ଜାତୀୟ

ସରକାରଙ୍କ ବଡ଼ ଉପହାର, ୨୦ ପ୍ରତିଶତ ବଢିଲା DA, ଆଶା କର୍ମୀଙ୍କୁ ମିଳିବ ୨ହଜାର, ମହିଳାଙ୍କ ପାଇଁ ମାଗଣା ବସ ସେବା

କୋଲକାତା,୨୨।୬: ସୋମବାର, ପଶ୍ଚିମବଙ୍ଗ ସରକାର ଅନେକ ସୁବିଧା ଘୋଷଣା କରିଛନ୍ତି। ରାଜ୍ୟ କ୍ୟାବିନେଟ ରାଜ୍ୟ କର୍ମଚାରୀଙ୍କ ପାଇଁ ମହଙ୍ଗା ଭତ୍ତା (DA) 20 ପ୍ରତିଶତ ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଛି। ଏହା ସହିତ, ଆଶା କର୍ମୀଙ୍କ ପାଇଁ ମାନଦେୟ ବୃଦ୍ଧି କରାଯାଇଛି;…

୫୨ ବର୍ଷରେ ପଦାର୍ପଣ କଲେ ବିଜୟ, ଭିନ୍ନ ଢଙ୍ଗରେ ଶୁଭେଚ୍ଛା ଜଣାଇଲେ ରାହୁଲ

ଚେନ୍ନାଇ,୨୨।୬: ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏବଂ ଟିଭିକେ ମୁଖ୍ୟ ଥାଲାପତି ବିଜୟ ତାଙ୍କର ୫୨ତମ ଜନ୍ମଦିନ ପାଳନ କରୁଛନ୍ତି। ଲୋକ ସଭାରେ ବିରୋଧୀ ଦଳ ନେତା ଏବଂ ବରିଷ୍ଠ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏକ ସ୍ବତନ୍ତ୍ର ଢଙ୍ଗରେ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।…

ସରିଲା NEET, UG ପରୀକ୍ଷା

ନୂଆଦିଲ୍ଲୀ,୨୧।୬: କଡ଼ା ସୁରକ୍ଷା ମଧ୍ୟରେ ଶେଷ ହୋଇଛି NEET-UG ପରୀକ୍ଷା। ୫୪୪୦ କେନ୍ଦ୍ରରେ ୨୨ ଲକ୍ଷରୁ ଊଦ୍ଧର୍‌ବ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିବା ସୂଚନ ମିଳିଛି। ପରୀକ୍ଷାକୁ ସୁରକ୍ଷିତ ଏବଂ ସ୍ବଚ୍ଛ ଭାବେ ସମ୍ପାଦନ କରିବା ପାଇଁ ଦଶବ୍ୟାପୀ ସୁରକ୍ଷା ବ୍ୟବସ୍ଥାକୁ କଡ଼ା…

ତାମିଲନାଡୁରେ ବଡ଼ ଅଘଟଣ: ସି-ଫୁଡ୍ ଫ୍ୟାକ୍ଟ୍ରିରେ ଆମୋନିଆ ଗ୍ୟାସ ଲିକ୍, ୨ ମୃତ ଓ ୪୬ ଗୁରୁତର

ଚେନ୍ନାଇ,୨୧।୬: ତାମିଲନାଡୁର ତିରୁଭଲ୍ଲୁର ଜିଲାରେ ରବିବାର ଏକ ସି-ଫୁଡ୍ (ସାମୁଦ୍ରିକ ଖାଦ୍ୟ) ରପ୍ତାନି କାରଖାନାରେ ଆମୋନିଆ ଗ୍ୟାସ ଲିକ୍ ହେବା ଯୋଗୁ ଏକ ବଡ଼ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୪୬ ଜଣ ଗୁରୁତର…

ଦିଲ୍ଲୀ ଏୟାରପୋର୍ଟରେ ୪୫ ମିନିଟ୍‌ ଅଟକି ରହିଲେ ମୋଦି, କାରଣ ଜାଣିଲେ…

ନୂଆଦିଲ୍ଲୀ,୨୧ା୬: ରବିବାର ଅପରାହ୍ନରେ ଦିଲ୍ଲୀ ଏୟାରପୋର୍ଟରେ ପହଞ୍ଚିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତୁରନ୍ତ ତାଙ୍କ ବାସଭବନକୁ ଯିବା ପରିବର୍ତ୍ତେ ବିମାନବନ୍ଦରରେ ଅପେକ୍ଷା କରିବାକୁ ନିଷ୍ପତ୍ତି ନେଇଥିଲେ। କାରଣ NEET ପରୀକ୍ଷା ଅପରାହ୍ନ ୨ ଟାରେ ଆରମ୍ଭ ହେବାର ଥିଲା। ପରୀକ୍ଷା…

ଇପିଏଫ୍‌ଓ ୩.୦ରେ ବଡ଼ ପରିବର୍ତ୍ତନ! ଆଉ ୭୫% ନୁହେଁ, ଏଣିକି ବିନା କାରଣରେ ବି ଉଠାଇ ପାରିବେ ପୁରା PF ଟଙ୍କା

ନୂଆଦିଲ୍ଲୀ,୨୧।୬: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (EPFO) ନିଜର ସଦସ୍ୟମାନଙ୍କ ପାଇଁ ‘EPFO 3.0’ ଅଧୀନରେ ଅନେକ ସହଜ ଓ ସୁବିଧାଜନକ ନିୟମ ଆଣିବାକୁ ଯାଉଛି। ଏହି କ୍ରମରେ ସବୁଠାରୁ ଅଧିକ ଚର୍ଚ୍ଚା ହେଉଛି ଯେ, ଏଣିକି ଖାତାଧାରୀମାନେ ନିଜ ପିଏଫ…

‘୫୦ ବର୍ଷରେ ୩୦ ବର୍ଷ ଭଳି ଉର୍ଜାଶୀଳ ରୁହନ୍ତୁ’, ଅନ୍ତର୍ଜାତୀୟ ଯୋଗ ପ୍ରଧାନମନ୍ତ୍ରୀ ମୋଦିଙ୍କ ବାର୍ତ୍ତା

କୋଲକାତା,୨୧।୬: ଆଜି ସାରା ବିଶ୍ୱରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯାଉଛି। ଏହି ଅବସରରେ କୋଲକାତାରେ ଏକ ଯୋଗ ଦିବସ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା, ଯେଉଁଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗ ଦେଇଥିଲେ। ବଙ୍ଗଳାର ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ ମଧ୍ୟ ଏହି…

ସାବଧାନ! ବଦଳିଲା ରେଳବାଇର ନିୟମ; ବିନା ଟିକେଟ୍‌ରେ ଯାତ୍ରା କଲେ ଦୁଇଗୁଣା ଜରିମାନା ସହ ଜେଲ ଦଣ୍ଡ

ନୂଆଦିଲ୍ଲୀ,୨୧।୬: ପ୍ରତିଦିନ ଲକ୍ଷ ଲକ୍ଷ ଲୋକଙ୍କୁ ସେମାନଙ୍କ ଗନ୍ତବ୍ୟ ସ୍ଥଳରେ ପହଞ୍ଚାଉଥିବା ଟ୍ରେନ, ଲୋକଙ୍କ ଜୀବନର ଏକ ଗୁରୁତ୍ୱପୂର୍ଣ୍ଣ ଅଂଶ ଅଟେ। କମ ଭଡ଼ା ହେବା ସତ୍ତ୍ୱେ ମଧ୍ୟ କିଛି ଯାତ୍ରୀ ବିନା ଟିକେଟରେ ଟ୍ରେନରେ ଯାତ୍ରା କରିବାକୁ ଲାଗନ୍ତି, କିନ୍ତୁ…

ଭୁବନେଶ୍ବରବାସୀ ଇନ୍‌ଷ୍ଟାମାର୍ଟରେ ଅଧିକ ଅର୍ଡର କରନ୍ତି ଏହି ଜିନିଷ, ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ

କୋଲକାତା, ୨୧।୬: ଭୁବନେଶ୍ୱରରୁ ଚା ଅର୍ଡର କରାଯିବାରେ ବାର୍ଷିକ ହାରରେ ୬୪% ବୃଦ୍ଧି ଘଟିବା ସହିତ ଇନ୍‌ଷ୍ଟାମାର୍ଟରେ ଏହି ସହରରୁ ସର୍ବାଧିକ ଚା’ ଅର୍ଡର କରାଯାଉଥିବା ଏକ ଅନୁଧ୍ୟାନରୁ ଜଣାପଡ଼ିଛି । ଭାରତର ପ୍ରାୟ ୧୩୦ଟି ସହରରୁ ଇନଷ୍ଟାମାର୍ଟରୁ କରାଯାଉଥିବା ଅର୍ଡରକୁ…

ଆରାବଳୀ ରାୟ ସମୀକ୍ଷା କମିଟିର ପରିବର୍ତ୍ତନ ଦାବି, ସିଜେଆଇଙ୍କୁ ପତ୍ର ଲେଖିଲେ ବିଶେଷଜ୍ଞ

ନୂଆଦିଲ୍ଲୀ,୨୧।୬: ଆରାବଳୀ ପର୍ବତମାଳାର ସୁରକ୍ଷା ଲକ୍ଷ୍ୟରେ ଦିଆଯାଇଥିବା ପୂର୍ବ ରାୟର ସମୀକ୍ଷା ପାଇଁ ସୁପ୍ରିମକୋର୍ଟଙ୍କ ଦ୍ୱାରା ଗଠିତ କମିଟିରେ ପରିବର୍ତ୍ତନ ପାଇଁ ଭାରତର ପ୍ରଧାନ ବିଚାରପତି (ସିଜେଆଇ)ଙ୍କୁ ଦେଶର ଅନେକ ବୈଜ୍ଞାନିକ, ପରିବେଶବିତ୍‌, ନୀତି ବିଶେଷଜ୍ଞ, ଅମଲା ଏବଂ ସଂରକ୍ଷଣ ସଂଗଠନ…

ଅଧ୍ୟକ୍ଷ ପଦ ଛାଡ଼ିବାକୁ ପ୍ରସ୍ତୁତ: ଉଦ୍ଧବ

ମୁମ୍ବାଇ,୨୧।୬: ଶିବସେନା (ୟୁବିଟି)ରେ ବିଦ୍ରୋହ ଅଧିକ ଗମ୍ଭୀର ହେଉଥିବାବେଳେ ଦଳ ଅଧ୍ୟକ୍ଷ ପଦ ଛାଡ଼ିବାକୁ ପ୍ରସ୍ତୁତ ଥିବା ନେଇ ଉଦ୍ଧବ ଠାକ୍‌ରେ ଶୁକ୍ରବାର କହିଛନ୍ତି। ତାଙ୍କ ନେତୃତ୍ୱ ଉପରେ ଯଦି ଦଳୀୟ କର୍ମୀଙ୍କ ଆସ୍ଥା ନାହିଁ, ତେବେ ସେ ପଦ ଛାଡ଼ିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?