ଜାତୀୟ

ଶିନ୍ଦେଙ୍କୁ ଜବାବ ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୩।୧: ୨୦୨୨ ଜୁନ୍‌ରେ ଶିବସେନା ବିଭାଜିତ ହେବା ପରେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କ ନେତୃତ୍ୱାଧୀନ ଶିବସେନା ଗୋଷ୍ଠୀକୁ ବିଧାନସଭା ବାଚସ୍ପତି ରାହୁଲ ନରଓ୍ବେକର ପ୍ରକୃତ ରାଜନୈତିକ ଦଳ ଘୋଷଣା କରିଥିଲେ। ଉଦ୍ଧବ ଠାକରେ ଗୋଷ୍ଠୀ ବାଚସ୍ପତିଙ୍କ ନିଷ୍ପତ୍ତିକୁ ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ…

ଆତ୍ମସମର୍ପଣ କଲେ ୧୧ ବଳାତ୍କାରୀ

ଗୋଧ୍ରା,୨୩।୧: ବିଲ୍‌କିସ୍‌ ବାନୋ ଗଣବଳାତ୍କାର ଓ ତାଙ୍କ ପରିବାରର ୭ ଜଣଙ୍କୁ ହତ୍ୟା ମାମଲାର ସମସ୍ତ ୧୧ ଦୋଷୀ ରବିବାର ରାତିରେ ଗୁଜରାଟ ପଞ୍ଚମହଲ ଜିଲାର ଗୋଧ୍ରା ସବ୍‌ଜେଲ କର୍ତ୍ତୃପକ୍ଷଙ୍କ ନିକଟରେ ଆତ୍ମସମର୍ପଣ କରିଛନ୍ତି। ଆତ୍ମସମର୍ପଣ ପାଇଁ ସମୟ ବଢ଼ାଇବା ନିମନ୍ତେ…

୧୫୦ ବର୍ଷର ଭବିଷ୍ୟବାଣୀ ହେଲା ସତ

ରାୟପୁର,୨୩।୧: ଛତିଶଗଡର ରାମନାମୀ ଏକ ଏମିତି ସମ୍ପ୍ରଦାୟ, ଯେଉଁମାନେ ରାମନାମ ଶରୀରରେ ଟାଟୁ କରନ୍ତି। ଏହି ଶ୍ରେଣୀର ପୂର୍ବପୁରୁଷମାନେ ପୂର୍ବରୁ କହିଥିଲେ ଯେ ଅଯୋଧ୍ୟାରେ ରାମ ମନ୍ଦିରର ପ୍ରାଣ ପ୍ରତିଷ୍ଠା ଶୁକ୍ଲପକ୍ଷ ଏକାଦାଶୀ ଏବଂ ତ୍ରୟୋଦଶୀ ମଧ୍ୟରେ ହେବ। ଆଜିକାଲି ଶକ୍ତି…

ପ୍ରାଣ ପ୍ରତିଷ୍ଠା ପରେ ପ୍ରଥମ ଦିନ ଭକ୍ତଙ୍କ ପାଇଁ ଖୋଲିଲା ରାମ ମନ୍ଦିର, ଭୋର ୩ଟାରୁ ଶ୍ରଦ୍ଧାଳୁଙ୍କ ଭିଡ

ଅଯୋଧ୍ୟା,୨୩।୧: ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ପରେ ପ୍ରଥମ ସକାଳେ ଭକ୍ତମାନେ ପୂଜାପାଠ କରିବା ପାଇଁ ଶ୍ରୀ ରାମ ମନ୍ଦିରର ମୁଖ୍ୟ ଫାଟକରେ ବହୁ ସଂଖ୍ୟାରେ ଏକାଠି ହେବା ଆରମ୍ଭ କରିଛନ୍ତି ଏବଂ ଶ୍ରୀ ରାମ ଲାଲାଙ୍କ ଦର୍ଶନ କରିଛନ୍ତି। ଆଜିଠାରୁ ରାମଲାଲା…

ରାମମନ୍ଦିର ପାଇଁ ଏତିକି ଟଙ୍କା ଦାନ ଦେଲେ ଅମ୍ବାନୀ ପରିବାର

ନୂଆଦିଲ୍ଲୀ,୨୩।୧: ଅମ୍ବାନୀ ପରିବାର ରାମ ଜନ୍ମଦିନ ତୀର୍ଥ କ୍ଷେତର ଟ୍ରଷ୍ଟକୁ ୨.୫୧ କୋଟି ଟଙ୍କା ଦାନ କରିବାକୁ ଘୋଷଣା କରିଛନ୍ତି। ସୋମବାର ଅଯୋଧ୍ୟାରେ ରାମ ଲାଲାଙ୍କ ମୂର୍ତ୍ତିର ପ୍ରାଣ ପ୍ରତିଷ୍ଠା ସମାରୋହରେ ଅମ୍ବାନୀ ପରିବାର ହଜାର ହଜାର ମାନ୍ୟଗଣ୍ୟ ବ୍ୟକ୍ତିଙ୍କ ମଧ୍ୟରେ…

ଦିଲ୍ଲୀ, ନଏଡା, ଗାଜିଆବାଦରେ ଭୂକମ୍ପ

ନୂଆଦିଲ୍ଲୀ,୨୩।୧: ସୋମବାର ରାତିରେ ଜାତୀୟ ରାଜଧାନୀ ଦିଲ୍ଲୀ ସମେତ ଏନସିଆରର ଅନେକ ସ୍ଥାନରେ ଭୂକମ୍ପ ଅନୁଭୂତ ହୋଇଥିଲା। ଫଳରେ ଲୋକମାନେ ଭୟଭୀତ ହୋଇ ପଡିଥିଲେ। ରାତିରେ ଘଟିଥିବା ଭୂକମ୍ପ ପରେ ଅନେକ ଲୋକ ରାସ୍ତାରେ ବୁଲୁଥିବା ଦେଖଇବାକୁ ମିଳିଥିଲା। ଜାତୀୟ ଭୂକମ୍ପ…

ବାସଭବନରେ ଦୀପ ଜଳାଇଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୨।୧: ସୋମବାର ଅଯୋଧ୍ୟାରେ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ସମାରୋହ ସମାପ୍ତ ହୋଇଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ବାସଭବନରେ ଦୀପ ଜାଳିଛନ୍ତି। ଏଥିସହ ରାମଜ୍ୟୋତି ପ୍ରଜ୍ଜଳିତ କରି ନିଜ ଘରେ ରାମଲାଲାଙ୍କୁ ସ୍ବାଗତ କରନ୍ତୁ ବୋଲି ପ୍ରଧାନମନ୍ତ୍ରୀ ମୋଦି…

ବିଲ୍‌କିସ ମାମଲା: ଆତ୍ମସମର୍ପଣ କଲେ ସମସ୍ତ ୧୧ ଦୋଷୀ

ଗୋଧ୍ରା,୨୨।୧: ବିଲ୍‌କିସ୍‌ ବାନୋ ଗଣବଳାତ୍କାର ଓ ତାଙ୍କ ପରିବାରର ୭ ଜଣଙ୍କୁ ହତ୍ୟା ମାମଲାର ସମସ୍ତ ୧୧ ଦୋଷୀ ରବିବାର ରାତିରେ ଗୁଜରାଟ ପଞ୍ଚମହଲ ଜିଲାର ଗୋଧ୍ରା ସବ୍‌ଜେଲ କର୍ତ୍ତୃପକ୍ଷଙ୍କ ନିକଟରେ ଆତ୍ମସମର୍ପଣ କରିଛନ୍ତି। ଆତ୍ମସମର୍ପଣ ପାଇଁ ସମୟ ବଢ଼ାଇବା ନିମନ୍ତେ…

ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ପରେ ଜାଣନ୍ତୁ କ’ଣ କହିଲେ ଅରୁଣ ଯୋଗୀରାଜ

ଅଯୋଧ୍ୟା,୨୨।୧: ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ପରେ ଖ୍ୟାତନାମା ଶିଳ୍ପୀ ଅରୁଣ ଯୋଗୀରାଜଙ୍କ ପ୍ରତିକ୍ରିୟା ଆସିଛି। ରାମ ଲାଲାଙ୍କ ମୂର୍ତ୍ତି ନିର୍ମାତା ଅରୁଣ ନିଜକୁ ପୃଥିବୀର ସବୁଠୁ ଭାଗ୍ୟବାନ ବ୍ୟକ୍ତି ବୋଲି ଅନୁଭବ କରୁଥିବା ସୋମବାର ପ୍ରକାଶ କରିଛନ୍ତି। ଭଗବାନ ରାମ ହିଁ…

ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ପରେ ଭାବୁକ ହେଲେ ମୁଖ୍ୟମନ୍ତ୍ରୀ ଯୋଗୀ, କହିଲେ ଆଜି ଜୀବନ ଧନ୍ୟ ହୋଇଗଲା…

ଅଯୋଧ୍ୟା,୨୨।୧: ଅଯୋଧ୍ୟାରେ ନିର୍ମିତ ଭବ୍ୟ ରାମ ମନ୍ଦିରରେ ରାମଲାଲା ବିରାଜମାନ କରିଛନ୍ତି। ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ପରେ ଭାବୁକ ହୋଇ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସରେ ଏକ ପୋଷ୍ଟ କରିଛନ୍ତି। ସିଏମ ଯୋଗୀ ଲେଖିଛନ୍ତି, ଅଯୋଧ୍ୟା…

ପ୍ରଧାନମନ୍ତ୍ରୀ ସୂର୍ଯ୍ୟୋଦୟ ଯୋଜନା ଘୋଷଣା କଲେ ମୋଦି, ୧ କୋଟି ଘରେ ଲାଗିବ ସୋଲାର, ଏହି ମାନେ ହେବେ ଉପକୃତ

ନୂଆଦିଲ୍ଲୀ,୨୨।୧: ଅଯୋଧ୍ୟାରେ ରାମ ମନ୍ଦିରରେ ପ୍ରଭୁ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା କରିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ବଡ଼ ସୋଲାର ଯୋଜନା ଘୋଷଣା କରିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ଦେଶବାସୀଙ୍କ ଘର ଛାତରେ ସୋଲାର ସିଷ୍ଟମ ରହିବା ଉଚିତ୍‌। ପିଏମ ମୋଦିଙ୍କ…

ପ୍ରାଣ ପ୍ରତିଷ୍ଠା ସମାରୋହରେ ଆସିଥିବା ଅତିଥିଙ୍କୁ ମିଳିଲା ଏହି ସବୁ ଉପହାର

ଅଯୋଧ୍ୟା , ୨୨।୧: ରାମ ନଗରୀ ଅଯୋଧ୍ୟାରେ ଭବ୍ୟ ସମାରୋହ ମଧ୍ୟରେ ରାମଲାଲାଙ୍କ ନୂତନ ପ୍ରତିମାର ପ୍ରାଣ ପ୍ରତିଷ୍ଠା ହୋଇଛି। ଏହି ରୀତିନୀତିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ଆରଏସଏସ ମୁଖ୍ୟ ମୋହନ ଭଗବତ, ଉତ୍ତରପ୍ରଦେଶ ରାଜ୍ୟପାଳ ଆନନ୍ଦୀବେନ ପଟେଲ, ମୁଖ୍ୟମନ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?