ଜାତୀୟ

ଆପଲପ୍ରେମୀଙ୍କୁ ଲାଗିବ ଝଟକା, ମହଙ୍ଗା ହେବ ଆଇଫୋନ! ସିଇଓ କହିଲେ…

ନୂଆଦିଲ୍ଲୀ,୧୮।୬: ବର୍ତ୍ତମାନ ସମୟରେ ଯୁବପିଢ଼ିଙ୍କ ମଧ୍ୟରେ ଆଇଫୋନର କ୍ରେଜ ଦେଖିବାକୁ ମିଳୁଛି । ଏହାରି ଭିତରେ ଆପଲ ସିଇଓ ଟିମ୍ କୁକ୍ ଏକ ବଡ଼ ଘୋଷଣା କରିଛନ୍ତି । ସେ କହିଛନ୍ତି ଯେ, କମ୍ପାନୀକୁ ଏହାର ଉତ୍ପାଦଗୁଡ଼ିକର ମୂଲ୍ୟ ବୃଦ୍ଧି କରିବାକୁ…

G7 ସମ୍ମିଳନୀରେ ମୋଦିଙ୍କୁ ନେଇ ଏମିତି କ’ଣ କହିଲେ ଟ୍ରମ୍ପ? ହସି ହସି ବେଦମ ହେଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ, ୧୮।୬: ଫ୍ରାନ୍ସର ଏଭିଆନଠାରେ ଅନୁଷ୍ଠିତ ଜି-୭ ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ସାକ୍ଷାତ ହୋଇଥିଲା। ଦ୍ୱିପାକ୍ଷିକ ବୈଠକ ଅବସରରେ ଟ୍ରମ୍ପ ପିଏମ ମୋଦିଙ୍କର ପ୍ରଶଂସା କରିଥିଲେ। ସେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଦେଖିବାକୁ ଜଣେ ଦେବଦୂତ…

୧୪୩ କୋଟିର ସମ୍ପତ୍ତି ସହ କୋଟି କୋଟିର ଋଣ! ଜାଣନ୍ତୁ ଉଦ୍ଧବ ଠାକରେଙ୍କ ନେଟଓ଼୍ବର୍ଥ…

ମୁମ୍ୱାଇ,୧୮।୬: ଉଦ୍ଧବ ଠାକରେ ନିଜ ଦଳରେ ବିଭାଜନକୁ ନେଇ ପୁଣି ଥରେ ଚର୍ଚ୍ଚାରେ ଅଛନ୍ତି। କିନ୍ତୁ ଆପଣ ଜାଣନ୍ତି କି ସେ କେତେ କୋଟି ସମ୍ପତ୍ତିର ମାଲିକ ଏବଂ ତାଙ୍କ ଉପରେ ମୋଟ କେତେ ଋଣ ଅଛି? ମହାରାଷ୍ଟ୍ର ରାଜନୀତିରେ ପୁଣି…

ଆମେରିକା-ଇରାନ ମଧ୍ୟରେ ୧୪ ସୂତ୍ରୀ ବୁଝାମଣାପତ୍ର ସ୍ୱାକ୍ଷରିତ, ଡିଜିଟାଲ୍‌ ସ୍ୱାକ୍ଷର କଲେ…

ଓ୍ବାଶିଂଟନ, ୧୮।୬: ମାସ ମାସ ଧରି ଚାଲିଥିବା ଦୀର୍ଘ ଅଚଳାବସ୍ଥା ପରେ, ଶେଷରେ ଆମେରିକା ଏବଂ ଇରାନ ମଧ୍ୟରେ ଏକ ଚୁକ୍ତି ହୋଇଛି। ଡୋନାଲ୍ଡ ଟ୍ରମ୍ପ ଏବଂ ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ଆନୁଷ୍ଠାନିକ ଭାବରେ ଏକ ବୁଝାମଣାପତ୍ର (ଏମଓୟୁ) ସ୍ୱାକ୍ଷର…

ଜୁଲାଇ ୧୫ରେ କାର୍ଯ୍ୟକାରୀ ହେବ ଭାରତ-ବ୍ରିଟେନ୍‌ ଟ୍ରେଡ୍‌ ଡିଲ୍‌

ଏଭିଆନ୍‌-ଲେସ୍‌-ବାଏନ୍ସ, ୧୮।୬: ଭାରତ ଓ ବ୍ରିଟେନ୍‌ ମଧ୍ୟରେ ବିସ୍ତୃତ ଅର୍ଥନୈତିକ ଓ ବାଣିଜ୍ୟ ଚୁକ୍ତିନାମା ଜୁଲାଇ ୧୫ରୁ କାର୍ଯ୍ୟକାରୀ ହେବ। ଏହି ଐତିହାସିକ ଚୁକ୍ତି ସ୍ବାକ୍ଷର ହେବାର ପ୍ରାୟ ବର୍ଷେ ପରେ ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ତାଙ୍କ ବ୍ରିଟେନ୍‌…

ମୋଦିଙ୍କୁ ଭେଟିବା ପରେ ଭନ୍‌ ଡେର୍‌ ଲେୟେନ୍‌ଙ୍କ ଘୋଷଣା, ବର୍ଷ ଶେଷ ସୁଦ୍ଧା ଭାରତ-ୟୁରୋପୀୟ ସଂଘ ମଧ୍ୟରେ…

ଏଭିଆନ୍‌-ଲେସ୍‌ବାଏନ୍ସ,୧୮।୬(ପି.ଟି.): ଚଳିତ ବର୍ଷ ଶେଷ ସୁଦ୍ଧା ଭାରତ ଏବଂ ୟୁରୋପୀୟ ସଂଘ (ଇୟୁ) ମଧ୍ୟରେ ମହତ୍ତ୍ୱାକାଂକ୍ଷୀ ମୁକ୍ତ ବାଣିଜ୍ୟ ଚୁକ୍ତିନାମା (ଏଫ୍‌ଟିଏ) ସ୍ବାକ୍ଷର ହେବ ବୋଲି ବୁଧବାର ଇୟୁ ନେତା ଉର୍ସୁଲା ଭନ୍‌ ଡେର୍‌ ଲେୟେନ୍‌ ଘୋଷଣା କରିଛନ୍ତି। ଜି-୭ ସମିଟ୍‌…

ସମାଜବାଦୀ ପାର୍ଟି ଭାଙ୍ଗିବା ଅଭିଯୋଗକୁ ଖଣ୍ଡନ କଲେ ଅଖିଳେଶ, କହିଲେ ଦଳ ଆମର…

ଲକ୍ଷ୍ନୌ,୧୮।୬(ପି.ଟି.): ଆସନ୍ତାବର୍ଷ ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ଥିବାବେଳେ ଏବେ ମୁଖ୍ୟ ବିରୋଧୀ ଦଳ ସମାଜବାଦୀ ପାର୍ଟି (ଏସ୍‌ପି)ରେ ବଡ଼ ବିଭାଜନ ହେବାକୁ ଯାଉଥିବା ମନ୍ତ୍ରୀ ତଥା ସୁହେଲଦେବ ଭାରତୀୟ ସମାଜ ପାର୍ଟି (ଏସ୍‌ବିଏସ୍‌ପି) ଅଧ୍ୟକ୍ଷ ଓମ୍‌ ପ୍ରକାଶ ରାଜଭର ବୁଧବାର କହିଛନ୍ତି।…

ଚାକିରି ପଛରେ କେତେ ଆଉ ଦୌଡ଼ିବେ? ସରକାରଙ୍କ ଏସବୁ ଯୋଜନାରେ ଆରମ୍ଭ କରନ୍ତୁ ନିଜ ବ୍ୟବସାୟ; ମିଳୁଛି ବଡ଼…

ନୂଆଦିଲ୍ଲୀ,୧୭।୬: ଦେଶରେ ସରକାରୀ ଚାକିରି ପାଇଁ ପ୍ରସ୍ତୁତି କରୁଥିବା ଯୁବକଯୁବତୀଙ୍କ ସଂଖ୍ୟା କ୍ରମାଗତ ଭାବେ ବଢ଼ିବାରେ ଲାଗିଛି, କିନ୍ତୁ ପ୍ରତିଯୋଗିତା ଯୋଗୁ ସମସ୍ତଙ୍କୁ ସରକାରୀ ଚାକିରି ମିଳିବା ସହଜ ହେଉନାହିଁ। ଏଭଳି ପରିସ୍ଥିତିରେ ସରକାରଙ୍କର ଅନେକ ଯୋଜନା ଯୁବପିଢ଼ିଙ୍କୁ ନିଯୁକ୍ତି ଦେବା…

ଦ୍ୱିପାକ୍ଷିକ ବୈଠକବେଳେ ବଡ଼ ପ୍ରତିଶ୍ରୁତି ଦେଲେ ଡୋନାଲ୍ଡ ଟ୍ରମ୍ପ: ମୋଦି ପିଏମ୍‌ ଥିବା ଯାଏ…ବିଶ୍ୱରେ ପଡିଗଲା ଚହଳ

ନୂଆଦିଲ୍ଲୀ, ୧୭।୬: ଫ୍ରାନ୍ସର ଏଭିଆନଠାରେ ଆୟୋଜିତ ଜି-୭ ସମ୍ମିଳନୀ ଅବସରରେ ବୁଧବାର ସାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ଦ୍ୱିପାକ୍ଷିକ ବୈଠକ ଆରମ୍ଭ ହୋଇଛି। ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ଦ୍ୱିପାକ୍ଷିକ ବୈଠକ ସମୟରେ ରାଷ୍ଟ୍ରପତି…

ଦ୍ୱିପାକ୍ଷିକ ବୈଠକ ପୂର୍ବରୁ ମୋଦିଙ୍କୁ ଏ କ’ଣ କହିଦେଲେ ଟ୍ରମ୍ପ? ଚାରିଆଡେ ପଡିଗଲା ଚହଳ

ନୂଆଦିଲ୍ଲୀ,୧୭।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଫ୍ରାନ୍ସର ଏଭିଆନଠାରେ ଆୟୋଜିତ ଜି-୭ (G-7) ସମିଟ ଅବସରରେ ଆଜି ବୁଧବାର (୧୭ ଜୁନ, ୨୦୨୬) ଦ୍ୱିପାକ୍ଷିକ ବୈଠକ କରିବାକୁ ଯାଉଛନ୍ତି। ଦୁଇ ଦେଶର ଶୀର୍ଷ ନେତାଙ୍କ ମଧ୍ୟରେ…

NEET ପରୀକ୍ଷା ପୂର୍ବରୁ ଭାରତରେ ଟେଲିଗ୍ରାମ୍ ବ୍ୟାନ୍: ସରକାରଙ୍କୁ ଘେରିଲେ ଟେଲିଗ୍ରାମ ସିଇଓ

ନୂଆଦିଲ୍ଲୀ,୧୭।୬: ଭାରତରେ ଟେଲିଗ୍ରାମ (Telegram) କୁ ସାମୟିକ ଭାବେ ବ୍ୟାନ କରାଯାଇଛି। NEET-UG ୨୦୨୬ ପୁନଃ-ପରୀକ୍ଷା ପୂର୍ୱରୁ କପି ଏବଂ ଗୁଜବ ବା ଭୁଲ ସୂଚନା ରୋକିବା ପାଇଁ କର୍ତ୍ତୃପକ୍ଷ ଏହି ପଦକ୍ଷେପ ନେଇଛନ୍ତି। ତେବେ ଏହି ମେସେଜିଂ ଆପର ପ୍ରତିଷ୍ଠାତା…

‘ତୁମେମାନେ ପରଜୀବୀ, ଜେଲରେ ବନ୍ଦ…’; କକ୍ରୋଚ ପରେ ପୁଣି ବିବାଦୀୟ ବୟାନ ଦେଲେ CJI!

ନୂଆଦିଲ୍‌ଲୀ,୧୭।୬: ଭାରତର ମୁଖ୍ୟ ବିଚାରପତି (CJI) ଜଷ୍ଟିସ ସୂର୍ଯ୍ୟକାନ୍ତଙ୍କ ଦ୍ୱାରା କିଛି ସମୟ ପୂର୍ୱରୁ ଦିଆଯାଇଥିବା ‘ଅସରପା’ (କକ୍ରୋଚ) ବୟାନକୁ ନେଇ ସାରା ଦେଶରେ ପ୍ରବଳ ହଙ୍ଗାମା ହୋଇଥିଲା। ଏବେ ପୁଣିଥରେ ସିଜେଆଇ ବୁଧବାର ଦିନ ଏକ ମାମଲାର ଶୁଣାଣି ବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?