ଜାତୀୟ

ଅମ୍ବାନୀ-ଆଦାନୀଙ୍କୁ ପଛରେ ପକାଇଲେ ଦେଶର ୩ ଯୁବ କୋଟିପତି, ଜାଣନ୍ତୁ ତାଙ୍କର ନେଟଓ୍ବର୍ଥ

ନୂଆଦିଲ୍ଲୀ,୧୦।୧୨: ଏସିଆର ସବୁଠାରୁ ଧନୀ ବ୍ୟକ୍ତି ମୁକେଶ ଅମ୍ବାନୀ, ଗୌତମ ଆଦାନୀ ଭାରତର ବାସିନ୍ଦା। କିନ୍ତୁ ବର୍ତ୍ତମାନ ଏହାର ପରିଭାଷା ବଦଳିଛି। ଚଳିତ ବର୍ଷ ୨୦୨୩ରେ ଯୁବଗୋଷ୍ଠୀଙ୍କ ମଧ୍ୟରେ ଅନେକେ କୋଟିପତି ହୋଇଛନ୍ତି। କିନ୍ତୁ ସେଥିମଧ୍ୟରୁ ଏହି ତିନି ଜଣ ବ୍ୟକ୍ତି…

ଡିଏନଏ ଟେଷ୍ଟରୁ ସନ୍ତାନର ପିତା ନ ହୋଇଥିବା ଜଣାପଡିଲେ ବି ଲାଳନପାଳନ ଦାୟିତ୍ୱରୁ ମିଳିବନି ମୁକ୍ତି: ସୁପ୍ରିମକୋର୍ଟ…

ନୂଆଦିଲ୍ଲୀ,୧୦।୧୨ : ସୁପ୍ରିମକୋର୍ଟ ଏକ ମାମଲାର ବିଚାର କରି ରାୟ ଦେଇଛନ୍ତି ଯଦି ଜଣେ ବ୍ୟକ୍ତି ଡିଏନଏ ରିପୋର୍ଟରେ ଜୈବିକ ପିତା ଘୋଷିତ ନ ହେଲେ ମଧ୍ୟ ତାଙ୍କୁ ଜନ୍ମ ହୋଇଥିବା ସନ୍ତାନର ଲାଳନପାଳନ ଦାୟିତ୍ୱରୁ ମୁକ୍ତି ମିଳିବ ନାହିଁ। ସର୍ବୋଚ୍ଚ…

କାର୍‌-ଡମ୍ପର ମୁହାଁମୁହିଁ ଧକ୍କା: ଜିଅନ୍ତା ଜଳିଗଲେ ୮ ଯାତ୍ରୀ

ଲକ୍ଷ୍ନୌ,୧୦।୧୨: ଉତ୍ତରପ୍ରଦେଶ ବରେଲି-ନୈନିତାଲ ରାଜପଥରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ କାର୍‌ ଏବଂ ଡମ୍ପର ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇ ନିଆଁ ଲାଗି ଯାଇଥିଲା। ଫଳରେ କାରରେ ଥିବା ୮ଜଣ ଯାତ୍ରୀ ଜୀବନ୍ତ ଦଗ୍ଧ ହୋଇଯାଇଥିବା ଜଣାପଡିଛି। ଶନିବାର…

ସବୁବେଳେ ସଂଶୋଧନ କରିପାରିବେନି ଆଧାରକାର୍ଡର ଡାଟା, କଡାକଡି ହେଲା ନିୟମ

ନୂଆଦିଲ୍ଲୀ,୧୦।୧୨: ଦେଶର ପ୍ରତ୍ୟେକ ନାଗରିକଙ୍କ ପାଇଁ ସରକାର ଆଧାର କାର୍ଡ ବାଧ୍ୟତାମୂଳକ କରିଛନ୍ତି। ଯଦି ଆଧାର କାର୍ଡ ନାହିଁ, ତେବେ ଅନେକ ସରକାରୀ ସୁବିଧାରୁ ବଞ୍ଚିତ ହୋଇପାରନ୍ତ। କେନ୍ଦ୍ର ସରକାର କରିଥିବା ନିୟମାନୁସାରେ ଆଧାର କାର୍ଡରେ ଜନ୍ମ ତାରିଖ, ନାମ, ଏବଂ…

ଭାଇରାଲ ହେଉଛି ବ୍ରିଟିଶ ରାଜ ଇଣ୍ଡିଆର ପାର୍ସପୋର୍ଟ, ଏବେ ଠାରୁ କେତେ ଅଲଗା…

ନୂଆଦିଲ୍ଲୀ,୨୦।୧୨: ଭାରତୀୟଙ୍କ ପାଇଁ ପାସପୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ଡକ୍ୟୁମେଣ୍ଟ। ବିଦେଶ ଯାତ୍ରା କିମ୍ବା ଅନ୍ୟାନ୍ୟ ଦରକାରୀ କାମ ପାଇଁ ପାର୍ସପୋର୍ଟ ଲୋଡା ପଡେ। ବର୍ତ୍ତମାନ ପ୍ରଚଳିତ ହେଉଥିବା ପାର୍ସପୋର୍ଟ କିନ୍ତୁ ପୂର୍ବ ଭଳି ନ ଥିଲା। ତେବେ ୯୫ ବର୍ଷ ପୂର୍ବେ…

ପାନ ମସଲା ବିଜ୍ଞାପନ କରିବା ମାମଲାରେ ଝଟ୍‌କା! ଶାହାରୁଖ-ଅକ୍ଷୟ-ଅଜୟଙ୍କୁ କେନ୍ଦ୍ର ସରକାରଙ୍କ ନୋଟିସ୍‌

ମୁମ୍ବାଇ,୧୦।୧୨: ପାନ ମସଲା କମ୍ପାନୀର ବିଜ୍ଞାପନ କରିବା ପଡ଼ିଛି ମହଙ୍ଗା। ଏହି ମାମଲାରେ ବଲିଉଡ ଅଭିନେତା ଅକ୍ଷୟ କୁମାର, ଶାହାରୁଖ ଖାଁ ଏବଂ ଅଜୟ ଦେବଗନଙ୍କୁ ନୋଟିସ୍‌ ଜାରି କରାଯାଇଛି। ଆହ୍ଲାବାଦ ହାଇକୋର୍ଟର ଲକ୍ଷ୍ନୌ ବେଞ୍ଚର ଅବମାନନା ଆବେଦନ ଉପରେ କେନ୍ଦ୍ର…

କର୍‌ନି ସେନା ଅଧ୍ୟକ୍ଷଙ୍କୁ ଘରେ ପଶି ହତ୍ୟା ଘଟଣା: ଧରାପଡ଼ିଲେ ୨ ଶୁଟର୍‌ ସମେତ ୩ ଅଭିଯୁକ୍ତ

ଜୟପୁର,୧୦।୧୨: ଶ୍ରୀ ରାଷ୍ଟ୍ରୀୟ ରାଜପୁତ କର୍‌ନି ସେନା ଅଧ୍ୟକ୍ଷ ସୁଖଦେବ ସିଂହ ଗୋଗମେଦିଙ୍କୁ ଗୁଳି କରି ହତ୍ୟା କରାଯାଇଥିଲା। ଏହି ହତ୍ୟା ମାମଲାରେ ଦିଲ୍ଲୀ ଏବଂ ରାଜସ୍ଥାନ ପୋଲିସ ଚଣ୍ଡିଗଡ଼ର ଏକ ହୋଟେଲରୁ ୨ଜଣ ଶୁଟର୍‌ଙ୍କ ସମେତ ୩ ଜଣଙ୍କୁ ଗିରଫ…

ଓଡ଼ିଶାରେ ୧୧,୯୪୦ ପୋକ୍ସୋ ମାମଲା

ନୂଆଦିଲ୍ଲୀ,୧୦ା୧୨: ପ୍ରତି ପିଲାଙ୍କୁ ନ୍ୟାୟ ପ୍ରଦାନ ଲାଗି ଦୃଢ଼ ନୀତି ପ୍ରଣୟନ କରାଯିବା ସହ ପର୍ଯ୍ୟାପ୍ତ ଅର୍ଥ ମଞ୍ଜୁର କରାଯାଉଥିବା ନେଇ କେନ୍ଦ୍ର ସରକାର ଦାବି କରିଆସୁଥିବାବେଳେ କ୍ୱଚିତ ପିଲାଙ୍କୁ ଛାଡ଼ିଦେଲେ ଲକ୍ଷ ଲକ୍ଷ ପିଲା ନ୍ୟାୟ ପାଇବାରୁ ବଞ୍ଚିତ ହୋଇଛନ୍ତି।…

୨୦୨୪ ଲୋକସଭା ନିର୍ବାଚନରେ ଭାଜପା ନେତୃତ୍ୱାଧୀନ ଏନଡିଏକୁ ମିଳିବ ୪୦୦ରୁ ଅଧିକ ଆସନ…

ରାଞ୍ଚି,୯।୧୨ : ଲୋକ ଜନଶକ୍ତି ପାର୍ଟି (ରାମ ବିଳାସ) ନେତା ଚିରାଗ ପାସୱାନ ଶନିବାର ଦାବି କରିଛନ୍ତି ୨୦୨୪ ଲୋକସଭା ନିର୍ବାଚନରେ ଭାରତୀୟ ଜନତା ପାର୍ଟି (ଭାଜପା) ନେତୃତ୍ୱାଧୀନ ନ୍ୟାଶନାଲ ଡେମୋକ୍ରାଟିକ ଆଲାଇନ୍ସ (ଏନଡିଏ) ୪୦୦ରୁ ଅଧିକ ଆସନରେ ଜିତିବ। ଝାଡ଼ଖଣ୍ଡକୁ…

ବୈବାହିକ ବଳାତ୍କାର ନୁହେଁ ଅପରାଧ, ସ୍ବାମୀଙ୍କୁ ନିର୍ଦ୍ଦୋଷରେ ଖଲାସ କଲେ ହାଇକୋର୍ଟ…

ପ୍ରୟାଗରାଜ,୯।୧୨ : ଆହ୍ଲାବାଦ ହାଇକୋର୍ଟ କହିଛନ୍ତି ଯଦି ସ୍ତ୍ରୀଙ୍କ ବୟସ ୧୮ ବର୍ଷରୁ ଅଧିକ ତେବେ ବୈବାହିକ ବଳାତ୍କାରକୁ ଭାରତୀୟ ଦଣ୍ଡବିଧି (ଆଇପିସି) ଅନୁଯାୟୀ ଅପରାଧ ଭାବେ ବିବେଚନା କରାଯାଇପାରିବ ନାହିଁ। ସ୍ତ୍ରୀଙ୍କ ବିରୋଧରେ ଅପ୍ରାକୃତିକ ଅପରାଧ କରିଥିବା ସ୍ବାମୀଙ୍କୁ ନିର୍ଦ୍ଦୋଷରେ…

ମୁଖ୍ୟମନ୍ତ୍ରୀ ପଚାରିଲେ ସାଇକେଲ ଟଙ୍କା ପାଇଛ କି, ଛାତ୍ରୀ କହିଲେ ନା, ଭିଡିଓ ଭାଇରାଲ…

ରାଞ୍ଚି,୯।୧୨ : ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସ ରେ ଝାଡଖଣ୍ଡର ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି, ଯେତେବେଳେ ସିଏମ ସ୍କୁଲ ଛାତ୍ରୀମାନଙ୍କୁ ରାଜ୍ୟ ସରକାରଙ୍କ ଦ୍ୱାରା ଆରମ୍ଭ ହୋଇଥିବା କଲ୍ୟାଣ ଯୋଜନା ବିଷୟରେ ପଚାରିଛନ୍ତି। ସେ…

ଶ୍ରୀନଗରରେ ଆତଙ୍କବାଦୀ ଆକ୍ରମଣ, ପୋଲିସ ଅଧିକାରୀ ଗୁରୁତର ଆହତ

ନୂଆଦିଲ୍ଲୀ, ୯ା୧୨: ଶନିବାର ଶ୍ରୀନଗରରେ ଆତଙ୍କବାଦୀ ମାନଙ୍କ ସହିତ ଗୁଳିମାଡରେ ଜଣେ ବରିଷ୍ଠ ପୋଲିସ ଅଧିକାରୀ ଆହତ ହୋଇଛନ୍ତି। ତୁରନ୍ତ ମହମ୍ମଦ ହାଫିଜ ଚାଡଙ୍କୁ ଜମ୍ମୁ କଶ୍ମୀର ମେଡିକାଲରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି। ପୋଲିସ ଏବଂ ସେନା ପକ୍ଷରୁ ଘଟଣାସ୍ଥଳକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?