତି ମେମ୍ବର ପାଇବେ ୭ କେଜି ଶସ୍ୟ; ଆପଣଙ୍କ ପାଇଁ ଲାଭ ନା କ୍ଷତି?
ନୂଆଦିଲ୍ଲୀ,୨୬।୬: ଦେଶର ସବୁଠାରୁ ଗରିବ ପରିବାରଗୁଡ଼ିକୁ ମିଳୁଥିବା ରାସନ ବ୍ୟବସ୍ଥାରେ କେନ୍ଦ୍ର ସରକାର ଏକ ବଡ଼ ପରିବର୍ତ୍ତନ କରିବାକୁ ଯାଉଛନ୍ତି। ଏପର୍ଯ୍ୟନ୍ତ ଅନ୍ତ୍ୟୋଦୟ ଅନ୍ନ ଯୋଜନା (AAY) ଅଧୀନରେ ‘ପ୍ରତି ପରିବାର’ ଆଧାରରେ ରାସନ ବଣ୍ଟନ କରାଯାଉଥିଲା, କିନ୍ତୁ ସରକାର ଏହାକୁ…
ବଢିବ ସିୟାଙ୍କ ସମସ୍ୟା! କସାବକୁ ମୃତ୍ୟୁଦଣ୍ଡ ଦେଇଥିବା ଓକିଲ ଲଢ଼ିବେ କେତନଙ୍କ ହତ୍ୟା ମାମଲା
ପୁଣେ,୨୬।୬: ପୁଣେର ପ୍ରସିଦ୍ଧ ବ୍ୟବସାୟୀ କେତନ ଅଗ୍ରୱାଲଙ୍କ ସନ୍ଦେହଜନକ ମୃତ୍ୟୁ ମାମଲାରେ ଏକ ବଡ଼ ଘଟଣା ସାମ୍ନାକୁ ଆସିଛି। ଏହି ହାଇପ୍ରୋଫାଇଲ ହତ୍ୟାକାଣ୍ଡକୁ ନେଇ ସାରା ମହାରାଷ୍ଟ୍ରରେ ଉତ୍ତେଜନା ମଧ୍ୟରେ, ରାଜ୍ୟ ସରକାର ନ୍ୟାୟିକ ପ୍ରକ୍ରିୟାକୁ ତ୍ୱରାନ୍ବିତ କରିବା ପାଇଁ ପ୍ରସ୍ତୁତ…
ସାବଧାନ! ୧ ଜୁଲାଇରୁ ବଦଳିଯିବ ଏହି ସବୁ ନିୟମ; ମହଙ୍ଗା ପଡ଼ିବ ନା ଆଶ୍ୱସ୍ତି ମିଳିବ? ଜାଣନ୍ତୁ…
ନୂଆଦିଲ୍ଲୀ,୨୬।୬: ପ୍ରତି ମାସର ପହିଲା ତାରିଖ ନିଜ ସହିତ କିଛି ନୂଆ ନିୟମ ନେଇ ଆସିଥାଏ। ଜୁନ ମାସ ଏବେ ଶେଷ ହେବାକୁ ଯାଉଛି ଏବଂ ଜୁଲାଇ ମାସ ଆରମ୍ଭ ହେବା ସୀମାରେ ପହଞ୍ଚିଛି। ଭାରତରେ ୧ ଜୁଲାଇ ୨୦୨୬ରୁ ଅନେକ…
ମୋତେ ମଦ ଦିଅ…ଜେଲ୍ରେ ଥାଇ ପୋଲିସ ଆଗରେ ଏମିତି ଡିମାଣ୍ଡ କଲେ ସିୟା
ପୁଣେ,୨୬।୬: ମହାରାଷ୍ଟ୍ର ଲୋହଗଡ଼ ଦୁର୍ଗରେ ୨୬ ବର୍ଷୀୟ କେତନ ଅଗ୍ରୱାଲଙ୍କ ମୃତ୍ୟୁକୁ ନେଇ ଥମୁନି ଚର୍ଚ୍ଚା। ଏହି ଘଟଣାରେ ଗୋଟିଏ ପରେ ଗୋଟିଏ ଗୁମର ଖୋଲୁଛି। ସିୟା ଗୋୟଲ ଏବଂ ତାଙ୍କ ପ୍ରେମିକ ଚେତନ ଚୌଧୁରୀ କେତନଙ୍କୁ ମହାରାଷ୍ଟ୍ରର ଲୋହାଗଡ ଦୁର୍ଗକୁ…
ରାମ ମନ୍ଦିର ଟ୍ରଷ୍ଟିରେ ବଡ଼ ହଲଚଲ: ମହାସଚିବଙ୍କ ସମେତ ୨ଜଣଙ୍କ ଇସ୍ତଫା
ଲକ୍ଷ୍ନୌ,୨୬।୬: ରାମ ମନ୍ଦିର ଦାନ ଚୋରି ମାମଲାର SIT ତଦନ୍ତ ପରେ ମାମଲା ରୁଜୁ ହୋଇଛି। ଏହି ପରିପ୍ରେକ୍ଷୀରେ ରାମ ମନ୍ଦିର ତୀର୍ଥ କ୍ଷେତ୍ର ଟ୍ରଷ୍ଟର ସାଧାରଣ ସମ୍ପାଦକ ଚମ୍ପତ ରାୟ ଏବଂ ଟ୍ରଷ୍ଟି ଅନିଲ ମିଶ୍ର ଶୁକ୍ରବାର ଇସ୍ତଫା ଦେଇଛନ୍ତି।…
ଫ୍ଲାଟ୍ ଲୋଭରେ ଭଉଣୀଙ୍କୁ ଖଣ୍ଡଖଣ୍ଡ କଲେ ଭାଇ, ଶବକୁ ଟଏଲେଟ୍ରେ ଫ୍ଲଶ୍ କରିବା ବେଳେ….
ମସ୍କୋ,୨୬।୬: ମସ୍କୋରୁ ଏକ ଛାତିଥରା ଘଟଣା ସାମ୍ନାକୁ ଆସିଛି । ତିନି କୋଠରୀ ବିଶିଷ୍ଟ ଫ୍ଲାଟ ପାଇବା ପାଇଁ ଜଣେ ଭାଇ ଭଗାରି ପାଲଟିଗଲେ। ପ୍ରଥମେ, ସେ ତାଙ୍କ ବିଧବା ଭଉଣୀଙ୍କ ସହ ଝଗଡ଼ା କଲେ, ତା’ପରେ ତାଙ୍କୁ ଛୁରି ମାରି…
କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: PNG କନେକ୍ସନ ନେଲେ ବି ମିଳିବ LPG, ଜାଣନ୍ତୁ କେମିତି…
ନୂଆଦିଲ୍ଲୀ,୨୬।୬: କେନ୍ଦ୍ର ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ, ଏବେ ଲୋକଙ୍କୁ PNG (Pipe Natural Gas) କନେକ୍ସନ ନେବାକୁ ହେବ। ଅନ୍ୟପଟେ ଯେଉଁମାନେ PNG କନେକ୍ସନ ନେବେ, ସେମାନଙ୍କୁ ନିଜର LPG କନେକ୍ସନ ସରେଣ୍ଡର (ଫେରସ୍ତ) କରିବାକୁ ପଡ଼ିବ, କାରଣ ଗୋଟିଏ ଘରେ…
Ketan Murder Case: କେତନଙ୍କ ମୁଣ୍ଡରେ କେଶ ନ ଥିଲା ସେଥିପାଇଁ ସିୟା ତାଙ୍କୁ ହତ୍ୟା କଲେ!
ପୁଣେ,୨୬।୬: ପୁନେର ବ୍ୟବସାୟୀ କେତନ ଅଗ୍ରୱାଲଙ୍କ ଲୋହାଗଡ ଫୋର୍ଟରେ ହତ୍ୟା ମାମଲାରେ ନୂତନ ତଥ୍ୟ ଆସିବାରେ ଲାଗିଛି। ହତ୍ୟାର ଅଭିଯୁକ୍ତ ଭାବି ପତ୍ନୀ ସିୟା ଗୋଏଲ ଏବେ ପୋଲିସ ନିକଟରେ ଆଉ ଏକ ଗୁରୁତ୍ୱପୂର୍ଣ୍ଣ ଖୁଲାସା କରିଛନ୍ତି ଯାହା ତଦନ୍ତକାରୀ ଦଳକୁ…
ଭାରତକୁ ନେଇ ଏମିତି କହିଲେ ମେଲୋନି ସଭିଏଁ ଚକିତ, କହିଲେ ‘ଦିଲ୍ଲୀରେ ନିର୍ବାଚନ ଲଢିଥିଲେ…’
ରୋମ/ନୂଆଦିଲ୍ଲୀ,୨୬।୬: ଏକ ନୂତନ ପୁସ୍ତକରେ, ଇଟାଲୀ ପ୍ରଧାନମନ୍ତ୍ରୀ ଜିଓର୍ଜିଆ ମେଲୋନି ତାଙ୍କ 2023 ଭାରତ ଗସ୍ତର ଏକ ଆକର୍ଷଣୀୟ କାହାଣୀ ବାଣ୍ଟିଛନ୍ତି, ଯେଉଁଥିରେ ସେ ବର୍ଣ୍ଣନା କରିଛନ୍ତି ଯେ କିପରି ତାଙ୍କ ପ୍ରତିଛବି ସମ୍ବଳିତ ପୋଷ୍ଟରଗୁଡ଼ିକ ତାଙ୍କୁ ସ୍ବାଗତ କରିବା ପାଇଁ…

