ଜାତୀୟ

ବଢୁଛି କରୋନା ସଂକ୍ରମଣ: ୨୪ ଘଣ୍ଟାରେ ୭୯୭ ନୂଆ ଆକ୍ରାନ୍ତ ଚିହ୍ନଟ, ୫ ମୃତ

ନୂଆଦିଲ୍ଲୀ,୨୯।୧୨: ଗତ ୨୪ ଘଣ୍ଟାରେ ଦେଶରେ ୭୯୭ ନୂଆ କୋଭିଡ -୧୯ ମାମଲା ରିପୋର୍ଟ ହୋଇଛି। ଏହାକୁ ମିଶାଇ ବର୍ତ୍ତମାନ ପର୍ଯ୍ୟନ୍ତ ଦେଶରେ ୪୦୯୧ ସକ୍ରିୟ ମାମଲା ରହିଛି। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ସୂଚନାନୁଯାୟୀ, କୋଭିଡ -୧୯ ସଂକ୍ରମଣ ହେତୁ ୫…

ପଶ୍ଚିମବଙ୍ଗ ପରେ ମହାରାଷ୍ଟ୍ରରେ ‘ଇଣ୍ଡିଆ’କୁ ଝଟକା

ମୁମ୍ବାଇ,୨୯।୧୨: ଲୋକ ସଭା ନିର୍ବାଚନ ୨୦୨୪ରେ ଭାରତୀୟ ଜନତା ପାର୍ଟି (ଭାଜପା)ନେତୃତ୍ୱାଧୀନ ଏନଡିଏ ମିଳିତ ମଞ୍ଚର ମୁକାବିଲା ପାଇଁ ଗଠିତ ୨୮ଟି ଦଳର ‘ଇଣ୍ଡିଆ’ ମିଳିତ ମଞ୍ଚରେ ଆସନ ବଣ୍ଟନ ଏପର୍ଯ୍ୟନ୍ତ ହୋଇନାହିଁ। ଏହାପୂର୍ବରୁ ମଧ୍ୟ ଆଞ୍ଚଳିକ ଦଳମାନେ ସେମାନଙ୍କର ଦାବି…

ଭଗବଦ୍‌ ଗୀତାର ଏକ ‘ଶ୍ଲୋକ’ ଭୁଲ ଅନୁବାଦ ପାଇଁ କ୍ଷମା ମାଗିଲେ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୨୯।୧୨:ଭଗବଦ୍‌ ଗୀତାର ଏକ ‘ଶ୍ଲୋକ’ର ଭୁଲ ଅନୁବାଦ ପାଇଁ ଆସାମ ମୁଖ୍ୟମନ୍ତ୍ରୀ ହିମାଂଶ ବିଶ୍ୱ ସରମା କ୍ଷମା ମାଗିଛନ୍ତି। ଭୁଲ ଅନୁବାଦକୁ ନେଇ ବିବାଦ ଉପୁଜିବାରୁ ସେ କ୍ଷମା ମାଗିଛନ୍ତି। ଅନେକ ନେତା ତାଙ୍କୁ ଜାତି ବିଭାଜନକୁ ପ୍ରୋତ୍ସାହନ ଦେଉଥିବା ଅଭିଯୋଗ…

ନୀନା ସିଂ ସିଆଇଏସ୍‌ଏଫ୍‌ର ପ୍ରଥମ ମହିଳା ମୁଖ୍ୟ

ନୂଆଦିଲ୍ଲୀ,୨୯ା୧୨: କେନ୍ଦ୍ରୀୟ ଶିଳ୍ପ ସୁରକ୍ଷା ବଳ (ସିଆଇଏସ୍‌ଏଫ୍‌)ର ପ୍ରଥମ ମହିଳା ମୁଖ୍ୟ ଭାବେ ନୀନା ସିଂଙ୍କୁ ନିଯୁକ୍ତି ଦିଆଯାଇଛି। ୧୯୮୯ ବ୍ୟାଚ୍‌ର ରାଜସ୍ଥାନ କ୍ୟାଡର ଆଇପିଏସ୍‌ ଅଫିସର ନୀନା ସିଆଇଏସ୍‌ଏଫ୍‌ର ସ୍ବତନ୍ତ୍ର ଡିଜି ଭାବେ କାର୍ଯ୍ୟ କରୁଥିଲେ। ତାଙ୍କୁ ଉକ୍ତ କେନ୍ଦ୍ରୀୟ…

ରାହୁଲଙ୍କ ଫ୍ଲାଇଟ୍‌ ଡାଏଭର୍ଟ

ନୂଆଦିଲ୍ଲୀ,୨୯।୧୨: ନାଗପୁରରୁ ଦିଲ୍ଲୀକୁ ଆସୁଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ବିମାନ ଜୟପୁରକୁ ଡାଏଭର୍ଟ କରାଯାଇଛି। ଗୁରୁବାରରେ ମହାରାଷ୍ଟ୍ରର ନାଗପୁରରେ କଂଗ୍ରେସ ଏକ ବିଶାଳ ସମାବେଶ ଆୟୋଜନ କରିଥିଲା। ଏଥିରେ ରାହୁଲ ଗାନ୍ଧୀ ଯୋଗଦେବାକୁ ଯାଇଥିଲେ। ଦିଲ୍ଲୀ ବିମାନବନ୍ଦରରେ କୁହୁଡିରେ ଦୃଶ୍ୟତା…

ଆସନ୍ତା ନିର୍ବାଚନରେ ୪୦୦ରୁ ଅଧିକ ଆସନ ଜିତିବ ଭାଜପା,କହିଲେ କଂଗ୍ରେସ ନେତା ଶାମ ପିଟ୍ରୋଡା

ନୂଆଦିଲ୍ଲୀ,୨୮।୧୨: ଇଲେକ୍ଟ୍ରୋନିକ ଭୋଟିଂ ମେଶିନ (ଇଭିଏମ) ଉପରେ ଉଦବେଗ ପ୍ରକାଶ କରି କଂଗ୍ରେସ ନେତା ସାମ ପିଟ୍ରୋଡା ଗୁରୁବାର କହିଛନ୍ତି ଯେ ଯଦି ଇଭିଏମ ସମ୍ବନ୍ଧୀୟ ସମସ୍ୟାର ସମାଧାନ ନହୁଏ ତେବେ ୨୦୨୪ ଲୋକ ସଭା ନିର୍ବାଚନରେ ଭାରତୀୟ ଜନତା ପାର୍ଟି(ଭାଜପା)…

ନୂଆବର୍ଷକୁ ନେଇ ଆଡଭାଇଜରୀ ଜାରି, ମଦ୍ୟପଙ୍କ ଉପରେ ନଜର ରଖିବ କ୍ୟାମେରା

ନୂଆନିଲ୍ଲୀ,୨୮।୧୨: ନୂଆ ବର୍ଷ ପାଳନ କରୁଥିବା ଲୋକମାନେ ଟିକିଏ ସତର୍କ ହେବା ଉଚିତ। ଏଥର ଦିଲ୍ଲୀ ଟ୍ରାଫିକ ପୋଲିସ ଗୁପ୍ତଚର କ୍ୟାମେରା ମାଧ୍ୟମରେ ମଦ୍ୟପାନ କରୁଥିବା ଲୋକଙ୍କୁ ଧରିବ। ଏଥିପାଇଁ ଦିଲ୍ଲୀ ଟ୍ରାଫିକ ପୋଲିସ ଯେଉଁଠାରେ ମଦ୍ୟପାନ କରାଯାଏ ଏବଂ ପରିବେଷଣ…

କମିବ ପେଟ୍ରୋଲ ଦର!

ନୂଆଦିଲ୍ଲୀ,୨୮।୧୨: ଲୋକ ସଭା ନିର୍ବାଚନ ୨୦୨୪ ପୂର୍ବରୁ ସରକାର ଦେଶବାସୀଙ୍କୁ ଏକ ବଡ ଉପହାର ଦେଇ ପାରନ୍ତି ବୋଲି ଅନୁମାନ କରାଯାଉଛି। ଗୁରୁବାର ବିଶେଷ ସୂତ୍ରରୁ ମିଳିଥିବା ଏକ ଖବରରୁ ଜଣାପଡିଛି କି ସରକାର ଏହି ନିର୍ବାଚନ ପୂର୍ବରୁ ପେଟ୍ରୋଲ ଦାମ…

ଏହି ନାମରେ ଜଣାଯିବ ଅଯୋଧ୍ୟାର ନୂଆ ବିମାନବନ୍ଦର

ଲକ୍ଷ୍ନୌ,୨୮।୧୨: ଅଯୋଧ୍ୟାରେ ନୂତନ ବିମାନବନ୍ଦରର ନାମ ମହର୍ଷି ବାଲ୍ମୀକି ଅନ୍ତର୍ଜାତୀୟ ବିମାନବନ୍ଦର ଅଯୋଧ୍ୟା ଧାମ ହେବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର (ଡିସେମ୍ବର ୩୦)ରେଅଯୋଧ୍ୟା ଗସ୍ତ କରିବେ। ଏହି ସମୟରେ ବିମାନବନ୍ଦରର ଉଦ୍‌ଘାଟନ କରିବେ। ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ଅନୁଯାୟୀ, ଅଯୋଧ୍ୟାର ଅତ୍ୟାଧୁନିକ…

ଅବୁ ଧାବିରେ ହିନ୍ଦୁ ମନ୍ଦିରର ଉଦ୍‌ଘାଟନ କରିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୮।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୟୁଏଇର ଅବୁ ଧାବିରେ ଥିବା ବିଏପିଏସ୍‌ ହିନ୍ଦୁ ମନ୍ଦିରର ପ୍ରାଣ ପ୍ରତିଷ୍ଠା ମହୋତ୍ସବରେ ଯୋଗଦେବେ। ମନ୍ଦିର ପକ୍ଷରୁ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ନିମନ୍ତ୍ରଣ କରାଯାଇଛି। ନିମନ୍ତ୍ରଣ କରିବାକୁ ମନ୍ଦିରର ଏକ ପ୍ରତିନିଧୀମଣ୍ଡଳ ନୂଆଦିଲ୍ଲୀର ୭ ଲୋକ କଲ୍ୟାଣ…

ରାହୁଲଙ୍କ ‘ଭାରତ ନ୍ୟାୟ ଯାତ୍ରା’ ଲୋକ ସଭା ନିର୍ବାଚନରେ କଂଗ୍ରେସକୁ ହେବ କି ଫାଇଦା, ସର୍ଭେରେ ଖୁଲାସା

ନୂଆଦିଲ୍ଲୀ,୨୮।୧୨: କଂଗ୍ରେସ ନେତା ରାହୁଲ ଗାନ୍ଧୀ ‘ଭାରତ ଯୋଡ଼ୋ ଯାତ୍ରା’ ପରି ‘ଭାରତ ନ୍ୟାୟ ଯାତ୍ରା’ ଆରମ୍ଭ କରିବାକୁ ଯାଉଛନ୍ତି। ସେ ଜାନୁୟାରୀ ୧୪ରୁ ମଣିପୁରରୁ ମୁମ୍ବାଇ ଅଭିମୁଖେ ବାହାରିବେ। ଏହା ମଧ୍ୟରେ ସେ ୧୪ ରାଜ୍ୟର ୮୫ ଜିଲା ଦେଇ…

କ୍ରିକେଟ ମଇଦାନକୁ ଛାଡି ରାଜନୀତି ମଇଦାନକୁ ଓହ୍ଲାଇଲେ ଅମ୍ବାତି ରାୟଡୁ

ବିଜୟଓ୍ବାଡା,୨୮।୧୨: ପୂର୍ବତନ କ୍ରିକେଟର ଅମ୍ବାତି ରାୟଡୁ ଏବେ ରାଜନୀତିରେ ଯୋଗ ଦେଇଛନ୍ତି। ସେ ଆନ୍ଧ୍ର ପ୍ରଦେଶର ମୁଖ୍ୟମନ୍ତ୍ରୀ ଜଗନମୋହନ ରେଡ୍ଡୀଙ୍କ ଉପସ୍ଥିତିରେ ଓ୍ବାଇଏସଆର କଂଗ୍ରେସରେ ଯୋଗ ଦେଇଛନ୍ତି। ବିଜୟଓ୍ବାଡାରେ ଥିବା ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଗୁରୁବାର ଏହି କ୍ରିକେଟର ରାଜନୀତିରେ ସାମିଲ ହୋଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?