ଜାତୀୟ

ରାଜ୍ୟ ସଭାରେ ୩ ଆପରାଧିକ ବିଲ୍‌ ଗୃହୀତ

ନୂଆଦିଲ୍ଲୀ,୨୧ା୧୨: ଆପରାଧିକ ଆଇନ ସଂଶୋଧନ ବିଲ୍‌ ବୁଧବାର ଲୋକ ସଭାରେ ଗୃହୀତ ହୋଇଥିବାବେଳେ ଗୁରୁବାର ଏହା ରାଜ୍ୟ ସଭାର ଅନୁମୋଦନ ଲାଭ କରିଛି। ବିରୋଧୀ ଏମ୍‌ପିମାନଙ୍କ ଅନୁପସ୍ଥିତରେ ଉଚ୍ଚ ସଦନରେ ଭାରତୀୟ ନ୍ୟାୟ ସଂହିତା, ଭାରତୀୟ ନାଗରିକ ସୁରକ୍ଷା ସଂହିତା ଏବଂ…

୨ ସପ୍ତାହ ମଧ୍ୟରେ ମଲେଣି ୨୩: ବିମାନବନ୍ଦରରେ କରୋନା ପରୀକ୍ଷା ବାଧ୍ୟତାମୂଳକ କି ନୁହେଁ ଜାଣନ୍ତୁ…

ନୂଆଦିଲ୍ଲୀ,୨୧ା୧୨: କରୋନାରେ ଗତ ୨ ସପ୍ତାହ ମଧ୍ୟରେ ୨୩ ଜଣଙ୍କ ମୃତ୍ୟୁ ଘଟିଲାଣି। ଅନ୍ୟପକ୍ଷେ କୋଭିଡ୍‌-୧୯ର ଜେଏନ୍‌.୧ ସବ୍‌ଭାରିଆଣ୍ଟକୁ ନେଇ ଏବେ ଚିନ୍ତା ବଢ଼ିଥିବା ବେଳେ ଶୀତରେ ସଂକ୍ରମଣ ବଢ଼ିବା ଆଶଙ୍କା କରାଯାଉଛି। ଗୁରୁବାର ସୁଦ୍ଧା ୨୪ ଘଣ୍ଟା ମଧ୍ୟରେ ୫୯୪…

ଡବ୍ଲ୍ୟୁଏଫ୍‌ଆଇ ନିର୍ବାଚନ ଫଳାଫଳ ପରେ ପ୍ରତିକ୍ରିୟା ରଖିଲେ ବ୍ରିଜଭୂଷଣ

ନୂଆଦିଲ୍ଲୀ,୨୧ା୧୨: ବହୁ ଚର୍ଚ୍ଚିତ କୁସ୍ତି ମହାସଂଘ (ଡବ୍ଲ୍ୟୁଏଫ୍‌ଆଇ) ନିର୍ବାଚନ ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ନିର୍ବାଚନରେ ବିଦାୟୀ ସଭାପତି ବ୍ରିଜଭୂଷଣ ଶରଣଙ୍କ ଘନିଷ୍ଠ ଅନୁଗତ ବୋଲି କୁହାଯାଉଥିବା ସଞ୍ଜୟ ସିଂ ସଭାପତି ପଦବୀ ପାଇଁ ନିର୍ବାଚିତ ହୋଇଛନ୍ତି। ଏହି ପରିପ୍ରେକ୍ଷୀରେ ନିର୍ବାଚନ ଫଳାଫଳର…

ମାଡୁଛି କୋଭିଡ୍‌ ବଢୁଛି ଭୟ: ମାସ୍କ ପିନ୍ଧିବାକୁ ପରାମର୍ଶ, ପୂର୍ବରୁ ଆକ୍ରାନ୍ତ ଥିବା ବ୍ୟକ୍ତି ହୋଇଯାଆନ୍ତୁ ସତର୍କ…

ନୂଆଦିଲ୍ଲୀ,୨୧।୧୨: ଦେଶରେ କରୋନା ମାମଲା ଦ୍ରୁତ ଗତିରେ ବୃଦ୍ଧି ପାଉଛି। ଗତ ୨୪ଘଣ୍ଟା ମଧ୍ୟରେ ଦେଶରେ ସମୁଦାୟ ୩୫୮ ମାମଲା ସାମ୍ନାକୁ ଆସିଥିବା ବେଳେ ସେଥିମଧ୍ୟରୁ ୩୦୦ଟି କେବଳ କେରଳର ରହିଛି। ଏଥିସହ ଏ ପର୍ଯ୍ୟନ୍ତ ଦେଶରେ ୬ ଜଣଙ୍କର ମୃତ୍ୟୁ…

ନକଲି ସିମ୍‌ କାର୍ଡ କିଣିଲେ ୩ ବର୍ଷ ଜେଲ ସହ ହେବ ଜରିମାନା, ଜାଣନ୍ତୁ ସରକାରଙ୍କ ନୂଆ ନିୟମ

ନୂଆଦିଲ୍ଲୀ,୨୧।୧୨: ନକଲି ସିମ୍‌ କାର୍ଡ ଜରିଆରେ ଠକେଇ ଏବଂ ଦେଶର ଅନ୍ୟାନ୍ୟ ଅପରାଧ ଉପରେ ସରକାର କଟକଣା ଲଗାଇବାକୁ ଯାଉଛନ୍ତି। ସଂସଦର ଉଭୟ ଗୃହରେ ଟେଲିକମ ବିଲ ୨୦୨୩ ପାରିତ ହୋଇଛି। ଏହି ବିଲରେ ନକଲି ସିମ୍‌ କିଣିବା ଉପରେ ୩…

ଜମ୍ମୁ-କାଶ୍ମୀରର ପୁଞ୍ଚ ଜିଲାରେ ଆତଙ୍କବାଦୀ ଆକ୍ରମଣ: ୩ ଯବାନ ଶହୀଦ

ଶ୍ରୀନଗର,୨୧।୧୨: ଜମ୍ମୁ-କାଶ୍ମୀରର ପୁଞ୍ଚ ଜିଲାରେ ଗୁରୁବାର ଆତଙ୍କବାଦୀମାନେ ସେନାର ଏକ ଟ୍ରକ୍‌ ଉପରେ ଗୁଳି ଚଳାଇଛନ୍ତି। ଏଥିରେ ତିନିଜଣ ଯବାନ ଶହୀଦ ହୋଇଛନ୍ତି। ନ୍ୟୁଜ ଏଜେନ୍ସି ପିଟିଆଇ ଅନୁଯାୟୀ, ଯବାନଙ୍କୁ ନେଇ ଯାଉଥିବା ଟ୍ରକ୍‌ ଉପରେ ଆତଙ୍କବାଦୀ ଆକ୍ରମଣ କରିଥିବା ଅଧିକାରୀମାନେ…

‘ମୁଁ କୁସ୍ତିରୁ ଅବସର ନେଉଛି’, ସଞ୍ଜୟ ସିଂ ଡବ୍ଲୁଏଫଆଇର ଅଧ୍ୟକ୍ଷ ଭାବେ ନିର୍ବାଚିତ ପରେ କହିଲେ ସାକ୍ଷୀ ମଲିକ

ନୂଆଦିଲ୍ଲୀ,୨୧।୧୨: ଭାଜପା ଏମ୍‌ପି ବ୍ରିଜ୍‌ଭୂଷଣ ସିଂଙ୍କ ନିକଟତମ ସଞ୍ଜୟ ସିଂଙ୍କୁ ରେସଲିଂ ଫେଡେରେଶନ (ଡବ୍ଲୁଏଫଆଇ)ର ଅଧ୍ୟକ୍ଷ ଭାବରେ ନିର୍ବାଚିତ କରାଯିବା ପରେ ଏକ ବଡ଼ ବିବାଦ ଉପୁଜିଛି। ସାକ୍ଷୀ ମଲିକ କୁସ୍ତିରୁ ଅବସର ଘୋଷଣା କରିଛନ୍ତି। ଖବରଦାତା ସମ୍ମିଳନୀରେ ଭାବପ୍ରବଣ ଦେଖାଯାଉଥିବା…

Sahara Refund: ଏବେ ସାହାରା ରିଫଣ୍ଡ ପୋର୍ଟାଲରେ ୧୯,୯୯୯ ଟଙ୍କା ଯାଏ କରିପାରିବେ କ୍ଲେମ୍‌, ତୁରନ୍ତ ଏଭଳି କରନ୍ତୁ ଆବେଦନ

ନୂଆଦିଲ୍ଲୀ,୨୧।୧୨: ସାହାରା ଇଣ୍ଡିଆରେ ଫସିଥିବା ଟଙ୍କାକୁ ଫେରି ପାଇବାକୁ ଚାହିଁ ରହିଥିବା କୋଟି କୋଟି ଲୋକଙ୍କ ଲାଗି ଖୁସି ଖବର। ଏବେଠାରୁ ନିବେଶକମାନେ ରିଫଣ୍ଡ ପୋର୍ଟାଲରୁ ୧୯,୯୯୯ ଟଙ୍କା ଯାଏ କ୍ଲେମ୍‌ ଫାଇଲ କରିପାରିବେ। ଏଯାବତ ଏହି ରାଶି ୧୦ ହଜାର…

ଲୋକ ସଭାରୁ ଆଉ ୩ ଏମ୍‌ପି ନିଲମ୍ବିତ, ଏ ପର୍ଯ୍ୟନ୍ତ ୧୪୬ ଏମ୍‌ପିଙ୍କ ବିରୋଧରେ ହୋଇଛି କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୨୧।୧୨: ଲୋକ ସଭାରୁ ଆଉ ୩ ଏମ୍‌ପିଙ୍କୁ ନିଲମ୍ବିତ କରାଯାଇଛି। ଲୋକ ସଭା ବାଚସ୍ପତି ଗୃହକୁ ଅବମାନନା କରିବାକୁ ନେଇ ଚଳିତ ଶୀତକାଳୀନ ଅଧିବେଶନରୁ କଂଗ୍ରେସ ଏମ୍‌ପି ନକୁଳନାଥ, ଡି.କେ ସୁରେଶ ଏବଂ ଦୀପକ ବୈଜ୍‌ଙ୍କୁ ନିଲମ୍ବିତ କରିଛନ୍ତି। ଏହା ସହିତ…

ମନି ଲଣ୍ଡରିଂ ମାମଲା: ଜ୍ୟାକଲିନଙ୍କୁ ଆଶ୍ୱସ୍ତି, ଇଡିକୁ ନୋଟିସ ଜାରି କଲେ ଦିଲ୍ଲୀ ହାଇକୋର୍ଟ

ନୂଆଦିଲ୍ଲୀ,୨୧।୧୨: ମନି ଲଣ୍ଡରିଂ ମାମଲାରେ ଫିଲ୍ମ ଅଭିନେତ୍ରୀ ଜ୍ୟାକଲିନ ଫର୍ନାଣ୍ଡିଜଙ୍କ ଆବେଦନ ଉପରେ ଦିଲ୍ଲୀ ହାଇକୋର୍ଟ ଇଡିକୁ ଏକ ନୋଟିସ ଜାରି କରିଛନ୍ତି। ମହାଠକ ସୁକେଶ ଚନ୍ଦ୍ରଶେଖରଙ୍କ ସହ ଜଡିତ ୨୦୦ କୋଟି ମନି ଲଣ୍ଡରିଂ ମାମଲାରେ ତାଙ୍କ ବିରୋଧରେ ପଞ୍ଜୀକୃତ…

ଭାରତୀୟ କୁସ୍ତି ମହାସଂଘର ଅଧ୍ୟକ୍ଷ ଭାବେ ନିର୍ବାଚିତ ହେଲେ ସଞ୍ଜୟ ସିଂ

ନୂଆଦିଲ୍ଲୀ,୨୧।୧୨: ଭାଜପା ଏମ୍‌ପି ବ୍ରିଜ୍‌ ଭୂଷଣ ସିଂଙ୍କ ନିକଟତମ ସଞ୍ଜୟ ସିଂ ଭାରତୀୟ କୁସ୍ତି ମହାସଂଘ (ଡବ୍ଲୁଏଫଆଇ)ର ଅଧ୍ୟକ୍ଷ ଭାବେ ନିର୍ବାଚିତ ହୋଇଛନ୍ତି। ସଞ୍ଜୟ ସିଂ ୨୦୦୮ରେ ବାରାଣସୀ ରେସଲିଂ ଆସୋସିଏଶନର ଜିଲା ସଭାପତି ହୋଇଥିଲେ। ୨୦୦୯ରେ ଯେତେବେଳେ ଉତ୍ତରପ୍ରଦେଶ ରେସଲିଂ…

ସଞ୍ଜୟ ସିଂଙ୍କ ନ୍ୟାୟିକ ହେପାଜତ ଜାନୁୟାରୀ ୧୦ପର୍ଯ୍ୟନ୍ତ ବୃଦ୍ଧି

ନୂଆଦିଲ୍ଲୀ,୨୧।୧୨: ଦିଲ୍ଲୀ ମଦ ଦୁର୍ନୀତି ସହ ଜଡିତ ମନି ଲଣ୍ଡରିଂ ମାମଲାରେ ରୌଜ୍‌ ଏଭିନ୍ୟୁ ଗୁରୁବାର (ଆମ ଆଦମୀ ପାର୍ଟି (ଏଏପି) ଏମ୍‌ପି ସଞ୍ଜୟ ସିଂଙ୍କ ନ୍ୟାୟିକ ହେପାଜତକୁ ଜାନୁୟାରୀ ୧୦ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ଏଏପି ନେତାଙ୍କୁ ତାଙ୍କ ସରକାରୀ ବାସଭବନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?