ଜାତୀୟ

ହାଇକୋର୍ଟ ବିଚାରପତି ନିଯୁକ୍ତିରେ ବିଳମ୍ବ କରୁଛି କେନ୍ଦ୍ର

ନୂଆଦିଲ୍ଲୀ,୨୭ା୯: ସୁପ୍ରିମକୋର୍ଟ କଲେଜିୟମ ବିଭିନ୍ନ ହାଇକୋର୍ଟରେ ବିଚାରପତି ନିଯୁକ୍ତି ଓ ବଦଳି ପାଇଁ ୭୦ ନାମ ସୁପାରିସ୍‌ କରିଥିବାବେଳେ ତାହା କେନ୍ଦ୍ର ସରକାରଙ୍କ ପାଖରେ ପଡ଼ିରହିଛି। ବିଚାରପତି ନିଯୁକ୍ତିରେ ବିଳମ୍ବକୁ ନେଇ ସର୍ବୋଚ୍ଚ ଅଦାଲତ ମଙ୍ଗଳବାର ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ଏହି…

ଆତଙ୍କବାଦୀ ସଂଗଠନରେ ମହିଳା,ନାବାଳକ ମଧ୍ୟ ସାମିଲ…

ଶ୍ରୀନଗର,୨୬।୯ : ଜମ୍ମୁ-କଶ୍ମୀରରେ ଆତଙ୍କବାଦୀଙ୍କ ବିରୋଧରେ ସେନା କ୍ରମାଗତ ଭାବେ ଅପରେଶନ ଜାରି ରଖିଛି। ରାଜ୍ୟର ବାରମୁଳା ଜିଲାରେ ଆତଙ୍କବାଦୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଏବଂ ସେମାନଙ୍କ ସମର୍ଥନ ନେଟୱାର୍କରେ ଥିବା ୬ ଜଣଙ୍କୁ ସେନା ଗିରଫ କରିଛି। ସେମାନଙ୍କ ମଧ୍ୟରେ ଦୁଇଜଣ…

ବିଚାରପତିଙ୍କ ନିଯୁକ୍ତି ନେଇ ପୁଣି ମୁହାଁମୁହିଁ ସ୍ଥିତି: କେନ୍ଦ୍ର ଉପରେ ଅସନ୍ତୋଷ ବ୍ୟକ୍ତ କଲେ ସୁପ୍ରିମ୍‌ କୋର୍ଟ…

ନୂଆଦିଲ୍ଲୀ,୨୬।୯ : ସୁପ୍ରିମକୋର୍ଟ ଆଜି ମଙ୍ଗଳବାର ହାଇକୋର୍ଟରେ ବିଚାରପତି ନିଯୁକ୍ତିରେ ବିଳମ୍ବକୁ ନେଇ ଉଦବେଗ ପ୍ରକାଶ କରିଛନ୍ତି ଏବଂ ବିଚାରପତି ପଦ ପାଇଁ ହାଇକୋର୍ଟଙ୍କ ଦ୍ୱାରା ସୁପାରିଶ କରାଯାଇଥିବା ୭୦ ଜଣଙ୍କ ନାମ ଉପରେ କାହିଁକି ନିଷ୍ପତ୍ତି ଗ୍ରହଣ ହୋଇନାହିଁ ବୋଲି…

ନୂଆ ଏଞ୍ଜଲ ଟ୍ୟାକ୍ସ ନିୟମ ଜାରି କଲା ଆୟକର ବିଭାଗ…

ନୂଆଦିଲ୍ଲୀ,୨୬।୯ : ଇନକମ ଟ୍ୟାକ୍ସ ବିଭାଗ ନିବେଶକମାନଙ୍କୁ ଷ୍ଟାର୍ଟଅପ କମ୍ପାନୀ ଦ୍ୱାରା ଦିଆଯାଇଥିବା ଶେୟାରର ମୂଲ୍ୟ ନିର୍ଦ୍ଧାରଣ ସହିତ ଜଡିତ ନୂତନ ଏଞ୍ଜଲ ଟ୍ୟାକ୍ସ ନିୟମ ସମ୍ପର୍କରେ ସୂଚିତ କରିଛି। ଆୟକର ନିୟମର ନିୟମ ୧୧ୟୁଏର ପରିବର୍ତ୍ତନ ଅନୁଯାୟୀ, ସେଣ୍ଟ୍ରାଲ ବୋର୍ଡ…

୮୦ ବୟସରେ ବି ସେବାରେ ମନ: ଚଳାଉଛନ୍ତି ଫ୍ରି ଅଟୋ ଆମ୍ବୁଲାନ୍ସ…

ନୂଆଦିଲ୍ଲୀ,୨୬।୯ : କଥାରେ ଅଛି ମାନବ ସେବା ହିଁ ମାଧବ ସେବା। ସେବା ପାଇଁ ବୟସର କିଛି ବାଛ ବିଚାର ନଥାଏ। ତାହା ଦିଲ୍ଲୀର ହରଜିନ୍ଦର ସିଂ ପ୍ରମାଣିତ କରିଛନ୍ତି। ତାଙ୍କୁ ଏବେ ୮୦ ବର୍ଷ ବୟସ । ମାତ୍ର ଜୀବନର…

ଶାହନଓ୍ବାଜ ହୁସେନଙ୍କୁ ହୃଦଘାତ, ହସ୍ପିଟାଲରେ ଭର୍ତ୍ତି…

ମୁମ୍ବାଇ,୨୬।୯ :  ହୃଦଘାତରେ ପୀଡିତ ହେବା ପରେ ଭାଜପା ନେତା ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଶାହନୱାଜ ହୁସେନଙ୍କୁ ମଙ୍ଗଳବାର ମୁମ୍ବାଇର ଲିଳାବତୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଅପରାହ୍ନ ପ୍ରାୟ ସାଢ଼େ ୪ଟା ସମୟରେ ତାଙ୍କୁ ଡାକ୍ତରଖାନା ଅଣାଯାଇଥିଲା। ଲିଳାବତୀ ହସ୍ପିଟାଲର…

ନିର୍ବାଚନ ପୂର୍ବରୁ ବହୁ ଭାଜପା ବିଧାୟକ ଡେଇଁବେ ବାଡ: ଦିଗବିଜୟ ସିଂ…

ଭୋପାଳ,୨୬।୯ : ୨୩୦ ଆସନ ବିଶିଷ୍ଟ ମଧ୍ୟପ୍ରଦେଶ ବିଧାନସଭା ପାଇଁ ନିର୍ବାଚନ ଚଳିତ ବର୍ଷ ଶେଷରେ ଅନୁଷ୍ଠିତ ହେବ। ରାଜ୍ୟର ୭୮ଟି ଆସନରେ ଭାଜପା ଏପର୍ଯ୍ୟନ୍ତ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ତେବେ ରାଜ୍ୟରେ ବିଧାନସଭା ନିର୍ବାଚନ ପୂର୍ବରୁ ଭାଜପାରେ ବୃଦ୍ଧି…

ଏଏପିର ୩୨ ବିଧାୟକ ଆମ ଯୋଗାଯୋଗରେ: କଂଗ୍ରେସ…

ଚଣ୍ଡିଗଡ଼,୨୬।୯ : ଭାଜପା ବିରୋଧରେ ଗଠିତ ୨୬ ବିରୋଧୀ ଦଳ ଇଣ୍ଡିଆ ମେଣ୍ଟ ଗଢ଼ିଛନ୍ତି। ମାତ୍ର ମେଣ୍ଟର ସହଯୋଗୀଙ୍କ ମଧ୍ୟରେ ବାରମ୍ବାର ମତଭେଦ ହେବାରେ ଲାଗିଛି। ପଞ୍ଜାବର ବରିଷ୍ଠ କଂଗ୍ରେସ ନେତା ପ୍ରତାପ ସିଂ ବାଜୱା ମଙ୍ଗଳବାର ଦାବି କରିଛନ୍ତି ୩୨…

ହିନ୍ଦୁ ପ୍ରତୀକକୁ ଆଘାତ: ସିନ୍ଦୂର,ବିନ୍ଦି,ଚୁଡ଼ି ପିନ୍ଧି ପଢ଼ାଯାଇ ପାରିବନି ପାଠ…

ରାୟବରେଲି,୨୬।୯ : ରାୟବରେଲିରେ ପାରାମେଡିକାଲ ଇନଷ୍ଟିଚ୍ୟୁଟ୍ର ଛାତ୍ରୀମାନେ ପରିଚାଳନା ବିରୋଧରେ ଗୁରୁତର ଅଭିଯୋଗ ଆଣିଛନ୍ତି। ମୁଶିଂଗଞ୍ଜର କ୍ରିପାଳୁ ଇନଷ୍ଟିଚ୍ୟୁଟ ଅଫ ବାୟୋ ମେଡିକାଲ ସାଇନ୍ସର ଦୁଇ ଜଣ ଛାତ୍ରୀ ଅଭିଯୋଗ କରିଛନ୍ତି ସେମାନଙ୍କ ହିନ୍ଦୁ ପ୍ରତୀକ ଉପରେ ଟାର୍ଗେଟ କରାଯାଉଛି ।…

ଦେଶରେ ଯକ୍ଷ୍ମା ନିରୋଧୀ ଔଷଧର ଅଭାବ ନାହିଁ, ରହିଛି ୬ ମାସର ଷ୍ଟକ: ସ୍ବାସ୍ଥ୍ୟ ମନ୍ତ୍ରଣାଳୟ…

ନୂଆଦିଲ୍ଲୀ,୨୬।୯ : କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ମଙ୍ଗଳବାର ଦାବି କରିଛି ଦେଶରେ ଯକ୍ଷ୍ମା ନିରୋଧୀ ଔଷଧର ଅଭାବ ନାହିଁ। ସମସ୍ତ ଔଷଧ ପର୍ଯ୍ୟାପ୍ତ ପରିମାଣରେ ଉପଲବ୍ଧ ଏବଂ ପ୍ରାୟ ୬ମାସ କିମ୍ବା ଅଧିକ ସମୟ ପାଇଁ ଷ୍ଟକ ରହିଛି। କେତେକ ଗଣମାଧ୍ୟମ…

କେତେ ମହିଳାଙ୍କୁ ଦେଇଛ ଟିକଟ: ମହିଳା ସଂରକ୍ଷଣ ବିଲକୁ ବିରୋଧ କରିବା ନେଇ ତେଜସ୍ବୀଙ୍କୁ ପିକେଙ୍କ ପ୍ରଶ୍ନ…

ପାଟନା,୨୬।୯ : ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଏବଂ ଉପମୁଖ୍ୟମନ୍ତ୍ରୀ ତେଜସ୍ବୀ ଯାଦବ କେନ୍ଦ୍ର ସରକାର ଆଣିଥିବା ମହିଳା ସଂରକ୍ଷଣକୁ ବିରୋଧ କରିବା ସହିତ ଏଥିରେ ଓବିସିଙ୍କ ସଂରକ୍ଷଣ ପାଇଁ ଦେଶରେ ଆନ୍ଦୋଳନ ଲାଗି ରଣନୀତି ପ୍ରସ୍ତୁତ କରୁଛନ୍ତି। ଏହି ପ୍ରସଙ୍ଗରେ…

ମା‘ ଝିଅଙ୍କ ଯତ୍ନ ନେବା ପାଇଁ ଆଶିଷଙ୍କୁ ସର୍ତ୍ତ ମୂଳକ ଜାମିନ…

ନୂଆଦିଲ୍ଲୀ,୨୬।୯ : ଉତ୍ତରପ୍ରଦେଶର ଲଖିମପୁର ଖେରୀରେ ଆଠ ଜଣ ଚାଷୀଙ୍କ ହତ୍ୟା ମାମଲାରେ ମୁଖ୍ୟ ଅଭିଯୁକ୍ତ ଆଶିଷ ମିଶ୍ର ସୁପ୍ରିମକୋର୍ଟଙ୍କଠାରୁ କିଛି ମାତ୍ରାରେ ଆଶସ୍ତି ପାଇଛନ୍ତି। କେନ୍ଦ୍ର ମନ୍ତ୍ରୀ ଅଜୟ ମିଶ୍ରଙ୍କ ପୁଅ ଆଶିଷଙ୍କୁ ଦିଲ୍ଲୀରେ ରହିବାକୁ ଅନୁମତି ଦିଆଯାଇଛି। ତାଙ୍କର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri