ଜାତୀୟ

ସିଗନାଲ ନ ମାନି ଟେକଅଫ୍‌ କଲା ଇଣ୍ଡିଗୋ ବିମାନ, ତା’ପରେ

ନୂଆଦିଲ୍ଲୀ,୩୧।୧: କିଛିଦିନ ଧରି ଦେଶରେ ବିମାନ ଯାତ୍ରା ରାମଙ୍କ ଭରସାରେ ଚାଲିଛିି। କେତେବେଳେ ବିମାନ ୧୨ ଘଣ୍ଟାରୁ ବିଳମ୍ବରେ ଟେକଅଫ୍‌ କରୁଛି ତ କୌଣସି ଣସି ସ୍ଥାନରେ ଯାତ୍ରୀ ବିମାନ କ୍ୟାପଟେନଙ୍କୁ ଚାପୁଡ଼ା ମାରୁଛନ୍ତି। ନିକଟରେ ଯାତ୍ରୀମାନେ ରନୱେରେ ବସି ଖାଦ୍ୟ…

ବିନା ପ୍ୟାନ କାର୍ଡରେ କିଣି ହେବ ୫ ଲକ୍ଷ ଟଙ୍କାର ସୁନା ଅଳଙ୍କାର ! ବଜେଟ ପୂର୍ବରୁ ଚର୍ଚ୍ଚା…

ନୂଆଦିଲ୍ଲୀ,୩୧।୧ : ବଜେଟର ଉପସ୍ଥାପନା ପାଇଁ କେବଳ କିଛି ଘଣ୍ଟା ବାକି ଅଛି । ଦେଶର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଫେବୃଆରୀ ୧ ରେ ତାଙ୍କର ଷଷ୍ଠ ତଥା ପ୍ରଥମ ମଧ୍ୟବର୍ତ୍ତୀକାଳୀନ ବଜେଟ ଉପସ୍ଥାପନ କରିବାକୁ ଯାଉଛନ୍ତି। ତଥାପି, ଏହି ବଜେଟରେ…

ଦୁଇଟି ଏମ୍‌ଫିଲ୍‌ କୋର୍ସର ବୈଧତା ବଢ଼ାଇଲା UGC, ଜାଣନ୍ତୁ କେଉଁ ପର୍ଯ୍ୟନ୍ତ କରିପାରିବେ ଆଡମିଶନ

ନୂଆଦିଲ୍ଲୀ,୩୧।୧: ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି) ଦୁଇଟି ଏମ୍‌ଫିଲ୍‌ ପାଠ୍ୟକ୍ରମର ବୈଧତା ବୃଦ୍ଧି କରିଛି। ଏଥିରେ କ୍ଲିନିକାଲ ସାଇକୋଲୋଜି ଏବଂ ସାଇକ୍ରାଟ୍ରିକ ସୋସିଆଲ ଓ୍ବାର୍କରେ ଏମ୍‌ଫିଲ୍‌ ଅନ୍ତର୍ଭୁକ୍ତ।ଏହି ଦୁଇଟିର ବୈଧତା ୨୦୨୫-୨୦୨୬ ଶିକ୍ଷାବର୍ଷ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ମଙ୍ଗଳବାର ଆୟୋଗ ପକ୍ଷରୁ…

ଭାରତ ଯୋଡୋ ନ୍ୟାୟ ଯାତ୍ରା ବେଳେ ରାହୁଲ ଗାନ୍ଧୀଙ୍କ ଗାଡି ଉପରେ ଆକ୍ରମଣ

ନୂଆଦିଲ୍ଲୀ,୩୧।୧: ଭାରତ ଯୋଡୋ ନ୍ୟାୟ ଯାତ୍ରା ବେଳେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ କାର୍‌ ଉପରେ ବୁଧବାର ଆକ୍ରମଣ କରାଯାଇଛି। କାର୍‌ ଉପରକୁ ପଥର ଫିଙ୍ଗାଯାଇଛି। ଯେଉଁଥିରେ ଗାଡିର କାଚ ଭାଙ୍ଗି ଯାଇଥିବା ଜଣାପଡିଛି। ତେବେ ପଥର ଫିଙ୍ଗିବା ପରେ କେହି…

କିଏ ହେବେ ମୁଖ୍ୟମନ୍ତ୍ରୀ: ସୋରେନ ପରିବାର କଳି ପଦାରେ, ଏବେ ବଡ଼ ବୋହୂ କହିଲେ ମୁଁ ହେବି, ପଦବୀ ଉପରେ ମୋର ପ୍ରଥମ ଅଧିକାର…

ରାଞ୍ଚି,୩୧।୧ : କୁହାଯାଉଛି ଯଦି ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି) ଝାଡଖଣ୍ଡର ସିଏମ ହେମନ୍ତ ସୋରେନଙ୍କୁ ଗିରଫ କରେ ତେବେ ତାଙ୍କ ସ୍ତ୍ରୀ କଳ୍ପନା ସୋରେନ ରାଜ୍ୟର ପରବର୍ତ୍ତୀ ସିଏମ ହୋଇପାରନ୍ତି। କିନ୍ତୁ ଏହି ସମୟ ମଧ୍ୟରେ ସୋରେନ ପରିବାର ମଧ୍ୟରେ ଲାଗିଥିବା…

ଇଣ୍ଡିଆ ନେଇ ନୀତୀଶଙ୍କ ମନ୍ତବ୍ୟ: ମୁଁ ଆରମ୍ଭରୁ କହିଥିଲି ନାମ ଠିକ ନୁହେଁ, ମୋ କଥା କେହି ଶୁଣିଲେ ନାହିଁ, ଭିଡ଼ିଓ ଭାଇରାଲ…

ପାଟନା,୩୧।୧ : ନିକଟରେ ଆରଜେଡି ଛାଡି ଭାଜପା ସହ ସରକାର ଗଠନ କରିଥିବା ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ବିରୋଧୀ ଏକତା ଉପରେ ଆକ୍ରମଣ କରିଛନ୍ତି। ନୀତୀଶ କୁମାର କହିଛନ୍ତି ମୁଁ ଆରମ୍ଭରୁ ବିରୋଧୀ ଦଳର ନାମକୁ ‘ଇଣ୍ଡିଆ’ ରଖିବା ନେଇ…

ନିଯୁକ୍ତିର କିଛି ଘଣ୍ଟା ମଧ୍ୟରେ ମେୟରଙ୍କ ଆସନ ଦୋହଲିଲା: ହାଇକୋର୍ଟରେ ଆବେଦନ,କୋର୍ଟ ଦେଲେ ଏଭଳି ନିର୍ଦ୍ଦେଶ…

ଚଣ୍ଡିଗଡ଼,୩୧।୧ : ଚଣ୍ଡିଗଡ଼ ମେୟର ନିର୍ବାଚନ ମାମଲା ହାଇକୋର୍ଟରେ ପହଞ୍ଚିଛି। ପଞ୍ଜାବ ଏବଂ ହରିୟାଣା ହାଇକୋର୍ଟରେ ନୂତନ ମେୟରଙ୍କ ନିଯୁକ୍ତିକୁ ଚ୍ୟାଲେଞ୍ଜ କରାଯାଇଛି। ବୁଧବାର ଏହି ମାମଲାର ଶୁଣାଣି ବେଳେ କୋର୍ଟ ଚଣ୍ଡିଗଡ଼ ମ୍ୟୁନିସିପାଲ କର୍ପୋରେଶନ ଏବଂ ପ୍ରଶାସନକୁ ନୋଟିସ ଜାରି…

ଖାଲି ସମୟ ଥିଲେ ବରିଷ୍ଠଙ୍କ ଠାରୁ ଆଇନକାନୁନ୍‌ ଶିଖି ଆସନ୍ତୁ; ଓକିଲଙ୍କୁ ଭର୍ତ୍ସନା କଲେ ଡି ଓ୍ବାଇ ଚନ୍ଦ୍ରଚୂଡ

ନୂଆଦିଲ୍ଲୀ,୩୧।୧: ‘ଖାଲି ସମୟ ଥିଲେ ନିଜ ବରିଷ୍ଠଙ୍କ ଠାରୁ କିଛି ଆଇନକାନୁନ୍‌ ଶିଖନ୍ତୁ’। ଏକ ଯାଚିକାର ଶୁଣାଣିବେଳେ ସୁପ୍ରିମକୋର୍ଟ, ଓକିଲ ଓ ଯାଚିକାକର୍ତ୍ତାଙ୍କୁ ଭର୍ତ୍ସନା କରିଛନ୍ତି। ଯାଚିକାରେ କେନ୍ଦ୍ର, ରାଜ୍ୟ ଓ କେନ୍ଦ୍ର ଶାସିତଙ୍କୁ ନ୍ୟାୟଳୟର ନ୍ୟାୟିକ ଆଦେଶ କଡାକଡି ଭାବେ…

ରାମ ମନ୍ଦିର ସ୍ବପ୍ନ ସତ ହେଲା, ଚନ୍ଦ୍ରରେ ଉଡିଲା ତ୍ରିରଙ୍ଗା: ରାଷ୍ଟ୍ରପତି…

ନୂଆଦିଲ୍ଲୀ,୩୧।୧ : ସଂସଦର ବଜେଟ ଅଧିବେଶନ ବୁଧବାରଠାରୁ ଆରମ୍ଭ ହୋଇଛି। ଏହା ଫେବୃଆରୀ ୯ ପର୍ଯ୍ୟନ୍ତ ଚାଲିବ। ଏହା ହେଉଛି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ଦ୍ୱିତୀୟ କାର୍ଯ୍ୟକାଳର ଶେଷ ମଧ୍ୟବର୍ତ୍ତୀ ବଜେଟ, ଯାହା ଆସନ୍ତା କାଲି ଅର୍ଥାତ ଫେବୃଆରୀ ୧…

ଗୀତ ଶୁଣି ତାଳିମାରି ନାଚୁଛି କୁକୁର,ସୋସିଆଲ ମିଡ଼ିଆରେ ଭାଇରାଲ, ୬ ମିଳିୟନ ଲାଇକ-୬୧ ମିଳିୟନ ଭିୟୁ…

ପ୍ରୟାଗରାଜ,୩୧।୧ : ସୋସିଆଲ ମିଡିଆରେ କିଛି ଭିଡିଓ ଅଛି ଯାହା ଲୋକଙ୍କୁ ଆଶ୍ଚର୍ଯ୍ୟ କରିଥାଏ। ସମଗ୍ର ଦେଶ ରାମଙ୍କ ପ୍ରତି ଭକ୍ତିରେ ବୁଡି ରହିଛି। ଏହି ସମୟରେ, ଏକ କୁକୁରର ଭିଡିଓ ଭାଇରାଲ ହେବାରେ ଲାଗିଛି। ଲୋକମାନେ ଏହି ଭିଡିଓକୁ ବହୁତ…

ଦିଲ୍ଲୀ ଏନସିଆରରେ ଦିଶୁନି ରାସ୍ତା: ୫୦ ବିମାନ ଉଡାଣ ବାତିଲ, ୨୩ ଟ୍ରେନ ୬ ଘଣ୍ଟା ବିଳମ୍ବ…

ନୂଆଦିଲ୍ଲୀ,୩୧।୧ : ଦିଲ୍ଲୀ-ଏନସିଆରରେ ଘନ କୁହୁଡି ବ୍ୟାପିଛି, ଯେଉଁ କାରଣରୁ ଏଠାରେ ସାଧାରଣ ଜୀବନ ପ୍ରଭାବିତ ହେବାରେ ଲାଗିଛି। ରାସ୍ତାଠାରୁ ଆରମ୍ଭ କରି ବାୟୁପଥ ପର୍ଯ୍ୟନ୍ତ ସବୁକିଛି ଉପରେ ଏହାର ପ୍ରଭାବ ପଡିଛି। ସୂଚନା ଅନୁଯାୟୀ, ଦିଲ୍ଲୀ ବିମାନବନ୍ଦରରେ ୫୦ରୁ ଅଧିକ…

ହେମନ୍ତ-କଳ୍ପନା ସୋରେନଙ୍କ ପାଖରେ ରହିଛି ଏତେ ଟଙ୍କା, ଜାଣିଲେ ହୋଇଯିବେ ତାଜୁବ୍‌

ରାଞ୍ଚି/ନୂଆଦିଲ୍ଲୀ,୩୧।୧: ଜମି ଦୁର୍ନୀତି ଓ ମନି ଲଣ୍ଡ୍ରିଂ ମାମଲାରେ ଫସିଥିବା ଝାଡଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଏବେ ଖୁବ୍‌ ଚର୍ଚ୍ଚାରେ ଅଛନ୍ତି। ଟିଭି ଚ୍ୟାନେଲ ଠାରୁ ଆରମ୍ଭ କରି ଖବରକାଗଜ ଯାଏଁ ସିଏ ସବୁଠାରେ ଶିରୋନାମା ମଣ୍ଡନ କରିଛନ୍ତି। ୧୯୯୭ରେ ବହୁଚର୍ଚ୍ଚିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?