ଜାତୀୟ

ହଜାର ହଜାର ଟଙ୍କା ବଢିଲା ସୁନା-ରୁପା ଦର: ୧୦ ଗ୍ରାମ ପିଛା ଅଛି…

ନୂଆଦିଲ୍ଲୀ,୧୫।୬: ବିଶ୍ୱ ସ୍ତରରେ ଘଟୁଥିବା ଭୂରାଜନୈତିକ ପରିବର୍ତ୍ତନର ସିଧାସଳଖ ପ୍ରଭାବ ଆଜି ଘରୋଇ ଅଳଙ୍କାର ବଜାର ଉପରେ ପଡ଼ିଛି। ଆମେରିକା ଏବଂ ଇରାନ ମଧ୍ୟରେ ଏକ ଶାନ୍ତି ଚୁକ୍ତିନାମା ଖବର ସାମଗ୍ରୀ ବଜାରର ଧାରାକୁ ସମ୍ପୂର୍ଣ୍ଣ ପରିବର୍ତ୍ତନ କରିଛି। ଏହି ଘୋଷଣା…

ଥାନା ଭିତରେ ଝିଅଙ୍କୁ ଛୁରିଭୁସି ହତ୍ୟାକଲେ ବାପା: କାରଣ ଜାଣିଲେ ଗୋଡ଼ ତଳୁ ଖସିଯିବ ମାଟି

ଲକ୍ଷ୍ନୌ,୧୫ା୬:ଉତ୍ତରପ୍ରଦେଶର ବାନ୍ଦା ଜିଲା ଅନ୍ତର୍ଗତ ବଦୌସା ଥାନା ଭିତରେ ଶୁକ୍ରବାର ଜଣେ ୧୯ ବର୍ଷୀୟା ଯୁବତୀଙ୍କୁ ତାଙ୍କ ବାପା ଛୁରିଭୁସି ହତ୍ୟା କରିଛନ୍ତି। ବାନ୍ଦା ଏସ୍‌ପି ପଳାଶ ବଂଶଲଙ୍କ କହିବା ଅନୁଯାୟୀ, ଶିବାନୀ ନାମ୍ନୀ ଉକ୍ତ ଯୁବତୀଙ୍କର ଜଣେ ପଡ଼ୋଶୀ ଯୁବକଙ୍କ…

ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆଡମିଟ୍‌ କାର୍ଡ ଜାରି, ଜୁନ୍‌ ୨୧ରେ…

ନୂଆଦିଲ୍ଲୀ,୧୪ା୬ : ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆସନ୍ତା ୨୧ରେ ଅନୁଷ୍ଠିତ ହେବାକୁ ଯାଉଥିବାବେଳେ ଏଥିପାଇଁ ପରୀକ୍ଷା ପରିଚାଳନାକାରୀ ସଂସ୍ଥା ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ଆଡମିଟ୍‌ କାର୍ଡ ଜାରି କରିଛି। ପରୀକ୍ଷାର୍ଥୀମାନେ ସେମାନଙ୍କ ଆବେଦନପତ୍ର ନମ୍ବର ଏବଂ ଜନ୍ମତାରିଖ କିମ୍ବା ପାସ୍‌ଓ୍ବାର୍ଡ…

ବଙ୍ଗ ରାଜନୀତିରେ ବଡ଼ ଖେଳ! ଏହି ଦଳରେ ମିଶିବେ ଟିଏମସିର ବିଦ୍ରୋହୀ ଏମପି, ବଡ଼ ସୂଚନା ଦେଲେ….

କୋଲକାତା,୧୪।୬: ବିଦ୍ରୋହୀ ଟିଏମସି ଏମପିମାନେ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି । ରିପୋର୍ଟ ଅନୁସାରେ, ମିଶ୍ରଣ ପରେ ସେମାନେ ନ୍ୟାସନାଲିଷ୍ଟ ସିଟିଜେନ୍ସ ପାର୍ଟିରେ ଯୋଗଦେବେ ଏବଂ ଏନଡିଏକୁ ସମର୍ଥନ କରିବେ । ଏହି ସମ୍ପର୍କରେ କାକୋଲି ଘୋଷ ନିଜେ ଘୋଷଣା କରିଛନ୍ତି…

ଟ୍ରେନ୍‌ରେ ନିଆଁ ଲାଗିଯିବା ଗୁଜବ ପରେ ଚଳନ୍ତା ଗାଡ଼ିରୁ ଡେଇଁଲେ ଯାତ୍ରୀ! ଏହି ସମୟରେ ପିଟିଦେଲା ଅନ୍ୟ ଏକ ଟ୍ରେନ, ୪ମୃତ

ଭୋପାଳ,୧୪।୬: ମଧ୍ୟପ୍ରଦେଶର ମୋରେନାରେ ବଡ଼ ଧରଣର ଟ୍ରେନ ଦୁର୍ଘଟଣା ହୋଇଛି । ଉଦୟପୁର ଇଣ୍ଟରସିଟି ଏକ୍ସପ୍ରେସରେ ନିଆଁ ଲାଗିବାର ଗୁଜବ ଶୁଣି ଯାତ୍ରୀମାନେ ଟ୍ରେନରୁ ଡେଇଁ ପଡ଼ିଥିଲେ । ଏହି ସମୟରେ ଅନ୍ୟ ଏକ ଟ୍ରାକରେ ପାତାଳକୋଟ ଏକ୍ସପ୍ରେସ ପାର୍ଶ୍ଵବର୍ତ୍ତୀ ଟ୍ରାକରେ…

ଦିଦିଙ୍କ ହାତରୁ ଗଲା ଟିଏମସି? କାକୋଲି କହିଲେ, ‘ନୂଆ ଦଳ ପାଇଁ ବାଚସ୍ପତିଙ୍କୁ ଅନୁରୋଧ କରିବୁ’

କୋଲକାତା,୧୪।୬: ୧୫ ବର୍ଷ ଧରି ପଶ୍ଚିମବଙ୍ଗରେ ଶାସନ କରିଥିବା ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏବେ ତାଙ୍କ ଦଳ ତୃଣମୂଳ କଂଗ୍ରେସକୁ ହରାଉଥିବା ଜଣାପଡ଼ିଛି। ୨୦ ରୁ ଅଧିକ ଟିଏମସି ଏମପି ଦଳ ଛାଡିବାକୁ ଯାଉଛନ୍ତି ଏବଂ ଭାରତୀୟ ଜନତା ପାର୍ଟି…

Mobile Emergency Alert: ଆଉ ହଠାତ ଭାଇବ୍ରେଟ ହେବ ନାହିଁ ଆପଣଙ୍କ ମୋବାଇଲ, ଜାଣନ୍ତୁ କିଏ ବନ୍ଦ କଲା ଏହି ସେବା

ନୂଆଦିଲ୍ଲୀ,୧୪।୬: ସାରା ଦେଶରେ ମୋବାଇଲ ଫୋନକୁ ଜରୁରୀକାଳୀନ ସତର୍କତା ପଠାଉଥିବା ସେଲ ବ୍ରଡକାଷ୍ଟ ସେବାକୁ ଅସ୍ଥାୟୀ ଭାବରେ ସ୍ଥଗିତ ରଖାଯାଇଛି। ଜାତୀୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ (NDMA) ଦ୍ୱାରା ରାଜ୍ୟଗୁଡ଼ିକୁ ପଠାଯାଇଥିବା ଏକ ପରାମର୍ଶରେ ଏହି ନିଷ୍ପତ୍ତି ପ୍ରତିଫଳିତ ହୋଇଥିବା ଜଣାପଡ଼ିଛି।…

ୟୁପି-ପଞ୍ଜାବ ସମେତ ୫ ରାଜ୍ୟରେ ନଭେମ୍ୱର-ଡିସେମ୍ୱରରେ ହୋଇପାରେ ବିଧାନସଭା ନିର୍ବାଚନ! ଜାଣନ୍ତୁ କ’ଣ ରହିଛି କେନ୍ଦ୍ର ସରକାରଙ୍କ ପ୍ଲାନ

ନୂଆଦିଲ୍‌ଲୀ,୧୪।୬: ଉତ୍ତର ପ୍ରଦେଶ, ଉତ୍ତରାଖଣ୍ଡ, ପଞ୍ଜାବ, ମଣିପୁର ଏବଂ ଗୋଆରେ ବର୍ଷ ୨୦୨୭ରେ ହେବାକୁ ଥିବା ବିଧାନସଭା ନିର୍ୱାଚନ ଚଳିତ ବର୍ଷ ୨୦୨୬ରେ ହିଁ କରାଯାଇପାରେ। କେନ୍ଦ୍ର ସରକାରଙ୍କ ସୂତ୍ରରୁ ଏଭଳି ସୂଚନା ସାମ୍ନାକୁ ଆସିଛି। ରାଜନୈତିକ ମହଲରେ ଚର୍ଚ୍ଚା ଜୋର…

ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କୁ ଏମିତି କହିଲେ ରାହୁଲ ଗାନ୍ଧୀ, ଉଠିଲାଣି ରାଜନୈତିକ ଝଡ଼

ନୂଆଦିଲ୍ଲୀ,୧୪।୬: ବିରୋଧୀ ଇଣ୍ଡିଆ ମେଣ୍ଟ ଭିତରେ ଆଭ୍ୟନ୍ତରୀଣ ଫାଟ ଏବେ ଖୋଲାଖୋଲି ଭାବରେ ସାମ୍ନାକୁ ଆସୁଛି। କଂଗ୍ରେସ ଏବଂ ବାମ ଦଳ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇଛି। ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ତାଙ୍କ ମେଣ୍ଟ ସହଯୋଗୀମାନଙ୍କ…

ପହିଲି ରଜରେ କମିଲା ତେଲ ଦର! ଭୁବନେଶ୍ୱର ଏତିକି ଅଛି ପ୍ରାଇସ….

ଭୁବନେଶ୍ୱର୧୪।୬: ପାକିସ୍ତାନଠାରୁ ଆରମ୍ଭ କରି ଆମେରିକା ପର୍ଯ୍ୟନ୍ତ, ବିଶ୍ୱର ସମସ୍ତ ଦେଶରେ ପେଟ୍ରୋଲ-ଡିଜେଲ ଦର ଆକାଶଛୁଆଁ ହେବାରେ ଲାଗିଛି, କିନ୍ତୁ ଭାରତ ହେଉଛି ଏକମାତ୍ର ଦେଶ ଯେଉଁଠାରେ ଜାଳେଣି କିମ୍ୱା ଇନ୍ଧନ ମୂଲ୍ୟରେ ୩.୧% ହ୍ରାସ ଘଟିଛି। କେନ୍ଦ୍ର ପେଟ୍ରୋଲିୟମ ଏବଂ…

ସରକାରଙ୍କ ବଡ଼ ନିଷ୍ପତ୍ତି: ୧୮ ବର୍ଷ ପରେ ନୂଆ ଆଧାର ମନା, ମୁଖ୍ୟମନ୍ତ୍ରୀ କହିଲେ…

ଗୁଆହାଟୀ,୧୩ା୬(ପି.ଟି.): ବେଆଇନ ଆପ୍ରବାସୀମାନେ ଯେପରି ଆଧାର କାର୍ଡ ହାସଲ ନ କରନ୍ତି, ସେଥିପାଇଁ ଆସାମରେ ୧୮ ବର୍ଷ ବୟସରୁ ଊର୍ଦ୍ଧ୍ୱଙ୍କୁ ଆଉ ନୂଆ ଆଧାର କାର୍ଡ ଜାରି ନ କରିବାକୁ ରାଜ୍ୟ କ୍ୟାବିନେଟ ନିଷ୍ପତ୍ତି ନେଇଥିବା ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ଶନିବାର…

ଏହିଦିନ ଟ୍ରମ୍ପଙ୍କୁ ଭେଟିବେ ମୋଦି, ହ଼୍ବାଇଟ ହାଉସର ବଡ଼ ଘୋଷଣା

ଓ଼୍ବାଶିଂଟନ,୧୩।୬: ହ଼୍ବାଇଟ ହାଉସ ଘୋଷଣା କରିଛି ଯେ ଫ୍ରାନ୍ସରେ ଅନୁଷ୍ଠିତ G7 ଶିଖର ସମ୍ମିଳନୀ ଅବସରରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବେ। ଜଣେ ଆମେରିକୀୟ ଅଧିକାରୀ ମଧ୍ୟ ନିଶ୍ଚିତ କରିଛନ୍ତି ଯେ ରାଷ୍ଟ୍ରପତି ଟ୍ରମ୍ପ ମଙ୍ଗଳବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?