ଜାତୀୟ

ଭାଜପା ୫୦ ଆସନରେ ଜିତିଲେ ମୁହଁକଳା କରିବେ ବୋଲି କହିଥିଲେ, ଏବେ କଥା ରଖିବେ କଂଗ୍ରେସ ବିଧାୟକ

ଭୋପାଳ,୫।୧୨: ମଧ୍ୟପ୍ରଦେଶ ବିଧାନସଭା ନିର୍ବାଚନରେ ଭାଜପା ୫୦ ସିଟ୍‌ରେ ଜିତିଲେ ମୁହଁକଳା କରିବେ ବୋଲି କହିଥିଲେ କଂଗ୍ରେସ ବିଧାୟକ ଫୁଲ ସିଂ ବରେୟା। ଏବେ ତାହା ହୋଇଥିବା ଯୋଗୁ ସେ ତାଙ୍କର ପ୍ରତିଜ୍ଞାକୁ ପାଳନ କରିବେ ବୋଲି କହି ଚର୍ଚ୍ଚାକୁ ଆସିଛନ୍ତି।…

ଗୋଟିଏ ଦେଶ-ଗୋଟିଏ ସମ୍ବିଧାନ ଉପରେ ଟିଏମସି ଏମପିଙ୍କୁ କଡା ଜବାବ ଦେଲେ ଅମିତ ଶାହ, ଦାଦା ଆପଣଙ୍କ ବୟସ ହୋଇଯାଇଛି…

ନୂଆଦିଲ୍ଲୀ,୫।୧୨:‘ଦାଦା ଆପଣଙ୍କ ବୟସ ହୋଇଯାଇଛି’। ଲୋକସଭାରେ ଶୀତ ଅଧିବେଶନ ଚାଲିଥିବାବେଳେ ଟିଏମସି ଏମପି ସ୍ବାଗତ ରାୟଙ୍କୁ ଏପରି କଡା ଜବାଦ ଦେଇଛନ୍ତି କେନ୍ଦ୍ରମନ୍ତ୍ରୀ ଅମିତ ଶାହ। ସୂଚନାଯୋଗ୍ୟ, ଏମପି ସ୍ବାଗତ ସେହି ସମୟରେ ଜମ୍ମୁ କଶ୍ମିରରୁ ଅନୁଚ୍ଛେଦ ୩୭୦ ଉଚ୍ଛେଦ ନେଇ…

ଆଦାନୀ ଗ୍ରୁପ ବିରୋଧରେ ହିଣ୍ଡେନବର୍ଗ ରିପୋର୍ଟକୁ ନେଇ ଆମେରିକା ସରକାରଙ୍କ ବଡ ମନ୍ତବ୍ୟ, ରିପୋର୍ଟର ପ୍ରାସଙ୍ଗିତା ନାହିଁ

ନୂଆଦିଲ୍ଲୀ,୫।୧୨: ଗୌତମ ଆଦାନୀଙ୍କ ବିରୋଧରେ ହିଣ୍ଡେନବର୍ଗ ରିର୍ପୋଟରେ ଲଗାଯାଇଥିବା ଅଭିଯୋଗ ପ୍ରାସଙ୍ଗିକ ନୁହେଁ। ଏଭଳି ମନ୍ତବ୍ୟ ଦେଇଛନ୍ତି ଆମେରିକା ସରକାର। ଏପରି କହିବା ସହ ଆମେରିକା ଆଦାନୀ ଗ୍ରୁପକୁ ଶ୍ରୀଲଙ୍କାରେ କଣ୍ଟେନର ଟର୍ମିନାଲ ପାଇଁ ୫୫.୩କୋଟି ଆମେରିକା ଡଲାର ଋଣ ଦେଇଛି।…

ପରାଜୟ ପରେ ଇଣ୍ଡିଆ ମେଣ୍ଟର ପରାମର୍ଶ, ଓ୍ବାଏନାଡ ଛାଡି ଆମେଠିରୁ ଲଢନ୍ତୁ ରାହୁଲ

ନୂଆଦିଲ୍ଲୀ,୫।୧୨: ରାଜସ୍ଥାନ, ମଧ୍ୟପ୍ରଦେଶ ଓ ଛତିଶଗଡରେ କଂଗ୍ରେସ ଧରାଶାୟୀ ହେବା ପରେ ଏବେ କଂଗ୍ରେସର ଭବିଷ୍ୟତକୁ ନେଇ ପ୍ରଶ୍ନ ଉଠିବାରେ ଲାଗିଛି। ବିରୋଧୀ ମେଣ୍ଟ ଇଣ୍ଡିଆର ନେତା ତଥା ଏମପି ରାହୁଲ ଗାନ୍ଧୀଙ୍କୁ ଓ୍ବାଏନାଡରୁ ଆଗାମୀ ଲୋକସଭା ନିର୍ବାଚନ ନ ଲଢିବାକୁ…

କୋଲକତା ହେଉଛି ଦେଶର ସବୁଠାରୁ ସୁରକ୍ଷିତ ସହର

କୋଲକାତା,୫।୧୨: ଦେଶରେ ସବୁଠାରୁ ସୁରକ୍ଷିତ ସହର କେଉଁଟି? ଆପଣ ଜାଣନ୍ତି କି। ନ୍ୟାଶନାଲ କ୍ରାଇମ ରେକର୍ଡ ବ୍ୟୁରୋ ରେକର୍ଡ ଅନୁସାରେ ୨୦୨୩ରେ ଦେଶର ସବୁଠାରୁ ସୁରକ୍ଷିତ ସହର ଭାବେ କୋଲକାତାକୁ ମାନ୍ୟତା ମିଳିଛି। ଲଗାତାର ୩ୟ ଥର ପାଇଁ କୋଲକାତାକୁ ଦେଶର…

‘ଭାଜପା କେବଳ ଗୌମୂତ୍ର ରାଜ୍ୟରୁ ନିର୍ଵାଚନ ଜିତି ପାରିବ’, ଡିଏମକେ ଏମପିଙ୍କ ବିବାଦୀୟ ବୟାନ

ନୂଆଦିଲ୍ଲୀ, ୫ା୧୨: ରାଜସ୍ଥାନ, ମଧ୍ୟପ୍ରଦେଶ ଏବଂ ଛତିଶଗଡ଼ରେ ଭାଜପାର ବିଜୟକୁ କଟାକ୍ଷ କରି ଡିଏମକେ ଏମପି ଡିଏନବି ସେନ୍ଥିଲ କୁମାର ବିବାଦୀୟ ବୟାନ ଦେଇଛନ୍ତି। ମଙ୍ଗଳବାର ଲୋକ ସଭାରେ ସେ କହିଥିଲେ ଯେ, ”ଭାଜପା କେବଳ ହିନ୍ଦୀ ହାର୍ଟଲ୍ୟାଣ୍ଡରେ ନିର୍ବାଚନ ଜିତି…

ବିଶ୍ୱର ଟପ୍‌ ୧୦୦ ଅସ୍ତ୍ରଶସ୍ତ୍ର ନିର୍ମାତା କମ୍ପାନୀ ତାଲିକାରେ ୩ଭାରତୀୟ କମ୍ପାନୀ

ନୂଆଦିଲ୍ଲୀ,୫।୧୨: ମେକ ଇନ ଇଣ୍ଡିଆ ଓ ଆତ୍ମ ନିର୍ଭର ହୋଇ ଭାରତ ବିଶ୍ୱରେ ନିଜର ଗୋଟିକ ପରେ ଗୋଟିଏ ଛାପ ଛାଡିଛି। ଚନ୍ଦ୍ରର ଦକ୍ଷିଣ ମେରୁରେ ଚନ୍ଦ୍ରାୟାନ ଓହ୍ଲାଇ ବିଶ୍ୱରେ ପ୍ରଥମ ଦେଶ ଭାବେ ଇତିହାସ ରଚି ସାରିଛି। ବର୍ତ୍ତମାନ ଅସ୍ତ୍ରଶସ୍ତ୍ର…

ଶିବରାଜଙ୍କ ବଡ଼ ବୟାନ: ମୁଖ୍ୟମନ୍ତ୍ରୀ ପଦ ଲାଗି ମୁଁ ଦାବିଦାର ନା ଥିଲି, ନା ଅଛି…

ଭୋପାଳ,୫।୧୨: ନିକଟରେ ଶେଷ ହୋଇଥିବା ମଧ୍ୟପ୍ରଦେଶ ବିଧାନସଭା ନିର୍ବାଚନରେ ବିଜୟ ପତାକା ଉଡ଼ାଇଛି ଭାଜପା। ଏବେ ରାଜ୍ୟର ଆଗାମୀ ମୁଖ୍ୟମନ୍ତ୍ରୀ କିଏ ହେବ ସେ ନେଇ ମାନସମନ୍ଥନ ଚାଲିଛି। ଏଭଳି ସମୟରେ ବର୍ତ୍ତମାନର ମୁଖ୍ୟମନ୍ତ୍ରୀ ଶିବରାଜ ସିଂହ ଚୌହ୍ବାନ ବଡ଼ ବୟାନ…

ଏହି ବ୍ୟକ୍ତିଙ୍କୁ ଇଣ୍ଟରଭ୍ୟୁ ଦେବାରୁ ହାରିଗଲେ ଛତିଶଗଡ ମୁଖ୍ୟମନ୍ତ୍ରୀ ବଘେଲ, ପଞ୍ଜାବ ପୂର୍ବ ମୁଖ୍ୟମନ୍ତ୍ରୀ ଚନ୍ନିଙ୍କ ମଧ୍ୟ ହୋଇଥିଲା ସମଦଶା, ଭାଇରାଲ ହେଉଛି ଭିଡିଓ

ନୂଆଦିଲ୍ଲୀ,୫।୧୨: ଫାଇନାଲ ମ୍ୟାଚ ପୁର୍ବରୁ ସେମିଫାଇନାଲ ମ୍ୟାଚରେ ଫେଲ ମାରିଛି କଂଗ୍ରେସ। କଂଗ୍ରେସ ରାଜ୍ୟ କୁହାଯାଉଥିବା ଛତିଶଗଡରେ ଏଥରର ବିଧାନସଭା ନିର୍ବାଚନରେ ଦଳ ଧରାଶାୟୀ ହୋଇଛି। ଯାହାକୁ ନେଇ ଜାତୀୟ ରାଜନୀତିରେ ଚର୍ଚ୍ଚା ଲାଗି ରହିଛି। ରାଜନୈତିକ ବିଶେଷଜ୍ଞନୁସାରେ ଛତିଶଗଡ ପୂର୍ବ…

Video: ଜୟପୁରରେ କର୍ନି ସେନା ସଭାପତି ସୁଖଦେବ ସିଂଙ୍କୁ ହତ୍ୟା, ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ ଦେଇଥିଲା ଧମକ

ନୂଆଦିଲ୍ଲୀ,୫।୧୨: ରାଜସ୍ଥାନର ରାଜଧାନୀ ଜୟପୁରରେ ରାଷ୍ଟ୍ରୀୟ କର୍ନି ସେନା ଅଧ୍ୟକ୍ଷ ସୁଖଦେବ ସିଂ ଗୋଗାମେଦିଙ୍କୁ ଗୁଳି ମାରି ହତ୍ୟା କରିଛନ୍ତି ଅଜଣା ଦୁର୍ବୁତ୍ତ। ଦିନ ଦିପ୍ରହରରେ ହତ୍ୟାକାଣ୍ଡରେ ଅଞ୍ଚଳରେ ଆତଙ୍କ ଖେଳି ଯାଇଛି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।…

ସ୍ଥଳଭାଗ ଛୁଇଁଲା ବାତ୍ୟା ‘ମିଗଜୋମ’: ୯୦ରୁ ୧୧୦ କି.ମି. ମଧ୍ୟରେ ବୋହୁଛି ପବନ

ହାଇଦ୍ରାବାଦ୍‌,୫।୧୨: ବାତ୍ୟା ‘ମିଗଜୋମ’ ଭୀଷଣ ରୂପ ନେଇ ଦକ୍ଷିଣ ଆନ୍ଧ୍ର ଉପକୂଳ ନେଲୋର ଏବଂ ମଚ୍ଛଲିପଟନମରେ ସ୍ଥଳଭାଗ ଛୁଇଁଛି। ସ୍ଥଳଭାଗ ଛୁଇଁବା ପରେ ବାତ୍ୟାର ବେଗ ଘଣ୍ଟା ପ୍ରତି ୯୦ରୁ ୧୧୦ କି.ମି. ମଧ୍ୟରେ ରହିଛି। ଆଜି ମଧ୍ୟରାତ୍ର ବେଳକୁ ବାତ୍ୟା…

ଇଣ୍ଡିଆ ମେଣ୍ଟ ବୈଠକ ସ୍ଥଗିତ, ମମତା-ନୀତୀଶ-ଅଖିଳେଶ ଯୋଗ ଦେବାକୁ ମନା କରିବା ପରେ ନିଷ୍ପତ୍ତି

ନୂଆଦିଲ୍ଲୀ,୫।୧୨: ବୁଧବାର ଦିନ ଧାର୍ଯ୍ୟ ହୋଇଥିବା ବିରୋଧୀ ଗୋଷ୍ଠୀଙ୍କ ଇଣ୍ଡିଆ ମେଣ୍ଟ’ର ବୈଠକ ସ୍ଥଗିତ ରଖାଯାଇଛି। କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ ଏହି ବୈଠକ ଡିସେମ୍ବର ୬ କୁ ଦିଲ୍ଲୀରେ ଡାକିଥିଲେ। ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର, ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?