ଜାତୀୟ

ଲେଡି ନକ୍ସଲ କମାଣ୍ଡରରୁ କ୍ୟାବିନେଟ ମନ୍ତ୍ରୀ

ହାଇଦ୍ରାବାଦ,୯।୧୨: ଲେଡି ନକ୍ସଲ କମାଣ୍ଡରୁ ରାଜନୀତି, ପୁଣି ୩ଥର ବିଧାୟକ ଆଉ ଏବେ କ୍ୟାବିନେଟ ମନ୍ତ୍ରୀ। ଯାହା ଏବେ ଚର୍ଚ୍ଚାର ଶିରୋନାମାରେ ରହିଛି। ସିଥାକା! ଯାହାଙ୍କ ପୁରା ନାଁ ହେଉଛି ଡାନ୍‌ସାରୀ ଅନସୂୟା ସିଥାକା। କିନ୍ତୁ ସିଥାକା ନାଁରେ ଖୁବ୍‌ ଜଣାଶୁଣା।…

ସୋନିଆଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୋଦି

ନୂଆଦିଲ୍ଲୀ,୯।୧୨: କଂଗ୍ରେସର ପୂର୍ବତନ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ ତାଙ୍କର ୭୭ ତମ ଜନ୍ମଦିବସ ଉପଲକ୍ଷେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁଭେଚ୍ଛା ଜଣାଇଛନ୍ତି। ସୋସିଆଲ ମିଡିଆ ଏକ୍ସ ମାଧ୍ୟମରେ ମୋଦି ତାଙ୍କର ସୁସ୍ଥ ଓ ଦୀର୍ଘ ଜୀବନ କାମନା କରିଛନ୍ତି। ଦୀର୍ଘ ଦିନ…

ରୁହନ୍ତୁ ସାବଧାନ, ବଜାରରେ ମିଳୁଛି ନକଲି ଚାଇନିଜ ରସୁଣ

ନୂଆଦିଲ୍ଲୀ/ଓ୍ବାଶିଂଟନ,୯।୧୨: ନକଲି ଚାଉଳ ଏବଂ ନକଲି ଅଣ୍ଡା ଭାରତୀୟ ବଜାରରେ ବିକ୍ରି ହେଉଥିବା ନେଇ ଦାବି ହୋଇସାରିଛି। ବର୍ତ୍ତମାନ ଯଦି କୁହାଯାଏ ଯେ ଆପଣଙ୍କ ରୋଷେଇ ଘରେ ରଖାଯାଇଥିବା ସୁନ୍ଦର ଧଳା ରସୁଣ ବାସ୍ତବ ନୁହେଁ କିନ୍ତୁ ନକଲି। ଜଣେ ଆମେରିକୀୟ…

କର୍ନାଟକ, ମହାରାଷ୍ଟ୍ରର ୪୦ରୁ ଅଧିକ ସ୍ଥାନରେ ଏନଆଇଏର ଚଢାଉ

ନୂଆଦିଲ୍ଲୀ,୯।୧୨: ଜାତୀୟ ଅନୁସନ୍ଧାନ ଏଜେନ୍ସି (ଏନଆଇଏ) ଶନିବାର ସକାଳେ କର୍ନାଟକ ଏବଂ ମହାରାଷ୍ଟ୍ରର ପ୍ରାୟ ୪୪ ଟି ସ୍ଥାନରେ ଚଢାଉ କରୁଛି। ନ୍ୟୁଜ ଏଜେନ୍ସି ଏନ୍‌ଆଇ ଅନୁଯାୟୀ, ବିଶ୍ୱ ଆତଙ୍କବାଦୀ ଗୋଷ୍ଠୀ ଇସଲାମିକ ଷ୍ଟେଟ ଅଫ ଇରାକ ଏବଂ ସିରିଆ (ଆଇଏସଆଇଏସ୍‌)…

ସଫଳ ହେଲା କେସିଆରଙ୍କ ହିପ ରିପ୍ଲେସମେଣ୍ଟ ସର୍ଜରୀ

ହାଇଦ୍ରାବାଦ,୯।୧୨: ତେଲଙ୍ଗାନାର ପୂର୍ବତନ ମୁଖ୍ୟମନ୍ତ୍ରୀ କେ.ସି.ଆର ବା କେ ଚନ୍ଦ୍ରଶେଖର ରାଓ ଗୁରୁବାର ରାତିରେ ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ। ଏରାଭେଲିରେ ଥିବା ତାଙ୍କ ବାସଭବନରେ ପଡ଼ିଯିବା କାରଣରୁ ତାଙ୍କ ଶରୀରରେ ଏକ ଫ୍ୟାକ୍ଚଚର ହୋଇଥିଲା, ଏହା ପରେ ଡାକ୍ତରମାନେ…

ମାଟିରୁ ବାହାରୁଛି ସୁନା

ବିଶାଖାପାଟଣା, ୯।୧୨: ଆନ୍ଧ୍ରପ୍ରଦେଶର ଚିତ୍ତୋର ଜିଲାର ଶ୍ରୀକଲାହସ୍ତି ନିକଟ ଗ୍ରାମରେ ଲୋକେ ମାଟିରୁ ସୁନା ବାହାର କରୁଛନ୍ତି। ଅନେକ ପିଢ଼ି ଧରି ଗ୍ରାମବାସୀ ଏହି କାର୍ଯ୍ୟ କରିଆସୁଛନ୍ତି। ବେଙ୍ଗାଲୁରୁ, ହାଇଦ୍ରାବାଦ ଓ ଚେନ୍ନାଇର ପ୍ରସିଦ୍ଧ ଦୋକାନଗୁଡ଼ିକରେ ଅଳଙ୍କାର ପ୍ରସ୍ତୁତି ବେଳେ ଧୂଳି,…

ସବୁଠୁ ବଡ଼ ପ୍ରାଇଭେଟ୍‌ ଜେଟ୍‌ ‘ଫ୍ଲାଇଂ ମେନଶନ’

ନୂଆଦିଲ୍ଲୀ, ୯ା୧୨: ବିଶ୍ୱର ସବୁଠୁ ବଡ଼ ପ୍ରାଇଭେଟ୍‌ ଜେଟ୍‌କୁ ‘ଫ୍ଲାଇଂ ମେନଶନ’ ଅର୍ଥାତ୍‌ ‘ଉଡ଼ନ୍ତା ମହଲ’ ନାମ ଦିଆଯାଇଛି। ଏହି ଜେଟ୍‌ ଦେଖିବାକୁ ଏତେ ସୁନ୍ଦର ଯେ କେହି କେବେ ସ୍ବପ୍ନରେ କଳ୍ପନା ବି କରି ନ ଥିବେ। ଏଥିରେ ଅନେକ…

ମୁଖ୍ୟମନ୍ତ୍ରୀଙ୍କ ସମେତ ସରକାରରେ ରହିବେ ୧୨ ମନ୍ତ୍ରୀ, ଲାଲରିନପୁଇ ହେଲେ ରାଜ୍ୟର ପ୍ରଥମ ମହିଳା କ୍ୟାବିନେଟ ମନ୍ତ୍ରୀ

ଆଇଜଲ,୯।୧୨: ଜୋରାମ ପିପୁଲ୍ସ ମୁଭମେଣ୍ଟ (ଜେଡପିଏମ) ନେତା ଲାଲଦୁହୋମା (୭୩) ଶୁକ୍ରବାର ମିଜୋରାମର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି। ରାଜ୍ୟପାଳ ହରି ବାବୁ କମ୍ବମ୍ପତୀ ଲାଲଦୁହୋମାଙ୍କୁ ପଦ ଏବଂ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ଜେଡପିଏମର ଅନ୍ୟ ୧୧ ଜଣ…

ବିକଶିତ ଭାରତ ସଂକଳ୍ପ ଯାତ୍ରା: ସାମିଲ ହେଲେଣି କୋଟିଏରୁ ଅଧିକ

ନୂଆଦିଲ୍ଲୀ, ୯ା୧୨(ପିଆଇବି): ନଭେମ୍ବର ୧୨ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଝାଡ଼ଖଣ୍ଡର ଖୁଣ୍ଟିରେ ଶୁଭାରମ୍ଭ କରିଥିବା ବିକଶିତ ଭାରତ ସଂକଳ୍ପ ଯାତ୍ରା ସାରା ଦେଶରେ ନାଗରିକମାନଙ୍କ ସହ ସମ୍ପକର୍ର୍ ବୃଦ୍ଧି ଉଦ୍ଦେଶ୍ୟରେ ଏକ ପରିବର୍ତ୍ତନକାରୀ ଅଭିଯାନ ରୂପେ ଉଭା ହୋଇଛି। ଉଦ୍‌ଘାଟନର ମାସକ…

ଜାନୁୟାରୀ ୧୬ରୁ ରାମମନ୍ଦିର ପ୍ରତିଷ୍ଠା ନୀତି

ବାରାଣସୀ,୯ା୧୨: ଅଯୋଧ୍ୟାର ନବନିର୍ମିତ ମନ୍ଦିରରେ ରାମ ଲାଲାଙ୍କ ବିଗ୍ରହ ପ୍ରତିଷ୍ଠା ଜାନୁୟାରୀ ୨୨ରେ ହେବାକୁ ଥିବାବେଳେ ଏଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗଦେବେ। ମହାପୂଜନ ପାଇଁ ଜାନୁୟାରୀ ୧୬ରୁ ରୀତିନୀତି ଆରମ୍ଭ ହେବ ବୋଲି ମନ୍ଦିର ଟ୍ରଷ୍ଟ ପକ୍ଷରୁ କୁହାଯାଇଛି। ଆଚାର୍ଯ୍ୟ…

ବିଚାର ପୂର୍ବରୁ ଦୀର୍ଘଦିନ ଜେଲରେ ରଖାଯାଇପାରିବ ନାହିଁ

ନୂଆଦିଲ୍ଲୀ,୯ା୧୨: ବିଚାର ପୂର୍ବରୁ ଅଭିଯୁକ୍ତଙ୍କୁ ଦୀର୍ଘଦିନ ଜେଲରେ ରଖାଯାଇପାରିବ ନାହିଁ ବୋଲି ଦିଲ୍ଲୀ ଅବକାରୀ ନୀତି ସ୍ମାମ୍‌ ମାମଲାର ଶୁଣାଣି ବେଳେ ସୁପ୍ରିମକୋର୍ଟ କହିଛନ୍ତି। ଏହି ମାମଲା ସହ ସମ୍ପୃକ୍ତ ବିଶ୍ୱର ଅନ୍ୟତମ ବୃହତ୍‌ ମଦ କମ୍ପାନୀ ପେର୍‌ନୋଡ୍‌ ରିକାର୍ଡ ଇଣ୍ଡିଆର…

ଜି-୨୦ର ଅଧ୍ୟକ୍ଷତା ପାଇଁ ୧୩୧୦ କୋଟି ଆବଣ୍ଟନ କରିଛି କେନ୍ଦ୍ର, ରାଜ୍ୟ ସଭାରେ ସରକାର ଦେଲେ ସୂଚନା

ନୂଆଦିଲ୍ଲୀ,୯।୧୨: ଦେଶରେ ଆୟୋଜିତ ଜି-୨୦ ଶିଖର ସମ୍ମିଳନୀ ୨୦୨୩ ପାଇଁ ହୋଇଥିବା ଖର୍ଚ୍ଚକୁ ନେଇ ବିବାଦ ଉପରେ ବୈଦେଶିକ ରାଜ୍ୟମନ୍ତ୍ରୀ ବି ମୁରଲୀଧରନ ଶୁକ୍ରବାର ରାଜ୍ୟ ସଭାରେ ଉତ୍ତର ଦେଇ କହିଛନ୍ତି, କେନ୍ଦ୍ର ମୋଟ ୧୩୧୦ କୋଟି ଟଙ୍କା ଆବଣ୍ଟନ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?