ଜାତୀୟ

ମଧ୍ୟପ୍ରଦେଶରେ ଶିବରାଜ ସିଂଙ୍କୁ ମୁଖ୍ୟମନ୍ତ୍ରୀ ନ କରାଯିବା ଉପରେ କହିଲେ ଅଖିଳେଶ, ଭାଜପା ଉପରେ ଲଗାଇଲେ ଗମ୍ଭୀର ଅଭିଯୋଗ

ଲକ୍ଷ୍ନୌ,୧୬।୧୨: ସମାଜବାଦୀ ପାର୍ଟି (ଏସପି)ର ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଅଖିଳେଶ ଯାଦବ ଶୁକ୍ରବାର ସଂସଦର ସୁରକ୍ଷା ଉଲ୍ଲଂଘନ ଘଟଣାରେ ଶାସକ ଭାରତୀୟ ଜନତା ପାର୍ଟି ଉପରେ ବର୍ଷିଛନ୍ତି। ସେ କହିଛନ୍ତି ଭାଜପା ସୁରକ୍ଷା ବାହାନାରେ ଲୋକଙ୍କୁ ଭୟଭୀତ…

ବେଙ୍ଗାଲୁରୁ କେକ୍‌ କ୍ୟାପିଟାଲ

ବେଙ୍ଗାଲୁରୁ, ୧୬ା୧୨: ବେଙ୍ଗାଲୁରୁବାସୀ ୨୦୨୩ରେ ଅନ୍‌ଲାଇନ ଫୁଡ୍‌ ଡେଲିଭରି ପ୍ଲାଟ୍‌ଫର୍ମ ‘ସ୍ବିଗି’ରେ ୮୫ ଲକ୍ଷ କେକ୍‌ ବରାଦ କରିଛନ୍ତି। ସେଥିମଧ୍ୟରୁ ଚକୋଲେଟ୍‌ ଫ୍ଲେଭର ଅଧିକ ପସନ୍ଦ କରାଯାଇଛି। ଏହି ସହରବାସୀଙ୍କ କେକ୍‌ ପ୍ରେମକୁ ଦୃଷ୍ଟିରେ ରଖି ସ୍ବିଗି ତା’ର ଓ୍ବେବ୍‌ସାଇଟ୍‌ରେ ଏକ…

୩୫୩ କୋଟି ଜବତର ୧୦ ଦିନ ପରେ ମୁହଁ ଖୋଲିଲେ ଧୀରଜ, ଟଙ୍କା ତାଙ୍କର ନୁହେଁ, କମ୍ପାନୀର…

ନୂଆଦିଲ୍ଲୀ,୧୫ା୧୨ :କଂଗ୍ରେସ ଏମ୍‌ପି ଧୀରଜ ସାହୁଙ୍କର ଓଡ଼ିଶା ଓ ଝାଡ଼ଖଣ୍ଡରେ ଥିବା ଘର ଓ ସଂସ୍ଥା ଉପରେ ଆୟକର ବିଭାଗ ଚଢ଼ାଉ କରି ୩୫୩.୫ କୋଟି ଟଙ୍କା ଜବତ କରିବାର ୧୦ ଦିନ ପରେ ସେ ଗଣମାଧ୍ୟମ ଆଗରେ ମୁହଁ ଖୋଲିଛନ୍ତି।…

ଶେଷ ହେଲା ଧୀରଜ ସାହୁଙ୍କ ଉପରେ ଚାଲିଥିବା ଆୟକର ଚଢ଼ାଉ: ୩ ରାଜ୍ୟରୁ ଜବତ ହେଲା ୩୫୦ କୋଟିରୁ ଅଧିକ ନଗଦ ଟଙ୍କା

ନୂଆଦିଲ୍ଲୀ,୧୫।୧୨: କଂଗ୍ରେସ ଏମ୍‌ପି ଧୀରଜ ସାହୁଙ୍କ ଉପରେ ଚାଲିଥିବା ଆୟକର ବିଭାଗର ଚଢ଼ାଉ ଶୁକ୍ରବାର ଶେଷ ହୋଇଛି। ଦୀର୍ଘ ୧୦ ଦିନ ଧରି ଝାଡ଼ଖଣ୍ଡ, ଓଡ଼ିଶା ଏବଂ ପଶ୍ଚିମବଙ୍ଗରେ ଏହି ଚଢ଼ାଉ ଜାରି ରହିଥିଲା। ଏହି ଚଢ଼ାଉରେ ୩୫୧ କୋଟି ଟଙ୍କା…

ବାପା ସାଧାରଣ କୃଷକ, ନିଜେ ଶିକ୍ଷକ; ଚର୍ଚ୍ଚାରେ ପାର୍ଲାମେଣ୍ଟ ଉପଦ୍ରବ ପଛର ମାଷ୍ଟରମାଇଣ୍ଡ ଲଳିତ ଝା

ନୂଆଦିଲ୍ଲୀ,୧୫।୧୨: ପାର୍ଲାମେଣ୍ଟ ସୁରକ୍ଷାରେ ତ୍ରୁଟି ମାମଲାର ମାଷ୍ଟରମାଇଣ୍ଡ ହେଉଛନ୍ତି ଲଳିତ ଝା। ଶୁକ୍ରବାର ଆତ୍ମସମର୍ପଣ କରିବା ପରେ ପୋଲିସ ତାଙ୍କୁ ଗିରଫ କରିଛି। ତେବେ ଲଳିତଙ୍କ ବାପା ଜଣେ ସାଧାରଣ କୃଷକ ବୋଲି ଜଣାପଡ଼ିଛି। ଏବେ ସେ ୭ ଦିନ ଲାଗି…

ଧୋନିଙ୍କ ମାନହାନି ମାମଲାରେ ଜେଲ ଗଲେ ଆଇଏସ ଅଧିକାରୀ

ନୂଆଦିଲ୍ଲୀ,୧୫।୧୨: ଭାରତୀୟ କ୍ରିକେଟ ଟିମର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ ଅବମାନନା ଯାଚିକା ଉପରେ ମାଡ୍ରାସ ହାଇକୋର୍ଟ ଶୁଣାଣି କରିଛନ୍ତି। ମାମଲାର ଶୁଣାଣିବେଳେ କୋର୍ଟ ଅବସରପ୍ରାପ୍ତ ଆଇପିଏସ ଅଧିକାରୀ ସମ୍ପତ କୁମାରଙ୍କୁ ୧୫ ଦିନ ଜେଲ ଦଣ୍ଡାଦେଶ ଦେଇଛନ୍ତି। ଧୋନୀ…

ମହିଳାଙ୍କୁ ନିବସ୍ତ୍ର ପରେଡ ମାମଲା: କଠୋର ହେଲେ କୋର୍ଟ, କହିଲେ ଏବେ ଭଗବାନ କୃଷ୍ଣ ବଞ୍ଚେଇବାକୁ ଆସିବେ ନାହିଁ

ବେଙ୍ଗାଲୁରୁ,୧୫।୧୨: ମହିଳାଙ୍କୁ ନିବସ୍ତ୍ର ପରେଡ କରାଇବା ଘଟଣାର କଡା ନିନ୍ଦା କରିଛନ୍ତି କର୍ନାଟକ ହାଇକୋର୍ଟ। ଏହି ମାମଲାରେ କଡା ଆଭିମୁଖ୍ୟ ଗ୍ରହଣ କରି କୋର୍ଟ କହିଛନ୍ତି, ଏହା ସାଧାରଣ ଘଟଣା ନୁହେଁ, ତେଣୁ ଏଥିରେ ଅସାଧାରଣ କାର୍ଯ୍ୟାନୁଷ୍ଠାନ ନିଆଯିବା ଆବଶ୍ୟକ। ତେବେ…

ଅଯୋଧ୍ୟାରେ ପ୍ରସ୍ତାବିତ ମସ୍‌ଜିଦର ହେବ ଶିଳାନ୍ୟାସ

ମୁମ୍ବାଇ,୧୫ା୧୨ : ବାବ୍‌ରି ମସ୍‌ଜିଦ ଭଙ୍ଗାଯିବା ପରେ ଅଯୋଧ୍ୟାର ଅନ୍ୟ ଏକ ସ୍ଥାନରେ ନିର୍ମାଣ ହେବାକୁ ଥିବା ପ୍ରସ୍ତାବିତ ମସ୍‌ଜିଦର ଶିଳାନ୍ୟାସ ମକ୍କାର ଇମାମ-ଇ-ହରାମ କରିବେ। ମକ୍କାର କାବାଠାରେ ଥିବା ପବିତ୍ର ମସ୍‌ଜିଦରେ ସେ ନମାଜର ନେତୃତ୍ୱ ନେଇଥାନ୍ତି। ମସ୍‌ଜିଦ ମହମ୍ମଦ…

ସଂସଦର ସୁରକ୍ଷାରେ ତ୍ରୁଟି ମାମଲା: ୭ ଦିନିଆ ପୋଲିସ ରିମାଣ୍ଡରେ ଗଲେ ମାଷ୍ଟରମାଇଣ୍ଡ ଲଳିତ ଝା

ନୂଆଦିଲ୍ଲୀ,୧୫।୧୨: ସଂସଦ ସୁରକ୍ଷା ଭଙ୍ଗର ମାଷ୍ଟରମାଇଣ୍ଡ ଲଳିତ ଝାଙ୍କୁ ଶୁକ୍ରବାର ପଟିଆଲା ହାଉସ କୋର୍ଟରେ ପୋଲିସ ହାଜର କରିଥିଲା। କୋର୍ଟ ତାଙ୍କୁ ୭ ଦିନ ପାଇଁ ରିମାଣ୍ଡରେ ପଠାଇଛନ୍ତି। ଗୁରୁବାର ବିଳମ୍ବିତ ରାତିରେ କର୍ତ୍ତବ୍ୟ ପଥ ପୋଲିସ ଷ୍ଟେଶନରେ ଲଲିତ ଝା…

ନୂଆ ଶ୍ରମ ଆଇନ: ବଜେଟ ୨୪ରେ ଆସିବ ନୂଆ ପ୍ରସ୍ତାବ, କର୍ମଚାରୀଙ୍କୁ ମିଳିବ ୩ଦିନ ସାପ୍ତାହିକ ଛୁଟି!

ବଜେଟ ୨୦୨୪କୁ ଆଉ କିଛିଦିନ ବାକି ଥିବାବେଳେ ଅର୍ଥନୀତିଜ୍ଞମାନେ ଏବେଠୁ ବିଭିନ୍ନ ଅଟକଳ ଆରମ୍ଭ କରିଛନ୍ତି। ଆଗକୁ ଲୋକସଭା ନିର୍ବାଚନ ଥିବାବେଳେ ବଜେଟରେ ସରକାର କାହା ଉପରେ ସୁନା କଳସ ଢାଳିବେ ସେ ନେଇ ଚର୍ଚ୍ଚା ଖୁବ୍‌ ଜୋର ଧରିଛି। ଦାବି…

ନାଗପୁରରୁ ଲୋକ ସଭା ନିର୍ବାଚନ ପାଇଁ ଶଙ୍ଖନାଦ କରିବ କଂଗ୍ରେସ

ନୂଆଦିଲ୍ଲୀ,୧୫।୧୨: ଡିସେମ୍ବର ୨୮ରେ ନାଗପୁରରେ କଂଗ୍ରେସ ଏହାର ୧୩୯ ତମ ଫାଉଣ୍ଡେସନ ଦିବସ ପାଳନ କରିବାକୁ ଯାଉଛି। ଏହି ଅବସରରେ ଦଳ ନାଗପୁରରେ ଏକ ବଡ ରାଲିର ଆୟୋଜନ କରିବ ଯେଉଁଥିରେ ଦଳର ସମସ୍ତ ବରିଷ୍ଠ ନେତାମାନେ ଅଂଶଗ୍ରହଣ କରିବେ। ବିଶ୍ୱାସ…

ଭଜନଲାଲ୍‌ଙ୍କ ଶପଥ ଗ୍ରହଣ ପରେ ପରେ ରାଜସ୍ଥାନ ଶାସନ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ, ଜାଣନ୍ତୁ…

ଜୟପୁର,୧୫।୧୨: ରାଜସ୍ଥାନରେ ସରକାର ପରିବର୍ତ୍ତନ ହୋଇଛି। ଶୁକ୍ରବାର ଭଜନଲାଲ୍‌ ଶର୍ମା ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ଏହାପରେ ରାଜ୍ୟର ଶାସନ ବ୍ୟବସ୍ଥା ବଦଳିବା ଆରମ୍ଭ ହୋଇଛି। ଟି. ରବିକାନ୍ତଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ସଚିବ ଭାବେ ନିଯୁକ୍ତ କରାଯାଇଛି। ସେହିଭଳି ଆଇଏଏସ୍‌ ଆନନ୍ଦୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?