୯୧ ପ୍ରତିଶତ ଇଞ୍ଜେକ୍ସନ ବ୍ୟବହୃତ ହେଉଛି ଡ୍ରଗ୍ସ ପାଇଁ: ପ୍ରତି ୨ ଜଣରେ ଜଣେ ହେଉଛନ୍ତି ହେପାଟାଇଟିସ ସି ସଂକ୍ରମିତ,ଯୌନ ସମ୍ପର୍କ ମୁଖ୍ୟ ମାଧ୍ୟମ…
ନୂଆଦିଲ୍ଲୀ,୧୪।୧୨ : ଦେଶରେ ଡ୍ରଗ୍ସ ପାଇଁ ୯୧ ପ୍ରତିଶତ ଇଞ୍ଜେକ୍ସନ ବ୍ୟବହୃତ ହେଇଛି। ଯେଉଁ କାରଣରୁ ପ୍ରାୟ ପ୍ରତ୍ୟେକ ଦ୍ୱିତୀୟ ବ୍ୟକ୍ତି ହେପାଟାଇଟିସ ସି ଦ୍ୱାରା ସଂକ୍ରମିତ ହେଉଛନ୍ତି। ହେପାଟାଇଟିସ ସି ସଂକ୍ରମଣର ଘଟଣା ଏଚ.ଆଇ.ଭି ତୁଳନାରେ ଅନେକ ଗୁଣା ବୃଦ୍ଧି…
ଆଧାର ଅପଡେଟରେ ଅଧିକ ଟଙ୍କା ନେଲେ ଦେବାକୁ ପଡିବ ୫୦ ହଜାର ଜରିମାନା: ସରକାରଙ୍କ କଡ଼ା ନିର୍ଦ୍ଦେଶ…
ନୂଆଦିଲ୍ଲୀ,୧୪।୧୨ : ଆଇଟି ମନ୍ତ୍ରଣାଳୟ ସଂସଦକୁ କହିଛନ୍ତି ଯଦି କୌଣସି ଅପରେଟର ଆଧାର ସେବା ପାଇଁ ଅଧିକ ଚାର୍ଜ ନେଉଛନ୍ତି, ତେବେ ତାଙ୍କୁ ନିଲମ୍ବିତ କରାଯାଉଛି ଏବଂ ତାଙ୍କୁ ନିୟୋଜିତ ରେଜିଷ୍ଟ୍ରାରଙ୍କ ଉପରେ ୫୦ ହଜାର ଟଙ୍କା ଜୋରିମାନା ଲାଗୁ କରାଯାଉଛି।…
ଭାଜପା ଏମ୍ପିଙ୍କ ପାସ୍ରେ ପଶିଲେ
ନୂଆଦିଲ୍ଲୀ,୧୪ା୧୨ : ବୁଧବାର ୨୦୦୧ ପାର୍ଲାମେଣ୍ଟ ଆକ୍ରମଣର ବର୍ଷପୂର୍ତ୍ତି ଦିନ ନବନିର୍ମିତ ସଂସଦ ଭବନର ସୁରକ୍ଷାରେ ବଡ଼ଧରଣର ବିଭ୍ରାଟ ପରିଲକ୍ଷିତ ହୋଇଛି। ମହୀଶୂରର ଭାଜପା ଏମ୍ପି ପ୍ରତାପ ସିମ୍ହାଙ୍କ ପାସ୍ରେ ଲୋକ ସଭାକୁ ପ୍ରବେଶ କରି ୨ ଜଣ ବିକ୍ଷୋଭକାରୀ ଆତଙ୍କ…
ସଂସଦ ସୁରକ୍ଷା: ବିନା ନିଯୁକ୍ତିରେ ୧୦ ବର୍ଷ
ନୂଆଦିଲ୍ଲୀ,୧୪ା୧୨: ଭାରତୀୟ ପାର୍ଲାମେଣ୍ଟକୁ ଗଣତନ୍ତ୍ରର ମନ୍ଦିର ଆଖ୍ୟା ଦିଆଯାଇଛି। ସାରା ଦେଶର ଲୋକଙ୍କ ଦ୍ୱାରା ନିର୍ବାଚିତ ପ୍ରତିନିଧିମାନେ ଏଠାରେ ନିଜ ନିଜ ଅଞ୍ଚଳର ସମସ୍ୟା ଓ ଜାତୀୟ ପ୍ରସଙ୍ଗ ଉଠାଇଥାଆନ୍ତି। ୨୦୦୧ରେ ପୁରୁଣା ପାର୍ଲାମେଣ୍ଟ ଉପରେ ପାକିସ୍ତାନୀ ଆତଙ୍କବାଦୀମାନେ ଆକ୍ରମଣ କରିଥିଲେ।…
ଭିତର କଥା ବାହାରକୁ ନ ଯାଉ
ଭୁବନେଶ୍ୱର,୧୪।୧୨(ଅନିଲ ଦାସ)୨୦୦୧ ଡିସେମ୍ବର ୧୩ରେ ହୋଇଥିବା ଆତଙ୍କବାଦୀ ଆକ୍ରମଣର ୨୨ ବର୍ଷ ପରେ ବୁଧବାର ଲୋକ ସଭା ଭିତରେ ୨ ଜଣ ବ୍ୟକ୍ତି ଦର୍ଶକ ଗ୍ୟାଲେରିରୁ ଚାମ୍ବରକୁ ଡେଇଁ ଏମ୍ପିମାନଙ୍କ ଟେବୁଲ ଉପରେ ଚଢ଼ି ବାଚସ୍ପତିଙ୍କ ଆଡ଼କୁ ଯିବା ଘଟଣା ସାରା…
ବ୍ରେକଅପ୍ ପରେ ପୁରୁଷ କିମ୍ବା ମହିଳା ଆତ୍ମହତ୍ୟା କଲେ ପାର୍ଟନରଙ୍କୁ ଅଭିଯୁକ୍ତ କରାଯାଇପାରିବ ନାହିଁ: ହାଇକୋର୍ଟ
ରାୟପୁର, ୧୩ା୧୨: ଯଦି ବ୍ରେକଅପ୍ କାରଣରୁ ଜଣେ ପୁରୁଷ କିମ୍ବା ମହିଳା ଆତ୍ମହତ୍ୟା କରନ୍ତି, ତେବେ ତାଙ୍କ ପାର୍ଟନରଙ୍କୁ ମୃତ୍ୟୁ ପାଇଁ ଦାୟୀ ହୋଇପାରିବ ନାହିଁ ବୋଲି ଛତିଶଗଡ ହାଇକୋର୍ଟ କହିଛନ୍ତି। ନିକଟରେ ଜଣେ ମହିଳା ଏବଂ ତାଙ୍କ ଭାଇଙ୍କ ବିରୋଧରେ…
ନଡ଼ା ପୋଡ଼ି ବନ୍ଦ କରିବାକୁ ନିର୍ଦ୍ଦେଶ ଦେଲେ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ,୧୩ା୧୨:ଦିଲ୍ଲୀ-ଏନ୍ସିଆର୍ରେ ବଢ଼ୁଥିବା ବାୟୁ ପ୍ରଦୂଷଣକୁ ନେଇ ବୁଧବାର ସୁପ୍ରିମକୋର୍ଟ ଚିନ୍ତାବ୍ୟକ୍ତ କରିଛନ୍ତି। ପ୍ରଦୂଷଣ ରୋକିବା ପାଇଁ ନଡ଼ାମୂଳି ପୋଡ଼ିବା ବନ୍ଦ କରାଯିବା ଜରୁରୀ। ପ୍ରତି ଶୀତଋତୁରେ ଲୋକେ ଯେପରି ସମାନ ଅସୁବିଧା ନ ଭୋଗିବେ ତାହା ସୁନିଶ୍ଚିତ କରିବା ପାଇଁ ଏହି…
ସଂସଦରେ ସୁରକ୍ଷା ତ୍ରୁଟି: ଗଠନ ହେଲା ଏସ୍ଆଇଟି
ନୂଆଦିଲ୍ଲୀ,୧୩।୧୨:ସଂସଦର ସୁରକ୍ଷା କ୍ଷେତ୍ରରେ ଏକ ବଡ଼ ଧରଣର ତ୍ରୁଟି ଘଟିଛି। ଏହାକୁ ନେଇ ଗୃହ ମନ୍ତ୍ରଣାଳୟ ସିଆରପିଏଫ୍ ଡିଜି ଅନିଶ ଦୟାଲ ସିଂଙ୍କ ଅଧ୍ୟକ୍ଷତାରେ ଏସଆଇଟି ଗଠନ ହୋଇଛି। ଏହି ପ୍ରସଙ୍ଗରେ ବିରୋଧୀ ସରକାରଙ୍କୁ ଆକ୍ରମଣ କରୁଛନ୍ତି। କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ…
ଋତୁସ୍ରାବ ଅକ୍ଷମତା ନୁହେଁ, ‘ଦରମା ଛୁଟି’ ନିୟମ ଆବଶ୍ୟକତା ନାହିଁ: ସ୍ମୃତି ଇରାନୀ
ନୂଆଦିଲ୍ଲୀ, ୧୩।୧୨: ଅନେକ ଦିନ ଧରି ମହିଳା ମାନଙ୍କର ଋତୁସ୍ରାବ ସମୟରେ ଦରମା ସହିତ ଛୁଟି ନୀତିକୁ ନାଁ କହିଛନ୍ତି କେନ୍ଦ୍ର ମହିଳା ଏବଂ ଶିଶୁ କଲ୍ୟାଣ ମନ୍ତ୍ରୀ ସ୍ମୃତି ଇରାନୀ। ସେ କହିଛନ୍ତି, ”ଋତୁସ୍ରାବ ଏକ ସମସ୍ୟା ନୁହେଁ, ତେଣୁ…
୪୫ ମିନିଟ୍ର ପାସ୍ ଥିଲା,କେମିତି ରହିଲେ ୨ ଘଣ୍ଟା: ସଂସଦରେ ସୁରକ୍ଷା ତ୍ରୁଟି ଉପରେ ଉଠିଲା ପ୍ରଶ୍ନ
ନୂଆଦିଲ୍ଲୀ,୧୩।୧୨: ସଂସଦରେ ସୁରକ୍ଷା ତ୍ରୁଟି ସମ୍ପର୍କରେ ଲୋକ ସଭା ବାଚସ୍ପତି ଓମ ବିର୍ଲାଙ୍କ ଦ୍ୱାରା ଡକାଯାଇଥିବା ସର୍ବଦଳୀୟ ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ପ୍ରକାଶ ପାଇଛି। ବୈଠକରେ ସୁରକ୍ଷା ପ୍ରୋଟୋକଲରେ ତ୍ରୁଟି ଥିବା ଅନେକ ବିରୋଧୀ ଦଳର ନେତା ଦର୍ଶାଇଛନ୍ତି। ସୂତ୍ରରୁ…
ସଂସଦ ଦର୍ଶକ ଗ୍ୟାଲେରୀରୁ ଡେଇଁଥିଲେ ମନୋରଞ୍ଜନ, ଏବେ ଚମକାଇଲା ବାପାଙ୍କ ପ୍ରତିକ୍ରିୟା…
ନୂଆଦିଲ୍ଲୀ,୧୩।୧୨: ଲୋକ ସଭାରେ ବୁଧବାର ୨ ଜଣ ଯୁବକ ଦର୍ଶକ ଗ୍ୟାଲେରୀରୁ ଡେଇଁ ହଙ୍ଗାମା କରିଥିଲେ। ଉଭୟଙ୍କ ପରିଚୟ ସାଗର ଏବଂ ମନୋରଞ୍ଜନ ଭାବେ ହୋଇଛି। ଦୁହେଁ ହଠାତ୍ ଗ୍ୟାଲେରୀରୁ ଡେଇଁ ପଡ଼ି ଧୂଆଁ ଛାଡ଼ିବା ଯୋଗୁ ଗୃହରେ ଭୟର ବାତାବରଣ…
ନିଜେ ଇ-ରିକ୍ସା ଚାଳକ,ବାପା ବଢ଼େଇ…ପାର୍ଲାମେଣ୍ଟରେ ହଙ୍ଗାମା କରି ଚର୍ଚ୍ଚାରେ ଲକ୍ଷ୍ନୌର ସାଗର ଶର୍ମା
ନୂଆଦିଲ୍ଲୀ,୧୩।୧୨: ପାର୍ଲାମେଣ୍ଟ ସୁରକ୍ଷାରେ ବୁଧବାର ବଡ଼ ଧରଣର ତ୍ରୁଟି ପରିଲକ୍ଷିତ ହୋଇଛି। ଦର୍ଶକ ଗ୍ୟାଲେରୀରୁ ୨ ଜଣ ଯୁବକ ଏମ୍ପିମାନଙ୍କ ଲାଗି ଉଦ୍ଦିଷ୍ଟ ସ୍ଥାନକୁ ଡେଇଁଥିଲେ। ପରେ ସ୍ମୋକ୍ ଷ୍ଟିକ୍ ଦ୍ୱାରା ପାର୍ଲାମେଣ୍ଟରେ ଧୁଆଁ ଛାଡ଼ିଥିଲେ। ଏହି ଦୃଶ୍ୟ ଦେଖି କିଛି…

