ଅକ୍ଟୋବର ପହିଲାରୁ ମହଙ୍ଗା ମାଡ଼: ପୁଣି ବଢ଼ିଲା କମର୍ସିଆଲ LPG ସିଲିଣ୍ଡର ଦାମ୍, ୬୨ଟଙ୍କାରୁ ଅଧିକ …
ନୂଆଦିଲ୍ଲୀ,୧।୧୦: ପାର୍ବଣ ଋତୁ ଆରମ୍ଭ ହେଉଥିବା ବେଳେ ସାଧାରଣ ଲୋକ ଓ ବ୍ୟବସାୟୀଙ୍କୁ ବଡ଼ ଝଟକା ଲାଗିଛି। ଅକ୍ଟୋବର ୧ ତାରିଖରୁ ସରକାରୀ ତୈଳ କମ୍ପାନୀଗୁଡ଼ିକ ୧୯ କିଲୋଗ୍ରାମ ବିଶିଷ୍ଟ କମର୍ସିଆଲ LPG ସିଲିଣ୍ଡର ଏବଂ ବିମାନ ଇନ୍ଧନ ବା ATF…
ବିଜୟଙ୍କ ବଡ଼ ବୟାନ: ରାଜା ହେବାକୁ ନୁହେଁ, ରାଜନୀତିକୁ ଆସିଛି….
ଚେନ୍ନାଇ,୩୦।୯: ତାମିଲନାଡୁର ଧାରାପୁରମରେ ଏକ ନିର୍ବାଚନୀ ସଭାରେ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ନିଜ ଦଳ TVKର ରାଜନୈତିକ ଆଭିମୁଖ୍ୟ ନେଇ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି, ତାଙ୍କ ଦଳ ରାଜତନ୍ତ୍ର କିମ୍ବା ପରିବାର ଶାସନ ପାଇଁ ରାଜନୀତିକୁ ଆସିନାହିଁ,…
ଗ୍ରାହକଙ୍କୁ ବଡ଼ ଝଟକା; ବଢ଼ିଲା କ୍ଷୀର ଦର, ଅକ୍ଟୋବର ୧ରୁ ଲିଟର ପିଛା…
ଭୋପାଳ,୩୦।୯: ମଧ୍ୟପ୍ରଦେଶର ଇନ୍ଦୋରରେ ବଢ଼ିଲା କ୍ଷୀର ଦର ।ଅକ୍ଟୋବର ୧ ତାରିଖରୁ ଏହା ଲାଗୁ ହେବ । ଇନ୍ଦୋର ଦୁଗ୍ଧ ବିକ୍ରେତା ସଂଘ କ୍ଷୀର ଦର ଲିଟର ପିଛା ୩ ଟଙ୍କା ବଢ଼ାଇବାକୁ ନିଷ୍ପତ୍ତି ନେଇଛି । ଫଳରେ ଡେୟରୀ ଓ…
‘ସ୍ତ୍ରୀ ମୋତେ ବହୁତ ମାନସିକ ନିର୍ଯାତନା…’, ଆତ୍ମହତ୍ୟା ପୂର୍ବରୁ ଭିଡିଓ କରି ଝୁଲିପଡ଼ିଲେ ଯୁବକ
ଲକ୍ଷ୍ନୌ,୩୦।୯: ଉତ୍ତରପ୍ରଦେଶର ଗ୍ରେଟର ନୋଏଡାର ବିସରଖ ଥାନା ଅଞ୍ଚଳରେ ଜଣେ ୨୫ ବର୍ଷୀୟ ଯୁବକ ଫାଶୀ ଲଗାଇ ଆତ୍ମହତ୍ୟା କରିଥିବା ଘଟଣା ସାମ୍ନାକୁ ଆସିଛି । ମୃତକଙ୍କ ପରିଚୟ ଅଜୟ ସିଂ ବୋଲି ଜଣାପଡ଼ିଛି। ସେ ମୂଳତଃ କାନପୁର ଦେହାତ ଅଞ୍ଚଳର…
ଟ୍ରମ୍ପଙ୍କ ସହ ଫୋନରେ କଥା ହେଲେ ମୋଦି, ଏହି ସବୁ ବିଷୟକୁ ନେଇ ଆଲୋଚନା…
ନୂଆଦିଲ୍ଲୀ,୩୦।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ଫୋନ୍ରେ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ହୋଇଛି । ଦୁଇ ନେତା ବାଣିଜ୍ୟ, ପ୍ରତିରକ୍ଷା, ଶକ୍ତି, ଗୁରୁତ୍ୱପୂର୍ଣ୍ଣ ପ୍ରଯୁକ୍ତି ଓ ଅନ୍ୟାନ୍ୟ ଦ୍ୱିପାକ୍ଷିକ ପ୍ରସଙ୍ଗ ଉପରେ ଆଲୋଚନା କରିଥିବା ପ୍ରଧାନମନ୍ତ୍ରୀ…
୨୦୨୯ରେ ରାହୁଲ ଗାନ୍ଧୀ ହେବେ କି ବିରୋଧୀଙ୍କ ଚେହେରା? ମମତାଙ୍କ ଜବାବକୁ ନେଇ ଦେଶରେ ହଇଚଇ
ନୂଆଦିଲ୍ଲୀ,୩୦।୯: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କୁ ନେଇ ବିରୋଧୀ INDIA ବ୍ଲକ୍ରେ ରାଜନୈତିକ ତତ୍ପରତା ବଢ଼ିଛି । ବୁଧବାର ନୂଆଦିଲ୍ଲୀରେ INDIA ବ୍ଲକ୍ର ନେତାମାନେ ବୈଠକ କରି ଆଗାମୀ ରଣନୀତି ନେଇ ଆଲୋଚନା କରିଛନ୍ତି । CECଙ୍କ ବିରୋଧରେ…
ମୋଦି କ୍ୟାବିନେଟରେ ବଡ଼ ନିଷ୍ପତ୍ତି, କୃଷକଙ୍କ ପାଇଁ କଲେ ବଡ଼ ଘୋଷଣା
ନୂଆଦିଲ୍ଲୀ,୩୦।୯: ଆଜି ପ୍ରଧାନମନ୍ତ୍ରୀ ମୋଦିଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ ବୈଠକ ଏବଂ ଅର୍ଥନୈତିକ ବ୍ୟାପାର ସମ୍ୱନ୍ଧୀୟ କ୍ୟାବିନେଟ କମିଟି (CCEA)ରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। କ୍ୟାବିନେଟ ‘ପିଏମ ଧାରା’କୁ ମଞ୍ଜୁରୀ ପ୍ରଦାନ କରିଛି। ଏହି ବୈଠକରେ ରବି ଫସଲ ପାଇଁ ୨୦୨୭-୨୮…
‘ମୋଦି ମୋତେ କହିଲେ ମୋ ପରେ ତୁମେ…’, ରାହୁଲଙ୍କ ବୟାନକୁ ନେଇ ଜୋରଦାର ଚର୍ଚ୍ଚା
ନୂଆଦିଲ୍ଲୀ,୩୦।୯: କଂଗ୍ରେସ କାର୍ଯ୍ୟକାରୀ କମିଟି (CWC) ବୈଠକ ପରେ ରାହୁଲ ଗାନ୍ଧୀଙ୍କ ଏକ କଥିତ ବୟାନକୁ ନେଇ ବିବାଦ ଆରମ୍ଭ ହୋଇଯାଇଛି। ରାହୁଲ ଗାନ୍ଧୀ ବୈଠକରେ ର୍ନିବାଚନ କମିଶନରମାନଙ୍କ ନିଯୁକ୍ତିକୁ ନେଇ ନିଜର ପୁରୁଣା ଅସମ୍ମତି ପତ୍ର (Dissent Note) ବିଷୟରେ…
ବିବାଦ ଭିତରେ ନିର୍ବାଚନ କମିଶନରଙ୍କ ବଡ଼ ନିଷ୍ପତ୍ତି, ଭୋଟର ଲିଷ୍ଟକୁ ନେଇ କହିଲେ ବଡ଼କଥା…
ନୂଆଦିଲ୍ଲୀ,୩୦।୯: ନିର୍ବାଚନ ଆୟୋଗ ‘ସ୍ପେଶାଲ ଇଣ୍ଟେନସିଭ ରିଭିଜନ’ (SIR) ପ୍ରକ୍ରିୟା ଶେଷ କରିସାରିଥିବା ରାଜ୍ୟଗୁଡ଼ିକରେ ନୂଆ ଭୋଟରମାନଙ୍କ ପାଇଁ ଫର୍ମ-୬ ସହିତ ଯୋଡ଼ା ଯାଇଥିବା ଅତିରିକ୍ତ ଘୋଷଣାନାମା (Additional Declaration)କୁ ECINET ପୋର୍ଟାଲରୁ ହଟାଇ ଦେଇଛନ୍ତି। ଆୟୋଗଙ୍କ ୨୬ ସେପ୍ଟେମ୍ୱର ୨୦୨୬ର…
ପହଲଗାମ ଆକ୍ରମଣର ପ୍ରତିଶୋଧ ନେଲା ଭାରତ: ଟଳିପଡ଼ିଲେ ମୂସା
ଶ୍ରୀନଗର,୩୦।୯: ଜମ୍ମୁ-କଶ୍ମୀରର ବଡଗାମ ଜିଲାରେ ସୁରକ୍ଷାବାହିନୀକୁ ବଡ଼ ସଫଳତା ମିଳିଛି। ୟୁସମର୍ଗ ଅଞ୍ଚଳରେ ଚାଲିଥିବା ତଲାସୀ ଅଭିଯାନ ବେଳେ ପାକିସ୍ତାନ ଭିତ୍ତିକ ଆତଙ୍କୀ ସଂଗଠନ ଲସ୍କର-ଏ-ତୋଏବା (LeT)ର ଆତଙ୍କୀ ମହମ୍ମଦ ଆସିଫ ଓରଫ ହାଶିମ ମୂସା ନିହତ ହୋଇଛି। ତଲାସୀ ବେଳେ…
ଟ୍ରାଫିକ ଚାଲାଣ ବାକିଥିଲେ କଟିବ ଘର ଲାଇନ୍! ସୁପ୍ରିମକୋର୍ଟ କହିଲେ ବଡ଼କଥା
ନୂଆଦିଲ୍ଲୀ,୨୯।୯: ଗାଡ଼ି ଚଳାଉଛନ୍ତି କି? ତେବେ ଆପଣଙ୍କ ପାଇଁ ଆସିଛି ଗୁରୁତ୍ୱପୂର୍ଣ୍ଣ ଖବର। ଟ୍ରାଫିକ୍ ନିୟମ ଉଲ୍ଲଂଘନ କରି ଇ-ଚାଲାଣ କଟିବା ପରେ ଦୀର୍ଘଦିନ ଧରି ଜରିମାନା ନ ଭରିଲେ ଏହାକୁ ଆଦାୟ କରିବା ପାଇଁ କଠୋର ପଦକ୍ଷେପ ନେଇ ବିଚାର…
PNB ଘୋଟାଲାରେ ବଡ଼ ସଫଳତା! ନୀରବ ମୋଦିଙ୍କ ସହଯୋଗୀ ସନ୍ଦୀପ ମିସ୍ତ୍ରୀଙ୍କୁ UAEରୁ ଅଣାଗଲା ଭାରତ, ଗିରଫ କଲା CBI
ମୁମ୍ବାଇ,୨୯।୯: ନୀରବ ମୋଦିଙ୍କ ସହ ଜଡ଼ିତ ବହୁଚର୍ଚ୍ଚିତ PNB (ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ) ଘୋଟାଲାରେ କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥା (CBI)କୁ ମିଳିଛି ବଡ଼ ସଫଳତା। ଏହି ମାମଲାରେ ୱାଣ୍ଟେଡ ଥିବା ଅଭିଯୁକ୍ତ ସନ୍ଦୀପ ମିସ୍ତ୍ରୀଙ୍କୁ ସଂଯୁକ୍ତ ଆରବ ଏମିରେଟ୍ସ (UAE)ରୁ ଭାରତ…

