ଜାତୀୟ

ପୋଷା କୁକୁର ବୁଲାଇବାକୁ ଷ୍ଟାଡିୟମ ଖାଲି କରିଥିବା ଆଇଏଏସ୍‌ଙ୍କ ଉପରେ ବଡ଼ କାର୍ଯ୍ୟାନୁଷ୍ଠାନ, ବାଧ୍ୟତାମୂଳକ ଅବସର ଦେଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ,୨୭।୯: ରାଜଧାନୀ ଦିଲ୍ଲୀରେ ଗତ ବର୍ଷ ଏକ ଆଇଏଏସ୍‌ ଦମ୍ପତ୍ତି ନିଜର ପୋଷା କୁକୁର ବୁଲାଇବାକୁ ପୁରା ଷ୍ଟାଡିୟମ ଖାଲି କରୁଥିବା ମାମଲା ବେଶ ଚର୍ଚ୍ଚାରେ ରହିଥିଲା। ଏହା ସାମ୍ନାକୁ ଆସିବା ପରେ କାର୍ଯ୍ୟାନୁଷ୍ଠାନସ୍ବରୂପ ଦମ୍ପତ୍ତିଙ୍କୁ ଅନ୍ୟତ୍ର ଟ୍ରାନ୍ସଫର କରିଦିଆଯାଇଥିଲା। ହେଲେ…

ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କ ବାସଭବନର ନବୀକରଣ ମାମଲା: ସିବିଆଇ ଯାଞ୍ଚ ଆରମ୍ଭ

ନୂଆଦିଲ୍ଲୀ,୨୭।୯: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କ ବାସଭବନର ନବୀକରଣ ମାମଲାରେ ସିବିଆଇ ପ୍ରାଥମିକ ତଦନ୍ତ ଆରମ୍ଭ କରିଛି। ଏହି ପରିପ୍ରେକ୍ଷୀରେ କେନ୍ଦ୍ରୀୟ ଏଜେନ୍ସି ଦିଲ୍ଲୀ ସରକାରଙ୍କଠାରୁ ଫାଇଲ ମାଗିଛି। ପ୍ରାଥମିକ ଅନୁସନ୍ଧାନ ଏକ ଆପରାଧିକ ମାମଲା ନୁହେଁ ବରଂ ଆପରାଧିକ ତଦନ୍ତ…

ମୋ ନାଁରେ କୌଣସି ଘର ନାହିଁ, କିନ୍ତୁ ଲକ୍ଷ ଲକ୍ଷ ମହିଳାଙ୍କୁ ଘରର ମାଲିକାଣୀ କରିଛି: ମୋଦି

ଅହମ୍ମଦାବାଦ୍‌,୨୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨ ଦିନିଆ ଗୁଜରାଟ ଗସ୍ତରେ ଅଛନ୍ତି। ବୁଧବାର ଭଦୋଦରାଠାରେ ସେ ଏକ ରୋଡ ଶୋ’ କରିଥିଲେ। ରୋଡ ଶୋ’ ପରେ ପ୍ରଧାନମନ୍ତ୍ରୀ ନାରୀ ଶକ୍ତି ବନ୍ଦନ ଅଭିନନ୍ଦନ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଥିଲେ। ତାଙ୍କୁ ଏଠାରେ ଅଭୂତପୂର୍ବ…

ସଂସଦରେ ଆପତ୍ତିଜନକ ମନ୍ତବ୍ୟ ଦେଇଥିବା ବିଧୁରୀଙ୍କୁ ଭାଜପା ଦେଲା ବଡ଼ ଦାୟିତ୍ୱ

ନୂଆଦିଲ୍ଲୀ,୨୭।୯: ସଂସଦ ସ୍ବତନ୍ତ୍ର ଅଧିବେଶନରେ ବହୁଜନ ସମାଜ ପାର୍ଟି (ବିଏସ୍‌ପି) ଏମ୍‌ପି କୁଅଁର ଦାନିସ ଅଲୀଙ୍କ ବିରୋଧରେ ଆପତ୍ତିଜନକ ମନ୍ତବ୍ୟ ଦେଇଥିବା ଭାଜପାର ଲୋକ ସଭା ସଦସ୍ୟ ରମେଶ ବିଧୁରୀଙ୍କୁ ବୁଧବାର ବଡ଼ ଦାୟିତ୍ୱ ଦିଆଯାଇଛି। ତାଙ୍କୁ ଭାଜପା ପକ୍ଷରୁ ରାଜସ୍ଥାନ…

ଏଲପିଜି ସବସିଡି-ମାଗଣା ରାଶନ ଯୋଜନାର ହେବ ସମୀକ୍ଷା, ଉପଯୁକ୍ତ ହିତାଧିକାରୀଙ୍କ ପାଖରେ ପହଞ୍ଚାଇବା ଲାଗି ନୂଆ ରଣନୀତି …

ନୂଆଦିଲ୍ଲୀ,୨୭।୯ : ଜାତୀୟ ଖାଦ୍ୟ ସୁରକ୍ଷା ଆଇନ ଏବଂ ଏଲପିଜିର ସମୀକ୍ଷା କରିବାକୁ କେନ୍ଦ୍ର ସରକାର ବର୍ତ୍ତମାନ ପର୍ଯ୍ୟନ୍ତ ୪ ଲକ୍ଷ କୋଟି ଟଙ୍କା ମୂଲ୍ୟର ସର୍ବବୃହତ ସବସିଡି ଯୋଜନା ପ୍ରସ୍ତୁତ କରୁଛନ୍ତି। ଏହି ଦାୟିତ୍ୱ ନୀତି ଆୟୋଗକୁ ଦିଆଯାଇଛି। ୪…

୩ମାସରେ ୮୩୦୦କୋଟି ଟଙ୍କା ଋଣ ପରିଶୋଧ କରିବ ବେଦାନ୍ତ, କମ୍ପାନୀର ରେଟିଂ ହ୍ରାସ କଲା ମୁଡିଜ

ନୂଆଦିଲ୍ଲୀ,୨୭।୯: ଉଦ୍ୟୋଗପତି ଅନିଲ ଅଗ୍ରୱାଲଙ୍କ କମ୍ପାନୀ ବେଦାନ୍ତର ସମସ୍ୟା ବଢିବାରେ ଲାଗିଛି। କମ୍ପାନୀ କରଜରେ ବୁଡି ରହିଛି। ବର୍ତ୍ତମାନ ମୁଡି ଇନଭେଷ୍ଟର୍ସ ସର୍ଭିସେସ କମ୍ପାନୀର କ୍ରେଡିଟ ରେଟିଂ ହ୍ରାସ କରିଛି। କମ୍ପାନୀ ଦିନକୁ ଦିନ ଋଣ ଚାପରେ ଫସୁଥିବା ଦେଖି ବେଦାନ୍ତ…

ସମଗ୍ର ରାଜ୍ୟକୁ ‘ଅଶାନ୍ତ ଅଞ୍ଚଳ’ ଘୋଷଣା କଲେ ସରକାର

ଇମ୍ଫାଲ,୨୭ା୯: ଆଇନ ଶୃଙ୍ଖଳା ପରିସ୍ଥିତିକୁ ଦୃଷ୍ଟିରେ ରଖି ମଣିପୁର ସରକାର ବୁଧବାର ସମଗ୍ର ରାଜ୍ୟକୁ ଏକ ‘ଅଶାନ୍ତ ଅଞ୍ଚଳ’ ଭାବେ ଘୋଷଣା କରିଛନ୍ତି। ରାଜ୍ୟ ସରକାରଙ୍କ ବିଜ୍ଞପ୍ତି ଅନୁଯାୟୀ, ୧୯ଟି ନିର୍ଦ୍ଦିଷ୍ଟ ପୋଲିସ ଷ୍ଟେଶନ ଅଞ୍ଚଳ ବ୍ୟତୀତ ସମଗ୍ର ରାଜ୍ୟକୁ ସଶସ୍ତ୍ର…

ହରିୟାଣାର ଦୌଡ଼ପରୀ ଜେଜେମା: ୧୦୬ ବର୍ଷରେ କଲେ ବିଶ୍ୱ ରେକର୍ଡ…

ଚଣ୍ଡିଗଡ଼,୨୭।୯ : ହରିୟାଣାର ଦୌଡ଼ପରୀ ଜେଜେମା ଭାବରେ ଜଣାଶୁଣା ୧୦୬ ବର୍ଷିୟ ରାମବାଈଙ୍କ ଦୌଡ଼ ଦେଖି ଯୁବକମାନେ ମଧ୍ୟ ଆଶ୍ଚର୍ଯ୍ୟ ହୋଇଯାଉଛନ୍ତି । ନିଜ ସ୍ବପ୍ନକୁ ପୂରଣ କରି ରାମବାଈ ବିଦେଶ ମାଟିରେ ଚାରିଟି ପଦକ ଜିତି ବିଶ୍ୱ ରେକର୍ଡ ସୃଷ୍ଟି…

ଆଧାର କାର୍ଡ ବିଶ୍ୱର ସବୁଠାରୁ ବିଶ୍ୱସ୍ତ ଡିଜିଟାଲ ପରିଚୟ ପତ୍ର

ନୂଆଦିଲ୍ଲୀ,୨୭।୯: ଆଧାର କାର୍ଡକୁ ବିଶ୍ୱର ସବୁଠାରୁ ବିଶ୍ୱସ୍ତ ଡିଜିଟାଲ ପରିଚୟ ପତ୍ର ବୋଲି ବର୍ଣ୍ଣନା କରି ଭାରତ ସରକାର ଗ୍ଲୋବାଲ ରେଟିଂ ଏଜେନ୍ସି ମୁଡିଜ ଇନଭେଷ୍ଟର୍ସ ସର୍ଭିସର ରିପୋର୍ଟକୁ ଖାରଜ କରିଛନ୍ତି। ସେପ୍ଟେମ୍ବର ୨୧ରେ ଏକ ରିପୋର୍ଟ ଜାରି କରି ମୁଡିଜର…

ନାଗପୁର ବନ୍ୟାରେ ଉବୁଟୁବୁ, ଶିନ୍ଦେ ପାଳନ କରୁଛନ୍ତି ଗଣେଶ ଉତ୍ସବ: ସଞ୍ଜୟ ରାଉତ…

ମୁମ୍ବାଇ,୨୭।୯ : ମହାରାଷ୍ଟ୍ରର ବର୍ଷା ପରିସ୍ଥିତିକୁ ଦୃଷ୍ଟିରେ ରଖି ଶିବସେନା (ୟୁବିଟି) ନେତା ସଞ୍ଜୟ ରାଉତ ରାଜ୍ୟ ସରକାରଙ୍କୁ କଡା ସମାଲୋଚନାକରିଛନ୍ତି। ବର୍ଷା ଯୋଗୁଁ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଜଳସ୍ତର ବୃଦ୍ଧି ପାଇବା ଯୋଗୁଁ ବନ୍ୟା ପରିସ୍ଥିତି ଉପୁଜିଛି। ସରକାର ଲୋକଙ୍କ…

ଦିନେ କି ଦୁଇଦିନ ନୁହେଁ ଅକ୍ଟୋବରରେ ୧୮ଦିନ ବନ୍ଦ ରହିବ ବ୍ୟାଙ୍କ

ଦିନେ କି ଦୁଇଦିନ ନୁହେଁ ଅକ୍ଟୋବରରେ ୧୮ଦିନ ବନ୍ଦ ରହିବ ବ୍ୟାଙ୍କ ନୂଆଦିଲ୍ଲୀ,୨୭।୯: ପାର୍ବଣ ଆସିଛି। ଅକ୍ଟୋବର ପହିଲାରୁ ଆରମ୍ଭ କରି ମାସ ଶେଷ ଯାଏଁ ପର୍ବପର୍ବାଣୀ ପାଳନ କରିବେ ଭାରତବାସୀ। ତେବେ ପର୍ବପର୍ବାଣୀ ଯୋଗୁ ସ୍କୁଲ କଲେଜ ଏବଂ ବିଭିନ୍ନ…

ଅପସ୍ମାରର ଚିକିତ୍ସା ସମ୍ଭବ, ହୋଇ ପାରିବନି ଛାଡପତ୍ରର କାରଣ: ହାଇକୋର୍ଟ…

ମୁମ୍ବାଇ,୨୭।୯ : ବମ୍ବେ ହାଇକୋର୍ଟର ନାଗପୁର ବେଞ୍ଚ କହିଛନ୍ତି ସ୍ତ୍ରୀ-ସ୍ବାମୀଙ୍କ ଛାଡପତ୍ର ପାଇଁ ଅପସ୍ମାର ସମସ୍ୟା ଏକ କାରଣ ହୋଇ ପାରିବ ନାହିଁ। ହିନ୍ଦୁ ବିବାହ ଆଇନ ଅନୁଯାୟୀ ଏହାକୁ ଛାଡପତ୍ରର କାରଣ ଭାବରେ ବିବେଚନା କରାଯାଇପାରିବ ନାହିଁ। ବେଞ୍ଚ କହିଛି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri