ପୋଲିଂ ପାର୍ଟିକୁ ମାଓବାଦୀଙ୍କ ଟାର୍ଗେଟ
ରାୟପୁର,୭ା୧୧: ଛତିଶଗଡ଼ରେ ପ୍ରଥମ ପର୍ଯ୍ୟାୟ ମତଦାନର ଦିନକ ପୂର୍ବରୁ କଙ୍କେର୍ ଜିଲାରେ ପୋଲିଂ ପାର୍ଟିକୁ ଟାର୍ଗେଟ କରି ମାଓବାଦୀମାନେ ଆଇଇଡି ବିସ୍ଫୋରଣ ଘଟାଇଛନ୍ତି। ଏଥିରେ ସୀମା ସୁରକ୍ଷା ବଳ (ବିଏସ୍ଏଫ୍)ର ଜଣେ କନ୍ଷ୍ଟେବଲ ଏବଂ ଦୁଇଜଣ ପୋଲିଂ କର୍ମଚାରୀ ଆହତ ହୋଇଛନ୍ତି।…
ଭୋଟ ଦେଲେ ମୁଖ୍ୟମନ୍ତ୍ରୀ, ମିଜୋରାମ ସମସ୍ତ ୪୦ ଆସନ ପାଇଁ ଭୋଟ ଗ୍ରହଣ ଆରମ୍ଭ
ଆଇଜଲ,୭।୧୧: ମିଜୋରାମର ସମସ୍ତ ୪୦ ବିଧାନସଭା ଆସନ ଲାଗି ମଙ୍ଗଳବାର ସକାଳୁ ଭୋଟ ଗ୍ରହଣ ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ଜୋରମଥାଙ୍ଗା ଭୋଟ ଦେଇ ସାରିଥିବା ବେଳେ ୪୦ ଲକ୍ଷ ଭୋଟର ଏଥର ମତଦାନ କରିବେ। ମିଜୋରାମ ମୁଖ୍ୟମନ୍ତ୍ରୀ ତଥା ମିଜୋ ନ୍ୟାସନାଲ…
ଛତିଶଗଡ଼ର ୨୦ ବିଧାନସଭା ଆସନ ପାଇଁ ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ଆରମ୍ଭ
ରାୟପୁର,୭।୧୧: ଛତିଶଗଡ଼ରେ ବିଧାନସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟରେ ୨୦ଟି ଆସନ ପାଇଁ ମତଦାନ ଆରମ୍ଭ ହୋଇଛି। ଏଥିମଧ୍ୟରେ ବସ୍ତର ଡିଭିଜନର ସମସ୍ତ ୧୨ଟି ଆସନ ଏବଂ ଦୁର୍ଗ ଡିଭିଜନର ୮ଟି ଆସନ ଅନ୍ତର୍ଭୁକ୍ତ। ପ୍ରଥମ ପର୍ଯ୍ୟାୟରେ ତତ୍କାଳୀନ ରମଣ କ୍ୟାବିନେଟର ୫…
ଭାରତରୁ ଏକ ଲକ୍ଷ ଶ୍ରମିକ ମଗାଇଲା ଇସ୍ରାଏଲ, ଜାଣନ୍ତୁ କ’ଣ ରହିଛି ଏହା ପଛର କାରଣ ?’
ନୂଆଦିଲ୍ଲୀ,୬।୧୧: ହମାସ ସହିତ ଯୁଦ୍ଧ ମଧ୍ୟରେ ଭାରତକୁ ସାହାଯ୍ୟ ମାଗିଛି ଇସ୍ରାଏଲ। ଦେଶରୁ ପାଲେଷ୍ଟାଇନ ଶ୍ରମିକ ଯିବା ପରେ ଭାରତରୁ ଏକ ଲକ୍ଷ ଶ୍ରମିକ ମାଗିଛି ଇସ୍ରାଏଲ। ବର୍ତ୍ତମାନ ଇସ୍ରାଏଲରେ ବିଭିନ୍ନ ନିର୍ମାଣ କାର୍ଯ୍ୟରେ ନିୟୋଜିତ ଥିବା ଏକ ଲକ୍ଷ ପାଲେଷ୍ଟାଇନ…
ସୁପ୍ରିମକୋର୍ଟକୁ ମିଳିବ ୩ ନୂଆ ବିଚାରପତି, ୩ ହାଇକୋର୍ଟର ମୁଖ୍ୟ ବିଚାରପତିଙ୍କ ନାଁ ସୁପାରିସ
ନୂଆଦିଲ୍ଲୀ,୬।୧୧: ସୁପ୍ରିମକୋର୍ଟ କଲେଜିୟମ ସୋମବାର ୩ ଜଣ ହାଇକୋର୍ଟର ମୁଖ୍ୟ ବିଚାରପତିଙ୍କୁ ସୁପ୍ରିମକୋର୍ଟରେ ପଦୋନ୍ନତି ପାଇଁ ସୁପାରିଶ କରିଛନ୍ତି। ଏଥିମଧ୍ୟରେ ଦିଲ୍ଲୀ ହାଇକୋର୍ଟର ମୁଖ୍ୟ ବିଚାରପତି ସତୀଶ ଚନ୍ଦ୍ର ଶର୍ମା, ରାଜସ୍ଥାନ ହାଇକୋର୍ଟର ମୁଖ୍ୟ ବିଚାରପତି ଅଗଷ୍ଟିନ ଜର୍ଜ ମାସିହ ଏବଂ…
ଜେଲରୁ ସରକାର ଚଲାଇବେ ଅରବିନ୍ଦ କେଜ୍ରିୱାଲ; ଜାଣନ୍ତୁ କାହିଁକି ଏପରି କହିଲେ ଦିଲ୍ଲୀ ବିଧାୟକ
ନୂଆଦିଲ୍ଲୀ,୬/୧୧: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ପ୍ରବର୍ତ୍ତନ ନିର୍ଦେଶାଳୟ(ଇଡି) ନୋଟିସ ପଠାଇବା ପରେ ଆମ୍ ଆଦମୀ ପାର୍ଟି(ଏଏପି) ର ଚିନ୍ତା ବଢିଯାଇଛି। ଏଥିପାଇଁ ଏଏପି ଆଗୁଆ କୋର୍ଟ ଶରଣରେ ଯିବାକୁ ନିଷ୍ପତି ନେଇଛି। ଯଦି ଇଡି ଭବିଷ୍ୟତରେ କେଜ୍ରିୱାଲଙ୍କୁ ଗିରଫ କରେ…
ବ୍ୟାଙ୍କ ଠକେଇ ମାମଲା: ପଞ୍ଜାବରେ ଏଏପି ବିଧାୟକଙ୍କୁ ଗିରଫ କଲା ଇଡି
ନୂଆଦିଲ୍ଲୀ,୬/୧୧: ପଞ୍ଜାବରେ ଆଉ ଜଣେ ଆମ୍ ଆଦମୀ ପାର୍ଟି(ଏଏପି) ବିଧାୟକଙ୍କ ସମସ୍ୟା ବଢିଯାଇଛି। ପ୍ରବର୍ତ୍ତନ ନିର୍ଦେଶାଳୟ(ଇଡି) ଏଏପି ବିଧାୟକ ଯଶବନ୍ତ ସିଂହ ଗଜ୍ଜନ ମାଜରାଙ୍କୁ ଗିରଫ କରିଛି। ସଞ୍ଜୟଙ୍କ ଉପରେ ୪୦ କୋଟି ଟଙ୍କାର ବ୍ୟାଙ୍କ ଠକେଇ ଅଭିଯୋଗ ରହିଛି। ରିପୋର୍ଟ…
ମୁଁ ଯାହା କହିଥିଲି କିଛି ଭୁଲ ନାହିଁ : ସନାତନ ଧର୍ମ ଉପରେ ଦେଇଥିବା ବୟାନକୁ ନେଇ କହିଲେ ଉଦୟନିଧି ଷ୍ଟାଲିନ
ଚେନ୍ନାଇ,୬।୧୧: ତାମିଲନାଡୁର ଯୁବ କଲ୍ୟାଣ ମନ୍ତ୍ରୀ ଉଦୟନିଧି ଷ୍ଟାଲିନ ସନାତନ ଧର୍ମ ଉପରେ ଦେଇଥିବା ମନ୍ତବ୍ୟକୁ ନେଇ ଅଟଳ ଅଛନ୍ତି। ସୋମବାର ସେ ଏହାକୁ ଦୋହରାଇ କହିଛନ୍ତି ଯେ, ସେ ଦେଇଥିବା ମନ୍ତବ୍ୟରେ କିଛି ଭୁଲ ନାହିଁ। ଖବରଦାତାମାନଙ୍କ ସହ କଥାବାର୍ତ୍ତା…
ଗୁଜରାଟୀ ଲୋକଙ୍କ ଉପରେ ବିବାଦୀୟ ବୟାନ: ତେଜସ୍ବୀ ଯାଦବଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ଆଶ୍ୱସ୍ତି
ନୂଆଦିଲ୍ଲୀ,୬।୧୧: ବିହାରର ଉପମୁଖ୍ୟମନ୍ତ୍ରୀ ତେଜସ୍ବୀ ଯାଦବ ସୁପ୍ରିମକୋର୍ଟଙ୍କଠାରୁ ଏକ ବଡ଼ ଆଶ୍ୱସ୍ତି ପାଇଛନ୍ତି। ଗୁଜରାଟୀ ଲୋକଙ୍କ ଉପରେ ଦେଇଥିବା ବିବାଦୀୟ ବିବୃତ୍ତି ସଂପର୍କକୁ ନେଇ ତାଙ୍କ ବିରୋଧରେ ହୋଇଥିବା ଅପରାଧିକ ମାନହାନୀ ଅଭିଯୋଗର କାର୍ଯ୍ୟାନୁଷ୍ଠାନ ସ୍ଥଗିତ ରଖାଯାଇଛି। ବର୍ତ୍ତମାନ କୋର୍ଟ ଏହି…
ଇରାନ ରାଷ୍ଟ୍ରପତିଙ୍କ ସହ ଫୋନରେ କଥା ହେଲେ ପ୍ରଧାନମନ୍ତ୍ରୀ ମୋଦି
ନୂଆଦିଲ୍ଲୀ,୬।୧୧: ଇସ୍ରାଏଲ ଏବଂ ହମାସ ମଧ୍ୟରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର (ନଭେମ୍ବର ୬) ଇରାନ ରାଷ୍ଟ୍ରପତି ଇବ୍ରାହିମ ରାଇସିଙ୍କ ସହ ଫୋନରେ କଥା ହୋଇଛନ୍ତି। ପ୍ରଧାନମନ୍ତ୍ରୀ ମୋଦି ସୋସିଆଲ ମିଡିଆ ଏକ୍ସରେ ଲେଖିଛନ୍ତି, ପଶ୍ଚିମ ଏସିଆର…
ମଙ୍ଗଳବାରଠୁ ଆରମ୍ଭ ହେବ ଜଳ ଦୀପାବଳି – “ମହିଳାଙ୍କ ପାଇଁ ଜଳ, ଜଳ ପାଇଁ ମହିଳା ଅଭିଯାନ”
ନୂଆଦିଲ୍ଲୀ,୬।୧୧: କେନ୍ଦ୍ର ଗୃହ ନିର୍ମାଣ ଓ ସହରାଞ୍ଚଳ ବ୍ୟାପାର ମନ୍ତ୍ରଣାଳୟ ଏହାର ମହତ୍ତ୍ୱାକାଂକ୍ଷୀ ଯୋଜନା ଅଟଳ ମିଶନ ଫର ରିଜୁଭିନେସନ୍ ଆଣ୍ଡ୍ ଅର୍ବାନ ଟ୍ରାନ୍ସଫରମେସନ୍ (ଅମୃତ) ଅଧୀନରେ ଜାତୀୟ ସହରାଞ୍ଚଳ ଜୀବିକା ମିଶନ (ଘଟଖଗ) ସହଭାଗିତାରେ ‘ଜଳ ପାଇଁ ମହିଳା, ମହିଳାଙ୍କ…
ଲଞ୍ଚ ହେଲା ‘ଭାରତ ଅଟା’: କିଲୋ ମାତ୍ର ୨୭ ଟଙ୍କା ୫୦ ପଇସାରେ ଅଟା ବିକିବେ ସରକାର
ନୂଆଦିଲ୍ଲୀ,୬।୧୧: ଦୀପାବଳି ପୂର୍ବରୁ ବଢୁଥିବା ଦରଦାମ୍ ମଧ୍ୟରେ ଉପଭୋକ୍ତା ମାନଙ୍କ ପାଇଁ ବଡ଼ ନିଷ୍ପତି ନେଇଛନ୍ତି କେନ୍ଦ୍ର ସରକାର। ସୋମବାର ଠାରୁ ରିହାତି ଦରରେ ଅଟା ବିକିବା ଆରମ୍ଭ ହୋଇଛି। ଏହି ଅଟା ଦେଶ ବିଭିନ୍ନ ସ୍ଥାନରେ ଗହମ ଠାରୁ ମଧ୍ୟ…
Archives


