ଜାତୀୟ

କନିଷ୍ଠ ଶିକ୍ଷକ ନିଯୁକ୍ତିରେ ଅନିୟମିତତା ପ୍ରସଙ୍ଗ: ପୁଣି ଧର୍ମେନ୍ଦ୍ର-ପ୍ରଣବ କଥା କଟାକଟି

ଭୁବନେଶ୍ୱର, ୨୨।୧ (ଅସମାପିକା ସାହୁ): କନିଷ୍ଠ ଶିକ୍ଷକ ନିଯୁକ୍ତିରେ ଅନିୟମିତତା ପ୍ରସଙ୍ଗ ନେଇ ପୁଣି ରବିବାର କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ମଧ୍ୟରେ କଥା କଟାକଟି ହୋଇଛି। ଧର୍ମେନ୍ଦ୍ର ରାଜ୍ୟ…

ଏକସଙ୍ଗେ ନିର୍ବାଚନ ସପକ୍ଷରେ ୮୧% ମତ

ନୂଆଦିଲ୍ଲୀ,୨୨।୧(ପି.ଟି.) : ଦେଶରେ ଏକସଙ୍ଗେ ଲୋକ ସଭା ଏବଂ ରାଜ୍ୟ ବିଧାନସଭାଗୁଡ଼ିକର ନିର୍ବାଚନ କରାଇବା ସପକ୍ଷରେ ୮୧ ପ୍ରତିଶତ ମତ ଦେଇଛନ୍ତି। ଏକ ରାଷ୍ଟ୍ର ଏକ ନିର୍ବାଚନ ଯୋଜନାର ବିଭିନ୍ନ ଦିଗକୁ ଅନୁଧ୍ୟାନ କରିବା ପାଇଁ ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ…

୧୦୦ ସୋସିଆଲ ମିଡିଆ ଆକାଉଣ୍ଟ ବ୍ଲକ୍‌ କଲା କେନ୍ଦ୍ର

ନୂଆଦିଲ୍ଲୀ,୨୨/୧: ଜାନୁଆରୀ ୨୨ ରାମମନ୍ଦିର ପ୍ରାଣ ପ୍ରତିଷ୍ଠା ଉତ୍ସବ ଅବ୍ୟବହିତ ପୂର୍ବରୁ ଅଯୋଧ୍ୟା ସମେତ ଦେଶର ବିଭିନ୍ନ ଭାଗରେ ଆଇନଶୃଙ୍ଖଳାକୁ କଡ଼ାକଡ଼ି କରାଯାଇଛି। କୌଣସି ପ୍ରକାର ସନ୍ଦିଗ୍ଧ କାର୍ଯ୍ୟକଳାପ କିମ୍ବା ସାମ୍ପ୍ରଦାୟିକ ସଦ୍ଭାବନାକୁ ନଷ୍ଟ କରିବା ଭଳି ସ୍ଥିତି ଯେମିତି ନ…

‘ରାମମୟ’ ଅଯୋଧ୍ୟା: ରାମଲାଲାଙ୍କ ୫୦୦ ବର୍ଷ ‘ନିର୍ବାସନ’ର ସମାପ୍ତି କରି ଆଜି ହେବ ‘ପ୍ରାଣ ପ୍ରତିଷ୍ଠା’

ଅଯୋଧ୍ୟା,୨୨।୧: ପ୍ରାୟ ୫୦୦ ବର୍ଷ ଧରି ଯେଉଁ ମହାର୍ଘ୍ୟ ମୁହୂର୍ତ୍ତକୁ ଦେଶବାସୀ ଉତ୍କଣ୍ଠାର ସହ ଅପେକ୍ଷା କରିଥିଲେ, ସେହି ଐତିହାସିକ କ୍ଷଣ ଉପନୀତ। ଅଯୋଧ୍ୟା ରାମମନ୍ଦିରରେ ସୋମବାର ହେବାକୁ ଥିବା ପ୍ରାଣ ପ୍ରତିଷ୍ଠା ପାଇଁ ଉତ୍ତର ପ୍ରଦେଶ ସମେତ ସାରା ଦେଶ…

ରାମ କଲେ ମାଲାମାଲ: ଦିଲ୍ଲୀ ବଜାରରେ ଧାର୍ମିକ ପତାକା ଆଉଟ ଅଫ ଷ୍ଟକ

ନୂଆଦିଲ୍ଲୀ,୨୧।୧: ଅଯୋଧ୍ୟାରେ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ସମାରୋହ ପୂର୍ବରୁ ରାଜଧାନୀରେ ରାମନାମୀ ସାଫ୍ରନ ପତାକା ଷ୍ଟକ ଶେଷ ହୋଇଯାଇଛି। କେବଳ ଏତିକି ନୁହେଁ, ଦୀପଗୁଡ଼ିକ ତିନି ଗୁଣ ମୂଲ୍ୟରେ ବିକ୍ରି ହେଉଥିବା ଦେଖାଯାଉଛି। ଅପରାହ୍ନ ପର୍ଯ୍ୟନ୍ତ ଦୋକାନୀମାନେ କ୍ରେତାମାନଙ୍କୁ କହିଥିଲେ ଯେ…

ରାମ ଜନ୍ମଭୂମିରେ ସାଢେ ୪ ଘଣ୍ଟା ରହିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୧।୧: ବର୍ଷ ବର୍ଷର ଅପେକ୍ଷା ବର୍ତ୍ତମାନ ଶେଷ ହେବାକୁ ଯାଉଛି। ସେହି ଶୁଭ ସମୟ ସୋମବାର ଦିନ୧୨ଟା ୫ ରୁ ୧୨ଟା ୫୫ମଧ୍ୟରେ ହେବ, ଯେତେବେଳେ ବୈଦିକ ମନ୍ତ୍ର ମଧ୍ୟରେ କମଲ ନୟନଙ୍କ ଅଚଳ ପ୍ରତିମୂର୍ତ୍ତିକୁ ଏହାର ଈଶ୍ୱରୀୟ ମନ୍ଦିରରେ ପ୍ରତିଷ୍ଠିତ…

ମୋଦିଙ୍କ ଯୋଗୁ ରାମମନ୍ଦିର ନିର୍ମାଣ ହୋଇପାରିଛି ସମ୍ଭବ: ନ୍ୟୁଜିଲାଣ୍ଡ ମନ୍ତ୍ରୀ

ନୂଆଦିଲ୍ଲୀ,୨୧।୧: ଜାନୁଆରୀ ୨୨ରେ ରାମ ମନ୍ଦିରର ପ୍ରାଣ ପ୍ରତିଷ୍ଠା କାର୍ଯ୍ୟକ୍ରମ ପୂର୍ବରୁ ଅଯୋଧ୍ୟାରେ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ଅଛି। ଏହି କାର୍ଯ୍ୟକ୍ରମ ବିଷୟରେ ବିଦେଶରୁ ଅଭିନନ୍ଦନ ବାର୍ତ୍ତା ମଧ୍ୟ ଆସୁଛି। ନ୍ୟୁଜିଲାଣ୍ଡର ବର୍ତ୍ତମାନର ଅନେକ ମନ୍ତ୍ରୀ ରବିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ…

ପ୍ରାଣ ପ୍ରତିଷ୍ଠାର ପୂର୍ବ ସନ୍ଧ୍ୟାରେ ମୋଦିଙ୍କୁ ପତ୍ର ଲେଖିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ନୂଆଦିଲ୍ଲୀ,୨୧।୧: ସୋମବାର ଜାନୁଆରୀ ୨୨ରେ ଅଯୋଧ୍ୟାରେ ଥିବା ଶ୍ରୀ ରାମ ମନ୍ଦିରରେ ପ୍ରାଣ ପ୍ରତିଷ୍ଠା କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ପ୍ରାଣ ପ୍ରତିଷ୍ଠା କାର୍ଯ୍ୟକ୍ରମ ପାଇଁ ପ୍ରସ୍ତୁତି ଶେଷ ହୋଇଛି। ଅତିଥିମାନେ ପହଞ୍ଚିବା ଆରମ୍ଭ କରିଛନ୍ତି ଏବଂ ଏକ ଐତିହାସିକ ଉତ୍ସବ ପାଇଁ…

ପ୍ରଥମେ କଲେ ପ୍ରାଣ ପ୍ରତିଷ୍ଠାକୁ ବିରୋଧ, ଏବେ କହୁଛନ୍ତି ଆମେ ମୋଦିଙ୍କ ବିରୋଧୀ ନୁହେଁ ପ୍ରଶଂସକ

ନୂଆଦିଲ୍ଲୀ,୨୧।୧: ସୋମବାର ୨୨ଜାନୁଆରୀରେ ଅଯୋଧ୍ୟାରେ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା କାର୍ଯ୍ୟକ୍ରମ ଅନୁଷ୍ଠିତ ହେବାକୁ ଯାଉଛି। ଏଥିପାଇଁ ପ୍ରସ୍ତୁତି ପ୍ରାୟ ସଂପୂର୍ଣ୍ଣ ହୋଇଛି ଏବଂ ଚୂଡାନ୍ତ ହୋଉଛି। ରାମ ମନ୍ଦିରର ଉଦଘାଟନ ସମୟକୁ ନେଇ ପ୍ରଶ୍ନ ଉଠାଇଥିବା ଶଙ୍କରାଚାର୍ଯ୍ୟ ଅଭିମୁକ୍ତେଶ୍ୱରାନନ୍ଦ କହିଛନ୍ତି ଯେ…

ରାମ ମନ୍ଦିର ପ୍ରାଣ ପ୍ରତିଷ୍ଠାକୁ ନେଇ ଶୁଭେଚ୍ଛା ଜଣାଇଲେ ଦକ୍ଷିଣ ଆଫ୍ରିକା କ୍ରିକେଟର

ନୂଆଦିଲ୍ଲୀ,୨୧।୧: ଭାରତ ସମେତ ସମଗ୍ର ବିଶ୍ୱର ଆଖି ୨୨ ଜାନୁଆରୀରେ ରାମ ମନ୍ଦିର ପ୍ରାଣ ପ୍ରତିଷ୍ଠା କାର୍ଯ୍ୟକ୍ରମ ପାଇଁ ଅଯୋଧ୍ୟା ଉପରେ ରହିବ। ଜାନୁୟାରୀ ୨୨, ୨୦୨୪ରେ, ମର୍ଯ୍ୟାଦା ପୁରୁଷୋତ୍ତମ ରାମଙ୍କ ଜନ୍ମସ୍ଥାନ ଅଯୋଧ୍ୟାରେ ଇତିହାସ ସୃଷ୍ଟି ହେବାକୁ ଯାଉଛି। ସୋମବାର…

ପ୍ରାଣପ୍ରତିଷ୍ଠା ପୂର୍ବରୁ ୧୨୧ ଆଚାର୍ଯ୍ୟଙ୍କ ମହାପୂଜା

ଅଯୋଧ୍ୟା,୨୧।୧: ଅଯୋଧ୍ୟା ରାମମନ୍ଦିର ପ୍ରାଣପ୍ରତିଷ୍ଠା ପୂର୍ବରୁ ଗତ ୧୬ ତାରିଖରୁ ମନ୍ଦିରରେ ବିଭିନ୍ନ ରୀତିକାନ୍ତି ଜାରି ରହିଛି। ଏହି ପରିପ୍ରେକ୍ଷୀରେ ରବିବାର ପଞ୍ଚମ ଦିନରେ ୧୨୧ ଆଚାର୍ଯ୍ୟ ବିଭିନ୍ନ ରୀତିନୀତି ସହ ମହାପୂଜା କରିଛନ୍ତି। ପ୍ରଥମ ଦୁଇଦିନ ଧାର୍ମିକ କ୍ରିୟାକର୍ମ ମନ୍ଦିର…

ଅଯୋଧ୍ୟା ରାମମନ୍ଦିରକୁ ବିସ୍ଫୋରଣରେ ଉଡ଼ାଇଦେବାକୁ ଧମକ ଦେଲେ ଯୁବକ

ଅରାରିଆ,୨୧।୧: ଅଯୋଧ୍ୟାରେ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ଉତ୍ସବ ପୂର୍ବରୁ ମନ୍ଦିରକୁ ବିସ୍ଫୋରଣରେ ଉଡ଼ାଇଦେବାକୁ ଧମକ ଦେଇଥିବା ବିହାର ଅରାରିଆ ଜିଲାର ଜଣେ ୨୧ ବର୍ଷୀୟ ଯୁବକଙ୍କୁ ପୋଲିସ ଗିରଫ କରଇଛି। ଇନ୍ତେଖାବ୍‌ ଆଲାମ ନାମକ ଯୁବକ ପୋଲିସକୁ ଫୋନ୍‌ କରି ଏଭଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?