ଜାତୀୟ

ଶ୍ରମିକମାନେ କାମ କରୁଥିବା ବେଳେ ଭୁଶୁଡ଼ିଲା ଗୋଦାମ, ମୃତ୍ୟୁ ସଂଖ୍ୟା….

କୋଲକାତା,୨୪ା୬: ପଶ୍ଚିମ କୋଲକାତାର ତାରାତାଲା ଅଞ୍ଚଳରେ ଏକ ନିର୍ମାଣାଧୀନ ଗୋଦାମ ବୁଧବାର ଅପରାହ୍ନରେ ହଠାତ୍ ଭୁଶୁଡ଼ିଲା । ଭଗ୍ନାବଶେଷ ତଳେ ପ୍ରାୟ ୫୦-୬୦ ଜଣ ଫସି ରହିଛନ୍ତି ।ଉଦ୍ଧାର କାର୍ଯ୍ୟ ଆରମ୍ଭ କରାଯାଇଛି। ଏପର୍ଯ୍ୟନ୍ତ ନଅ ଜଣ ଆହତ ବ୍ୟକ୍ତିଙ୍କୁ SSKM…

କେନ୍ଦ୍ର ସରକାର ବଦଳାଇଲେ ରାଶନ ନିୟମ! ଏବେ ପରିବାର ନୁହେଁ, ସଦସ୍ୟଙ୍କ ସଂଖ୍ୟା ଆଧାରରେ ମିଳିବ…

ନୂଆଦିଲ୍ଲୀ, ୨୪।୬: ଦେଶର ସାର୍ବଜନୀନ ବଣ୍ଟନ ବ୍ୟବସ୍ଥା (PDS) ଏବଂ ରାଶନ ବ୍ୟବସ୍ଥାରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିପାରେ। କେନ୍ଦ୍ର ସରକାର ଜାତୀୟ ଖାଦ୍ୟ ସୁରକ୍ଷା (ସଂଶୋଧନ) ବିଲ, ୨୦୨୬ର ଚିଠା (ଡ୍ରାଫ୍ଟ) ଜାରି କରିଛନ୍ତି। ଏଥିରେ ଅନ୍ତ୍ୟୋଦୟ ଅନ୍ନ…

ପଳାତକ ନୀରବ ମୋଦିଙ୍କୁ ଲାଗିଲା ଜୋରଦାର ଝଟକା: ଫେରାଇବେ ୧୦୦ କୋଟି ଟଙ୍କା

ନୂଆଦିଲ୍ଲୀ,୨୪।୬: ପଳାତକ ହୀରା ବ୍ୟବସାୟୀ ନୀରବ ମୋଦିଙ୍କୁ ଲଣ୍ଡନ ହାଇକୋର୍ଟରୁ ଏକ ବଡ଼ ଝଟକା ଲାଗିଛି। ଏକ ଋଣ ବିବାଦରେ ବ୍ୟାଙ୍କ ଅଫ ଇଣ୍ଡିଆ ସପକ୍ଷରେ ରାୟ ଦେଇ କୋର୍ଟ ନୀରବ ମୋଦିଙ୍କୁ ୧୦୦ କୋଟି (୧୦.୭ ନିୟୁତ ଡଲାର)ରୁ ଅଧିକ…

ଫୁଟ୍‌ପାଥରେ ଶୋଇଥିବାବେଳେ ନାବାଳିକାଙ୍କୁ ଅପହରଣ କରିନେଇ ବଳାତ୍କାର କଲେ ଟ୍ୟାକ୍ସି ଡ୍ରାଇଭର, ଆଉ ତା’ପରେ…

ନୂଆଦିଲ୍ଲୀ,୨୪ା୬: ଦକ୍ଷିଣ ଦିଲ୍ଲୀର ମେହରୋଲି ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଅପହରଣ କରିନେଇ ବଳାତ୍କାର ପରେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ୧୧ ବର୍ଷୀୟା ବାଳିକା ତାଙ୍କ ପରିବାର ସଦସ୍ୟଙ୍କ ସହ ଫୁଟ୍‌ପାଥରେ ଶୋଇଥିବାବେଳେ ତାଙ୍କୁ ଅପହରଣ କରାଯାଇଥିଲା ବୋଲି ଜଣେ ପୋଲିସ…

ବିବାହ ପାଇଁ କଥା ଦେଇଥିବା ପ୍ରେମିକା ରଚିଲେ ହତ୍ୟା ଷଡ଼ଯନ୍ତ୍ର: ଭାବି ସ୍ବାମୀଙ୍କୁ…ପୂରା ଘଟଣା ଜାଣିଲେ ଥରିଉଠିବ ଛାତି

ପୁଣେ,୨୪ା୬: ପୁଣେର ଲୋହାଗଡ଼ ଦୁର୍ଗରେ ଗତ ୧୮ ତାରିଖରେ ୨୫ ବର୍ଷୀୟ ରିୟଲ ଇଷ୍ଟେଟ୍‌ ବ୍ୟବସାୟୀ କେତନ ବିଶାଲ ଅଗ୍ରଓ୍ବାଲଙ୍କର ମୃତ୍ୟୁ ଦୁର୍ଘଟଣାବଶତଃ ଖସିପଡ଼ି ହୋଇଥିଲା ବୋଲି ବିଶ୍ୱାସ କରାଯାଉଥିଲା। କିନ୍ତୁ ବିବାହ ପାଇଁ କଥା ଦେଇଥିବା ପ୍ରେମିକା ଯୋଜନାବଦ୍ଧ ଭାବେ…

ଇଥାନଲ ପେଟ୍ରୋଲକୁ ନେଇ ସରକାରଙ୍କ ବଡ଼ ଘୋଷଣା; E20ରେ ମିଶୁଛି…

ନୂଆଦିଲ୍ଲୀ,୨୩।୬: ସୋସିଆଲ ମିଡିଆରେ ଇଥାନଲ ମିଶ୍ରିତ ପେଟ୍ରୋଲ ଅର୍ଥାତ E20 କୁ ନେଇ ଅନେକ ପ୍ରକାରର ଦାବି ଏବଂ ଭିଡିଓ ଭାଇରାଲ ହେବାରେ ଲାଗିଛି। ଏହି ବିବାଦକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ଏବେ ଜବାବ ରଖିଛନ୍ତି। ସରକାର କହିଛନ୍ତି ଯେ,…

ବାହା ହେବାକୁ ମନା କଲେ ଶାଶୁ, ବୋହୂ ଭାଇରାଲ କରିଦେଲେ ଶାଶୁଙ୍କ ଅଶ୍ଲୀଳ ଫଟୋ, ଶ୍ୱଶୁର କହିଲେ…

ମୁମ୍ଵାଇ ୨୩।୦୬: ମହାରାଷ୍ଟ୍ରର ରାଜଧାନୀ ମୁମ୍ବାଇରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ମୁମ୍ବାଇ ପୋଲିସ ଜଣେ ମହିଳାଙ୍କ ବିରୋଧରେ ତାଙ୍କ ପୂର୍ବତନ ପ୍ରେମିକଙ୍କ ମାଆଙ୍କ ଅଶ୍ଳୀଳ ଏବଂ ମର୍ଫଡ୍ ଫଟୋ ସୋସିଆଲ ମିଡିଆରେ ଭାଇରାଲ କରିବା ଅଭିଯୋଗରେ ମାମଲା…

କେନ୍ଦ୍ର କ୍ୟାବିନେଟ ଅଦଳବଦଳ: ରାଷ୍ଟ୍ରପତିଙ୍କୁ ଭେଟିଲେ ମୋଦି; ଆସିବ ମନ୍ତ୍ରୀମଣ୍ଡଳ ଲିଷ୍ଟ!

ନୂଆଦିଲ୍ଲୀ,୨୩।୬: କେନ୍ଦ୍ରୀୟ ମନ୍ତ୍ରୀମଣ୍ଡଳରେ ଅଦଳବଦଳ ନେଇ ଚାଲିଥିବା ଚର୍ଚ୍ଚା ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଛନ୍ତି। ପିଏମ ମୋଦୀଙ୍କ ଏହି ସାକ୍ଷାତକାର ପରେ ରାଜନୈତିକ ମହଲରେ ହଲଚଲ ଜୋର୍‌ ଧରିଛି। ରାଷ୍ଟ୍ରପତି ଭବନ…

Padma Awards: ଶିବୁ ସୋରେନ, ଆର୍. ମାଧବନ ଓ ରୋହିତ ଶର୍ମାଙ୍କ ସମେତ ଦେଶର ୬୫ ବିଶିଷ୍ଟ ବ୍ୟକ୍ତିତ୍ୱ ସମ୍ମାନିତ

ନୂଆଦିଲ୍ଲୀ,୨୩।୬: ନୂଆଦିଲ୍ଲୀର ରାଷ୍ଟ୍ରପତି ଭବନରେ ଆୟୋଜିତ ‘ସିଭିଲ ଇନଭେଷ୍ଟିଚର ସେରେମୋନି-୨’ରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଙ୍ଗଳବାର ୨୦୨୬ ବର୍ଷ ପାଇଁ ପଦ୍ମ ପୁରସ୍କାର ପ୍ରଦାନ କରିଛନ୍ତି। ଏହି ଅବସରରେ ମୋଟ ୬୫ ଜଣ ବିଶିଷ୍ଟ ବ୍ୟକ୍ତିତ୍ୱଙ୍କୁ ପଦ୍ମ ବିଭୂଷଣ, ପଦ୍ମ ଭୂଷଣ…

ହାତ ମିଳାଇଲେ ଚାଇନା-ବାଂଲାଦେଶ; ବର୍ଡରରେ ବଢିଲା ଭାରତର ଚିନ୍ତା!

ନୂଆଦିଲ୍‌ଲୀ,୨୩।୬: ଦକ୍ଷିଣ ଏସିଆର ପ୍ରତିରକ୍ଷା ବଜାର (ଡିଫେନ୍ସ ମାର୍କେଟ)ରେ ଏବେ ଜୋରଦାର ହଲଚଲ ଦେଖିବାକୁ ମିଳିଛି। ପାକିସ୍ତାନକୁ ଅନୁସରଣ କରି ଏବେ ବାଂଲାଦେଶ ମଧ୍ୟ ଚାଇନାର ଲଢ଼ୁଆ ବିମାନ J-10CEକୁ ନିଜ ବାୟୁସେନାରେ ସାମିଲ କରିବା ପାଇଁ ପ୍ରସ୍ତୁତି ଆରମ୍ଭ କରିଦେଇଛି।…

TMCର କମାଣ କାହା ହାତରେ? ମମତା ଖେଳିଲେ ବଡ଼ ଗେମ୍‌! ସମସ୍ତେ କାବା…

ନୂଆଦିଲ୍ଲୀ,୨୩।୬: ତୃଣମୂଳ କଂଗ୍ରେସ (TMC)ରେ ବିଦ୍ରୋହ ପରେ ଏବେ ଦଳ ଉପରେ କାହାର ନିୟନ୍ତ୍ରଣ ରହିବ, ସେ ନେଇ ଲଢ଼େଇ ଆରମ୍ଭ ହୋଇଯାଇଛି। ଟିଏମସିର କମାଣ କାହା ହାତରେ ରହିବ ମମତା ବାନାର୍ଜୀ ନା ଋତବ୍ରତ ବାନାର୍ଜୀ? ଏହାକୁ ନେଇ ରାଜନୀତି…

ରାଘବ ଚଢାଙ୍କୁ କ୍ୟାବିନେଟ ମନ୍ତ୍ରୀ ଅଫର୍‌! ହଠାତ୍‌ ଦିଲ୍ଲୀରୁ ଫେରି…

ନୂଆଦିଲ୍ଲୀ,୨୩।୬: ପଞ୍ଜାବ ଗସ୍ତରେ ଯାଇଥିବା ଭାରତୀୟ ଜନତା ପାର୍ଟି (BJP)ର ରାଷ୍ଟ୍ରୀୟ ଅଧ୍ୟକ୍ଷ ନିତିନ ନବୀନ ହଠାତ ଦିଲ୍ଲୀ ଫେରି ଆସିଛନ୍ତି। ଚଣ୍ଡୀଗରେ ସେ ପଞ୍ଜାବର ରାଜ୍ୟପାଳ ଗୁଲାବ ଚନ୍ଦ କଟାରିଆ ଏବଂ ପଞ୍ଜାବ ପ୍ରଦେଶ ଅଧ୍ୟକ୍ଷ କେବଳ ସିଂହ ଢିଲ୍ଲୋଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?