ଜାତୀୟ

ରାଶନ କାର୍ଡଧାରୀଙ୍କ ପାଇଁ ବଡ଼ ଖବର! ଏବେ ମିଳିବ ମୁଣ୍ଡପିଛା ମିଳିବ…

ନୂଆଦିଲ୍ଲୀ,୨୬।୬: କେନ୍ଦ୍ର ସରକାର ଅନ୍ତ୍ୟୋଦୟ ଅନ୍ନ ଯୋଜନା (AAY) ଅଧୀନରେ ମିଳୁଥିବା ପରିବାର ପିଛା ମାସିକ ୩୫ କିଲୋଗ୍ରାମର ଖାଦ୍ୟଶସ୍ୟ ଅଧିକାରକୁ ବଦଳାଇ, ଏହାକୁ ପ୍ରତି ବ୍ୟକ୍ତି ମାସିକ ୭ କିଲୋଗ୍ରାମ (ସର୍ବାଧିକ ୩୫ କିଲୋଗ୍ରାମର ସୀମା ସହିତ) କରିବାକୁ ବିଚାର…

ଧର୍ମେନ୍ଦ୍ର ପ୍ରଧାନଙ୍କୁ ଜନ୍ମଦିନ ଶୁଭେଚ୍ଛା ଜଣାଇ ଏମିତି କହିଲେ ପ୍ରଧାନମନ୍ତ୍ରୀ ମୋଦି: ଚାରିଆଡ଼େ ହେଉଛି ଚର୍ଚ୍ଚା

ନୂଆଦିଲ୍ଲୀ,୨୬।୬:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇ ଜାତୀୟ ଶିକ୍ଷା ନୀତି (NEP) କାର୍ଯ୍ୟକାରୀ କରିବା ଦିଗରେ ତାଙ୍କର ‘ପ୍ରଶଂସନୀୟ ପ୍ରୟାସ’କୁ ପ୍ରଶଂସା କରିଛନ୍ତି। ଓଡ଼ିଶାର ସମ୍ବଲପୁର ନିର୍ବାଚନମଣ୍ଡଳୀର ସାଂସଦ ପ୍ରଧାନ ଶୁକ୍ରବାର…

Ketan Murder Case: ଏବେ ପୋଲିସକୁ ନୂଆ କାହାଣୀ ଶୁଣାଇଲେ ଅଭିଯୁକ୍ତ ସିୟା, ପୋଲିସ ଚକିତ

ନୂଆଦିଲ୍ଲୀ,୨୬।୬: ପୁଣେର କେତନ ଅଗ୍ରୱାଲ ହତ୍ୟାକାଣ୍ଡର ଅଭିଯୁକ୍ତ ବାନ୍ଧବୀ ସିୟା ଗୋୟଲ ଏବେ ପୋଲିସ ହେପାଜତରେ ଅଛନ୍ତି। ପୋଲିସ ସିୟାକୁ ଏହି ମାମଲାକୁ ନେଇ ପଚରାଉଚରା ଜାରି ରଖିଛି। ଏହି ସମୟରେ ପଚରାଉଚରାରୁ ଏକ ନୂଆ କାହାଣୀ ସାମ୍ନାକୁ ଆସିଛି। ସିୟାର…

ସାଧାରଣ ପାସ୍‌ପୋର୍ଟ ଫି’ ୨୫୦୦ ଟଙ୍କାକୁ ବୃଦ୍ଧି, ତତ୍କାଳ ପାଇଁ ଦେବାକୁ ପଡ଼ିବ ୫ ହଜାର

ନୂଆଦିଲ୍ଲୀ,୨୬ା୬(ପି.ଟି.): କେନ୍ଦ୍ର ସରକାର ଦେଶରେ ପାସ୍‌ପୋର୍ଟ ପ୍ରସ୍ତୁତି ଏବଂ ଏହାର ନବୀକରଣ (ରି-ଇସ୍ୟୁ) ଫି’ରେ ବଡ଼ଧରଣର ବୃଦ୍ଧି କରିଛନ୍ତି । ୧୯୮୦ ମସିହାର ‘ପାସ୍‌ପୋର୍ଟ ନିୟମାବଳୀ’ରେ ସଂଶୋଧନ କରାଯାଇ ଏହି ନୂତନ ଶୁଳ୍କ ବ୍ୟବସ୍ଥା ଲାଗୁ କରାଯାଇଛି। କେନ୍ଦ୍ର ବହିର୍ବ୍ୟାପାର ମନ୍ତ୍ରଣାଳୟ…

କ୍ୟାନ୍‌ସର ଔଷଧ, ଟିକା, ଆଣ୍ଟିବାୟୋଟିକ୍‌ରେ ‘କ୍ୟୁଆର୍‌ କୋଡ୍‌’ ବାଧ୍ୟତାମୂଳକ, ଜୁଲାଇ ୧ରୁ ପ୍ରଥମ ପର୍ଯ୍ୟାୟ ନିୟମ ଲାଗୁ

ନୂଆଦିଲ୍ଲୀ,୨୬ା୬(ପି.ଟି.): ଦେଶରେ ନକଲି ଏବଂ ନିମ୍ନମାନର ଔଷଧର ବେଆଇନ କାରବାରକୁ ରୋକିବା ପାଇଁ କେନ୍ଦ୍ର ସରକାର ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ବର୍ତ୍ତମାନ ସମସ୍ତ ପ୍ରକାର ଆଣ୍ଟିବାୟୋଟିକ୍‌ (ଆଣ୍ଟିମାଇକ୍ରୋବିଆଲ), ଟିକା (ଭାକ୍ସିନ), କର୍କଟ ବା କ୍ୟାନ୍‌ସର ରୋଗର ଔଷଧ ଏବଂ ସ୍ନାୟୁଜନିତ…

ଧର୍ମେନ୍ଦ୍ର ପ୍ରଧାନକୁ ଜନ୍ମଦିନ ଉପହାର ପଠାଇଲେ ଅଭିଜିତ୍ ଦୀପକେ, ପ୍ଲିଜ ଆପଣ…

ନୂଆଦିଲ୍ଲୀ, ୨୬।୬: ‘କକ୍ରୋଚ୍ ଜନତା ପାର୍ଟି’ ଲଗାତାର ଷଷ୍ଠ ଦିନ ପାଇଁ ପେପର୍ ଲିକ୍ ପ୍ରସଙ୍ଗକୁ ନେଇ ପ୍ରତିବାଦ ଜାରି ରଖିଛି । CJP ପ୍ରତିଷ୍ଠାତା ଅଭିଜିତ୍ ଦୀପକେ ଜନ୍ତର ମନ୍ତରରୁ ଏକ ବାର୍ତ୍ତା ଲେଖି ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ…

ମୁହଁ ଖୋଲିଲେ ସିୟା ଅଗ୍ରଓ୍ବାଲ୍‌ଙ୍କ ପିତା: ଯଦି ମୋ ଝିଅ କେତନଙ୍କୁ ମାରିଛି ତେବେ…

ପୁଣେ,୨୬।୬: ମହାରାଷ୍ଟ୍ରର ପୁଣେରେ ବ୍ୟବସାୟୀ କେତନ ଅଗ୍ରୱାଲଙ୍କ ମୃତ୍ୟୁ ସମସ୍ତଙ୍କୁ ସ୍ତବ୍ଧ କରିଦେଇଛି। ଏହି ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ପ୍ରେମିକା ସିୟା ଗୋୟଲ ଏବଂ ତାଙ୍କ ପ୍ରେମିକ ବର୍ତ୍ତମାନ ପୋଲିସ ହେପାଜତରେ ଅଛନ୍ତି। ଏହା ମଧ୍ୟରେ ସିୟା ଗୋୟଲଙ୍କ ବାପା ପ୍ରବୀଣ…

କେତନଙ୍କ ହତ୍ୟା ପରେ ସିୟାଙ୍କ କଥା ବଖାଣିଲେ ସିକ୍ୟୁରିଟି ଗାର୍ଡ, ଦେଲେ ବିସ୍ଫୋରକ ବୟାନ

ପୁଣେ, ୨୬।୬: ମହାରାଷ୍ଟ୍ର ଲୋହଗଡ଼ ଦୁର୍ଗରେ ୨୬ ବର୍ଷୀୟ କେତନ ଅଗ୍ରୱାଲଙ୍କ ମୃତ୍ୟୁ ପରର ଘଟଣା ବର୍ଣ୍ଣନା କରିଛନ୍ତି ସିକ୍ୟୁରିଟି ଗାର୍ଡ ଧୀରଜ ଯାଦବ। ସେ କହିଛନ୍ତି ଯେ, ଏହି ଘଟଣା ପରେ ସେ ଚିତ୍କାର ଶୁଣି ଦୌଡ଼ି ଯାଇଥିଲେ ଏବଂ…

ବଢ଼ିଲା ଉଦ୍ଧବଙ୍କ ଚିନ୍ତା, ପାର୍ଲାମେଣ୍ଟ ଅଫିସ ହରାଇବା ସ୍ଥିତିରେ ଶିବସେନା

ମୁମ୍ବାଇ, ୨୬।୬: ମହାରାଷ୍ଟ୍ର ରାଜନୀତିରେ ଶିବସେନା (ୟୁବିଟି) ଏବଂ ମହା ବିକାଶ ଅଘାଡ଼ି (ଏମ୍‌ଭିଏ) ମେଣ୍ଟର ସଙ୍କଟ ଦିନକୁ ଦିନ ଗଭୀର ହେବାରେ ଲାଗିଛି। ବୁଧବାର ସାରେ ଅନୁଷ୍ଠିତ ମେଣ୍ଟର ଗୁରୁତ୍ୱପୂର୍ଣ୍ଣ ବୈଠକକୁ ଆସି ନ ଥିବା ୨୩ ବିଧାୟକଙ୍କ ମଧ୍ୟରୁ…

Ketan Murder Case:ପିତାଙ୍କ ଗୁହାରି, କହିଲେ ଝିଅକୁ ଦିଆଯାଉ ଫାଶୀ!

ପୁଣେ,୨୫।୬: ପୁଣେରେ ହାଇପ୍ରୋଫାଇଲ କେତନ ଅଗ୍ରୱାଲ ହତ୍ୟା ମାମଲାର ତଦନ୍ତ ଆଗକୁ ବଢ଼ିବା ସହିତ, ମାମଲାର ନୂତନ ଦିଗ ସାମ୍ନାକୁ ଆସୁଛି। ଏବେ, ମାମଲାର ମୁଖ୍ୟ ଅଭିଯୁକ୍ତ ସିଆ ଗୋଏଲଙ୍କ ପରିବାର ମଧ୍ୟ ଏକ ଗୁରୁତର ବ୍ୟକ୍ତିଗତ ସଙ୍କଟର ସମ୍ମୁଖୀନ ହେଉଛନ୍ତି।…

LPG ଯୋଗାଣ ଉପରେ ଥିବା ସମସ୍ତ କଟକଣା ହଟିଲା, କମର୍ସିଆଲ ଗ୍ରାହକଙ୍କ ପାଇଁ ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୨୫।୬: କେନ୍ଦ୍ର ସରକାର ଶିଳ୍ପ ଏବଂ ବାଣିଜ୍ୟିକ ଏଲପିଜି ଗ୍ରାହକଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ଘୋଷଣା କରିଛନ୍ତି। ସରକାର ଅଣ-ଘରୋଇ ପ୍ୟାକ ହୋଇଥିବା ଏଲପିଜି ଯୋଗାଣ ଉପରେ ସମସ୍ତ କ୍ଷେତ୍ର-ୱାରି କଟକଣା ଉଠାଇ ଦେଇଛନ୍ତି, ଯାହା ପଶ୍ଚିମ ଏସିଆ ସଙ୍କଟ ପୂର୍ବରୁ…

Oil-LPG Crisis: ତୈଳ ପରିବହନ ଖର୍ଚ୍ଚ ନଅ ଗୁଣ ବୃଦ୍ଧି ପାଇଛି; ଦେଶ ଏକ ନୂତନ ସଙ୍କଟର ସମ୍ମୁଖୀନ ହେଉଛି

ନୂଆଦିଲ୍ଲୀ,୨୫।୬: ଉପସାଗରୀୟ ଅଞ୍ଚଳରେ ଉତ୍ତେଜନା ହ୍ରାସ କରିବାର ରିପୋର୍ଟ ମଧ୍ୟରେ, ଏକ ନୂତନ ସମସ୍ୟା ଦେଖାଦେଇଛି। ଯୁଦ୍ଧବିରତି ପରେ ହର୍ମୁଜ ପ୍ରଣାଳୀ ଦେଇ ଜାହାଜଗୁଡ଼ିକର ଗତି ଦ୍ରୁତ ଗତିରେ ପୁନର୍ବାର ଆରମ୍ଭ ହୋଇଥିବା ବେଳେ, ଏବେ ଜାହାଜର ଘୋର ଅଭାବ ଦେଖାଦେଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?