ଜାତୀୟ

ଜି -୨୦ ଶିଖର ସମ୍ମିଳନୀ ପାଇଁ ଆଇଜିଆଇ ବିମାନ ବନ୍ଦରରେ ୩ ଘଣ୍ଟାରେ ଲ୍ୟାଣ୍ଡ ହେଲା ୧୨ ବିମାନ, ୨୯ ଅତିଥିଙ୍କୁ କରାଗଲା ଭବ୍ୟ ସ୍ବାଗତ

ନୂଆଦିଲ୍ଲୀ,୯।୯: ଜି -୨୦ ଶିଖର ସମ୍ମିଳନୀରେ ଯୋଗଦେବା ପାଇଁ ବିଭିନ୍ନ ଦେଶର ମୁଖ୍ୟମାନେ ଦିଲ୍ଲୀ ଆସିଛନ୍ତି। ସମସ୍ତ ରାଷ୍ଟ୍ର ମୁଖ୍ୟଙ୍କୁ ସ୍ବାଗତ କରିବା ପାଇଁ ରାଜ୍ୟ ମନ୍ତ୍ରୀଙ୍କୁ ନିୟୋଜିତ କରାଯାଇଥିଲା। ଏହି ସମୟ ମଧ୍ୟରେ ସୁରକ୍ଷା ଏଜେନ୍ସି ଦିଲ୍ଲୀ ବିମାନବନ୍ଦର ସମେତ…

ଜି-୨୦ ରାତ୍ରୀ ଭୋଜନରେ ସାମିଲ ହେବେନି ୩ କଂଗ୍ରେସ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୯।୯: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶନିବାର ସନ୍ଧ୍ୟାରେ ଭାରତ ମଣ୍ଡପମରେ ବିଦେଶୀ ନେତାଙ୍କ ସମ୍ମାନାର୍ଥେ ଏକ ରାତ୍ରୀ ଭୋଜନର ଆୟୋଜନ କରିଛନ୍ତି। ଯେଉଁଥିରେ ଦେଶର ଅନେକ ମୁଖ୍ୟମନ୍ତ୍ରୀ ଏବଂ କେନ୍ଦ୍ର ମନ୍ତ୍ରୀ ମଧ୍ୟ ନିମନ୍ତ୍ରିତ ହୋଇଛନ୍ତି। ତେବେ ରାଜ୍ୟ ସଭାରେ କଂଗ୍ରେସ…

ମରକ୍କୋ ଭୂକମ୍ପକୁ ନେଇ ଦୁଃଖ ପ୍ରକାଶ କଲେ ମୋଦି, କହିଲେ ଯୋଗାଇ ଦିଆଯିବ ଯଥା ସମ୍ଭବ ସହାୟତା

ନୂଆଦିଲ୍ଲୀ,୯।୯: ମରକ୍କୋରେ ହୋଇଥିବା ଭୂକମ୍ପକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଃଖ ପ୍ରକାଶ କରିଛନ୍ତି ଏବଂ କ୍ଷୟକ୍ଷତିକୁ ଦୃଷ୍ଟିରେ ରଖି ସମସ୍ତ ସହାୟତା ପାଇଁ ଭରସା ଦେଇଛନ୍ତିି।ସେ ସୋସିଆଲ ମିଡିଆ ପ୍ଲାଟଫର୍ମରେ ଲେଖିଛନ୍ତି, ମରକ୍କୋରେ ହୋଇଥିବା ଭୂକମ୍ପ ଜନିତ କ୍ଷୟକ୍ଷତିକୁ ନେଇ…

ଦୂର ହେଲା ଭାରତ ଆମେରିକାର ସବୁଠାରୁ ବଡ ବିବାଦ!

ନୂଆଦିଲ୍ଲୀ,୯।୯: ଶୁକ୍ରବାର ସାରେ ଭାରତୀୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନଙ୍କ ମଧ୍ୟରେ ଦ୍ୱିପାକ୍ଷିକ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ଉଭୟ ରାଷ୍ଟ୍ର ମୁଖ୍ୟ ଦୁଇ ଦେଶ ମଧ୍ୟରେ ଘନିଷ୍ଠ ଏବଂ ସ୍ଥାୟୀ ଭାଗିଦାରୀକୁ ପ୍ରଶଂସା…

ଜି୨୦ ସମିଟ୍‌ ପାଇଁ ଟ୍ରାଫିକ୍‌ କଟକଣା

ନୂଆଦିଲ୍ଲୀ,୯।୯: ଜି୨୦ ସମିଟ୍‌ ପାଇଁ ନୂଆଦିଲ୍ଲୀ ଜିଲାରେ ଶୁକ୍ରବାର ସକାଳେ ଟ୍ରାଫିକ୍‌ କଟକଣା କଡ଼ାକଡ଼ି ହୋଇଛି। ଜି୨୦ ସମ୍ମିଳନୀ ହେବାକୁ ଥିବା ସ୍ଥାନ ଓ ଅତିଥିମାନେ ରହିବାକୁ ଥିବା ହୋଟେଲ୍‌ ଅଞ୍ଚଳରେ ଔଷଧକୁ ବାଦ୍‌ଦେଲେ ଅନ୍ୟ ସମସ୍ତ ଅନ୍‌ଲାଇନ୍‌ ଡେଲିଭରି ସେବାକୁ ବନ୍ଦ…

ଏଏସ୍‌ଆଇକୁ ଆଉ ୮ ସପ୍ତାହ ସମୟ

ବାରାଣସୀ,୯ା୯: ଜ୍ଞାନବାପି ମସ୍‌ଜିଦ ପରିସରର ବିଜ୍ଞାନସମ୍ମତ ସର୍ଭେ କାର୍ଯ୍ୟ ଶେଷ କରି ରିପୋର୍ଟ ଦାଖଲ କରିବା ଲାଗି ଭାରତର ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ ସଂସ୍ଥା (ଏଏସ୍‌ଆଇ)କୁ ବାରାଣସୀର ଏକ ଅଦାଲତ ଶୁକ୍ରବାର ଆଉ ୮ ସପ୍ତାହ ସମୟ ଦେଇଛନ୍ତି। ଜିଲା ଜଜ୍‌ ଏ.କେ. ବିଶ୍ୱେଷ…

ଅଜିତଙ୍କ ନିଯୁକ୍ତି ଅସାମ୍ବିଧାନିକ: ପାଓ୍ବାର ଗୋଷ୍ଠୀ

ନୂଆଦିଲ୍ଲୀ,୯।୯: ଅଜିତ ପାଓ୍ବାର ରାଷ୍ଟ୍ରୀୟତାବାଦୀ କଂଗ୍ରେସ(ଏନ୍‌ସିପି)ର ଜାତୀୟ ଅଧ୍ୟକ୍ଷ ନୁହଁନ୍ତି ଏବଂ ତାଙ୍କ ନିଯୁକ୍ତି ଅସାମ୍ବିଧାନିକ ବୋଲି ଶରଦ ପାଓ୍ବାର ଗ୍ରୁପ ନିର୍ବାଚନ କମିଶନଙ୍କୁ ଜଣାଇଛି। ଅଜିତ ଗ୍ରୁପ ଏନସିପିର ଦଳୀୟ ଚିହ୍ନ ଜାରି କରିବା ଲାଗି କେନ୍ଦ୍ର ନିର୍ବାଚନ କମିଶନଙ୍କ ନିକଟରେ…

ଦିନେଶ ଶର୍ମା ନିର୍ଦ୍ୱନ୍ଦ୍ୱରେ ରାଜ୍ୟ ସଭାକୁ ନିର୍ବାଚିତ

ଲକ୍ଷ୍ନୌ,୯ା୯: ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଦିନେଶ ଶର୍ମା ଉତ୍ତରପ୍ରଦେଶରୁ ଭାଜପା ପ୍ରାର୍ଥୀ ଭାବେ ରାଜ୍ୟ ସଭାକୁ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଆସନ୍ତା ୧୫ ତାରିଖରେ ହେବାକୁ ଥିବା ନିର୍ବାଚନ ପାଇଁ କେବଳ ଭାଜପା ନେତା ଦିନେଶ ପ୍ରାର୍ଥୀ ନାମାଙ୍କନପତ୍ର ଦାଖଲ କରିଥିବାରୁ ତାଙ୍କୁ ନିର୍ଦ୍ୱନ୍ଦ୍ୱରେ…

ଲୋକ ସଭା ନିର୍ବାଚନ ପାଇଁ ଭାଜପା-ଜେଡିଏସ୍‌ ବୁଝାମଣା

ବେଙ୍ଗାଲୁରୁ,୯ା୯: ୨୦୨୪ ଲୋକ ସଭା ନିର୍ବାଚନ ଲାଗି ଭାଜପା ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଏଚ୍‌.ଡି. ଦେବେଗୌଡ଼ାଙ୍କ ନେତୃତ୍ୱାଧୀନ ଜେଡିଏସ୍‌ ମଧ୍ୟରେ ବୁଝାମଣା ଚୂଡ଼ାନ୍ତ ହୋଇଛି। କର୍ନାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ବି.ଏସ୍‌. ୟେଦୁରପ୍ପା ଶୁକ୍ରବାର ଏହା ଘୋଷଣା କରିବା ପରେ ରାଜ୍ୟରେ ରାଜନୈତିକ ଉଷ୍ମତା…

ମଣିପୁରରେ ପୁଣି ହିଂସାକାଣ୍ଡ: ୨ ମୃତ, ୫୦ ଆହତ

ଗୁଆହାଟୀ,୯।୯: ମଣିପୁରର ଟେଙ୍ଗନୌପାଲ ଓ କାକଚିଂ ଜିଲାରେ ଶୁକ୍ରବାର ପୁଣି ହିଂସାକାଣ୍ଡ ଘଟିଛି। ଏଥିରେ ୨ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୫୦ ଜଣ ଆହତ ହୋଇଛନ୍ତି। ଶୁକ୍ରବାର ସକାଳୁ ପେଲଲ ସହରରେ ଆସାମ ରାଇଫଲ୍ସର ଯବାନ ଓ ଅଞ୍ଚଳବାସୀଙ୍କ ମଧ୍ୟରେ ଗୁଳି ବିନିମୟ…

ଏୟାରହୋଷ୍ଟେସ ହତ୍ୟା ଅଭିଯୁକ୍ତଙ୍କ ହାଜତ ମୃତ୍ୟୁ

ମୁମ୍ବାଇ,୯।୯: ଏୟାରହୋଷ୍ଟେସ ରୁପାଲ ଓଗ୍ରେଙ୍କ ହତ୍ୟା ଘଟଣାର ଅଭିଯୁକ୍ତ ବିକ୍ରମ ଅତଓ୍ବାଲଙ୍କ ପୋଲିସ ହାଜତରେ ମୃତ୍ୟୁ ଘଟିଛି। ରବିବାର ରାତିରେ ମୁମ୍ବାଇର ଅନ୍ଧେରୀ ଅଞ୍ଚଳରେ ଥିବା ଏକ ଫ୍ଲାଟରେ ରୁପାଲଙ୍କ ମୃତଦେହ ଠାବ ହୋଇଥିଲା। ଏହାପରେ ପୋଲିସ ବିକ୍ରମଙ୍କୁ ଗିରଫ କରି…

ଜି୨୦ରେ ବିଶ୍ୱନେତା

ନୂଆଦିଲ୍ଲୀ,୯ା୯: ଭାରତ ଅଧ୍ୟକ୍ଷତା କରୁଥିବା ଜି୨୦ ସମ୍ମିଳନୀରେ ଯୋଗଦେବା ପାଇଁ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ ଓ ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ଋଷି ସୁନକ୍‌ଙ୍କ ସମେତ ଅନେକ ବିଶ୍ୱନେତା ନୂଆଦିଲ୍ଲୀରେ ପହଞ୍ଚତ୍ଲେଣି। ଶନିବାର ଓ ରବିବାର ଦୁଇଦିନ ଧରି ଚାଲିବାକୁ ଥିବା ଏହି ସମ୍ମିଳନୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri