ଜାତୀୟ

ବିଏମ୍‌ସି ନିର୍ବାଚନ ଏକାଠି ଲଢ଼ିବେ ଭାଜପା-ଶିନ୍ଦେ ଗୋଷ୍ଠୀ, ଫଡନାଭିସ କଲେ ଘୋଷଣା…

ମୁମ୍ବାଇ, ୬।୯ : ଭାରତୀୟ ଜନତା ପାର୍ଟି (ଭାଜପା) ବମ୍ବେ ମ୍ୟୁନିସପାଲ କର୍ପୋରେଶନ(ବିଏମ୍‌ସି) ନିର୍ବାଚନ ୨୦୨୨ ପାଇଁ ପ୍ରସ୍ତୁତି ଆରମ୍ଭ କରିଛି। ନିର୍ବାଚନ ସମ୍ପର୍କରେ ଭାଜପାର ରୂପରେଖା ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କ ମୁମ୍ବାଇ ଗସ୍ତରେ ପ୍ରାୟ ସ୍ପଷ୍ଟ ହୋଇସାରିଛି। ଅମିତ...

ଅନ୍ତର୍ଜାତୀୟ ଡ୍ରଗ୍ସ ର଼୍ୟାକେଟର ପର୍ଦ୍ଦାଫାଶ: ୨ ଆଫଗାନିସ୍ତାନ ନାଗରିକ ଗିରଫ, ୧୨ଶହ କୋଟି ଡ୍ରଗ୍ସ ଜବତ

ନୂଆଦିଲ୍ଲୀ,୬।୯: ଦିଲ୍ଲୀ ପୋଲିସର ସ୍ପେଶାଲ ସେଲ୍‌ ଏକ ଅନ୍ତର୍ଜାତୀୟ ଡ୍ରଗ୍ସ ର଼୍ୟାକେଟର ପର୍ଦ୍ଦାଫାଶ କରିଛି। ଏହି ର଼୍ୟାକେଟରେ ପୋଲିସ ୨ଆଫଗାନିସ୍ତାନ ନାଗରିକଙ୍କୁ ଗିରଫ କରିବା ସହ ୧୨ଶହ କୋଟି ଟଙ୍କାର ଡ୍ରଗ୍ସ ଜବତ କରିଛି। ଏହା ସିଣ୍ଡିକେଟ ନାର୍କୋ ଆତଙ୍କବାଦ...

ବନ୍ୟା ବୈଠକରେ ଶୋଇପଡ଼ିଲେ ମନ୍ତ୍ରୀ, କଂଗ୍ରେସ କଲା କଟାକ୍ଷ…

ବେଙ୍ଗାଲୁରୁ, ୬।୯ : ପ୍ରବଳ ବର୍ଷା ଯୋଗୁ କର୍ନାଟକରେ ଏକ ବଡ ସମସ୍ୟା ସୃଷ୍ଟି କରିଛି। ଏଥି ସହିତ ରାଜଧାନୀ ବେଙ୍ଗାଲୁରୁର ଅବସ୍ଥା ଅତ୍ୟନ୍ତ ଖରାପ ହେବାରେ ଲାଗିଛି। ଏଠାରେ ଲୋକେ ଯାତାୟାତ ପାଇଁ ଟ୍ରାକ୍ଟର ବ୍ୟବହାର କରିବାକୁ ପଡୁଛି।...

ସାଇରସ୍‌ ମିସ୍ତ୍ରୀଙ୍କ ନିଧନ ପରେ ସଂକଳ୍ପ ନେଲେ ଆନନ୍ଦ ମହିନ୍ଦ୍ରା: କହିଲେ, ଏହା ସମସ୍ତଙ୍କ ପାଇଁ ଜରୁରୀ

ନୂଆଦିଲ୍ଲୀ,୬।୯: ଟାଟା ସନ୍ସର ପୂର୍ବତନ ଚେୟାରମେନ ସାଇରସ୍‌ ମିସ୍ତ୍ରୀଙ୍କ ରବିବାର ସଡ଼କ ଦୁର୍ଘଟଣାରେ ଦେହାନ୍ତ ହୋଇଛି। ଘଟଣାସ୍ଥଳର ଯାଞ୍ଚ ସମୟରେ ଜଣାପଡ଼ିଛି ଯେ, ସାଇରସ୍‌ ପଛରେ ବସିଥିଲେ ମଧ୍ୟ ସିଟ୍‌ ବେଲ୍ଟ ବାନ୍ଧି ନ ଥିଲେ। ଯାହାଫଳରେ ତାଙ୍କର ମୃତ୍ୟୁ...

ହରିଆଣାରେ ‘ମେକ୍‌ ଇଣ୍ଡିଆ ନମ୍ବର ଓ୍ବାନ’ ଅଭିଯାନ ଆରମ୍ଭ କରିବେ କେଜ୍‌ରିଓ୍ବାଲ

ଚଣ୍ଡିଗଡ଼,୬।୯: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଏଏପି ସଂଯୋଜକ ଅରବିନ୍ଦ କେଜ୍‌ରିୱାଲ ବୁଧବାର ହରିଆଣାରୁ ‘ମେକ ଇଣ୍ଡିଆ ନମ୍ବର ୱାନ’ ଅଭିଯାନ ଆରମ୍ଭ କରିବେ। ଏହି ଅବସରରେ ପଞ୍ଜାବ ମୁଖ୍ୟମନ୍ତ୍ରୀ ଭଗଓ୍ବନ୍ତ ମାନ ମଧ୍ୟ ତାଙ୍କ ସହ ଉପସ୍ଥିତ ରହିବେ। ସେପ୍ଟେମ୍ବର...

ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା, ଏନକାଉଣ୍ଟରରେ ୨ ଆତଙ୍କବାଦୀ ମୃତ…

ଶ୍ରୀନଗର, ୬।୯ : ମଙ୍ଗଳବାର ଆତଙ୍କବାଦ ବିରୋଧୀ ଅପରେଶନ ଅଲଆଉଟରେ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା ମିଳିଛି। ଜମ୍ମୁ-କଶ୍ମୀରର ଅନନ୍ତନାଗ ଜିଲାରେ ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ୨ ଜଣ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ଅଧିକ ଆତଙ୍କବାଦୀଙ୍କ ସନ୍ଧାନରେ ସ୍ଥାନୀୟ ଅଞ୍ଚଳରେ ସର୍ଚ୍ଚ ଅପରେଶନ...

୩୦ ବର୍ଷରେ ୩୦ ଟ୍ରିଲିୟନ ଅର୍ଥନୀତିରେ ପହଞ୍ଚିବ ଭାରତ: ପୀୟୂଷ ଗୋୟଲ…

ନୂଆଦିଲ୍ଲୀ, ୬।୯ : ଭାରତ ବ୍ରିଟେନକୁ ପଛରେ ପକାଇ ବିଶ୍ୱର ପଞ୍ଚମ ବୃହତ୍ତମ ଅର୍ଥନୀତିରେ ପରିଣତ ହୋଇଛି। ଏଠାରେ ଉଲ୍ଲେଖଯୋଗ୍ୟ ବିଷୟ ହେଉଛି ଯେ ଆମେ ବର୍ତ୍ତମାନ ବ୍ରିଟେନକୁ ପଛରେ ପକାଇଛୁ। ବ୍ରିଟେନ ଭାରତକୁ ୨୦୦ ବର୍ଷରୁ ଅଧିକ ବର୍ଷ...

ବନ୍ୟା ପାଇଁ କଂଗ୍ରେସ ଦାୟୀ: ବୋମ୍ମାଇ…

ବେଙ୍ଗାଲୁରୁ, ୬।୯ : ଦକ୍ଷିଣ ଭାରତର କେତେକ ରାଜ୍ୟରେ ମୌସୁମୀ ବର୍ଷା ସଙ୍କଟ ସୃଷ୍ଟି କରିଛି। କର୍ନାଟକର ବେଙ୍ଗାଲୁରୁ, କେରଳ ଏବଂ ତାମିଲନାଡୁର ବହୁ ଅଞ୍ଚଳରେ ବର୍ଷା ଲୋକମାନଙ୍କ ପାଇଁ ବିପଦ ଆଣିଛି। ସ୍ମାର୍ଟ ସିଟି ବେଙ୍ଗାଲୁରୁର ରାସ୍ତା ଜଳମଗ୍ନ...

ବିରୋଧୀଙ୍କୁ ଏକଜୁଟ କରିବା ଆମର ଲକ୍ଷ୍ୟ: ନୀତୀଶ…

ନୂଆଦିଲ୍ଲୀ, ୬।୯ : ଆସନ୍ତା ୨୦୨୪ ଲୋକସଭା ନିର୍ବାଚନ ପୂର୍ବରୁ ବିରୋଧୀ ଦଳଙ୍କ ମଧ୍ୟରେ ଉଷ୍ଣତା ବଢ଼ିବାରେ ଲାଗିଛି। ଏହି ମର୍ମରେ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ମଙ୍ଗଳବାର ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କୁ ଭେଟିଛନ୍ତି। ଏହି ବୈଠକରେ ଦିଲ୍ଲୀ...

ଦେଶର ପ୍ରଥମ ନାଜାଲ ଭାକ୍ସିନକୁ ଡିସିଜିଆଇ ମଞ୍ଜୁରୀ…

ନୂଆଦିଲ୍ଲୀ, ୬।୯ : କରୋନା ମହାମାରୀ ବିରୋଧରେ ଭାରତକୁ ଆଉ ଏକ ବଡ଼ ସଫଳତା ମିଳିଛି। ଜରୁରୀକାଳୀନ ବ୍ୟବହାର ପାଇଁ ଦେଶର ପ୍ରଥମ ନାଜାଲ ଭାକ୍ସିନକୁ ଡିସିଜିଆଇ ମଞ୍ଜୁରୀ ପ୍ରଦାନ କରାଯାଇଛି। କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡବ୍ୟ ଏସମ୍ପର୍କରେ ସୂଚନା...

ସେପ୍ଟମ୍ବର ୧୭ରେ ରକ୍ତଦାନ ଅମୃତ ମହୋତ୍ସବ…

ନୂଆଦିଲ୍ଲୀ, ୬।୯ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ସେପ୍ଟେମ୍ବର ୧୭ରେ ରକ୍ତ ଦାନ ଅମୃତ ମହୋତ୍ସବ ଆରମ୍ଭ କରାଯିବ। ଏଥିପାଇଁ ଆରୋଗ୍ୟ ସେତୁ ପୋର୍ଟାଲରେ ପଞ୍ଜୀକରଣ ଆରମ୍ଭ ହୋଇଛି । ସେପ୍ଟେମ୍ବର ୧୭ ରେ ସାରା ଦେଶରେ ଏକ...

୫କି.ମି. ଯାଏ ବାଉଁଶ ଷ୍ଟ୍ରେଚରରେ ବୁହା ହେଲେ ଗର୍ଭବତୀ

ଶିଲଂ,୬।୯: ଜନସାଧରଣଙ୍କୁ ସମସ୍ତ ସୁବିଧା ସହ ଭଲ ସ୍ବାସ୍ଥ୍ୟସେବା ଯୋଗାଇ ଦିଆଯାଉଛି ବୋଲି ସରକାର ଡିଣ୍ଡିମ ପିଟୁଛନ୍ତି। ହେଲେ ଏହାର ଜ୍ୱଳନ୍ତ ଉଦାହରଣ ଅନେକ ଥର ଦେଖିବାକୁ ମିଳିଛି। ଆଜିବି ଅନେକ ରାଜ୍ୟରେ ଲୋକମାନେ ମୌଳିକ ସୁବିଧାରୁ ବଞ୍ଚିତ ହେଉଛନ୍ତି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri