ଜାତୀୟ

NEET ପୁନଃପରୀକ୍ଷା ପୂର୍ବରୁ କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି, ଟେଲିଗ୍ରାମ ଉପରେ ଲାଗିଲା ଅସ୍ଥାୟୀ ପ୍ରତିବନ୍ଧକ

ନୂଆଦିଲ୍ଲୀ,୧୬।୬: କେନ୍ଦ୍ର ସରକାର NEET-UG ପୁନଃପରୀକ୍ଷା ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଜୁନ ୨୨ ପର୍ଯ୍ୟନ୍ତ ଟେଲିଗ୍ରାମ ବ୍ୟବହାର ଉପରେ ଏକ ଅସ୍ଥାୟୀ କଟକଣା ଜାରି କରାଯାଇଛି। ଏହି ନିଷ୍ପତ୍ତିର ଲକ୍ଷ୍ୟ ହେଉଛି ପରୀକ୍ଷା ସୁରକ୍ଷିତ ଭାବରେ ପରିଚାଳନା ହେବା…

‘ରାହୁଲ ଗାନ୍ଧୀ ନିଜେ ଏକ ବଡ଼ ପରିହାସ’: କଂଗ୍ରେସକୁ ଟାର୍ଗେଟ କଲା DMK,ଦଳ ଉପରେ ଲଗାଇଲା ବଡ଼ ଅଭିଯୋଗ

ନୂଆଦିଲ୍ଲୀ,୧୬।୬: ଦେଶବ୍ୟାପୀ ଚାଲିଥିବା ରାଜନୈତିକ ଉଷ୍ମତା ମଧ୍ୟରେ, ବିରୋଧୀ ମେଣ୍ଟ (ଇଣ୍ଡିଆ ବ୍ଲକ) ଭିତରେ ଫାଟ ଏବେ ଖୋଲାଖୋଲି ଭାବରେ ଦେଖାଦେଇଛି। ତାମିଲନାଡୁରେ କ୍ଷମତା ହାସଲ କରୁଥିବା ଦ୍ରାବିଡ଼ ମୁନ୍ନେତ୍ର କାଝଗମ (ଡିଏମକେ) ଏହାର ପୂର୍ବତନ ସହଯୋଗୀ ଏବଂ ଲୋକ ସଭାରେ…

ଆଜି ସୁପ୍ରିମକୋର୍ଟରେ ଆଧାର ଶୁଣାଣି

ନୂଆଦିଲ୍ଲୀ,୧୬ା୬: ଭାରତର ବିଶିଷ୍ଟ ପରିଚୟ କର୍ତ୍ତୃପକ୍ଷଙ୍କ ଦ୍ୱାରା ଜାରି ଆଧାର କାର୍ଡଗୁଡ଼ିକୁ ନାଗରିକତ୍ୱ, ବାସସ୍ଥାନ ପ୍ରମାଣ ଓ ଠିକଣା ପ୍ରମାଣ ଭାବେ ଦୁରୁପଯୋଗ କରାଯାଉଥିବା ଅଭିଯୋଗ କରି ସୁପ୍ରିମକୋର୍ଟରେ ପିଟିଶନ ଦାଏର ହୋଇଥିବାବେଳେ ମଙ୍ଗଳବାର ଏହାର ଶୁଣାଣି ହେବ। ଆଧାର କାର୍ଡକୁ…

୭୫ ଟଙ୍କାର ବ୍ୟାଙ୍କ ବାଲାନ୍ସରୁ ଏନ୍‌ଡିଏର ସମ୍ଭାବ୍ୟ ଶକ୍ତି, ଚର୍ଚ୍ଚାରେ ଆଞ୍ଚଳିକ ଦଳ ‘ଏନ୍‌ସିପିଆଇ’ର ରାଜନୈତିକ ଯାତ୍ରା

ନୂଆଦିଲ୍ଲୀ,୧୫ା୬(ପି.ଟି.): ଆର୍ଥିକବର୍ଷ ୨୦୨୨-୨୩ ଶେଷ ସୁଦ୍ଧା ଯେଉଁ ରାଜନୈତିକ ଦଳର ବ୍ୟାଙ୍କ ଖାତାରେ ମାତ୍ର ୭୫ ଟଙ୍କା ବାକି ରହିଥିଲା, ଆଜି ସେହି ଅଜ୍ଞାତ ଦଳଟି ଜାତୀୟ ରାଜନୀତିର କେନ୍ଦ୍ରବିନ୍ଦୁ ପାଲଟିଛି। ତୃଣମୂଳ କଂଗ୍ରେସ (ଟିଏମ୍‌ସି)ର ୨୦ ଜଣ ବିଦ୍ରୋହୀ ଲୋକ…

ସରକାରଙ୍କ ବଡ଼ ନିଷ୍ପତ୍ତି: ଡିଜେଲ ଉପରେ ରପ୍ତାନି ଶୁଳ୍କ ପ୍ରତି ଲିଟର ୧୪ ଏବଂ ATF ଉପରେ ପ୍ରତି ଲିଟର ୧୨.୫ ଟଙ୍କା ବୃଦ୍ଧି, ଜାଣନ୍ତୁ କ’ଣ ପଡିବ ପ୍ରଭାବ

ନୂଆଦିଲ୍ଲୀ,୧୬।୬: କେନ୍ଦ୍ର ସରକାର ଜୁନ ୧୬, ୨୦୨୬ ରୁ ପେଟ୍ରୋଲିୟମ ଉତ୍ପାଦ ଉପରେ ରପ୍ତାନି ଶୁଳ୍କ ସଂଶୋଧନ କରିଛନ୍ତି। ଡିଜେଲ ଏବଂ ବିମାନ ଟର୍ବାଇନ ଇନ୍ଧନ (ATF) ଉପରେ ଲାଗୁ ହୋଇଥିବା ଶୁଳ୍କ ବୃଦ୍ଧି କରାଯାଇଛି। ଡିଜେଲ ରପ୍ତାନି ପାଇଁ ପ୍ରତି…

ବିସ୍କୁଟ ଲୋଭ ଦେଖାଇ ଯୌନ ନିର୍ଯାତନା, ଚାଲିଗଲା ୩ବର୍ଷ ଶିଶୁର ଜୀବନ

ଚେନ୍ନାଇ,୧୫।୬: ତାମିଲନାଡୁର ତିରୁଭଲ୍ଲୁର ଜିଲାର ଗୁମ୍ମିଡିପୁଣ୍ଡିରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛ । ଯୌନ ନିର୍ଯାତନା ପରେ ତିନି ବର୍ଷର ଛୁଆର ମୃତ୍ୟୁ ହୋଇଛି । ବିହାରର ମୂଳ ବାସିନ୍ଦା ୧୯ ବର୍ଷୀୟ ଅଭିଯୁକ୍ତ ସିପକୋଟ ଶିଳ୍ପ ଇଷ୍ଟେଟ୍, ଗୁମ୍ମିଡିପୁଣ୍ଡିରେ…

କକ୍ରୋଚ୍ ଜନତା ପାର୍ଟିର ପ୍ରତିଷ୍ଠାତାଙ୍କୁ ଆକ୍ରମଣ, ଚାପୁଡ଼ା ମାରି….

ଜୟପୁର,୧୫।୬: ରାଜସ୍ଥାନର ଜୟପୁରରେ କକ୍ରୋଚ୍ ଜନତା ପାର୍ଟିର ଅଭିଜିତ୍ ଦୀପକେଙ୍କୁ ଚାପୁଡ଼ା ମାଡ଼ ହୋଇଛି । ରିପୋର୍ଟ ଅନୁଯାୟୀ, ଜଣେ ଅଜଣା ଯୁବକ ଏକ ପ୍ରତିବାଦ ସମୟରେ ଅଭିଜିତଙ୍କୁ ଆକ୍ରମଣ କରିଥିଲେ ଏବଂ ତାଙ୍କୁ ବାରମ୍ବାର ଚାପୁଡ଼ା ମାରିଥିଲେ। ଏହା ପରେ,…

ସରକାରଙ୍କ ବଡ଼ ପ୍ରସ୍ତୁତି, ଖୁବଶୀଘ୍ର ଶସ୍ତା ହେବ ପେଟ୍ରୋଲ୍-ଡିଜେଲ୍‌! ଏତିକି ଟଙ୍କା କମିବ

ନୂଆଦିଲ୍ଲୀ,୧୫।୬: ଆମେରିକା-ଇରାନ ଚୁକ୍ତିନାମା ଘୋଷଣା ପରେ ଅଶୋଧିତ ତୈଳ ଦର ହ୍ରାସ ପାଇଛି । ସୋମବାର ପ୍ରାରମ୍ଭିକ ବାଣିଜ୍ୟ ସମୟରେ, ଅନ୍ତର୍ଜାତୀୟ ଅଶୋଧିତ ତୈଳ ଦର ୪% ରୁ ଅଧିକ ହ୍ରାସ ପାଇଛି। କେନ୍ଦ୍ର ସରକାର ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ…

ଆମେରିକା-ଇରାନ ମଧ୍ୟରେ ଶାନ୍ତି ଚୁକ୍ତିକୁ ଭାରତର ସ୍ବାଗତ: ପ୍ରଧାନମନ୍ତ୍ରୀ ମୋଦି କହିଲେ, ମୁଁ ଏହି ଚୁକ୍ତିକୁ…

ନୂଆଦିଲ୍ଲୀ,୧୫।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆମେରିକା ଏବଂ ଇରାନ ମଧ୍ୟରେ ହୋଇଥିବା ଶାନ୍ତି ଚୁକ୍ତିକୁ ସ୍ବାଗତ କରିଛନ୍ତି। ଏହି ଚୁକ୍ତି ଏହି ଅଞ୍ଚଳରେ ଶାନ୍ତି ଏବଂ ସ୍ଥିରତା ଆଣିବ ଏବଂ ଗତିବିଧି ଏବଂ ବାଣିଜ୍ୟର ସ୍ବାଧୀନତା ଫେରାଇ ଆଣିବ ବୋଲି ଆଶା…

ଆମେରିକା-ଇରାନ ଚୁକ୍ତି ଭାରତର ବଲ୍ଲେ-ବଲ୍ଲେ: ପାଇବ ସର୍ବାଧିକ ଲାଭ

ନୂଆଦିଲ୍ଲୀ,୧୫।୬: ମାସ ମାସର ସଂଘର୍ଷ ପରେ, ଶେଷରେ ଆମେରିକା ଏବଂ ଇରାନ ମଧ୍ୟରେ ଏକ ଶାନ୍ତି ଚୁକ୍ତିନାମା ହୋଇଛି। ଡୋନାଲ୍ଡ ଟ୍ରମ୍ପ ଏବଂ ପାକିସ୍ତାନୀ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ଉଭୟ ଏହି ଚୁକ୍ତିନାମାକୁ ନିଶ୍ଚିତ କରିଛନ୍ତି, ଯାହା ପାକିସ୍ତାନ ଏବଂ କତାର…

ଘାସ କାଟିବାକୁ ଯାଇଥିଲେ ମହିଳା, ନିଶାଦେଇ ଗଣବଳାତ୍କାର କଲେ ୫ ଯୁବକ: ଆଉ ତା’ପରେ…

ମୁଜାଫରନଗର(ଉତ୍ତର ପ୍ରଦେଶ), ୧୫ା୬ (ପି.ଟି.):ଉତ୍ତର ପ୍ରଦେଶର ମୁଜାଫରନଗର ଜିଲାରେ ଜଣେ ୨୪ ବର୍ଷୀୟା ମହିଳାଙ୍କୁ ନିଶାଦ୍ରବ୍ୟ ପିଆଇ ୫ ଜଣ ଯୁବକ ଗଣବଳାତ୍କାର କରିଥିବା ରବିବାର ପୋଲିସ ସୂଚନା ଦେଇଛି। ଚରଥାୱାଲ ଥାନା ଅନ୍ତର୍ଗତ ଏକ ଗ୍ରାମରେ ଗତ ଶନିବାର ଏହି…

ହଜାର ହଜାର ଟଙ୍କା ବଢିଲା ସୁନା-ରୁପା ଦର: ୧୦ ଗ୍ରାମ ପିଛା ଅଛି…

ନୂଆଦିଲ୍ଲୀ,୧୫।୬: ବିଶ୍ୱ ସ୍ତରରେ ଘଟୁଥିବା ଭୂରାଜନୈତିକ ପରିବର୍ତ୍ତନର ସିଧାସଳଖ ପ୍ରଭାବ ଆଜି ଘରୋଇ ଅଳଙ୍କାର ବଜାର ଉପରେ ପଡ଼ିଛି। ଆମେରିକା ଏବଂ ଇରାନ ମଧ୍ୟରେ ଏକ ଶାନ୍ତି ଚୁକ୍ତିନାମା ଖବର ସାମଗ୍ରୀ ବଜାରର ଧାରାକୁ ସମ୍ପୂର୍ଣ୍ଣ ପରିବର୍ତ୍ତନ କରିଛି। ଏହି ଘୋଷଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?