ଜାତୀୟ

ସିସୋଡିଆଙ୍କୁ ମନେପକାଇଲେ କେଜ୍‌ରିଓ୍ବାଲ୍‌

ନୂଆଦିଲ୍ଲୀ,୨୬।୧୧: ଆମ୍‌ ଆଦ୍‌ମୀ ପାର୍ଟି(ଏଏପି)ର ପ୍ରତିଷ୍ଠା ଦିବସରେ ଦଳର ସଂଯୋଜକ ଅରବିନ୍ଦ କେଜ୍‌ରିଓ୍ବାଲ୍‌ ଦିଲ୍ଲୀର ପୂର୍ବତନ ଉମମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆଙ୍କୁ ମନେ ପକାଇଛନ୍ତି। ଦଳର ପ୍ରତିଷ୍ଠା ଦିବସରେ ସେ ପ୍ରଥମ ଥର ପାଇଁ ଆମ ସହ ନାହାଁନ୍ତି ବୋଲି କେଜ୍‌ରିଓ୍ବାଲ୍‌ କହିଛନ୍ତି।…

ଚାଇନାରେ ରହସ୍ୟମୟ ରୋଗରେ ପୀଡିତ ହେଉଛନ୍ତି ଲୋକେ, ରାଜ୍ୟ ମାନଙ୍କୁ ସତର୍କ ରହିବାକୁ କହିଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ,୨୬।୧୧: ଚାଇନାରେ ବୟସ୍କଙ୍କ ଠାରୁ ଆରମ୍ଭ କରି ଶିଶୁ ମାନଙ୍କୁ ମାଇକୋପ୍ଲାଜମା ନିମୋନିଆ ଏବଂ ଇନ୍‌ଫ୍ଲୁଏଞ୍ଜା ଫ୍ଲୁ ଦ୍ରୁତ ଗତିରେ ବ୍ୟାପିବାରେ ଲାଗିଛି। ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ(ଡବ୍ଲୁଏଚଓ) ମଧ୍ୟ ଏହି ପ୍ରସଙ୍ଗରେ ଉଦବେଗ ପ୍ରକାଶ କରିଛି ଏବଂ ଚାଇନାଠାରୁ ଏହି ରୋଗ…

ବିମାନରେ ଡେଷ୍ଟିନେଶନ ଓ୍ବେଡିଂ: ଏତିକି ସମୟ ପାଇଁ ବୁକିଂ କଲେ ବିମାନ

ଦୁବାଇ,୨୬।୧୧: ଆରମ୍ଭ ହୋଇଛି ବିବାହ ଋତୁ। ବିବାହକୁ ଜାକଜକମରେ ଓ ନୂଆ ଢଙ୍ଗରେ କରିବା ପାଇଁ ବର-କନ୍ୟାଙ୍କ ପରିବାର ବିଭିନ୍ନ ପ୍ରକାର ପ୍ଲାନିଂ କରିବା ଆରମ୍ଭ କଲେଣି। ଓ୍ବେଡିଂ ସହ ଏବେ ଡେଷ୍ଟିନେଶନ ଓ୍ବେଡିଂର ଚାହିଦା ଅଧିକ। ଏହାରି ଭିତରେ ନିକଟରେ…

ଜାପାନରେ ଗୁଜରାଟର ମୁଖ୍ୟମନ୍ତ୍ରୀ

ଟୋକିଓ,୨୬ା୧୧: ଗୁଜରାଟର ମୁଖ୍ୟମନ୍ତ୍ରୀ ଭୂପେନ୍ଦ୍ର ପଟେଲ ରବିବାର ଜାପାନରେ ପହଞ୍ଚିଛନ୍ତି। ଟୋକିଓ ବିମାନବନ୍ଦରରେ ପଟେଲଙ୍କୁ ଜାପାନରେ ଭାରତୀୟ ରାଷ୍ଟ୍ରଦୂତ ସିବି ଜର୍ଜ ସ୍ବାଗତ କରିଥିଲେ। ଭୂପେନ୍ଦ୍ର ଏକ ଉଚ୍ଚସ୍ତରୀୟ ବୈଠକରେ ସାମିଲ ଯୋଗ ଦେବେ। ଭାଇବ୍ରାଣ୍ଟ ଗୁଜରାଟ ସମ୍ମିଳନୀ ପୂର୍ବରୁ ଜାପାନ…

“ଏହା ଆବଶ୍ୟକ କି?”: ଡେଷ୍ଟିନେସନ୍ ୱେଡିଂକୁ ନେଇ ପ୍ରଶ୍ନ ଉଠାଇଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ନୂଆଦିଲ୍ଲୀ,୨୬।୧୧: ଦେଶରେ ଏବେ ବିବାହ ଋତୁ ଆରମ୍ଭ ହେଉଥିବା ବେଳେ ଦେଶରେ କିଛି ବଡ଼ ଧନୀ ପରିବାର ବିଦେଶରେ ଧୁମଧାମରେ ସେମାନଙ୍କର ଡେଷ୍ଟିନେସନ୍ ୱେଡିଂ କରୁଛନ୍ତି। ତେବେ ରବିବାର ପ୍ରଧାନମନ୍ତ୍ରୀ ତାଙ୍କର ମାସିକିଆ ‘ମନ୍ କି ବାତ’ କାର୍ଯ୍ୟକ୍ରମରେ ଡେଷ୍ଟିନେସନ୍ ୱେଡିଂ…

ଉତ୍ତରକାଶୀ ସୁଡ଼ଙ୍ଗ ଉଦ୍ଧାରକାର୍ଯ୍ୟ: ଫେଲ୍ ମାରିଲା ମେଶିନ, ଦାୟିତ୍ୱ ନେଲା ସେନା

ଉତ୍ତରକାଶୀ,୨୬।୧୧: ଉତ୍ତରାଖଣ୍ଡର ଉତ୍ତରକାଶୀସ୍ଥିତ ସୁଡ଼ଙ୍ଗରେ ଗତ ୧୨ ତାରିଖରୁ ଫସି ରହିଥିବା ୪୧ ଶ୍ରମିକ କେବେ ବାହାରର ଆଲୋକ ଦେଖିବେ, ତାହା କହିହେଉ ନାହିଁ। ଖନନ କାର୍ଯ୍ୟରେ ନିୟୋଜିତ ଆମେରିକାର ଓଜନଦାର ମେଶିନ୍‌ର ଡ୍ରିଲିଂ ଯନ୍ତ୍ରାଂଶ ଫେଲ୍ ମାରିବା ପରେ ଉଦ୍ଧାରକାର୍ଯ୍ୟ…

ସୁଡ଼ଙ୍ଗ ତଳେ ଜୀବନ: ଏବେ ଉପରୁ ୮୬ ମିଟର ଖୋଳିବା ବିକଳ୍ପ ଉପରେ ଭରସା

ଉତ୍ତରକାଶୀ,୨୬।୧୧: ଉତ୍ତରାଖଣ୍ଡର ଉତ୍ତରକାଶୀସ୍ଥିତ ସୁଡ଼ଙ୍ଗରେ ଗତ ୧୨ ତାରିଖରୁ ଫସି ରହିଥିବା ୪୧ ଶ୍ରମିକ କେବେ ବାହାରର ଆଲୋକ ଦେଖିବେ, ତାହା କହିହେଉ ନାହିଁ। ଖନନ କାର୍ଯ୍ୟରେ ନିୟୋଜିତ ଆମେରିକାର ଓଜନଦାର ମେଶିନ୍‌ର ଡ୍ରିଲିଂ ଯନ୍ତ୍ରାଂଶ ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଛି। ଫଳରେ…

ମୁମ୍ବାଇ ଆକ୍ରମଣକୁ କେବେ ଭୁଲିପାରିବୁ ନାହିଁ: ମୋଦି

ନୂଆଦିଲ୍ଲୀ,୨୬ା୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ତାଙ୍କ ‘ମନ୍‌ କି ବାତ୍‌’ରେ ମୁମ୍ବାଇ ଆତଙ୍କବାଦୀ ଆକ୍ରମଣର ଶିକାର ହୋଇଥିବା ଲୋକଙ୍କୁ ମନେ ପକାଇ ଏହାକୁ ଭାରତର ସବୁଠାରୁ ଘୃଣ୍ୟ ଆତଙ୍କବାଦୀ ଆକ୍ରମଣ ବୋଲି କହିଛନ୍ତି। ନଭେମ୍ବର ୨୬ କୁ ଆମେ କେବେ…

‘ଭାରତ ଆମ ଯନ୍ତ୍ରଣାକୁ ନିଜର ଭାବିଛି’

ଜେରୁଜେଲମ୍‌,୨୬ା୧୧: ମୁମ୍ବାଇରେ ୨୦୦୮ରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରୁ ବଞ୍ଚିଥିବା ଜଣେ ଇସ୍ରାଏଲୀ ଶିଶୁଙ୍କ ଜେଜେବାପା ତାଙ୍କ ଦୁଃଖ ପ୍ରକାଶ କରିଛନ୍ତି। ସେ କହିଛନ୍ତି, ୧୫ ବର୍ଷ ପୂର୍ବେ ଆମ ସହିତ କ’ଣ ଘଟିଥିଲା ତାହା ଭାରତ ବେଶ୍‌ ଭଲ ଭାବେ ଜାଣେ।…

ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷାରେ ତ୍ରୁଟି, ୭ ପଞ୍ଜାବ ପୋଲିସ ନିଲମ୍ବିତ

ନୂଆଦିଲ୍ଲୀ,୨୬।୧୧: ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷାରେ ତ୍ରୁଟି ପାଇଁ ୭ ପଞ୍ଜାବ ପୋଲିସକର୍ମୀ ନିଲମ୍ବିତ ହୋଇଛନ୍ତି। ଗତ ବର୍ଷ ପ୍ରଧାନମନ୍ତ୍ରୀଙ୍କ ପଞ୍ଜାବ ଗସ୍ତ ସମୟରେ ସୁରକ୍ଷାରେ ଉଲଂଘନ ହୋଇଥିଲା। ନିଲମ୍ବିତ ହୋଇଥିବା ସୁରକ୍ଷାକର୍ମୀଙ୍କ ମଧ୍ୟରେ ଜିଲାର ତତ୍କାଳୀନ ଏସପି ଏବଂ ଦୁଇ ସିଏସପି ର‍୍ୟାଙ୍କର…

‘ମୋୟେ ମୋୟେ’ ଗୀତରେ ଭିଡିଓ କଲେ ଦିଲ୍ଲୀ ଓ ପଶ୍ଚିମବଙ୍ଗ ପୋଲିସ, ଭାଇରାଲ ହେଉଛି ମଜାଦାର ଭିଡିଓ

ନୂଆଦିଲ୍ଲୀ,୨୬।୧୧: କିଛିଦିନ ଧରି ସୋସିଆଲ ମିଡିଆରେ ଏକ ମଜାଦାର ଟ୍ୟୁନ ଟ୍ରେଣ୍ଡ କରୁଛି। ତାହା ହେଉଛି ‘ମୋୟେ ମୋୟେ’। ୟୁଜର୍ସ ଏହି ଗୀତରେ ମଜାଦାର ଭିଡିଓ କରି ସୋସିଆଲ ମିଡିଆରେ ଶେୟାର କରୁଛନ୍ତି। ବର୍ତ୍ତମାନ ଦିଲ୍ଲୀ ଓ ପଶ୍ଚିମବଙ୍ଗର ପୋଲି ସମଧ୍ୟ…

୧୯ ବର୍ଷରୁ କମ୍‌ ଏସିଆ କପ୍‌ କ୍ରିକେଟ: ଉଦୟ ସାହାରନ ଭାରତ ଅଧିନାୟକ

ମୁମ୍ବାଇ, ୨୬।୧୧(ପି.ଟି.):ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ)ରେ ଏସିଆନ କ୍ରିକେଟ କାଉନ୍‌ସିଲ (ଏସିସି) ୧୯ ବର୍ଷରୁ କମ୍‌ ପୁରୁଷ ଏସିଆ କପ୍‌ କ୍ରିକେଟ ଟୁର୍ନାମେଣ୍ଟ ଡିସେମ୍ବର ୮ରୁ ଖେଳାଯିବ। ଉଦୀୟମାନ ବ୍ୟାଟର ଉଦୟ ସାହାରନଙ୍କୁ ଗତଥରର ଚାମ୍ପିୟନ ଭାରତୀୟ ଦଳର ଅଧିନାୟକ ମନୋନୀତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?