ଜାତୀୟ

ମନ୍ଦିର ଯିବା ନେଇ ବିବାଦୀୟ ମନ୍ତବ୍ୟ ଦେଲେ ଏଏପି ବିଧାୟକ, କହିଲେ ଅପମାନିତ ହେଉଥିବା ସ୍ଥଳକୁ ଯିବା ଉଚିତ ନୁହେଁ…

ଜୟପୁର,୭।୧୨ : ଆମ ଆଦମୀ ପାର୍ଟିର ବିଧାୟକ ରାଜେନ୍ଦ୍ର ପାଲ ଗୌତମ ତାଙ୍କ ବିବାଦୀୟ ବିବୃତ୍ତି ଯୋଗୁଁ ପୁଣି ଥରେ ବିବାଦରେ ଛନ୍ଦି ହୋଇଛନ୍ତି। ଦିଲ୍ଲୀର ସେମାପୁରୀର ବିଧାୟକ ରାଜେନ୍ଦ୍ର ପାଲ ସୋନିପତର ଲାହରଡା ଗ୍ରାମରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଲୋକଙ୍କୁ…

ଚା’ ସିଙ୍ଗଡାରେ ଶେଷ ହେଉଛି ଇଣ୍ଡିଆ ମେଣ୍ଟ ବୈଠକ: ଜେଡିୟୁ ନେତାଙ୍କ ମନ୍ତବ୍ୟ…

ପାଟନା,୭।୧୨ : ବିହାରର ଶାସକ ଜେଡିୟୁ ଏମପି ସୁନୀଲ କୁମାର ପିଣ୍ଟୁ ବର୍ତ୍ତମାନ ଏକ ବିବାଦ ସୃଷ୍ଟି କରି କହିଛନ୍ତି। ସିଟ ବାଣ୍ଟିବା ପର୍ଯ୍ୟନ୍ତ ଆଲୋଚନା ନ ହେବା ବିରୋଧୀ ଭାରତୀୟ ନ୍ୟାଶନାଲ ଡେଭଲପମେଣ୍ଟ ଇନକ୍ଲୁସିଭ ଆଲାଏନ୍ସ (ଇଣ୍ଡିଆ) ବ୍ଲକର ବୈଠକ…

ଗିରିରାଜ ସିଂଙ୍କ ବିବାଦୀୟ ବୟାନ, ଫିଲ୍ମ ଫେଷ୍ଟିଭାଲରେ ମମତା ଠୁମକା ଲଗାଇବା ଉଚିତ ନୁହେଁ

ନୂଆଦିଲ୍ଲୀ,୭।୧୨: ଭାରତୀୟ ଜନତା ପାର୍ଟି ଏମପି ଗିରିରାଜ ସିଂ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ନେଇ ବିବାଦୀୟ ବୟାନ ଦେଇଛନ୍ତି। କୋଲକାତା ଅନ୍ତରାଷ୍ଟ୍ରୀୟ ଫିଲ୍ମ ମହୋତ୍ସବରେ ମମତା ଯୋଗଦେବା ନେଇ ସେ ସମାଲୋଚନା କରିଛନ୍ତି। କାର୍ଯ୍ୟକ୍ରମରେ ବଲିଉଡ ଅଭିନେତା ସଲମାନ ଖାନଙ୍କ…

ଟଙ୍କା ଧାରକରଜ କରି ଲଢ଼ିଥିଲେ ନିର୍ବାଚନ, ବିଜୟୀ ହେବା ପରେ ବାଇକରେ ବିଧାନସଭା ପହଞ୍ଚିଲେ ବିଧାୟକ..

.ଭୋପାଳ,୭।୧୨ : ମଧ୍ୟପ୍ରଦେଶ ରାଜନୀତିରେ ସରପଞ୍ଚ, ଜିଲା ପରିଷଦ ସଦସ୍ୟ ତଥା ଜିଲା ପଞ୍ଚାୟତ ସଦସ୍ୟଙ୍କ ଭଳି ଅଧିକାରୀଙ୍କର ମଧ୍ୟ ନିଜସ୍ବ କାର ଅଛି, କିନ୍ତୁ ରାଜ୍ୟର ୨୩୦ ବିଧାୟକଙ୍କ ମଧ୍ୟରେ ଜଣେ ଏପରି ବିଧାୟକ ଅଛନ୍ତି, ଯାହାଙ୍କର ନିଜସ୍ବ କାର…

ରାହୁଲଙ୍କ ଅଫିସକୁ ଏଏମ୍‌-ପିଏମ୍‌ ଭିତରେ ତଫାତ ଜଣାନାହିଁ, ଦିନେ ପିଏମ୍‌ଓ କିଭଳି ଚଳାଇବେ; କଂଗ୍ରେସ ନେତାଙ୍କ ଉପରେ ରାଗିଯାଇ…

ନୂଆଦିଲ୍ଲୀ,୭।୧୨: ଥମିବାର ନାଁ ନେଉନାହିଁ କଂଗ୍ରେସର ଅଡ଼ୁଆ। ପ୍ରଥମେ ଅଧୀର ରଞ୍ଜନ ଚୌଧୁରୀ ସଂସଦରେ ଦଳକୁ କଟାକ୍ଷ କରିବା ପରେ ଏବେ ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ଝିଅ ଶର୍ମିଷ୍ଠା ମୁଖାର୍ଜୀ ନିଜର ପୁସ୍ତକରେ ଦଳକୁ ନେଇ ବଡ଼ ଖୁଲାସା କରିଛନ୍ତି।…

ରେଭନ୍ଥ ମୁଖ୍ୟମନ୍ତ୍ରୀ-ମଲ୍ଲୁ ଭଟ୍ଟି ଉପମୁଖ୍ୟମନ୍ତ୍ରୀ…

ହାଇଦ୍ରାବାଦ,୭।୧୨ : ରେଭନ୍ଥ ରେଡ୍ଡୀ ଗୁରୁବାର ତେଲଙ୍ଗାନାର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି। ହାଇଦ୍ରାବାଦର ଏଲବି ଷ୍ଟାଡିୟମରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ବହୁ ଜନସମାଗମରେ ରାଜ୍ୟପାଳ ତାମିଲାଇସାଇ ସୁନ୍ଦରରାଜ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ଗ୍ରହଣ କରାଇଛନ୍ତି। ମଲ୍ଲୁ…

ଦୟାକରି ମୋତେ ମୋଦି ଜୀ ଡାକନ୍ତୁ ନାହିଁ: କାହିଁକି ଭାଜପା ଏମ୍‌ପିମାନଙ୍କୁ ଏପରି ନିବେଦନ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୭।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସଂସଦୀୟ ଦଳ ବୈଠକରେ ଯୋଗ ଦେଇଛି। ମୋଦି ପହଞ୍ଚିବା ପରେ ଭାଜପା ଏମ୍‌ପିମାନେ ‘ମୋଦି ଜୀ ସ୍ବାଗତ ହୈ’ ସ୍ଲୋଗାନ ଦେବା ଆରମ୍ଭ କରିଛନ୍ତି। ପୁରା ହଲ ପ୍ରକମ୍ପିତ ହୋଇଥିଲା। କାର୍ଯ୍ୟକର୍ତ୍ତାଙ୍କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ…

ସାହାରା ରିଫଣ୍ଡ ଲାଗି ଆସିଛି କି ଏଭଳି ମେସେଜ? ନୂଆ ପୋର୍ଟାଲରେ ଏଭଳି କରନ୍ତୁ ପୁନଃ ଆବେଦନ…

ନୂଆଦିଲ୍ଲୀ,୭।୧୨:ସାହାରା ଇଣ୍ଡିଆରେ ରଖିଥିବା ଟଙ୍କା ଫେରିପାଇବାକୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଅଗଷ୍ଟ ୪ରେ ‘ସାହାରା ଇଣ୍ଡିଆ ରିଫଣ୍ଡ ପୋର୍ଟାଲ’ ଲଞ୍ଚ କରାଯାଇଥିଲା। ଯଦି କାହା ଟଙ୍କା ଫସି ରହିଛି ସେ ଏହି ପୋର୍ଟାଲ ଜରିଆରେ ଆବେଦନ କରିପାରିବେ। ହେଲେ ନିକଟରେ କିଛି…

Online Transaction Fraud : ବିଚଳିତ ନ ହୋଇ ପ୍ରଥମେ କରନ୍ତୁ ଏପରି ଫେରି ଆସିବ ଠକେଇ ହୋଇଥିବା ଟଙ୍କା …

ମୁମ୍ବାଇ,୭।୧୨ : ବ୍ୟାଙ୍କ ଆକାଉଣ୍ଟରୁ XXXXX ଟଙ୍କା କଟାଯାଇଛି। ଏପରି ବାର୍ତ୍ତା ପାଇଛନ୍ତି କି ବ୍ୟାଙ୍କ ଆକାଉଣ୍ଟଧାରୀଙ୍କ ଅଜ୍ଞାତରେ ଆକାଉଣ୍ଟରୁ ଟଙ୍କା କଟାଯାଇଥିବା ବେଳେ ଆପଣ ଏପରି ମାମଲା ଦେଖିଛନ୍ତି କି? ଯଦି ହଁ, ତେବେ ପ୍ରଥମେ କରିବା କ’ଣ ଠିକ?…

ପୁଣି ଭାରତ-ପାକିସ୍ତାନ ମଧ୍ୟରେ ହେବ ମହାମୁକାବିଲା: ଏହି ଦିନ ଖେଳାଯିବ ମ୍ୟାଚ୍‌

ନୂଆଦିଲ୍ଲୀ,୭।୧୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ କ୍ରିକେଟ ମ୍ୟାଚ ବିଷୟରେ ଶୁଣିବା ପରେ କ୍ରିକେଟ ପ୍ରେମୀମାନେ ଉତ୍ସାହିତ ହୋଇଯାଆନ୍ତି। ନିକଟରେ ଖେଳାଯାଇଥିବା ଦିନିକିଆ ବିଶ୍ୱକପ ୨୦୨୩ରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ସଂଘର୍ଷ ଦେଖିବାକୁ ମିଳିଥିଲା। ତେବେ ରୋହିତ ଶର୍ମାଙ୍କ ଅଧିନାୟକତ୍ୱରେଟିମ…

ବଦଳାଯାଉ ସ୍କୁଲ ସମୟ, ପିଲାଙ୍କ ନିଦ ହେଉନି ସମ୍ପୂର୍ଣ୍ଣ: ସରକାରଙ୍କୁ ରାଜ୍ୟପାଳଙ୍କ ପରାମର୍ଶ…

ମୁମ୍ବାଇ,୭।୧୨ : ମହାରାଷ୍ଟ୍ର ରାଜ୍ୟପାଳ ରମେଶ ବୈଶ ବିଦ୍ୟାଳୟର ସମୟ ପରିବର୍ତ୍ତନ କରିବାକୁ ପରାମର୍ଶ ଦେଇଛନ୍ତି ଯାହା ଦ୍ୱାରା ପିଲାମାନେ ପର୍ଯ୍ୟାପ୍ତ ସମୟ ଶୋଇ ପାରିବେ। ରାଜ୍ୟ ଶିକ୍ଷା ବିଭାଗର ଏକ କାର୍ଯ୍ୟକ୍ରମରେ ସେ କହିଛନ୍ତି ଲୋକଙ୍କ ଶୋଇବା ସମୟ ବଦଳି…

କାର୍ଯ୍ୟକର୍ତ୍ତାଙ୍କୁ ବିଜୟ ସମର୍ପିଲେ ମୋଦି: କହିଲେ, ସେମାନଙ୍କ ବଳିଦାନ ଭୁଲି ହେବନି

ନୂଆଦିଲ୍ଲୀ,୭।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୩ଟି ରାଜ୍ୟରେ ଭାଜପାର ବିଜୟକୁ କାର୍ଯ୍ୟକର୍ତ୍ତାଙ୍କୁ ଉତ୍ସର୍ଗ କରିଛନ୍ତି। ତିନୋଟି ରାଜ୍ୟରେ ବିଜୟ ପରେ ଆୟୋଜିତ ଭାଜପାର ସଂସଦୀୟ ବୈଠକରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସ୍ବାଗତ ସମ୍ବର୍ଦ୍ଧନା ଦିଆଯାଇଛି। ଏହି ବୈଠକ ଭାଜପା ସଭାପତି ଜେପି ନଡାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?