ଜାତୀୟ

ଡିସେମ୍ବର ୫ରେ ଆନ୍ଧ୍ର ଉପକୂଳରେ ଲ୍ୟାଣ୍ଡଫଲ କରିବ ବାତ୍ୟା ‘ମିଚୌଙ୍ଗ’

ବିଶାଖଶାପାଟନା,୨।୧୨: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ନିମ୍ନ ଚାପ ଅଞ୍ଚଳ ପରେ ଆନ୍ଧ୍ରପ୍ରଦେଶ ଏବଂ ତାମିଲନାଡୁରେ ପ୍ରବଳ ବର୍ଷା ହେବାର ସତର୍କ ସୂଚନା ଜାରି କରିଛି ଭାରତୀୟ ପାଣିପାଗ ବିଭାଗ (ଆଇଏମଡି)। ଆଇଏମଡି ଅନୁଯାୟୀ, ଡିସେମ୍ବର ୫ରେ ଆନ୍ଧ୍ରପ୍ରଦେଶର ଉପକୂଳରେ ଘୂର୍ଣ୍ଣିଝଡ଼ ମିଚୌଙ୍ଗ…

ଲଦାଖରେ ଭୂକମ୍ପ ଝଟକା

ଲେହ,୨।୧୨: ଶନିବାର ସକାଳେ ଲଦାଖରେ ଏକ ଭୂକମ୍ପ ଅନୁଭୂତ ହୋଇଛି। ରିକଟର ସ୍କେଲରେ ଏହାର ତୀବ୍ରତା ୩.୪ ରେ ମାପ କରାଯାଇଛି। କମ୍‌ ତୀବ୍ରତା ହେତୁ ଜୀବନ କିମ୍ବା ସମ୍ପତ୍ତି ନଷ୍ଟ ହୋଇନଥିବା ଜଣାପଡିଛି।

ଶିକ୍ଷକଙ୍କୁ ଅପହରଣ, ନିଜ ଝିଅ ସହ ବିବାହ

ପାଟନା,୨ା୧୨: ନିକଟରେ ଗୌତମ କୁମାର ବିହାର ଲୋକ ସେବା ଆୟୋଗ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ଶିକ୍ଷକ ନିଯୁକ୍ତି ପାଇଛନ୍ତି। ବୁଧବାର ୩-୪ ଜଣ ବ୍ୟକ୍ତି ତାଙ୍କ ସ୍କୁଲରେ ପହଞ୍ଚତ୍ ଗୌତମଙ୍କୁ ଅପହରଣ କରି ନେଇଥିଲେ। ସେମାନେ ଏହାର ୨୪ ଘଣ୍ଟା ଭିତରେ…

ରାଷ୍ଟ୍ରପତିଙ୍କ ପାଖକୁ ପୁନଃ ଗୃହୀତ ବିଲ୍‌ ପଠାଇପାରିବେନି ରାଜ୍ୟପାଳ

ନୂଆଦିଲ୍ଲୀ,୨ା୧୨(ପି.ଟି.): ଜଣେ ରାଜ୍ୟପାଳ ରାଜ୍ୟ ବିଧାନସଭାରେ ପୁନଃ ଗୃହୀତ ବିଲ୍‌କୁ ରାଷ୍ଟ୍ରପତିଙ୍କ ନିକଟକୁ ଅନୁମୋଦନ ପାଇଁ ପଠାଇପାରିବେ ନାହିଁ ବୋଲି ଶୁକ୍ରବାର ସୁପ୍ରିମକୋର୍ଟ ରାୟ ଦେଇଛନ୍ତି। ଏଥିସହ ୧୦ ବିଧେୟକଙ୍କୁ ନେଇ ରହିଥିବା ଅଚଳାବସ୍ଥା ଦୂର ଲାଗି ତାମିଲନାଡୁ ରାଜ୍ୟପାଳ ଆର୍‌.ଏନ୍‌.…

ବିଦ୍ୟୁତ୍‌ ସଂଯୋଗ ନାହିଁ, ଖେଳାହେଲା ମ୍ୟାଚ୍‌

ରାୟପୁର, ୨ା୧୨: ସ୍ଥାନୀୟ ଶହୀଦ ବୀର ନାରାୟଣ ସିଂ ଇଣ୍ଟରନ୍ୟାଶନାଲ ଷ୍ଟାଡିୟମରୁ ୫ ବର୍ଷ ହେଲା ବିଦ୍ୟୁତ୍‌ ସଂଯୋଗ କାଟିଦିଆଯାଇଛି।ଏହାସତ୍ତ୍ୱେ ସେଠାରେ ଶୁକ୍ରବାର ଭାରତ-ଅଷ୍ଟ୍ରେଲିଆ ୪ର୍ଥ ଅନ୍ତର୍ଜାତୀୟ ଟି୨୦ କ୍ରିକେଟ ମ୍ୟାଚ ଖେଳାଯାଇଛି। ଏହା କିପରି ସମ୍ଭବ ହୋଇପାରୁଛି ସେ ନେଇ…

କପ୍‌୩୩ ପାଇଁ ଭାରତ ପ୍ରସ୍ତୁତ

ଦୁବାଇ/ନୂଆଦିଲ୍ଲୀ,୨ା୧୨: ୨୦୨୮ରେ ଜାତିସଂଘର ଜଳବାୟୁ ସମ୍ମିଳନୀ କପ୍‌୩୩ ଭାରତରେ ଆୟୋଜନ କରିବା ପାଇଁ ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରସ୍ତାବ ଦେଇଛନ୍ତି। ଦୁବାଇର ଏକ୍ସପୋ ସିଟିରେ ଚାଲିଥିବା ଜାତିସଂଘର ୨୮ତମ ଜଳବାୟୁ ପରବର୍ତ୍ତନ ସମ୍ମିଳନୀ କପ୍‌୨୮ରେ ଯୋଗଦେଇ ସେ ଉପରୋକ୍ତ ବିବୃତି…

ଶିକ୍ଷକଙ୍କୁ ଅପହରଣ କରି ନିଜ ଝିଅ ସହ ବିବାହ କରାଇଲେ

ପାଟନା,୧ା୧୨: ନିକଟରେ ଗୌତମ କୁମାର ବିହାର ଲୋକ ସେବା ଆୟୋଗ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ଶିକ୍ଷକ ନିଯୁକ୍ତି ପାଇଛନ୍ତି। ବୁଧବାର ୩-୪ ଜଣ ବ୍ୟକ୍ତି ତାଙ୍କ ସ୍କୁଲରେ ପହଞ୍ଚି ଗୌତମଙ୍କୁ ଅପହରଣ କରି ନେଇଥିଲେ। ସେମାନେ ଏହାର ୨୪ ଘଣ୍ଟା ଭିତରେ…

୨୦ଲକ୍ଷ ଟଙ୍କା ଲାଞ୍ଚ ନେବାବେଳେ ଧରାପଡିଲେ ଇଡି ଅଧିକାରୀ

ଚେନ୍ନାଇ,୧।୧୨: ଲାଞ୍ଚ ନେବାବେଳେ ଧରା ପଡିଛନ୍ତି ଜଣେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର(ଇଡି) ଅଧିକାରୀ। ତାମିଲନାଡୁରେ କଥିତ ରୂପେ ଲାଞ୍ଚ ନେବାବେଳେ ଜଣେ ଇଡି ଅଧିକାରୀ ଧରାପଡିଛନ୍ତି। ତାମିଲନାଡୁର ସରକାରୀ ଅଧିକାରୀଙ୍କନୁସାରେ, ଅଙ୍କିତ ତିଓ୍ବାରୀ ନାମକ ଜଣେ ଇଡି ଅଧିକାରୀ ଡିଂଡିଗୁଲରେ ଜଣେ ଡାକ୍ତରଙ୍କ…

ବିଲେଇ କାମୁଡିବାରୁ ଚାଲିଗଲା ଯୁବକଙ୍କ ଜୀବନ, ପରେ ପୁଅ ଚିନ୍ତାରେ ଜୀବନ ହାରିଦେଲେ ବାପା

କାନପୁର,୧।୧୨: ବିଲେଇ ପାଳିବା ପଡିଲା ମହଙ୍ଗା। ବିଲେଇ କାମୁଡିବାରୁ କାନପୁର ଦେହାତର ଜଣେ ଯୁବକଙ୍କର ଜୀବନ ଚାଲିଯାଇଛି। ଅକବରପୁର ଅଶୋକ ନଗରର ଅଜେମ ଘରେ ଗୋଟିଏ ବିଲେଇ ପାଳିଥିଲେ। ସେ ତାଙ୍କ ପିତାମାତାଙ୍କର ଗୋଟିଏ ବୋଲି ପୁଅ ଥିଲେ। ଗୋଟିଏ ବୋଲି…

ବଦଳିଲା ମିଜୋରାମ ବିଧାନସଭା ନିର୍ବାଚନ ଫଳାଫଳର ତାରିଖ, ନୂଆ ତାରିଖ ଘୋଷଣା କଲେ ନିର୍ବାଚନ ଆୟୋଗ

ନୂଆଦିଲ୍ଲୀ,୧।୧୨: ଆଉ ଦିନକ ପରେ ବିଧାନସଭା ନିର୍ବାଚନର ଫଳାଫଳ ଘୋଷଣା ହେବ। କିଏ ବାଜିମାତ୍‌ କଲା ଆଉ କିଏ ଧରାଶାୟୀ ହେଲା ଜଣାପଡିବ। ନଭେମ୍ବର ୩୦ରେ ତେଲଙ୍ଗାନା ନିର୍ବାଚନ ଶେଷ ହେବା ପରେ ୫ରାଜ୍ୟର ବିଧାନସଭା ନିର୍ବାଚନ ଶେଷ ହୋଇଛି। ନଭେମ୍ବର…

ୟୁସିସି ଲାଗୁ କରିବା ନେଇ କେନ୍ଦ୍ରକୁ ଦେଇ ପାରିବେନି ନିର୍ଦ୍ଦେଶ, ଯାଚିକା ଖାରଜ କଲେ ଦିଲ୍ଲୀ ହାଇକୋର୍ଟ

ନୂଆଦିଲ୍ଲୀ,୧।୧୨: ସମାନ ନାଗରିକ ସଂହିତା ଲାଗୁ କରିବା ନେଇ ଦାଖଲ କରାଯାଇଥିବା ଯାଚିକାକୁ ଦିଲ୍ଲୀ ହାଇକୋର୍ଟ ଖାରଜ କରିଛନ୍ତି। ଏହି ମାମଲାର ଶୁଣାଣି କରି କୋର୍ଟ କହିଛନ୍ତି, ଏସମ୍ପର୍କରେ ନିଷ୍ପତ୍ତି ନେବା ସଂସଦର କାର୍ଯ୍ୟ ଅଟେ। ୟୁସିସି ଲାଗୁ କରିବା ନେଇ…

୫ ବର୍ଷ ପୂର୍ବେ ହୋଇଯାଇଥିଲେ ଛାଡ଼ପତ୍ର: ହେଲେ ସ୍ବାମୀଙ୍କ ହୋଇଛି ହୃଦଘାତ, ତା’ପରେ…

ଗାଜିଆବାଦ,୧।୧୨: କୁହାଯାଏ ସ୍ବାମୀ-ସ୍ତ୍ରୀ ଗୋଟିଏ ମୁଦ୍ରାର ଦୁଇ ପାର୍ଶ୍ୱ ପରି। ଦୁଇ ଜଣଙ୍କ ଭିତରେ କେବେକେବେ ବୁଝାମଣା ବାଟବଣା ହେଲେ ବି ସମୟ ଆସିଲେ ପରସ୍ପର ପରସ୍ପର ପାଇଁ ସାହାରା ପାଲଟନ୍ତି। ଏହାର ଜ୍ୱଳନ୍ତ ଉଦାହରଣ ଦେଖିବାକୁ ମିଳିଛି ଉତ୍ତରପ୍ରଦେଶର ଗାଜିଆବାଦରେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?