ଜାତୀୟ

ଦିଲ୍ଲୀ ଗସ୍ତରେ ଫଡ୍‌ନବିସ: କ୍ୟାବିନେଟ ସମ୍ପ୍ରସାରଣ ଉପରେ ହେବ ଚର୍ଚ୍ଚା

ମୁମ୍ବାଇ,୪।୮: ମହାରାଷ୍ଟ୍ରରେ ଦୀର୍ଘ ଏକ ମାସରୁ ଊର୍ଦ୍ଧ୍ୱ ସମୟ ହେବ ନୂତନ ସରକାର ଗଠନ ହୋଇସାରିଥିଲେ ମଧ୍ୟ କ୍ୟାବିନେଟ ସମ୍ପ୍ରସାରଣ ଅଟକି ରହିଛି। ତେବେ ଶୁକ୍ରବାର କ୍ୟାବିନେଟ ସମ୍ପ୍ରସାରଣ ହୋଇପାରେ ବୋଲି ଚର୍ଚ୍ଚା ହେଉଛି। ଇତିମଧ୍ୟରେ ରାଜ୍ୟର ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର...

ଦିଲ୍ଲୀ ପରେ ଭୋପାଳରେ ନ୍ୟାଶନାଲ ହେରାଲ୍ଡର ଜମି ହେବ ସିଲ୍‌

ଭୋପାଳ,୪।୮: ନ୍ୟାଶନାଲ ହେରାଲ୍ଡ ମାମଲା କଂଗ୍ରେସର ସମସ୍ୟାକୁ ଆହୁରି ବଢ଼ାଇ ଦେଇଛି। ଏହି ମାମଲା ପୂର୍ବରୁ କେବଳ ଗାନ୍ଧୀ ପରିବାର ସୀମିତ ଥିଲା। କିନ୍ତୁ ବର୍ତ୍ତମାନ ଆହୁରି ଅନେକ ଦିଗ ସାମ୍ନାକୁ ଆସିଛି। ଗୁରୁବାର ପୁଣି ଥରେ ଇଡି ନ୍ୟାଶନାଲ...

ଗୁଜରାଟରେ ଶାହାଙ୍କୁ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ କରିବ କି ଭାଜପା: କେଜ୍‌ରିଓ୍ବାଲ

ଅହମ୍ମଦାବାଦ,୪।୮: ଆମ ଆଦମୀ ପାର୍ଟି ସଂଯୋଜକ(ଏଏପି) ତଥା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ବୁଧବାର ଟୁଇଟ କରି ଭାଜପାକୁ ଏକ ବଡ଼ ପ୍ରଶ୍ନ କରିଛନ୍ତି। ସେ କହିଛନ୍ତି, ଗୁଜରାଟରେ ଏଏପିର ଲୋକପ୍ରିୟତା ଦିନକୁ ଦିନ ବଢ଼ିବାରେ ଲାଗିଛି। ଯାହାକୁ ଦେଖି...

ବିମାନରେ ପିଟିହେଲା ପକ୍ଷୀ, ଆଉ ତା’ ପରେ…

ଅହମ୍ମଦାବାଦ୍‌,୪ା୮: ଅହମ୍ମଦାବାଦ୍‌ରୁ ଚଣ୍ଡିଗଡ଼ ଅଭିମୁଖେ ଯାଉଥିବା ଗୋ-ଫାଷ୍ଟ ବିମାନକୁ ଡାଇଭର୍ଟ କରିବାକୁ ପଡ଼ିଛି। ଏହି ବିମାନରେ ଏକ ପକ୍ଷୀ ବାଡ଼େଇ ହୋଇଯିବାରୁ ବିମାନଟିକୁ ଅହମ୍ମଦାବାଦ ଫେରିବାକୁ ପଡ଼ିଛି। ଡିଜିସିଏ ଅନୁଯାୟୀ, ଗୋ-ଫାଷ୍ଟ ବିମାନ ଜି-୮୯୧୧ ଗୁରୁବାର ଅହମ୍ମଦାବାଦରୁ ଚଣ୍ଡିଗଡ଼ ଅଭିମୁଖେ...

ବଢିଲା ସଞ୍ଜୟ ରାଉତଙ୍କ ଅଡୁଆ: ସ୍ତ୍ରୀଙ୍କୁ ଇଡି ସମନ

ମୁମ୍ବାଇ,୪।୮:ପାଟ୍ରା ଚୌଲ ଦୁର୍ନୀତି ମାମଲାରେ ଗିରଫ ଶିବସେନା ଏମ୍‌ପି ସଞ୍ଜୟ ରାଉତଙ୍କ ସମସ୍ୟା କମିବାର ନାଁ ନେଉନାହିଁ। ଗୋଟିଏ ପଟେ କୋର୍ଟ ରାଉତଙ୍କ ରିମାଣ୍ଡ ଅଗଷ୍ଟ ୮ ପର୍ଯ୍ୟନ୍ତ ବୃଦ୍ଧି କରିଥିବା ବେଳେ ଅନ୍ୟପଟେ ତାଙ୍କ ସ୍ତ୍ରୀ ବର୍ଷା ରାଉତଙ୍କୁ...

ଛତିଶଗଡରେ ଭୂକମ୍ପ ଝଟ୍‌କା

ରାୟପୁର,୪।୮: ଛତିଶଗଡର ସୁରଜପୁର ଅଞ୍ଚଳରେ ଗୁରୁବାର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରିକ୍ଟର ସ୍କେଲ୍‌ରେ ଏହାର ତୀବ୍ରତା ୩.୦ ଥିଲା। ଏହି ଭୂକମ୍ପରେ କୌଣସି କ୍ଷୟକ୍ଷତି ହୋଇ ନ ଥିବା ଜଣାପଡିଛି। ଭୂକମ୍ପର କେନ୍ଦ୍ରସ୍ଥଳ ଭୂପୃଷ୍ଠ ଠାରୁ ପ୍ରାୟ ୧୦...

‘ମୋତେ ଝରକା ନ ଥିବା ଘରେ ରଖାଯାଇଛି,ନିଃଶ୍ୱାସ ନେବାରେ କଷ୍ଟ ହେଉଛି’

ମୁମ୍ବାଇ,୪।୮: ମୁମ୍ବାଇର ପାତ୍ରା ଚୌଲ ଜମି ଦୁର୍ନୀତି ଘଟଣାରେ ଗିରଫ ହୋଇଥିବା ଶିବସେନା ଏମ୍‌ପି ସଞ୍ଜୟ ରାଉତଙ୍କୁ ଅଡୁଆ ବଢିବାରେ ଲାଗିଛି। ଗୁରୁବାର ମୁମ୍ବାଇର ଏକ ସ୍ବତନ୍ତ୍ର କୋର୍ଟ ତାଙ୍କ ରିମାଣ୍ଡ ଅବଧିକୁ ଆସନ୍ତା ୮ ତାରିଖ ଯାଏ ବୃଦ୍ଧି...

ନିର୍ବାଚନ ବେଳେ ମାଗଣା ପ୍ରତିଶ୍ରୁତି ଏକ ଗୁରୁତର ଅର୍ଥନୈତିକ ସମସ୍ୟା: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୪୮: ନିର୍ବାଚନ ଆସିଲେ ଭୋଟରଙ୍କୁ ଆକୃଷ୍ଟ କରିବା ଲାଗି ନେତା ଓ ମନ୍ତ୍ରୀ ଲାଗିପଡ଼ନ୍ତି। ବିଭିନ୍ନ ଯୋଜନାର ପ୍ରତିଶ୍ରୁତି ସାଙ୍ଗକୁ ମାଗଣା ସାମଗ୍ରୀର ଘୋଷଣା କରିଥାନ୍ତି। ତେବେ ଏହି ମାଗଣା ସାମଗ୍ରୀ ଓ ସୁବିଧା ବଣ୍ଟନର ପ୍ରତିଶ୍ରୁତି ନେଇ ଗମ୍ଭୀରତା...

ଆଜାଦୀ କା ଅମୃତ ମହୋତ୍ସବ: ୫ରୁ ୧୫ ପର୍ଯ୍ୟନ୍ତ ଦେଶର ସମସ୍ତ ଐତିହ୍ୟସ୍ଥଳୀକୁ ପ୍ରବେଶ ମାଗଣା

ନୂଆଦିଲ୍ଲୀ,୪।୮: ଭାରତର ପ୍ରତ୍ନତାତ୍ତ୍ୱକ ସର୍ବେକ୍ଷଣ(ଏଏସ୍‌ଆଇ) ଅଧୀନରେ ଥିବା ସମସ୍ତ ସ୍ମାରକୀ ଏବଂ ଐତିହ୍ୟସ୍ଥଳୀକୁ ପର୍ଯ୍ୟଟକମାନେ ମାଗଣାରେ ପ୍ରବେଶ କରିପାରିବେ। ଏହି ସୁବିଧା ଆସନ୍ତା ୫ରୁ ୧୫ ତାରିଖ ପର୍ଯ୍ୟନ୍ତ ଜାରି ରହିବ। ଏନେଇ ବୁଧବାର କେନ୍ଦ୍ର ସଂସ୍କୃତି ମନ୍ତ୍ରଣାଳୟ ପକ୍ଷରୁ...

ମଙ୍କିପକ୍ସ ଭାଇରସ ସମ୍ପର୍କରେ ଜାଣିବା ପାଇଁ ଏମ୍ସରେ ସାମ୍ପଲ ଯାଞ୍ଚ ଆରମ୍ଭ

ନୂଆଦିଲ୍ଲୀ,୪ ।୮: ରାଜଧାନୀ ଦିଲ୍ଲୀରେ ମଙ୍କିପକ୍ସ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ଏହା ଉଭୟ ସରକାର ଓ ସ୍ୱାସ୍ଥ୍ୟ ବିଭାଗର ଚିନ୍ତାକୁ ବଢାଇ ଦେଇଛି । ଏହାକୁ ଦେଖି ପ୍ରଶାସନ ଆଲର୍ଟ ହୋଇ ଯାଇଛି । ମଙ୍କିପକ୍ସ ସଂକ୍ରମିତଙ୍କ ସଂଖ୍ୟା...

ପୁଣି ନ୍ୟାଶନାଲ ହେରାଲ୍ଡ କାର୍ଯ୍ୟାଳୟରେ ଇଡି

ନୂଆଦିଲ୍ଲୀ,୪।୮: ନ୍ୟାଶନାଲ ହେରାଲ୍ଡ ମନି ଲଣ୍ଡରିଂ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଗୁରୁବାର ପୁଣି ଥରେ ନ୍ୟାଶନାଲ ହେରାଲ୍ଡ କାର୍ଯ୍ୟାଳୟରେ ପହଞ୍ଚିଛି। କଂଗ୍ରେସର ବରିଷ୍ଠ ନେତା ମଲ୍ଲିକାର୍ଜୁନ ଖାର୍ଗେଙ୍କୁ ଦୁଇଟି ଇମେଲ ପଠାଇ ତାଙ୍କୁ ୟଙ୍ଗ୍‌ ଇଣ୍ଡିଆନ ପ୍ରାଇଭେଟ ଲିମିଟେଡ୍‌ରେ ଉପସ୍ଥିତ...

ୟୁଜର୍ସଙ୍କ ତଥ୍ୟ ସଂଗ୍ରହ କରୁଥିବା ୩୪୮ ଆପ୍‌ ବ୍ୟାନ୍‌

ନୂଆଦିଲ୍ଲୀ,୪ା୮: ୟୁଜର୍ସଙ୍କ ବ୍ୟକ୍ତିଗତ ତଥ୍ୟ ସଂଗ୍ରହ କରି ତାହାକୁ ଅନ୍ୟତ୍ର ପଠାଉଥିବା ୩୪୮ ଆପ୍ଲିକେଶନକୁ କେନ୍ଦ୍ର ସରକାର ଚିହ୍ନଟ କରିଛନ୍ତି। ଏହାକୁ ଏବେ ବ୍ୟାନ୍‌ କରାଯାଇଛି ବୋଲି ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତି ରାଷ୍ଟ୍ରମନ୍ତ୍ରୀ ରାଜୀବ ଚନ୍ଦ୍ରଶେଖର ବୁଧବାର ଲୋକ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri