ଜାତୀୟ

ରାମଲାଲା: ଅନିଲ ମିଶ୍ରା ମୁଖ୍ୟ କର୍ତ୍ତା

ଅଯୋଧ୍ୟା,୧୭।୧: ଉତ୍ତର ପ୍ରଦେଶର ଅଯୋଧ୍ୟାସ୍ଥିତ ଅର୍ଦ୍ଧନିର୍ମିତ ରାମମନ୍ଦିରରେ ରାମଲାଲାଙ୍କ ପ୍ରାଣପ୍ରତିଷ୍ଠା ଉତ୍ସବରେ ହିନ୍ଦୁଧର୍ମର ୪ ଶଙ୍କରାଚାର୍ଯ୍ୟ ଯୋଗଦେବେ ନାହିଁ ବୋଲି ସ୍ପଷ୍ଟ କରିବା ପରେ ଏହି ପ୍ରସଙ୍ଗକୁ ନେଇ ବଡ଼ ବିତର୍କ ମୁଣ୍ଡ ଟେକିଛି। ଏପରି କି ଆସନ୍ତା ୨୨ରେ ହେବାକୁ…

ବିନା ସିମ୍‌ରେ ଉପଲବ୍ଧ ହେବ ଭିଡିଓ

ନୂଆଦିଲ୍ଲୀ,୧୭।୧: ଡାଇରେକ୍ଟ-ଟୁ-ମୋବାଇଲ୍‌ ବ୍ରଡ୍‌କାଷ୍ଟିଂ ନିକଟ ଭବିଷ୍ୟତରେ ବାସ୍ତବ ରୂପ ନେବାକୁ ଯାଉଛି। ଖୁବ୍‌ଶୀଘ୍ର ବିନା ସିମ୍‌କାର୍ଡ କିମ୍ବା ବିନା ଇଣ୍ଟରନେଟ୍‌ ସଂଯୋଗରେ ମୋବାଇଲ ବ୍ୟବହାରକାରୀଙ୍କ ନିକଟରେ ଭିଡିଓ ପହଞ୍ଚତ୍ପାରିବ। ସ୍ବଦେଶୀ ଜ୍ଞାନକୌଶଳରେ ବିକଶିତ ଡାଇରେକ୍ଟ-ଟୁ-ମୋବାଇଲ୍‌ (ଡି୨ଏମ୍‌) ଟେକ୍ନୋଲୋଜି ଉପରେ ୧୯ଟି ସହରରେ…

ଭାରତ ଚତୁର୍ଥ ସାମରିକ ଶକ୍ତି

ନୂଆଦିଲ୍ଲୀ,୧୭।୧: ଚଳିତବର୍ଷ ୧୪୫ ଦେଶର ସାମରିକ ସାମର୍ଥ୍ୟକୁ ନେଇ ର଼୍ୟାଙ୍କିଙ୍ଗ୍‌ ପ୍ରସ୍ତୁତ କରାଯାଇଛି। ଏହି ତାଲିକା ଅନୁଯାୟୀ ଆମେରିକା ବିଶ୍ୱର ସବୁଠୁ ଶକ୍ତିଶାଳୀ ସାମରିକ ଶକ୍ତି ହୋଇଥିବାବେଳେ ଏହା ପଛକୁ ରୁଷିଆ ଏବଂ ଚାଇନା ଅଛନ୍ତି। ଭାରତ ଏହି ତାଲିକାର ଚତୁର୍ଥ…

‘ଇଣ୍ଡିଆ’ ଜିତିବ ଲୋକ ସଭା ନିର୍ବାଚନ

ଚିଫୋବୋଜୋଉ(ନାଗାଲାଣ୍ଡ),୧୭।୧: ଇଣ୍ଡିଆନ ନ୍ୟାଶନାଲ ଡେଭେଲପମେଣ୍ଟାଲ ଇନ୍‌କ୍ଲୁସିଭ୍‌ ଆଲିଆନ୍ସ (ଇଣ୍ଡିଆ) ବ୍ଲକ୍‌ର ଦଳଗୁଡ଼ିକ ମଧ୍ୟରେ ଆସନ ଭାଗବଣ୍ଟା ପ୍ରସଙ୍ଗର ଶୀଘ୍ର ସମାଧାନ ହୋଇଯିବ ବୋଲି କଂଗ୍ରେସ ନେତା ରାହୁଲ ଗାନ୍ଧୀ ମଙ୍ଗଳବାର ଦୃଢ଼ୋକ୍ତି ପ୍ରକାଶ କରିଛନ୍ତି। ଆଗାମୀ ଲୋକ ସଭା ନିର୍ବାଚନରେ ଭାଜପା…

ଅଯୋଧ୍ୟାରେ ଖୋଲିବ ସାତ ତାରକା ନିରାମିଷ ହୋଟେଲ, ଦେଶରେ ପ୍ରଥମ

ଅଯୋଧ୍ୟା,୧୬।୧: ଅଯୋଧ୍ୟାରେ ଜାନୁଆରୀ ୨୨କୁ ରାମଲଲାଙ୍କ ପ୍ରାଣ ପ୍ରତିଷ୍ଠା ହେବାକୁ ଯାଉଛି। ଏନେଇ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ। ମଙ୍ଗଳବାର ପ୍ରାଣ ପ୍ରତିଷ୍ଠା ପାଇଁ ପୂଜାର୍ଚ୍ଚନା ଆରମ୍ଭ ହୋଇଛି। ଏହାରି ଭିତରେ ଅଯୋଧ୍ୟାକୁ ମିଳିବାକୁ ଯାଉଛି ଏକ ସାତ ତାରକା ହୋଟେଲ। ଦେଶରେ…

ଇଣ୍ଡିଗୋ ବିମାନ ପାଇଲଟଙ୍କୁ ଚାପୁଡ଼ା ମାରିଥିବା ବ୍ୟକ୍ତି କିଏ? ହନିମୁନ୍‌ ଲାଗି ଯାଉଥିଲେ ଗୋଆ, ଏବେ ମିଳିଲା ଜାମିନ

ନୂଆଦିଲ୍ଲୀ,୧୬।୧: ଇଣ୍ଡିଗୋ ବିମାନରେ ପାଇଲଟଙ୍କୁ ମାରପିଟ୍‌ କରିବା ମାମଲା ଚର୍ଚ୍ଚାରେ ରହିଛି। ଏହି ଘଟଣାର ଭିଡିଓ ଭାଇରାଲ ହୋଇଥିଲା। ଭିଡିଓରେ ଜଣେ ଯାତ୍ରୀ ପାଇଲଟଙ୍କୁ ଚାପୁଡ଼ା ମାରୁଥିବା ଦେଖାଯାଇଥିଲା। ଏବେ ଅଭିଯୁକ୍ତ ଯାତ୍ରୀ ସାହିଲ କଟାରିଆ କ୍ଷମାପ୍ରାର୍ଥନା କରୁଥିବାର ଭିଡିଓ ସାମ୍ନାକୁ…

ଅଯୋଧ୍ୟାରେ ପହଞ୍ଚିଲେ ରାମ-ସୀତା! ଲକ୍ଷ୍ମଣ କହିଲେ…

ଅଯୋଧ୍ୟା,୧୬।୧: ରାମାନନ୍ଦ ସାଗରଙ୍କ ସୁପରହିଟ୍‌ ସିରିଏଲ ‘ରାମାୟଣ’ର ପ୍ରମୁଖ ଅଭିନେତା/ଅଭିନେତ୍ରୀ ଅଯୋଧ୍ୟାରେ ପହଞ୍ଚିଛନ୍ତି। ରାମ ଭୂମିକାରେ ଅଭିନୟ କରିଥିବା ଅରୁଣ ଗୋଭିଲ, ସୀତା ଭୂମିକାର ଦୀପିକା ଚିଖଲିଆ ଓ ଲକ୍ଷ୍ମଣ ଭୂମିକାରେ ଥିବା ସୁନୀଲ ଲୋହରୀ ଅଯୋଧ୍ୟାରେ ପହଞ୍ଚି ଯାଇଛନ୍ତି। ରାମଲଲାଙ୍କ…

ଭାରତକୁ ତର ଦେଖାଇଲା ମାଳଦ୍ୱୀପ: ତୁର୍କୀ ସହ କଲା ଘାତକ ଡିଲ୍‌

ମାଲେ,୧୬।୧: ମାଳଦ୍ୱୀପ ରାଷ୍ଟ୍ରପତି ମହମ୍ମଦ ମୋଇଜୁ କ୍ରମାଗତ ଭାବରେ ଭାରତ ବିରୋଧୀ ଟିପ୍ପଣୀ ଦେବା ସହ କାର୍ଯ୍ୟଧାରା ଜାରି ରଖିଛନ୍ତି। ଏହିକ୍ରମରେ ଆଗକୁ ଯାଇ ମାଳଦ୍ୱୀପ ବର୍ତ୍ତମାନ ତୁର୍କୀ ସହିତ ଏକ ଘାତକ ଡ୍ରୋନ କିଣିବା ପାଇଁ ଚୁକ୍ତି କରିଛି। ଏହି…

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଶିକ୍ଷାଗତ ଯୋଗ୍ୟତା ବିବାଦ: କେଜରିଓ୍ବାଲ-ସଞ୍ଜୟଙ୍କ ବିରୋଧରେ ମାନହାନୀ ମାମଲା ଶୁଣାଣି ଉପରେ ରହିତାଦେଶ

ନୂଆଦିଲ୍ଲୀ,୧୬।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଶିକ୍ଷାଗତ ଯୋଗ୍ୟତା ନେଇ ବିବାଦୀୟ ଟିପ୍ପଣୀ ଅଭିଯୋଗରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଓ ଏଏପି ଏମପି ସଞ୍ଜୟ ସିଂହଙ୍କ ବିରୋଧରେ ହୋଇଥିବା ମାନହାନୀ ମାମଲାର ଶୁଣାଣି ଉପରେ ରହିତାଦେଶ ଲଗାଇଛନ୍ତି ସୁପ୍ରିମକୋର୍ଟ। ଗୁଜରାଟର ଏକ…

କୁନୋ ନ୍ୟାଶନାଲ ପାର୍କରେ ଆଖିବୁଜିଲା ଚିତା ‘ଶୌର୍ଯ୍ୟ’

ଭୋପାଳ,୧୬।୧: ମଧ୍ୟପ୍ରଦେଶର କୁନୋ ନ୍ୟାଶନାଲ ପାର୍କରେ ନାମିବ୍ୟାରୁ ଆସିଥିବା ଆଖି ବୁଜିଛି ଆଉ ଏକ ଚିତା। ମଙ୍ଗଳବାର ଚିତା ‘ଶୌର୍ଯ୍ୟ’ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ଏହାକୁ ମିଶାଇ କୁନୋ ନ୍ୟାଶନାଲ ପାର୍କରେ ୧୦ ଚିତାଙ୍କ ମୃତ୍ୟୁ ହୋଇସାରିଲାଣି। ଏଥିରେ ୭ ଚିତା…

ଜ୍ଞାନବାପି ମାମଲା: ହିନ୍ଦୁ ପକ୍ଷଙ୍କ ସପକ୍ଷରେ ରାୟ ଦେଲେ ସୁପ୍ରିମକୋର୍ଟ

ବାରାଣସୀ,୧୬।୧: ବହୁଚର୍ଚ୍ଚିତ ବାରାଣସୀର ଜ୍ଞାନବାପି ମସ୍‌ଜିଦ୍‌ ମାମଲାରେ ସୁପ୍ରିମକୋର୍ଟ ମଙ୍ଗଳବାର ବଡ଼ ରାୟ ଦେଇଛନ୍ତି। ମସଜିଦ୍‌ ପରିସରରେ ଥିବା ସିଲ୍‌ ଅଞ୍ଚଳକୁ ସଫା କରିବା ଲାଗି ହିନ୍ଦୁ ପକ୍ଷକୁ ଅନୁମତି ମିଳିଛି। ଜିଲା ମାଜିଷ୍ଟ୍ରେଟ୍‌ଙ୍କ ତତ୍ତ୍ୱାବଧାନରେ ଉକ୍ତ ଅଞ୍ଚଳକୁ ସଫା କରିବା…

ଅଯୋଧ୍ୟା ଯିବେ କୋହଲି, ମିଳିଲା ନିମନ୍ତ୍ରଣ

ନୂଆଦିଲ୍ଲୀ,୧୬।୧: ଅଯୋଧ୍ୟାରେ ପ୍ରସ୍ତାବିତ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା କାର୍ଯ୍ୟକ୍ରମ ପାଇଁ ଭାରତୀୟ କ୍ରିକେଟର ବିରାଟ କୋହଲିଙ୍କୁ ନିମନ୍ତ୍ରଣ ମିଳିଛି। ଏହାପୂର୍ବରୁ ସୋମବାର ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂ ଧୋନିଙ୍କୁ ଏହି କାର୍ଯ୍ୟକ୍ରମ ପାଇଁ ନିମନ୍ତ୍ରଣ ମିଳିଥିଲା। ସୋସିଆଲ ମିଡିଆରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?