ଜାତୀୟ

ପୁଣି ବାଜି ମାରିଲା ଭାଜପା! ରାଜ୍ୟ ସଭା ନିର୍ବାଚନରେ ୯ ଭାଜପା ପ୍ରାର୍ଥୀ ଜିତିଲେ

ନୂଆଦିଲ୍ଲୀ,୧୧।୬: ଗୁରୁବାର ଭାରତୀୟ ଜନତା ପାର୍ଟି (ଭାଜପା) ପାଇଁ ଏକ ବଡ଼ ଖବର ଆଣିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲଗାତାର ୧୨ ବର୍ଷ କାର୍ଯ୍ୟକାଳ ପୂରଣ କରିଥିବା ବେଳେ, ଦଳ ରାଜ୍ୟ ସଭାରେ ମଧ୍ୟ ନିଜର ଶକ୍ତି ବୃଦ୍ଧି କରିବାକୁ ଯାଉଛି।…

ମୁହଁରେ ମାସ୍କ, ଆଖିରେ କଳା ଚଷମା… ଚେହେରା ଲୁଚାଇ ଦିଲ୍ଲୀରୁ କୋଲକାତା ଫେରିଲେ ସାୟନୀ ଘୋଷ; ଭିଡିଓ ଭାଇରାଲ

କୋଲକାତା,୧୧।୬: ବଙ୍ଗଳା ବିଧାନସଭା ନିର୍ୱାଚନରେ ମିଳିଥିବା ଶୋଚନୀୟ ପରାଜୟ ପରେ ତୃଣମୂଳ କଂଗ୍ରେସ (TMC) ରେ ସୃଷ୍ଟି ହୋଇଥିବା ବିଦ୍ରୋହ ଓ ଦଳଛାଡ଼ିବା ପ୍ରକ୍ରିୟା କ୍ରମାଗତ ଭାବେ ତେଜିବାରେ ଲାଗିଛି। ଟିଏମସିର ବିଦ୍ରୋହୀ ନେତାମାନଙ୍କ ତାଲିକାରେ ଏବେ ସେହି ସବୁ ନେତାଙ୍କ…

ଗର୍ଜିଲା ଭାରତ! ହର୍ମୁଜରେ ଭାରତୀୟ ଜାହାଜ ଉପରେ ଆକ୍ରମଣ ପରେ ଆମେରିକାକୁ ଏମିତି କହିଲା…

ନୂଆଦିଲ୍ଲୀ,୧୧।୬: ମଧ୍ୟପ୍ରାଚ୍ୟ ସଙ୍କଟ ମଧ୍ୟରେ, ଗତ କିଛି ଦିନ ଧରି ଓମାନ ଉପକୂଳରେ ଭାରତୀୟ ନାବିକମାନଙ୍କୁ ନେଇଯାଉଥିବା ଜାହାଜଗୁଡ଼ିକୁ ଟାର୍ଗେଟ କରାଯାଇଛି। ଭାରତର ବୈଦେଶିକ ମନ୍ତ୍ରଣାଳୟ (MEA) ଏହି ଆକ୍ରମଣକୁ ତୀବ୍ର ନିନ୍ଦା କରିଛି, ପରିସ୍ଥିତିକୁ ଚିନ୍ତାଜନକ ବୋଲି ବର୍ଣ୍ଣନା କରି…

ଦଳୀୟ କନ୍ଦଳ ମଝିରେ ମମତାଙ୍କୁ ଶତ୍ରୁଘ୍ନ ସିହ୍ନାଙ୍କ ସମର୍ଥନ! ବଡ଼ ପ୍ରତିଜ୍ଞା କରି କହିଲେ…

କୋଲକାତା,୧୧।୬: ତୃଣମୂଳ କଂଗ୍ରେସ (ଟିଏମସି) ଏମପି ଶତ୍ରୁଘ୍ନ ସିହ୍ନା ଦଳଠୁ ଅଲଗା ହେବା ନେଇ ଚାଲିଥିବା କଳ୍ପନାଜଳ୍ପନାର ଅନ୍ତ ଘଟାଇଛନ୍ତି । ଗୁରୁବାର ସେ କହିଛନ୍ତି ଯେ ମମତା ବାନାର୍ଜୀ ତାଙ୍କ କଷ୍ଟକର ସମୟରେ ତାଙ୍କ ସହିତ ଠିଆ ହୋଇଥିଲେ ଏବଂ…

କଂଗ୍ରେସରେ ବିଲୟ ହେବାକୁ ଯାଉଛି କି ଟିଏମସି? ଘଣ୍ଟା ଘଣ୍ଟା ବୈଠକ ପରେ କ’ଣ ନିଆଗଲା ନିଷ୍ପତ୍ତି ଜାଣନ୍ତୁ

କୋଲକାତା,୧୧।୬: ଦିଲ୍ଲୀରେ କଂଗ୍ରେସ ଦଳର ଏକ ପ୍ରମୁଖ ବୈଠକ ଶେଷ ହୋଇଛି; ରାହୁଲ ଗାନ୍ଧୀଙ୍କ ସମେତ ଅନେକ ବରିଷ୍ଠ ନେତା ଏଥିରେ ଉପସ୍ଥିତ ଥିଲେ। ବୈଠକ ସମୟରେ ଟିଏମସି ସହିତ ମିଶ୍ରଣ ସମ୍ପର୍କରେ ମଧ୍ୟ ଆଲୋଚନା ହୋଇଥିଲା, ଯଦିଓ ଏପରି ଆଲୋଚନା…

ବଙ୍ଗ ରାଜନୀତିରେ ହଇଚଇ! ମମତାଙ୍କୁ ବଡ଼ ଝଟ୍‌କା, ପୁତୁରା ଅଭିଷେକଙ୍କ ପାଇଁ ଦଳ ଛାଡ଼ିବେ କି କଲ୍ୟାଣ?

କୋଲକାତା,୧୧।୬: ମମତା ବାନାର୍ଜୀଙ୍କ ତୃଣମୂଳ କଂଗ୍ରେସ (ଟିଏମସି)କୁ ଝଟକା ପରେ ଝଟକା ଲାଗୁଛି । ମମତାଙ୍କ ନିକଟତମ ବିଶ୍ୱାସୀମାନଙ୍କ ମଧ୍ୟରୁ ଜଣେ କୁହାଯାଉଥିବା କଲ୍ୟାଣ ବାନାର୍ଜୀ ଏବେ ବିଦ୍ରୋହୀ ହେବାରେ ଲାଗିଛନ୍ତି । ଗୁରୁବାର ଦିନ, ଟିଏମସି ଏମପି କଲ୍ୟାଣ ଅଭିଷେକ…

ଫ୍ଲାଇଟ୍ ବିଳମ୍ବ ହେବାରୁ ନଷ୍ଟ ହେଲା ଚାଷୀଙ୍କ ଗଛ ! ଏୟାରଏସିଆକୁ କୋର୍ଟଙ୍କ ବଡ଼ ଝଟ୍‌କା, କ୍ଷତିପୂରଣ ଶୁଣିଲେ…

ନୂଆଦିଲ୍ଲୀ,୧୧।୬: ଏୟାର ଏସିଆ ବିମାନ କମ୍ପାନୀର ଉଡ଼ାଣ ବିଳମ୍ବ ଯୋଗୁଁ କେରଳର ଜଣେ ଚାଷୀଙ୍କ ଏକ ଗଛ ନଷ୍ଟ ହୋଇଗଲା। କେରଳର ପାଲକ୍କଡର ବାସିନ୍ଦା ଅବଦୁଲ ଅଜିଜ ହାଇବ୍ରିଡ୍ ଫଳ ଚାଷ ଏବଂ ଗବେଷଣାରେ ନିୟୋଜିତ। ସେ କେରଳର ଏକ ଗ୍ରାହକ…

ପୁଣି ଝାଲମୁଢି ଖାଇଲେ ମୋଦି: ଏଥର ଦୋକାନରେ ନୁହେଁ, ମୁଖ୍ୟମନ୍ତ୍ରୀଙ୍କ ହାତରୁ ଖାଇ…

ନୂଆଦିଲ୍ଲୀ,୧୧।୬:କେନ୍ଦ୍ରରେ ମୋଦି ସରକାର ଐତିହାସିକ ୧୨ ବର୍ଷ ଶାସନ ପୂରଣ କରିଛି। ଏହା ସହିତ ପ୍ରଧାନମନ୍ତ୍ରୀ ମୋଦି ପ୍ରଧାନମନ୍ତ୍ରୀ ଭାବରେ ସବୁଠାରୁ ଦୀର୍ଘ ଦିନ ପାଇଁ ରେକର୍ଡ ମଧ୍ୟ ସ୍ଥାପନ କରିଛନ୍ତି। ଏହି ଅବସରରେ ଦିଲ୍ଲୀରେ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (NDA)…

ସୁପ୍ରିମକୋର୍ଟଙ୍କ ଐତିହାସିକ ନିଷ୍ପତ୍ତି, ଦୁର୍ଘଟଣା ଜନିତ ମୃତ୍ୟୁରେ ଗୃହିଣୀଙ୍କୁ ମିଳିବ ମାସିକ ୩୦ ହଜାର ଟଙ୍କା କ୍ଷତିପୂରଣ!

ନୂଆଦିଲ୍ଲୀ,୧୧।୬: ଦୁର୍ଘଟଣାରେ ଯେତେବେଳେ କୌଣସି ବ୍ୟକ୍ତିଙ୍କର ମୃତ୍ୟୁ ହୁଏ, ସେତେବେଳେ ତାଙ୍କର ରୋଜଗାର କିମ୍ୱା ଦରମା ହିସାବରେ କ୍ଷତିପୂରଣ ସ୍ଥିର କରାଯାଏ। କିନ୍ତୁ ହୋମ ମେକର୍‌ (ଗୃହିଣୀ) ମହିଳାମାନଙ୍କ ସହ ଜଡ଼ିତ ମାମଲାରେ ଏହି ବିଷୟଟି ଜଟିଳ ହୋଇଯାଏ, କାରଣ ଗୃହିଣୀମାନଙ୍କର…

ମମତାଙ୍କ ଦଳରେ ବିଦ୍ରୋହର ସ୍ବର: TMC ଛାଡ଼ିଲେ ଆଉ ଜଣେ ଏମ୍‌ପି, ଏବେ ମାତ୍ର…

କୋଲକାତା,୧୧।୬: ତୃଣମୂଳ କଂଗ୍ରେସ (TMC)ର ସୁପ୍ରିମୋ ମମତା ବାନାର୍ଜୀଙ୍କୁ ଆଉ ଏକ ଝଟ୍‌କା। ଦଳର ଏମ୍‌ପିମାନେ ଏକାଠି ହୋଇ ଜଣଙ୍କ ପରେ ଜଣେ ମମତାଙ୍କ ହାତ ଛାଡୁଛନ୍ତି। ଏହି କ୍ରମରେ ଏବେ ରାଜ୍ୟସଭା ଏମ୍‌ପି ପ୍ରକାଶ ବରାଇକ ଟିଏମ୍‌ସିରୁ ଇସ୍ତଫା ଦେଇଛନ୍ତି।…

ପ୍ରି-ୱେଡିଂ ସୁଟ୍ ହେଲା କାଳ! ଗଭୀର ପାଣିରେ ଖସିପଡ଼ିଲେ ଯୁବକ, ବାନ୍ଧବୀ ସାମ୍ନାରେ ହେଲା ମୃତ୍ୟୁ

ଜୟପୁର,୧୧।୬: ରାଜସ୍ଥାନର ରାଜସମନ୍ଦ ଜିଲାର ଡିଭେରରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ବିବାହ ପୂର୍ବ ଫଟୋସୁଟ୍ ସମୟରେ ଜଣେ ଯୁବକ ପାଣିରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି । ଆନନ୍ଦରେ ଭରା ଏକ ମୁହୂର୍ତ୍ତ କିଛି ସେକେଣ୍ଡ ମଧ୍ୟରେ ଦୁଃଖଦ…

ଭଗବାନ ରାମଙ୍କ ବିଷୟରେ ମନ୍ତବ୍ୟ ମାମଲାରେ ବଢ଼ିଲା ରାହୁଲଙ୍କ ଅଡୁଆ, FIR….

ନୂଆଦିଲ୍ଲୀ,୧୧।୬: ରାହୁଲ ଗାନ୍ଧୀଙ୍କୁ ପୁଣି ଏକ ଝଟକା । ପ୍ରଭୁ ରାମଙ୍କ ବିଷୟରେ ମନ୍ତବ୍ୟ ଦେବା ନେଇ କଂଗ୍ରେସ ଏମପି ରାହୁଲ ଗାନ୍ଧୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା ଏଫଆଇଆରକୁ ରଦ୍ଦ କରିବାର ଆଦେଶକୁ ଖାରଜ କରିଦିଆଯାଇଛି । ବୁଧବାର ଦିନ, ବାରାଣସୀର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?