ନିଜ ବିଭାଗର ବିଫଳତା ପାଇଁ ସଂସଦରେ କ୍ଷମା ମାଗିଲେ କେନ୍ଦ୍ରମନ୍ତ୍ରୀ ନିତିନ ଗଡକରୀ
ନୂଆଦିଲ୍ଲୀ,୮।୧୨: ସଂସଦର ଶୀତକାଳୀନ ଅଧିବେଶନ ଚାଲିଛି। ବିଭିନ୍ନ ପ୍ରସଙ୍ଗରେ ଆଲୋଚନା ବେଳେ ଦଳ ଓ ବିରୋଧୀଙ୍କ ମଧ୍ୟରେ ଉତ୍ତେଜନା ଦେଖାଦେଇଥିଲା। ଏହି ସମୟରେ ଗୃହରେ ଏକ ପ୍ରଶ୍ନ ସଡକ ପରିବହନ ମନ୍ତ୍ରୀ ନିତିନ ଗଡକରୀଙ୍କୁ ନିଜ ବିଭାଗର ବିଫଳତା ପାଇଁ କ୍ଷମା…
ଊର୍ଦ୍ଦୁ ଭାଷାକୁ ନେଇ ଯୋଗୀ ସରକାରଙ୍କ ବଡ଼ ଆକ୍ସନ, ବଦଳିଯିବ ୧୧୫ ବର୍ଷର ଆଇନ
ଲକ୍ଷ୍ନୌ,୮ା୧୨: ରେଜିଷ୍ଟ୍ରି ଡକ୍ୟୁମେଣ୍ଟରୁ ଊର୍ଦ୍ଦୁ-ପାର୍ସୀ ଶବ୍ଦ ହଟାଇବାକୁ ଉତ୍ତରପ୍ରଦେଶ ସରକାର ଏକ ଐତିହାସିକ ନିଷ୍ପତ୍ତି ନେଇଛନ୍ତି। ଏହା ବ୍ୟତୀତ ବର୍ତ୍ତମାନ ସବ୍-ରେଜିଷ୍ଟ୍ରାରଙ୍କୁ ଊର୍ଦ୍ଦୁ ପରୀକ୍ଷା ଦେବାକୁ ପଡ଼ିବ ନାହିଁ। ଜନସେବା ଆୟୋଗରୁ ମନୋନୀତ ହେବା ପରେ ମଧ୍ୟ ସବ୍-ରେଜିଷ୍ଟ୍ରାରଙ୍କୁ ସ୍ଥାୟୀ ଚାକିରି…
ମୋଦିଙ୍କୁ ପ୍ରଶଂସାରେ ପୋତି ପକାଇଲେ ପୁଟିନ
ମସ୍କୋ/ନୂଆଦିଲ୍ଲୀ,୮।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ପୁଣିଥରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। ପୁଟିନ କହିଛନ୍ତି, ଭାରତ କିମ୍ବା ଭାରତୀୟ ଲୋକଙ୍କ ସ୍ବାର୍ଥ ବିରୋଧରେ କାର୍ଯ୍ୟାନୁଷ୍ଠାନ କିମ୍ବା ନିଷ୍ପତ୍ତି ନେବା ପାଇଁ ମୋଦିଙ୍କୁ ଡରାଇବା, ଧମକ ଦେବା ମୁଁ କେବେ…
ମଧ୍ୟପ୍ରଦେଶ, ଛତିଶଗଡ଼, ରାଜସ୍ଥାନରେ ମୁଖ୍ୟମନ୍ତ୍ରୀ ପଦକୁ ନେଇ ସସପେନ୍ସ ଜାରି; ମୋଦିଙ୍କୁ ଭେଟିଲେ ଶାହା
ନୂଆଦିଲ୍ଲୀ,୭।୧୨: ଗୁରୁବାର ଡିସେମ୍ବର ୭ରେ ତେଲଙ୍ଗାନାରେ ରେଭନ୍ଥ ରେଡ୍ଡୀ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି ଏବଂ ମିଜୋରାମରେ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ ନାମ ସ୍ଥିର ହୋଇଛି। କିନ୍ତୁ ମଧ୍ୟପ୍ରଦେଶ, ଛତିଶଗଡ ଏବଂ ରାଜସ୍ଥାନର ତିନୋଟି ହିନ୍ଦୀ ବେଲ୍ଟ ରାଜ୍ୟ ମାମଲା ଏବେବି…
ମୁଖ୍ୟମନ୍ତ୍ରୀ ଆସନ ପାଇଁ ସସପେନ୍ସ ଭିତରେ ନଡ୍ଡାଙ୍କୁ ଭେଟିଲେ ବସୁନ୍ଧରା
ଜୟପୁର,୭।୧୨: ରାଜସ୍ଥାନରେ ମୁଖ୍ୟମନ୍ତ୍ରୀ ପଦକୁ ନେଇ ସସପେନ୍ସ ମଧ୍ୟରେ ଗୁରୁବାର ପୂର୍ବତନ ମୁଖ୍ୟମନ୍ତ୍ରୀ ବସୁନ୍ଧରା ରାଜେ ସିନ୍ଧିଆ ଦିଲ୍ଲୀରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କୁ ଭେଟିଥିଲେ। ସେ ତାଙ୍କ ପୁଅ ତଥା ଏମପି ଦୁଶ୍ୟନ୍ତ ସିଂଙ୍କ ସହ ନଡ୍ଡାଙ୍କ ବାସଭବନରେ…
ନରେନ୍ଦ୍ର ସିଂ ତୋମାରଙ୍କ ସ୍ଥାନରେ ଅର୍ଜୁନ ମୁଣ୍ଡାଙ୍କୁ ମିଳିଲା କୃଷି ମନ୍ତ୍ରଣାଳୟ
ନୂଆଦିଲ୍ଲୀ,୭।୧୨: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର କେନ୍ଦ୍ର ମନ୍ତ୍ରୀ ନରେନ୍ଦ୍ର ସିଂ ତୋମାର, ପ୍ରହ୍ଲାଦ ସିଂ ପଟେଲ ଏବଂ ରେଣୁକା ସିଂ ସାରୁତାଙ୍କ ଇସ୍ତଫା ଗ୍ରହଣ କରିଛନ୍ତି। ବର୍ତ୍ତମାନ କେନ୍ଦ୍ର ମନ୍ତ୍ରୀ ଅର୍ଜୁନ ମୁଣ୍ଡାଙ୍କୁ କୃଷି ମନ୍ତ୍ରଣାଳୟର ଅତିରିକ୍ତ ଦାୟିତ୍ୱ ଦିଆଯାଇଛି।…
ଅତିଥିଙ୍କ ଦେହରେ ଅଇଁଠା ପ୍ଲେଟ୍ ବାଜିବାରୁ ଓ୍ବେଟରଙ୍କୁ ପିଟିପିଟି ହତ୍ୟା: ୩ ଅଭିଯୁକ୍ତ ଚିହ୍ନଟ
ଗାଜିଆବାଦ,୭ା୧୨: ଉତ୍ତରପ୍ରଦେଶର ଗାଜିଆବାଦରେ ଏକ ଅଭାବନୀୟ ଘଟଣା ଘଟିଛି। ଅଇଁଠା ପ୍ଲେଟ୍ ଥିବା ଏକ ଟ୍ରେ ଅତିଥିମାନଙ୍କ ଦେହରେ ବାଯିବାରୁ ଜଣେ ୨୬ ବର୍ଷୀୟ ଓ୍ବେଟରଙ୍କୁ ପିଟିପିଟି ହତ୍ୟା କରାଯାଇଛି। ନଭେମ୍ବର ୧୭ ତାରିଖ ସନ୍ଧ୍ୟାରେ ଗାଜିଆବାଦର ପୁଷ୍ଟ ରୋଡରେ ଥିବା…
‘ଭାଜପାର ସଫଳତା ହାର ୫୬ ପ୍ରତିଶତ, କଂଗ୍ରେସର…’: ମୋଦି
ନୂଆଦିଲ୍ଲୀ,୭।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ସଂସଦୀୟ ଦଳ ବୈଠକରେ ଉଦବୋଧନ ଦେଇ କହିଛନ୍ତି ଯେ ସରକାର ଚଳାଇବା ପାଇଁ ଭାଜପା ଲୋକଙ୍କ ପ୍ରିୟ ପାଲଟିଛି। ଏହାକୁ ନେଇ ସେ କିଛି ଆକଳନ ମଧ୍ୟ କରିଛନ୍ତି। ସେ କହିଛନ୍ତି ଯେ କଂଗ୍ରେସ…
ରେଣୁକା ସିଂ ହେବେ ଛତିଶଗଡ଼ର ମୁଖ୍ୟମନ୍ତ୍ରୀ!
ରାୟପୁର,୭।୧୨: ଛତିଶଗଡ଼ରେ ମୁଖ୍ୟମନ୍ତ୍ରୀ ଚେହେରାକୁ ନେଇ ଏବେ ବି ସସପେନ୍ସ ଜାରି ରହିଛି। ଭରତପୁର-ସୋନହତ ଆସନରୁ ନିର୍ବାଚନରେ ବିଜୟୀ ହୋଇଥିବା ରେଣୁକା ସିଂ ଗୁରୁବାର ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କ ବାସଭବନରେ ପହଞ୍ଚି ତାଙ୍କୁ ଭେଟିଥିଲେ। ଉଭୟଙ୍କ ମଧ୍ୟରେ ପ୍ରାୟ…
‘ନଓ୍ବାବ ମଲିକଙ୍କୁ ମେଣ୍ଟରେ ନେବା ଠିକ ହେବ ନାହିଁ’, ଅଜିତ ପାଓ୍ବାରଙ୍କୁ ଚିଠି ଲେଖିଲେ ଫଡନାଭିସ
ମୁମ୍ବାଇ,୭।୧୨: ମନି ଲଣ୍ଡରିଂ ମାମଲାରେ ୧୮ମାସ ଜେଲରେ ଥିବା ମହାରାଷ୍ଟ୍ରର ପୂର୍ବତନ ମନ୍ତ୍ରୀ ନଓ୍ବାବ ମଲିକ ଉପ ମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ନେତୃତ୍ୱରେ ଜାତୀୟତାବାଦୀ କଂଗ୍ରେସ ପାର୍ଟି (ଏନସିପି) ଦଳରେ ଯୋଗ ଦେଇଥିବା ଜଣାଯାଇଛି। ଅନ୍ୟପଟେ ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ ଏହାକୁ…
କ୍ଷମା ମାଗିଲେ ଭାଜପା ଏମପି
ନୂଆଦିଲ୍ଲୀ,୭।୧୨: ବିଏସପି ଏମପି ଦାନିଶ ଅଲିଙ୍କ ଉପରେ ବିବାଦୀୟ ମନ୍ତବ୍ୟ ଦେଇ ଭାଜପା ଏମପି ରମେଶ ବିଧୁରୀ କ୍ଷମା ମାଗିଛନ୍ତି। ପିଟିଆଇ ସୂତ୍ରରୁ ପ୍ରକାଶ ଯେ ଭାଜପା ଏମପି ସଂସଦୀୟ କମିଟିକୁ କହିଛନ୍ତି ଯେ ଅଲିଙ୍କ ବିରୋଧରେ ଦେଇଥିବା ମନ୍ତବ୍ୟକୁ ନେଇ…
ନିଜ ପତ୍ନୀଙ୍କ ଠାରୁ ଗରିବ ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ଥ ରେଡ୍ଡୀ
ହାଇଦ୍ରାବାଦ,୭।୧୨: ରେଭନ୍ଥ ରେଡ୍ଡୀ ତେଲଙ୍ଗାନାର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି। ହାଇଦ୍ରାବାଦର ଏଲବି ଷ୍ଟାଡିୟମରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ରାଜ୍ୟପାଳ ତାମିଲାଇସାଇ ସୁନ୍ଦରରାଜ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ଗ୍ରହଣ କରାଇଛନ୍ତି। ବିଧାନସଭା ନିର୍ବାଚନରେ ୧୧୯ଟି ଆସନରୁ ୬୪ଟି…

