ଜମ୍ମୁ କଶ୍ମୀର ସଂରକ୍ଷଣ ଏବଂ ପୁନର୍ଗଠନ ବିଲ୍ ଲୋକସଭାରେ ପାରିତ
ନୂଆଦିଲ୍ଲୀ,୬।୧୨: ଜମ୍ମୁ କଶ୍ମୀର ସଂରକ୍ଷଣ (ସଂଶୋଧନ) ଏବଂ ଜମ୍ମୁ କଶ୍ମୀର ପୁନର୍ଗଠନ (ସଂଶୋଧନ) ବିଲ୍ ୨୦୨୩ ଲୋକସଭାରେ ପାରିତ ହୋଇଛି। ଜୁଲାଇ ୨୬, ୨୦୨୩ ରେ ଲୋକସଭାରେ ଉପସ୍ଥାପିତ ହୋଇଥିଲା ବେଳେ ବୁଧବାର ଲୋକସଭାରେ ଏହି ବିଲ୍ ଉପରେ ଆଲୋଚନା ପରେ…
ମାନସିକ ଚାପରେ ସ୍ତ୍ରୀ ଏବଂ ଦୁଇ ପିଲାଙ୍କୁ ନିର୍ମମ ହତ୍ୟା ପରେ ଆତ୍ମହତ୍ୟା କଲେ ଡାକ୍ତର
ନୂଆଦିଲ୍ଲୀ, ୬।୧୨: ଉତ୍ତରପ୍ରଦେଶର ରାଏ ବରେଲିରୁ ଏକ ଆଶ୍ଚର୍ଯ୍ୟଜନକ ମାମଲା ସାମ୍ନାକୁ ଆସିଛି। ଜଣେ ଡାକ୍ତର ମାନସିକ ଚାପରେ ଆସି ନିଜର ସ୍ତ୍ରୀ ଏବଂ ଦୁଇ ପିଲାଙ୍କୁ ହତ୍ୟା କରିବା ପରେ ନିଜେ ଆତ୍ମହତ୍ୟା କରିଛନ୍ତି। ପୋଲିସ ଚାରି ମୃତଦେହକୁ ଉଦ୍ଧାର…
ହାଇକୋର୍ଟରେ ଅନଲାଇନ ଶୁଣାଣି ସମୟରେ ପର୍ନ ଭିଡିଓ, ଅଧାରେ ବନ୍ଦ ହେଲା ବିଚାର…
ବେଙ୍ଗାଲୁରୁ,୬।୧୨ : ଅନଲାଇନ ଶୁଣାଣି ସମୟରେ ପର୍ନ ଭିଡିଓ ଚାଲିବା ଖେଳାଯିବା କାରଣରୁ କର୍ନାଟକ ହାଇକୋର୍ଟ ଏହି ସୁବିଧାକୁ କିଛି ସମୟ ପାଇଁ ସ୍ଥଗିତ ରଖିଛନ୍ତି। ରିପୋର୍ଟ ଅନୁଯାୟୀ, କିଛି ହ୍ୟାକର ହାଇକୋର୍ଟ ସର୍ଭର ହ୍ୟାକ କରି ପର୍ନ ଭିଡିଓ ପ୍ରସାରିତ…
କ୍ଷମତାଶାଳୀ ମହିଳାଙ୍କ ତାଲିକାରେ ଅର୍ଥମନ୍ତ୍ରୀଙ୍କ ସମେତ ଅନ୍ୟ ୩ ଭାରତୀୟ…
ନୂଆଦିଲ୍ଲୀ,୬।୧୨ : କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ବିଶ୍ୱର ସବୁଠାରୁ କ୍ଷମତାଶାଳୀ ମହିଳାଙ୍କ ଫୋର୍ବସ ତାଲିକାରେ ୩୨ ତମ ସ୍ଥାନରେ ରହିଛନ୍ତି। ଯେଉଁଥିରେ ଆମେରିକାର ଉପରାଷ୍ଟ୍ରପତି କମଲା ହାରିସ ଏବଂ ସଙ୍ଗୀତକାର ଟେଲର୍ ସୱିଫ୍ଟ ମଧ୍ୟ ସାମିଲ ଅଛନ୍ତି। ଏହି ତାଲିକାରେ…
ପ୍ରଣବ ମୁଖାର୍ଜୀ ହୋଇଥାନ୍ତେ ପ୍ରଧାନମନ୍ତ୍ରୀ, ମନା କରିଥିଲେ ସୋନିଆ ଗାନ୍ଧୀ
ନୂଆଦିଲ୍ଲୀ,୬।୧୨: ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀ ଏକ ବଳିଷ୍ଠ ବ୍ୟକ୍ତିତ୍ୱର ଉଦାହରଣ। ତାଙ୍କ ରାଜନୈତିକ ଜୀବନ କାହାଣୀ ସହ ବଳିଷ୍ଠ ବ୍ୟକ୍ତିତ୍ୱ ଉପରେ ଏକ ବହି ଲେଖିଛନ୍ତି ତାଙ୍କ ଝିଅ ଶର୍ମିଷ୍ଠା ମୁଖାର୍ଜୀ। ତାଙ୍କ ବହିର ଗୋଟିଏ ଅଧ୍ୟାୟରେ ଶର୍ମିଷ୍ଠା କହିଛନ୍ତି,…
୧୦ ଭାଜପା ଏମପି ଦେଲେ ଇସ୍ତଫା…
ନୂଆଦିଲ୍ଲୀ,୬।୧୨ : ୫ ରାଜ୍ୟରେ ଅନୁଷ୍ଠିତ ବିଧାନସଭା ନିର୍ବାଚନରେ ଭାଜପା ତିନୋଟି ରାଜ୍ୟରେ ବିପୁଳ ସଂଖ୍ୟାଗରିଷ୍ଠତା ହାସଲ କରିଛି। ଏହା ପରେ ବର୍ତ୍ତମାନ ୧୦ ଜଣ ଭାଜପା ଏମପି ନିଜ ପଦରୁ ଇସ୍ତଫା ଦେଇଛନ୍ତି। ଏଥିମଧ୍ୟରୁ ମଧ୍ୟପ୍ରଦେଶର ୫ ଜଣ ଏମପି,…
ପାର୍ଟ ଟାଇମ ଚାକିରି ନାମରେ ଠକେଇ: ୧୦୦ ଓ୍ବେବସାଇଟ ବ୍ଲକ୍…
ନୂଆଦିଲ୍ଲୀ,୬।୧୨ : ଦିନକୁ ଦିନ ସାଇବର ଅପରାଧର ବଢୁଥିବା ବେଳେ କେନ୍ଦ୍ର ସରକାର ଏକ ବଡ ପଦକ୍ଷେପ ନେଇଛନ୍ତି। ପାର୍ଟ ଟାଇମ ଚାକିରି ନାମରେ ଠକେଇ କରୁଥିବା ୧୦୦ ଟି ୱେବସାଇଟକୁ ସରକାର ଅବରୋଧ କରିଛନ୍ତି। କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ବୁଧବାର…
ଦେଶରେ ବଢୁଛି ପ୍ରତିଶୋଧ ହତ୍ୟା: ଏନସିଆରବି ରିପୋର୍ଟ…
ନୂଆଦିଲ୍ଲୀ,୬।୧୨ : ଏନସିଆରବି (ନ୍ୟାଶନାଲ କ୍ରାଇମ ରେକର୍ଡସ ବ୍ୟୁରୋ) ଭାରତରେ ହୋଇଥିବା ଅପରାଧ ସମ୍ପର୍କରେ ଏକ ରିପୋର୍ଟ ପ୍ରକାଶ କରିଛି। ଏହି ରିପୋର୍ଟ ଆଶ୍ଚର୍ଯ୍ୟଜନକ ଅଟେ। ୨୦୨୨ ମସିହାରେ, ଭାରତରେ ୨୮,୫୨୨ ହତ୍ୟା ମାମଲା ପଞ୍ଜିକୃତ ହୋଇଥିଲା। ଦେଶରେ ପ୍ରତିଦିନ ହାରାହାରି…
ସଚିନ-କୋହଲିଙ୍କୁ ମିଳିଲା ରାମ ମନ୍ଦିର ପ୍ରାଣ ପ୍ରତିଷ୍ଠା କାର୍ଯ୍ୟକ୍ରମ ପାଇଁ ନିମନ୍ତ୍ରଣ
ନୂଆଦିଲ୍ଲୀ,୬।୧୨: ରାମ ମନ୍ଦିରର ପ୍ରାଣ ପ୍ରତିଷ୍ଠା କାର୍ଯ୍ୟକ୍ରମ ପାଇଁ କ୍ରିକେଟର୍ ସଚିନ ତେନ୍ଦୁଲକର ଏବଂ ବିରାଟ କୋହଲିଙ୍କୁ ନିମନ୍ତ୍ରଣ ପଠାଯାଇଛି। ପ୍ରଥମ ଥର ପାଇଁ କ୍ରିକେଟ ଇତିହାସରେ ସର୍ବାଧିକ ଶତକ ହାସଲ କରିଥିବା ଏହି ଦୁଇ ଭାରତୀୟ ଖେଳାଳି ଏକତ୍ର ହୋଇ…
କାରରେ ବାନ୍ଧି ୨୫ କିଲୋମିଟର ଘୋଷାଡି ନେଇ ହତ୍ୟା କଲେ, ଶୁଣିଲେନି କାକୁତି ମିନତି…
ଭୋପାଳ,୬।୧୨ : ସେ ହାତ ଯୋଡି ଦୟା ପାଇଁ ଭିକ୍ଷା ମାଗୁଥିଲେ, କିନ୍ତୁ ସେମାନଙ୍କର ଦୟା ନ ଥିଲା। ସେମାନଙ୍କୁ ଏକ କାରରେ ବାନ୍ଧି ପ୍ରାୟ ୨୫ କିଲୋମିଟର ପର୍ଯ୍ୟନ୍ତ ଘୋଷାଡି ନେଇଥିଲେ। ଯିଏ ଏହି ଭୟଙ୍କର ଦୃଶ୍ୟ ଦେଖିଲା, ତାଙ୍କର…
ମୋ ପରିବାରରେ ୬ ସଦସ୍ୟ, ଇଭିଏମରେ ଭୋଟିଂ ଶୂନ କିପରି ହେଲା, ମୋ ଭୋଟ ବି କୁଆଡେ ଗଲା: ନେତାଙ୍କ ପ୍ରଶ୍ନ…
ଘମତରି,୬।୧୨ : ଛତିଶଗଡ ବିଧାନସଭା ନିର୍ବାଚନରେ ଭାରତୀୟ ଜନତା ପାର୍ଟି (ଭାଜପା)ର ବିଜୟ ବିଷୟରେ ଦେଶର ରାଜନୈତିକ ବିଶେଷଜ୍ଞମାନେ ମଧ୍ୟ ଅବଗତ ଅଛନ୍ତି, କିନ୍ତୁ ବର୍ତ୍ତମାନ ଫଳାଫଳ ପରେ ଏକ ଅଦ୍ଭୁତ ଘଟଣା ସାମ୍ନାକୁ ଆସିଛି। ରାଜ୍ୟର କୁରୁଦ ବିଧାନସଭା ଆସନରୁ…
ବିଜୟୀ ୩ ରାଜ୍ୟରେ ୨ ଜଣିଆ ଉପମୁଖ୍ୟମନ୍ତ୍ରୀ ଫର୍ମୂଲା ଉପରେ ଚିନ୍ତା କରୁଛି ଭାଜପା…
ନୂଆଦିଲ୍ଲୀ,୬।୧୨ : ମଧ୍ୟପ୍ରଦେଶ, ରାଜସ୍ଥାନ ଏବଂ ଛତିଶଗଡରେ ସଂଖ୍ୟାଗରିଷ୍ଠତାରେ ବିଧାନସଭା ନିର୍ବାଚନରେ ଜିତିବା ପରେ ବର୍ତ୍ତମାନ ଏହି ତିନୋଟି ରାଜ୍ୟରେ କିଏ ମୁଖ୍ୟମନ୍ତ୍ରୀ ହେବେ ସେନେଇ ନାନା କଳ୍ପଜାଳ୍ପନା ଚାଲିଛି। ଚର୍ଚ୍ଚା ହେଉଛି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ମନରେ ନିଷ୍ପତ୍ତି…

