ଜାତୀୟ

ନିଜକୁ ଶ୍ରମିକ କହିଲେ ମୋଦି, ଏନଡିଏ ସାଂସଦଙ୍କୁ କଣ ଗୁରୁମନ୍ତ୍ର ଦେଲେ ଜାଣନ୍ତୁ

ନୂଆଦିଲ୍ଲୀ,୧୨।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଉତ୍ତରପ୍ରଦେଶ ଏନଡିଏ ସାଂସଦଙ୍କ ମଧ୍ୟରେ ବୈଠକ ଶେଷ ହୋଇଛି । ମିଡ଼ିଆ ରିପୋର୍ଟ ଅନୁସାରେ, ବୈଠକ ସକରାତ୍ମକ ଏବଂ ଉତ୍ସାହଜନକ ରହିଥିବା ଜଣାପଡିଛି । ନିଜ କାମର ଟେକନିକ ବଳରେ ସାଧାରଣ ଜନତାଙ୍କ...

ଇଣ୍ଡିଗୋ ସଙ୍କଟ ମଧ୍ୟରେ DGCAର ବଡ଼ ଆକ୍ସନ, ସସପେଣ୍ଡ ହେଲେ ୪ ଇନ୍ସପେକ୍ଟର

ନୂଆଦିଲ୍ଲୀ,୧୨।୧୨: ଇଣ୍ଡିଗୋ ଏୟାରଲାଇନ୍ସ ଦ୍ୱାରା ସମ୍ମୁଖୀନ ହେଉଥିବା ପରିଚାଳନାଗତ ସମସ୍ୟାର ପ୍ରାରମ୍ଭିକ ତଦନ୍ତ ପରେ ବେସାମରିକ ବିମାନ ଚଳାଚଳ ନିର୍ଦ୍ଦେଶାଳୟ (DGCA) ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। କେତେଜଣ ଇନ୍ସପେକ୍ଟର ବା ନିରୀକ୍ଷକଙ୍କୁ ଦୋଷୀ ବୋଲି ପାଇବା ପରେ, DGCA...

ଫସିଗଲେ ଶିଳ୍ପା ସେଟ୍ଟୀ, ରାଜ କୁନ୍ଦ୍ରା! କୋର୍ଟ ଦେଲେ ଏମିତି ନିର୍ଦ୍ଦେଶ

ମୁମ୍ବାଇ,୧୨ା୧୨: ବଲିଉଡ୍‌ ଅଭିନେତ୍ରୀ ଶିଳ୍ପା ସେଟ୍ଟୀ ଓ ତାଙ୍କ ସ୍ବାମୀ ରାଜ କୁନ୍ଦ୍ରାଙ୍କ ବିରୋଧରେ ଜାରି ହୋଇଥିବା ଲୁକ୍‌ଆଉଟ୍‌ ସର୍କୁଲାରକୁ ଉଠାଇବାକୁ ହେଲେ ସେମାନଙ୍କୁ ୬୦ କୋଟି ଟଙ୍କା ଜମା କରିବାକୁ କିମ୍ବା ଏକ ଜାତୀୟକରଣ ବ୍ୟାଙ୍କରୁ କ୍ରମାଗତ ବ୍ୟାଙ୍କ...

ପାଠ ନପଢି ୩ବର୍ଷ ହେଲା କରୁଥିଲେ ହୃଦରୋଗ ଚିକିତ୍ସା, ପୋଲ୍ ଖୋଲିବା ପରେ ନକଲି ଡାକ୍ତର ଫେରାର

ନୂଆଦିଲ୍ଲୀ,୧୨।୧୨: ବର୍ତ୍ତମାନ ସାରା ଦେଶରେ ନକଲି ଡାକ୍ତରଙ୍କ ସଂଖ୍ୟା ବଢିବାରେ ଲାଗିଛି । ପାଠ ନପଢି ଡାକ୍ତର ହେବା ସହିତ ହସ୍ପିଟାଲରେ ରୋଗୀ ଚିକିତ୍ସା କରୁଛନ୍ତି । ବର୍ତ୍ତମାନ ଉତ୍ତରପ୍ରଦେଶରୁ ଏଭଳି ଏକ ଘଟଣା ସାମ୍ନାକୁ ଆସିଛି । ଉତ୍ତରପ୍ରଦେଶ...

ହଜିବ ପାକିସ୍ତାନର ନିଦ, ଭାରତକୁ ମିଳିବ R-37M ମିଶାଇଲ, ବ୍ରହ୍ମୋସଠାରୁ ବି ଶକ୍ତିଶାଳି

ନୂଆଦିଲ୍ଲୀ,୧୨।୧୨: ଭାରତର ବାୟୁ ଶକ୍ତିକୁ ଏକ ନୂଆ ଶକ୍ତି ମିଳିବାକୁ ଯାଉଛି। ଭାରତୀୟ ବାୟୁସେନା ଏବଂ ରୁଷିଆ ମଧ୍ୟରେ R-37M ଅଲ୍ଟ୍ରା-ଲମ୍ବା-ରେଞ୍ଜ ଏୟାର-ଟୁ-ଏୟାର ମିସାଇଲ ପାଇଁ ଚୁକ୍ତିନାମା ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଦି ୱିକରେ ପ୍ରକାଶିତ ଏକ ରିପୋର୍ଟ ଅନୁଯାୟୀ,...

ଭାରତ ନିଜସ୍ୱ ବାୟୁ ମାନଦଣ୍ଡ ସ୍ଥିର କରିବ: ବିଶ୍ୱ ପ୍ରଦୂଷଣ ରାଙ୍କିଙ୍ଗକୁ ଗ୍ରହଣ କଲେନି ସରକାର

ନୂଆଦିଲ୍ଲୀ,୧୨।୧୨: ବିଭିନ୍ନ ସଂସ୍ଥା ଦ୍ୱାରା ପ୍ରକାଶିତ ବିଶ୍ୱ ବାୟୁ ଗୁଣବତ୍ତା ରାଙ୍କିଙ୍ଗଗୁଡ଼ିକୁ କୌଣସି ସରକାରୀ କର୍ତ୍ତୃପକ୍ଷ କରୁ ନାହାନ୍ତି। ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ (WHO)ର ବାୟୁ ଗୁଣବତ୍ତା ମାର୍ଗଦର୍ଶିକା କେବଳ ପରାମର୍ଶମୂଳକ ମୂଲ୍ୟ ଭାବରେ କାର୍ଯ୍ୟ କରେ, ବାଧ୍ୟତାମୂଳକ ମାନଦଣ୍ଡ...

IRCTC ଆଣୁଛି ନୂଆ ନିୟମ, ମିଳିବ ଏହି ସବୁ ସୁବିଧା

ନୂଆଦିଲ୍ଲୀ,୧୨।୧୨:  ଟ୍ରେନରେ ଯାତ୍ରା କରିବା ସମୟରେ ଆଉ ଖାଇବା ସମସ୍ୟା ଭୋଗିବାକୁ ପଡିବ ନାହିଁ । ଏଣିକି ଫ୍ଲାଇଟ ଭଳି ଖାଦ୍ୟର ମଜା ଟ୍ରେନରେ ମଧ୍ୟ ପାଇବେ ଯାତ୍ରୀ । ଇଣ୍ଡିଆନ ରେଲୱେ କ୍ୟାଟରିଂ ଆଣ୍ଡ ଟୁରିଜିମ୍ କର୍ପୋରେସନ (IRCTC)...

ଭାରତକୁ ବଡ଼ ଝଟକା ଦେଲା ମେକ୍ସିକୋ, ୫୦% ଟାରିଫ୍‌ ଲଗାଇବା ପରେ ଏସବୁ ଜିନିଷର ବଢିଯିବ ଦାମ୍‌

ନୂଆଦିଲ୍ଲୀ, ୧୨ା୧୨: ମେକ୍ସିକୋ ସିନେଟ୍‌ରେ ବୁଧବାର ନୂଆ ଟାରିଫ୍‌ ରିଜାଇମ୍‌ ସମ୍ପର୍କିତ ଏକ ବିଲ୍‌ ପାରିତ ହୋଇଛି। ବିଧେୟକ ସପକ୍ଷରେ ୭୬ ଓ ବିରୋଧରେ ୫ ଭୋଟ ପଡ଼ିଥିବାବେଳେ ୩୫ ଜଣ ସିନେଟର ମତଦାନରୁ ବିରତ ରହିଥିଲେ। ଉକ୍ତ ବିଲ୍‌...

ପୂର୍ବତନ କେନ୍ଦ୍ର ଗୃହମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତାଙ୍କ ଦେହାନ୍ତ

ନୂଆଦିଲ୍ଲୀ,୧୨।୧୨: କଂଗ୍ରେସର ବରିଷ୍ଠ ନେତା ତଥା ଦେଶର ପୂର୍ବ ଗୃହମନ୍ତ୍ରୀ ଶିବରାଜ ପାଟିଲଙ୍କର ଦେହାନ୍ତ ହୋଇଛି । ୯୧ ବର୍ଷ ବୟସରେ ସେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି । ଆଜି ସକାଳ ୬ଟା ୩୦ ସମୟରେ ଲାତୁରର  ଦେବରରେ...

ନିୟନ୍ତ୍ରଣ ହରାଇ ଗଭୀର ଘାଟିକୁ ଖସିପଡିଲା ଯାତ୍ରୀବାହୀ ବସ୍‌, ୧୦ ମୃତ

ଅମରାବତୀ,୧୨।୧୨: ଗତକାଲି ବିଳମ୍ବିତ ରାତିରେ ଆନ୍ଧ୍ରପ୍ରଦେଶର ଆଲୁରି ସୀତାରାମ ରାଜୁ (ଏଏସଆର) ଜିଲାରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଛି । ଏକ ଘରୋଇ ଟ୍ରାଭେଲ ବସ୍‌ ଚିତ୍ତୁର-ମାର୍ଦୁମଲ୍ଲୀ ଘାଟ ରାସ୍ତାରେ ନିୟନ୍ତ୍ରଣ ହରାଇ ଏକ ଗଭୀର ଘାଟିକୁ ଖସିପଡ଼ିଛି।...

ପ୍ରେମ ପଡିଲା ମହଙ୍ଗା, ବିବାହ ପାଇଁ ଘରକୁ ଡାକି ଜୀବନରୁ ମାରିଦେଲେ ପ୍ରେମିକାର ପରିବାର ଲୋକେ

ନୂଆଦିଲ୍ଲୀ,୧୧।୧୨: ତେଲେଙ୍ଗାନାର ସିଙ୍ଗାରେଡି ଜିଲ୍ଲାରୁ ଏକ ହୃହୟବିଦାରକ ହତ୍ୟାକାଣ୍ଡ ଘଟଣା ସାମ୍ନାକୁ ଆସିଛି । ଏକ ଇଞ୍ଜିନିୟର ଛାତ୍ରକୁ ଘରକୁ ଡାକି ପ୍ରେମିକାର ବାପା ମା ପିଟିପିଟି ହତ୍ଯା କରିଥିବା ଅଭିଯୋଗ ହୋଇଛି । ସୂଚନା ପାଇବା ପରେ ପୋଲିସ...

ଗଡ଼ିଲା ହାଇଡ୍ରୋଜେନ୍‌ ଚାଳିତ ଜାହାଜ

ବାରାଣସୀ,୧୧ା୧୨: ଭାରତରେ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ପ୍ରଥମ ହାଇଡ୍ରୋଜେନ୍‌ ଇନ୍ଧନ-ସେଲ୍‌ ଜାହାଜର ଚଳାଚଳକୁ କେନ୍ଦ୍ର ବନ୍ଦର, ଜାହାଜ ଚଳାଚଳ ଓ ଜଳମାର୍ଗ ମନ୍ତ୍ରୀ ସର୍ବାନନ୍ଦ ସୋନୋଓ୍ବାଲ ଗୁରୁବାର ଶୁଭାରମ୍ଭ କରିଛନ୍ତି। ସ୍ବଚ୍ଛ ଓ ସ୍ଥାୟୀ ଅନ୍ତର୍ଦେଶୀୟ ଜଳ ପରିବହନ ଦିଗରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri