ବିଧାନସଭା ଭିତରେ ଷ୍ଟାଲିନଙ୍କ ନକଲ କଲେ ମୁଖ୍ୟମନ୍ତ୍ରୀ ବିଜୟ, ତାଳିରେ କମ୍ପିଲା ଗୃହ, ଦେଖନ୍ତୁ VIDEO
ଚେନ୍ନାଇ,୨୩।୬: ତାମିଲନାଡୁ ବିଧାନସଭାରେ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କ ଭାଷଣର ଶେଷ ଭାଗ ମଧ୍ୟ ସେତିକି ଚର୍ଚ୍ଚାରେ ରହିଥିଲା, ଯେତିକି ତାଙ୍କର ସମ୍ପୂର୍ଣ୍ଣ ସମ୍ବୋଧନ ଥିଲା। ଭାଷଣ ଶେଷ କରିବା ପୂର୍ବରୁ ବିଜୟ ବାଚସ୍ପତିଙ୍କଠାରୁ ଅନୁମତି ମାଗିଥିଲେ ଏବଂ ତା’ପରେ ଏକ…
India-Pakistan Basmati Rice: ହର୍ମୁଜ ପ୍ରଣାଳୀ ଖୋଲିବା ପରେ ପାକିସ୍ତାନର ଗେମ ପ୍ଲାନ, ଭାରତକୁ ଲାଗିବ ଶକ୍ତ ଧକ୍କା!
ନୂଆଦିଲ୍ଲୀ,୨୩।୬: ଭାରତ ଏବଂ ପାକିସ୍ତାନ ଦୀର୍ଘ ଦିନ ଧରି ବାସୁମତୀ ଚାଉଳକୁ ନେଇ ପ୍ରତିଦ୍ୱନ୍ଦ୍ୱିତାରେ ବ୍ୟସ୍ତ ଅଛନ୍ତି। ଉଭୟ ଦେଶ ମଧ୍ୟପ୍ରାଚ୍ୟ ଏବଂ ୟୁରୋପର ବଜାରରେ ବିକ୍ରୟ ବୃଦ୍ଧି କରିବାକୁ ଚେଷ୍ଟା କରିଆସୁଛନ୍ତି। ଭାରତ ବିଶ୍ୱର ସବୁଠାରୁ ବଡ଼ ବାସୁମତୀ ଚାଉଳ…
ହଠାତ୍ ଇସ୍ତଫା ଦେଲେ କେନ୍ଦ୍ରମନ୍ତ୍ରୀ: ମୋଦି ସରକାରରେ ହୋଇପାରେ ବଡ଼ ପରିବର୍ତ୍ତନ
ନୂଆଦିଲ୍ଲୀ,୨୩।୬: କେନ୍ଦ୍ରମନ୍ତ୍ରୀ ଜର୍ଜ କୁରିଆନ ଇସ୍ତଫା ଦେଇଛନ୍ତି। ସେ ମୋଦି ସରକାରରେ ମତ୍ସ୍ୟପାଳନ ଏବଂ ସଂଖ୍ୟାଲଘୁ ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ଭାବରେ କାର୍ଯ୍ୟ କରୁଥିଲେ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଜର୍ଜ କୁରିଆନଙ୍କ ଇସ୍ତଫା ଗ୍ରହଣ କରିଛନ୍ତି। ପ୍ରଧାନମନ୍ତ୍ରୀଙ୍କ ପରାମର୍ଶ ଅନୁଯାୟୀ ଏବଂ ସମ୍ବିଧାନର…
ଦିଲ୍ଲୀ ବନ୍ୟା ମୁକାବିଲାରେ ସାହାଯ୍ୟ କରୁଛି ‘ଆରାବଳୀ’
ନୂଆଦିଲ୍ଲୀ,୨୩ା୬: ଦେଶର ରାଜଧାନୀ ଦିଲ୍ଲୀରେ ମୌସୁମୀ ବର୍ଷା ଆରମ୍ଭ ହେବାକୁ ଥିବାବେଳେ ସହରକୁ ବନ୍ୟା ଓ ଜଳବନ୍ଦୀ ସମସ୍ୟାରୁ ରକ୍ଷା କରିବା ପାଇଁ ଆରାବଳୀ ବାୟୋଡାଇଭର୍ସିଟି ପାର୍କ ବା ଆରାବଳୀ ଜୈବ ବିବିଧତା ଉଦ୍ୟାନ ପ୍ରାକୃତିକ କବଚ ସାଜିଛି। ଦିଲ୍ଲୀ ବିଶ୍ୱବିଦ୍ୟାଳୟର…
ସାମାନ୍ୟ ବିଳମ୍ବ ପାଇଁ ବହୁ ପିଲା ଏନ୍ଇଇଟି ପରୀକ୍ଷାରୁ ବଞ୍ଚିତ
ନୂଆଦିଲ୍ଲୀ,୨୩ା୬: ଏନ୍ଇଇଟି-ୟୁଜି ପରୀକ୍ଷା ବାତିଲ ହେବା ପରେ ପାଖାପାଖି ୨୩ ଲକ୍ଷ ଛାତ୍ରୀଛାତ୍ର ପୁନଃ ପରୀକ୍ଷା ପାଇଁ ମାସେରୁ ଅଧିକ ସମୟ ଅପେକ୍ଷା କଲେ। ପୁଣି ଥରେ ପରୀକ୍ଷା କରାଇବା ପାଇଁ ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍ଟିଏ)କୁ ଦ୍ୱିତୀୟ ସୁଯୋଗ ମିଳିଲା।…
ମାନସିକ ଉଦ୍ବେଗ ପାଇଁ ଦାୟୀ ୭୪ ଜିନ୍ ଚିହ୍ନଟ
ନୂଆଦିଲ୍ଲୀ,୨୩ା୬: ବିଜ୍ଞାନ ଜଗତରେ ମାନସିକ ସ୍ବାସ୍ଥ୍ୟକୁ ନେଇ ଏକ ବଡ଼ ସଫଳତା ମିଳିଛି। ବୈଜ୍ଞାନିକମାନେ ମାନବ ଶରୀରର ଡିଏନ୍ଏ (ଜେନୋମ) ମଧ୍ୟରେ ଏଭଳି ୭୪ଟି ଦିଗ ଚିହ୍ନଟ କରିଛନ୍ତି, ଯାହା ଆଙ୍ଗ୍ଜାଇଟି ବା ମାନସିକ ଉଦ୍ବେଗ ବା ଉତ୍କଣ୍ଠାର ଲକ୍ଷଣ ସହ…
ହ୍ବାଟ୍ସଆପ୍ ମୁଖ୍ୟ ହେବେ କୁନାଲ ଶାହା
ନୂଆଦିଲ୍ଲୀ,୨୩ା୬: ଫିନ୍ଟେକ୍ କମ୍ପାନୀ ସିଆର୍ଇଡି(କ୍ରେଡ୍)ର ମୁଖ୍ୟ କାର୍ଯ୍ୟନିର୍ବାହୀ ପଦରେ ରହିଥିବା କୁନାଲ ଶାହା ତାଙ୍କ ପଦବୀ ଛାଡ଼ି ମେଟାରେ ଯୋଗ ଦେବେ ବୋଲି ସୋମବାର ଘୋଷଣା କରିଛନ୍ତି। ସେ ମେଟା ପ୍ଲାଟଫର୍ମ ଅଧିକୃତ ସୋସିଆଲ ମିଡିଆ ହ୍ବାଟ୍ସଆପ୍କୁ ବିଶ୍ୱସ୍ତରରେ ପରିଚାଳନା କରିବା…
ଶିବସେନା(ୟୁବିଟି) ୨ ଫାଳ: ଶିନ୍ଦେଙ୍କ ଦଳରେ ଯୋଗଦେଲେ ୬ ବିଦ୍ରୋହୀ ଏମ୍ପି
ମୁମ୍ବାଇ,୨୨ା୬:ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍ରେଙ୍କ ନେତୃତ୍ୱାଧୀନ ଶିବସେନା (ୟୁବିଟି) ୨ ଭାଗ ହୋଇଯାଇଛି। ଏହାର ୯ ଜଣ ଲୋକ ସଭା ସଦସ୍ୟଙ୍କ ମଧ୍ୟରୁ ୬ ଜଣ ବିଦ୍ରୋହୀ ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କ ଶିବସେନାରେ ଆନୁଷ୍ଠାନିକ ଭାବେ ଯୋଗ ଦେଇଛନ୍ତି।…
କୋଚିଂ ସେଣ୍ଟରରେ ୧୫ ଛାତ୍ର ଜୀବନ୍ତ ଦଗ୍ଧ ଘଟଣା: ସହାୟତା ଘୋଷଣା କଲେ ପ୍ରଧାନମନ୍ତ୍ରୀ
ଲକ୍ଷ୍ନୌ,୨୨।୬: ଲକ୍ଷ୍ନୌର ଆଲିଗଞ୍ଜ ଅଞ୍ଚଳରେ ଏକ କୋଠାରେ ଭୟଙ୍କର ଅଗ୍ନିକାଣ୍ଡ ଘଟି ୧୫ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଚାରି ଜଣ ଆହତ ହୋଇଛନ୍ତି। ପ୍ରଧାନମନ୍ତ୍ରୀ ମୋଦି ମୃତକଙ୍କ ପ୍ରତି ଗଭୀର ଶୋକ ପ୍ରକାଶ କରିଛନ୍ତି। ସେ ମୃତକଙ୍କ ନିକଟତମ ପରିବାର…
IRCTC New Rules: ବଦଳିଲା ତତ୍କାଳ ଟିକେଟ ବୁକିଂ ନିୟମ: ଏବେ ଆଧାର କାର୍ଡ ବିନା ହେବନି କୌଣସି କାମ
ନୂଆଦିଲ୍ଲୀ,୨୨।୬: ଆଜିକାଲି ସମୟରେ ଟ୍ରେନ ଟିକେଟ ମିଳିବା ବହୁତ କଷ୍ଟକର ହୋଇପଡ଼ିଛି। ପର୍ବପର୍ବାଣୀ ସମୟରେ ଯଦି ଘରକୁ ଯିବାକୁ ଥାଏ, ତେବେ ଟିକେଟ ଆଦୌ ମିଳିନଥାଏ। ଏଭଳି ପରିସ୍ଥିତିରେ ଅଧିକାଂଶ ଲୋକ ତତ୍କାଳ ଟିକେଟ ବୁକ୍ କରିଥାନ୍ତି। ଯଦି ଆପଣ ମଧ୍ୟ…
କୋଚିଂ ସେଣ୍ଟରରେ ଭୟଙ୍କର ଅଗ୍ନିକାଣ୍ଡ: ୧୧ ଛାତ୍ର ଜୀବନ୍ତ ଦଗ୍ଧ
ଲକ୍ଷ୍ନୌ,୨୨।୫: ଲକ୍ଷ୍ନୌର ଆଲିଗଞ୍ଜରେ ଏକ କୋଚିଂ ସେଣ୍ଟରରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଏଥିରେ ୧୧ ଜଣ ଛାତ୍ରଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ଅନେକ ଛାତ୍ର କୋଚିଂ ସେଣ୍ଟର ଭିତରେ ଫସିଥିବା ଜଣାପଡ଼ିଛି। ନିଆଁରୁ ରକ୍ଷା ପାଇବା ପାଇଁ ଜୀବନ ବିକଳରେ କିଛି…
ଲାଲୁ ଜଣେ ବଡ଼ ଖଳନାୟକ: କାହିଁକି ଏମିତି କହିଲେ ମୁଖ୍ୟମନ୍ତ୍ରୀ
ପାଟନା,୨୨।୬:ବିହାର ଉପମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀ ପୁଣି ଥରେ ରାଷ୍ଟ୍ରୀୟ ଜନତା ଦଳ (RJD) ସୁପ୍ରିମୋ ଲାଲୁ ପ୍ରସାଦ ଯାଦବ ଏବଂ ତାଙ୍କ ପରିବାରକୁ ଟାର୍ଗେଟ୍ କରିଛନ୍ତି। ଲାଲୁ ପରିବାରର ସୁରକ୍ଷା ଏବଂ ସରକାରୀ ବଙ୍ଗଳା ସମ୍ପର୍କରେ ବିବାଦର ମୁକାବିଲା କରି ସମ୍ରାଟ…

