ଜାତୀୟ

ଇଣ୍ଡିଆ ମେଣ୍ଟ ବୈଠକ ସ୍ଥଗିତ, ମମତା-ନୀତୀଶ-ଅଖିଳେଶ ଯୋଗ ଦେବାକୁ ମନା କରିବା ପରେ ନିଷ୍ପତ୍ତି

ନୂଆଦିଲ୍ଲୀ,୫।୧୨: ବୁଧବାର ଦିନ ଧାର୍ଯ୍ୟ ହୋଇଥିବା ବିରୋଧୀ ଗୋଷ୍ଠୀଙ୍କ ଇଣ୍ଡିଆ ମେଣ୍ଟ’ର ବୈଠକ ସ୍ଥଗିତ ରଖାଯାଇଛି। କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ ଏହି ବୈଠକ ଡିସେମ୍ବର ୬ କୁ ଦିଲ୍ଲୀରେ ଡାକିଥିଲେ। ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର, ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା…

”ସେମାନେ ଅହଂକାର, ମିଛ, ନିରାଶା ଏବଂ ଅଜ୍ଞତାକୁ ନେଇ ଖୁସି ହେବା ଉଚିତ୍”, ପୁଣି ବିରୋଧୀଙ୍କୁ ଟାର୍ଗେଟ କଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୫।୧୨: ଦେଶର ପାଞ୍ଚଟି ରାଜ୍ୟରେ ଅନୁଷ୍ଠିତ ବିଧାନସଭା ନିର୍ବାଚନ ସମାପ୍ତ ହୋଇଛି। ହିନ୍ଦୀ ହାର୍ଟଲ୍ୟାଣ୍ଡକୁ ଭାଜପା ସମ୍ପୂର୍ଣ୍ଣ ଭାବେ କବଜା କରିଛି। ରାଜସ୍ଥାନ, ମଧ୍ୟପ୍ରଦେଶ ଏବଂ ଛତିଶଗଡରେ ଭାଜପା ବହୁମତ ପାଇଥିବା ବେଳେ ତେଲଙ୍ଗାନାରେ କଂଗ୍ରେସ ଏବଂ ଜେଜେଏମ ମିଜୋରାମରେ ଜିତିଛି।…

ରେବନ୍ଥ ରେଡ୍ଡୀ ହେବେ ତେଲଙ୍ଗାନାର ଆଗାମୀ ମୁଖ୍ୟମନ୍ତ୍ରୀ, ବୁଧବାର ନେଇପାରନ୍ତି ଶପଥ

ହାଇଦ୍ରାବାଦ, ୫।୧୨: ତେଲଙ୍ଗାନାର ଆଗାମୀ ମୁଖ୍ୟମନ୍ତ୍ରୀ ହେବେ ରାଜ୍ୟ କଂଗ୍ରେସ ସଭାପତି ରେବନ୍ଥ ରେଡ୍ଡୀ। ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ କଂଗ୍ରେସ ହାଇକମାଣ୍ଡ ଏହି ନିଷ୍ପତ୍ତି ଉପରେ ମୋହର ମାରିଛନ୍ତି ଏବଂ ଆସନ୍ତା କାଲି ଅର୍ଥାତ ବୁଧବାର କିମ୍ବା ପରଦିନ ଶପଥ…

‘ଇଣ୍ଡିଆ’ ମେଣ୍ଟରେ ଫାଟ! ବୈଠକରେ ଯୋଗଦେବେନି ଅଖିଳେଶ

ନୂଆଦିଲ୍ଲୀ,୫।୧୨: ଡିସେମ୍ବର ୬ରେ ଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା ବିରୋଧୀ ମେଣ୍ଟ ‘ଇଣ୍ଡିଆ’ରେ ଫାଟ ସୃଷ୍ଟି ହୋଇଛି। ଏହି ବୈଠକରେ ସମାଜବାଦୀ ପାର୍ଟି ମୁଖ୍ୟ ଅଖିଳେଶ ଯାଦବ ଅଂଶଗ୍ରହଣ କରିବେ ନାହିଁ ବୋଲି ଜଣାପଡିଛି। ଏହା ହେଉଛି ‘ଇଣ୍ଡିଆ’ର ବରିଷ୍ଠ ନେତାଙ୍କ…

ସଡ଼କ ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କ ପାଇଁ ବଡ଼ ସୁବିଧା ଦେବେ ସରକାର

ନୂଆଦିଲ୍ଲୀ,୫।୧୨: ସଡ଼କ ଦୁର୍ଘଟଣାରେ ଅଧିକାଂଶ ମୃତ୍ୟୁ ଚିକିତ୍ସାରେ ବିଳମ୍ବ ହେତୁ ଘଟିଥାଏ। ଏହି ଗମ୍ଭୀର ପ୍ରସଙ୍ଗକୁ ଧ୍ୟାନରେ ରଖି ସରକାର ଶୀଘ୍ର ସଡ଼କ ଦୁର୍ଘଟଣା ମାମଲାରେ ମାଗଣା ଚିକିତ୍ସା ପାଇଁ ବ୍ୟବସ୍ଥା କରିବାକୁ ଯାଉଛନ୍ତି। ଯାହାଦ୍ୱାରା ଆହତମାନେ ଯଥାଶୀଘ୍ର ମାଗଣା ଚିକିତ୍ସା…

ସ୍ଥଳଭାଗ ମୁହାଁ ବାତ୍ୟା ‘ମିଗ୍‌ଜୋମ’: ନେଲୋର-ମଚ୍ଛଲିପଟନମ୍‌ ଦେଇ କରିବ ଅତିକ୍ରମ

ଚେନ୍ନାଇ,୫।୧୨: ପଶ୍ଚିମ କେନ୍ଦ୍ରୀୟ ଏବଂ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଦକ୍ଷିଣ ଆନ୍ଧ୍ର ଓ ତାମିଲନାଡୁ ଉପକୂଳରେ କେନ୍ଦ୍ରୀଭୂତ ହୋଇଥିବା ସାମୁଦ୍ରିକ ଝଡ଼ ‘ମିଗ୍‌ଜୋମ’ ଭୟଙ୍କର ରୂପ ନେଇ ତାଣ୍ଡବ ଚରିବା ଆରମ୍ଭ କରିଦେଇଛି। ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଘଣ୍ଟା ପ୍ରତି…

ମୁଖ୍ୟ ଦାବିଦାର ରେଭନ୍ଥ ରେଡ୍ଡୀ

ହାଇଦ୍ରାବାଦ,୫ା୧୨: ତେଲଙ୍ଗାନାର ଦ୍ୱିତୀୟ ବିଧାନସଭାର କାର୍ଯ୍ୟକାଳ ଶେଷ ହେବା ପରେ ତୃତୀୟ ବିଧାନସଭା ଆରମ୍ଭ ହେବାକୁ ଯାଉଛି। ଏଥିପାଇଁ ରାଜ୍ୟପାଳ ତାମିଲିସାଇ ସୌନ୍ଦରାରାଜନ୍‌ ସୋମବାର ବିଧାନସଭାକୁ ଭଙ୍ଗ କରିଛନ୍ତି। ନଭେମ୍ବର ୩୦ରେ ରାଜ୍ୟର ୧୧୯ ଆସନ ପାଇଁ ଭୋଟ ଗ୍ରହଣ କରାଯାଇଥିଲା।…

ମହୁଆଙ୍କୁ ବହିଷ୍କାର ନିଷ୍ପତ୍ତି ପୂର୍ବରୁ ଆଲୋଚନା ହେଉ

ନୂଆଦିଲ୍ଲୀ,୫ା୧୨(ପି.ଟି.): ପ୍ରଶ୍ନ ପାଇଁ ଲାଞ୍ଚ ମାମଲାରେ ଟିଏମ୍‌ସି ଏମ୍‌ପି ମହୁଆ ମୋଇତ୍ରଙ୍କୁ ଲୋକ ସଭାରୁ ବହିଷ୍କାର କରିବା ଲାଗି ଏଥିକ୍ସ କମିଟି ସୁପାରିସ୍‌ କରିଥିଲା। ଉକ୍ତ ରିପୋର୍ଟ ଉପରେ କୌଣସି ନିଷ୍ପତ୍ତି ନେବା ପୂର୍ବରୁ ଗୃହରେ ଆଲୋଚନା କରିବା ନିମନ୍ତେ ବିରୋଧୀ…

ମିଗ୍‌ଜୋମ ତାଣ୍ଡବ: ୫ ମୃତ, ଅନେକ ଉଡ଼ାଣ ରଦ୍ଦ

ଚେନ୍ନାଇ,୫।୧୨: ଦେଶର ଦକ୍ଷିଣ ରାଜ୍ୟରେ ବାତ୍ୟା ମିଗ୍‌ଜୋମ ତାଣ୍ଡବ ରଚିଛି। ଚେନ୍ନାଇରେ ପ୍ରବଳ ବର୍ଷା ଓ ପ୍ରବଳ ପବନ ସହିତ ଘଟଣାରେ ଅତି କମରେ ୫ ଜଣଙ୍କର ମୃତ୍ୟୁ ହୋଇଛି। ରନୱେରେ ପାଣି ଲଗାଯିବା କାରଣରୁ ବିମାନବନ୍ଦରରେ ବିମାନ ଚଳାଚଳ ମଧ୍ୟ…

ସଂସଦର ଶୀତକାଳୀନ ଅଧିବେଶନର ଆଜି ଦ୍ୱିତୀୟ ଦିନ, ଦେଶର ଆର୍ଥିକ ସ୍ଥିତିକୁ ନେଇ ହୋଇପାରେ ଚର୍ଚ୍ଚା

ନୂଆଦିଲ୍ଲୀ,୫।୧୨: ସଂସଦର ଶୀତ ଅଧିବେଶନ ସୋମବାରଠାରୁ ଆରମ୍ଭ ହୋଇଛି। ଆଜି ଅର୍ଥାତ୍‌ ମଙ୍ଗଳବାର ଶୀତ ଅଧିବେଶନର ଦ୍ୱିତୀୟ ଦିନ। ଏହି ଅଧିବେଶନରେ ଅନେକ ପ୍ରମୁଖ ବିଲ ଆଗତ କରାଯାଇପାରିବ। ଅଧିବେଶନ ଆରମ୍ଭ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଗଣମାଧ୍ୟମ ସହ…

ଆନ୍ଧ୍ର ମୁହାଁ ବାତ୍ୟା ମିଗଜୋମ, ପ୍ରବଳ ବର୍ଷାରେ ବୁଡ଼ିଲା ତାମିଲନାଡୁ

ଚେନ୍ନାଇ,୪ା୧୨: ବାତ୍ୟା ମିଗଜୋମ ଯୋଗୁଁ ଆନ୍ଧ୍ରପ୍ରଦେଶ, ତାମିଲନାଡୁ ଏବଂ ପୁଡୁଚେରୀରେ ବର୍ତ୍ତମାନ ପ୍ରବଳ ବର୍ଷା ଲାଗି ରହିଛି। ପ୍ରବଳ ବର୍ଷା ହେତୁ ଚେନ୍ନାଇ ସହର ଏବଂ ବିମାନବନ୍ଦରର ରନୱେ ଜଳମଗ୍ନ ହୋଇଯାଇଛି। ବର୍ଷାରେ ସୃଷ୍ଟି ହୋଇଥିବା ବନ୍ୟା ଏତେ ଶକ୍ତିଶାଳୀ ଯେ…

ମିଜୋରାମ ବିଧାନସଭା ନିର୍ବାଚନରେ ସବୁଠୁ ପଛରେ କଂଗ୍ରେସ-ଭାଜପା, ଜାଣନ୍ତୁ କେତେ ପ୍ରତିଶତ ମିଳିଲା ଭୋଟ୍

ନୂଆଦିଲ୍ଲୀ,୪ା୧୨: ମିଜୋରାମରେ ଜୋରାମ ପିପୁଲ୍ସ ମୁଭମେଣ୍ଟ (ଜେଡପିଏମ) ୨୭ ଟି ଆସନ ଜିତି ସରକାର ଗଠନ ପାଇଁ ଏକ ସ୍ୱଚ୍ଛ ସଂଖ୍ୟାଗରିଷ୍ଠତା ହାସଲ କରିଛି। ଏହି ବିଜୟ ପରେ ଦଳ ମଙ୍ଗଳବାର ବିଧାନସଭା ଦଳର ବୈଠକ ଡାକିଛି। ଏହି ସମୟରେ ପ୍ରଧାନମନ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?