ଜାତୀୟ

ଆମେରିକାକୁ ଧୋଇଲେ ଜୟଶଙ୍କର: କଡ଼ା ଟାର୍ଗେଟ୍‌ କରି କହିଲେ…

ନୂଆଦିଲ୍ଲୀ,୧୩।୬:ଓମାନ ଉପକୂଳ ନିକଟରେ ଏକ ବାଣିଜି୍ୟକ ଜାହାଜ ଉପରେ ଆମେରିକା ନୌସେନାର କାର୍ଯ୍ୟାନୁଷ୍ଠାନରେ ୩ ଜଣ ଭାରତୀୟ ନାବିକଙ୍କ ମୃତ୍ୟୁ ପରେ ଭାରତ ଆମେରିକା ନିକଟରେ କଡ଼ା ପ୍ରତିବାଦ ଜଣାଇଛି। ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ଆମେରିକାର ବୈଦେଶିକ ସଚିବ ମାର୍କୋ…

ଗ୍ରାହକଙ୍କୁ ଝଟ୍‌କା: ହୁ ହୁ ବଢିବ ନିତ୍ୟବ୍ୟବହାର୍ଯ୍ୟ ସାମଗ୍ରୀ ମୂଲ୍ୟ

ନୂଆଦିଲ୍ଲୀ,୧୩ା୬(ଏଜେନ୍ସି):ପେଟ୍ରୋଲ ଏବଂ ଡିଜେଲର ପ୍ରାରମ୍ଭିକ ମୂଲ୍ୟ ବୃଦ୍ଧିକୁ ନେଇ ପୂର୍ବରୁ କେତେକ ଖାଦ୍ୟ ସାମଗ୍ରୀ ସମେତ ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀ ମୂଲ୍ୟ ବୃଦ୍ଧି ପାଇଥିଲା। କିନ୍ତୁ ଇତି ମଧ୍ୟରେ ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ଆହୁରି ବୃଦ୍ଧି ପାଇଥିବାରୁ ନିତ୍ୟ ବ୍ୟବହାର୍ଯ୍ୟ…

ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାକୁ ବର୍ଷେ

ନୂଆଦିଲ୍ଲୀ ,୧୩ା୬: ଗତବର୍ଷ ଜୁନ୍‌ ୧୨ରେ ଅହମଦାବାଦରେ ଏୟାର ଇଣ୍ଡିଆର ବୋଇଂ ୭୮୭ ଡ୍ରିମ୍‌ଲାଇନର ବିମାନ ଦୁର୍ଘଟଣାଗ୍ରସ୍ତ ହେବାରୁ ୨୬୦ ଜଣଙ୍କ ମୃତ୍ୟୁ ଘଟିଥିଲା। ଏହା ଚଳିତ ଦଶନ୍ଧିରେ ବିଶ୍ୱର ଅନ୍ୟତମ ସବୁଠୁ ଭୟାବହ ବିମାନ ଦୁର୍ଘଟଣା ଥିଲା। ବିମାନଟି ଉଡ଼ାଣ…

ଜୀବନ ରକ୍ଷାକାରୀ ମେଡିସିନ ଦର ୫୦% ବଢ଼ାଇଲେ ସରକାର: କ୍ୟାନ୍‌ସର ଔଷଧ, ଟିଟାନସ୍‌ ମହଙ୍ଗା

ନୂଆଦିଲ୍ଲୀ,୧୩ା୬(ଏଜେନ୍ସି):ରନ୍ଧନ ଗ୍ୟାସ (ଏଲ୍‌ପିଜି), ପେଟ୍ରୋଲ ଓ ଡିଜେଲ ପରେ ଏବେ ଜୀବନ ରକ୍ଷାକାରୀ ଜରୁରିକାଳୀନ ଔଷଧ ଉପରେ ପଶ୍ଚିମ ଏସିଆ ଯୁଦ୍ଧର ସାଙ୍ଘାତିକ ପ୍ରଭାବ ଦେଖିବାକୁ ମିଳିଛି। ଅନ୍ତର୍ଜାତୀୟ ସ୍ତରରେ ଯୋଗାଣ ଶୃଙ୍ଖଳ ବିପର୍ଯ୍ୟସ୍ତ ହେବା ଯୋଗୁ କ୍ୟାନ୍‌ସର ରୋଗ ଚିକିତ୍ସାରେ…

ଭାରତ ପାଇଁ ବାହାରିଲେ ଟ୍ରମ୍ପ, ଇରାନକୁ ସିଧା କହିଦେଲେ…

ଓ୍ୱାଶିଂଟନ,୧୨ା୬: ଉପସାଗରୀୟ ଅଞ୍ଚଳରେ ଯୁଦ୍ଧ ବନ୍ଦ ପାଇଁ ରବିବାର ସୁଦ୍ଧା ଆମେରିକା ଏବଂ ଇରାନ ମଧ୍ୟରେ ବହୁପ୍ରତୀକ୍ଷିତ ଶାନ୍ତି ଚୁକ୍ତିନାମା ସ୍ୱାକ୍ଷର ହୋଇପାରେ। ଏକ ପାଶ୍ଚାତ୍ୟ ସୂତ୍ର ଶୁକ୍ରବାର ଏକ ଅନ୍ତର୍ଜାତୀୟ ଗଣମାଧ୍ୟମକୁ ଏହା କହିଛି। ଚୁକ୍ତି ସ୍ୱାକ୍ଷର ଜେନେଭାରେ ହୋଇପାରେ…

TMC ଛାଡିବେ ରଚନା ବାନାର୍ଜୀ! ଦିଦିଙ୍କୁ ବଡ଼ ଝଟ୍‌କା

କୋଲକାତା,୧୨।୬: ଟିଏମସିରେ ଆରମ୍ଭ ହୋଇଥିବା ବିଭାଜନ ଏବେ ବିସ୍ଫୋରକ ରୂପ ନେଇଛି। ଦଳର ୨୦ ଜଣ ଏମ୍ପି ବିଦ୍ରୋହ ଘୋଷଣା କରିଥିବା କୁହାଯାଉଥିଲେ ହେଁ ଏବେ ଗୋଟିଏ ସାଂଘାତିକ ତଥ୍ୟ ସାମ୍ନାକୁ ଆସିଛି। ଦିଦିଙ୍କ ହାତ ଛାଡିଦେଲେ କି ରଚନା ବାନାର୍ଜୀ।…

‘୩୭୦ ଟଙ୍କାର ବିରିୟାନୀ’ ବିବାଦରେ ଫସିଥିବା କମେଡିଆନ ପ୍ରଣିତ ମୋରେ ଗୋଟିଏ ଶୋ’ରୁ କେତେ କମାନ୍ତି? ସମ୍ପତ୍ତି କଥା ଜାଣିଲେ…

ସୋସିଆଲ ମିଡିଆ ଦୁନିଆରେ ରାତାରାତି ପ୍ରସିଦ୍ଧି ପାଇବା ଯେତିକି ସହଜ, ବିବାଦ ଗଳିରେ ଫସିଯିବାର ବିପଦ ମଧ୍ୟ ସେତିକି ଅଧିକ ରହିଥାଏ। ଆଜିକାଲି ଷ୍ଟାଣ୍ଡଅପ କମେଡିଆନ ପ୍ରଣିତ ମୋରେ ନିଜର ଏକ ଶୋ’ର ଭାଇରାଲ ଭିଡିଓକୁ ନେଇ ଜୋରଦାର ବିବାଦ ଘେରରେ…

କାଲି ସକାଳୁ ମାଡ଼ି ଆସୁଛି ବର୍ଷା! ଏସବୁ ଜିଲାକୁ ହାଇ ଆଲର୍ଟ…

ନୂଆଦିଲ୍ଲୀ,୧୨।୬: ଆଇଏମଡି (IMD) ର ସୂଚନା ଅନୁଯାୟୀ, ଜୁନ ୪ ରେ କେରଳରେ ପ୍ରବେଶ କରିବା ପରେ ମୌସୁମୀ ମାତ୍ର ୮ ଦିନ ମଧ୍ୟରେ ୧୭ଟି ରାଜ୍ୟକୁ ଛୁଇଁ ସାରିଲାଣି। ଏହି ରାଜ୍ୟଗୁଡ଼ିକ ମଧ୍ୟରେ କେରଳ, କର୍ନାଟକ, ଗୋଆ, ତାମିଲନାଡୁ, ମହାରାଷ୍ଟ୍ର,…

ମମତା ବାନାର୍ଜୀଙ୍କ ବିରୋଧରେFIR; ବଢ଼ିଲା ଅଡୁଆ

କୋଲକାତା,୧୨।୬: କ୍ଷମତା ହରାଇବା ପରଠାରୁ ପଶ୍ଚିମବଙ୍ଗର ପୂର୍ୱତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସମସ୍ୟା କ୍ରମାଗତ ଭାବରେ ବଢ଼ିବାରେ ଲାଗିଛି। ସାମ୍ପ୍ରଦାୟିକ ମନ୍ତବ୍ୟ ସମ୍ପର୍କରେ ତାଙ୍କ ବିରୋଧରେ ହ୍ୟାରେ ଷ୍ଟ୍ରିଟ ପୋଲିସ ଷ୍ଟେସନରେ ଏକ ଏଫଆଇଆର ରୁଜୁ ହୋଇଛି। କୋଲକାତାର ଧର୍ମତଲା ଅଞ୍ଚଳରେ…

ସାବଧାନ! ପେଟ୍ରୋଲ-ଡିଜେଲ କିଣିବା ଉପରେ ଲାଗିଲା କଟକଣା: ଏତିକି ଲିଟରରୁ ଅଧିକ ମିଳିବନି ତେଲ, ଉଲ୍ଲଂଘନ କଲେ ଜେଲ୍‌!

ନୂଆଦିଲ୍ଲୀ,୧୨।୬: ପେଟ୍ରୋଲ ଏବଂ ଡିଜେଲ ଯୋଗାଣକୁ ନେଇ କେନ୍ଦ୍ର ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ ମନ୍ତ୍ରାଳୟ ପେଟ୍ରୋଲ ପମ୍ପଗୁଡ଼ିକରୁ ଇନ୍ଧନ କିଣିବା ଉପରେ କିଛି କଟକଣା ଲଗାଇଛନ୍ତି। ନୂଆ ନିର୍ଦ୍ଦେଶ ଅନୁଯାୟୀ, ଏବେ ଫ୍ୟାକ୍ଟ୍ରି…

NEET Re-Exam ପରୀକ୍ଷାରେ ବଡ଼ ପରିବର୍ତ୍ତନ, ପରୀକ୍ଷା ସମୟ ଅବଧି…..

ନୂଆଦିଲ୍ଲୀ,୧୨।୬: ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA) NEET ପୁନଃପରୀକ୍ଷା ପାଇଁ ପ୍ରସ୍ତୁତି ଆରମ୍ଭ କରିଛି । ଏହି ପ୍ରକ୍ରିୟାର ଏକ ଅଂଶ ଭାବରେ, NTA କିଛି ପରିବର୍ତ୍ତନ ଘୋଷଣା କରିଛି, ଯେଉଁଥିରେ ଉତ୍ତର ଖାତାର ଡିଜାଇନରେ ପରିବର୍ତ୍ତନ କରାଯାଇଛି । ଏହା…

ଓଡ଼ିଶା ପାଇଁ ଗୌରବ ଆଣିଲେ ସୁଦର୍ଶନ ପଟ୍ଟନାୟକ: ପ୍ରଥମ ଭାରତୀୟ ଭାବେ ଜିତିଲେ…

ଭୁବନେଶ୍ୱର,୧୨।୬: ପ୍ରସିଦ୍ଧ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ଇତିହାସ ରଚିଛନ୍ତି। ସେ ରୁଷିଆନ ଗ୍ରାଣ୍ଡ ସ୍ୟାଣ୍ଡ ମାଷ୍ଟର କପ-୨୦୨୬ ବିଜେତା ହୋଇଛନ୍ତି। ପ୍ରଥମ ଭାରତୀୟ ବାଲୁକା ଶିଳ୍ପୀ ଭାବେ ଏହି ଉପଲବ୍ଧି ହାସଲ କରିଛନ୍ତି। ବାଲୁକା କଳା କ୍ଷେତ୍ରରେ ଅତୁଳନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?