ଜାତୀୟ

ରାଜ୍ୟପାଳ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ବିଲକୁ ବିଚାରାଧୀନରଖି ପାରିବେ ନାହିଁ: ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ,୨୪।୧୧ : ସୁପ୍ରିମକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ମନ୍ତବ୍ୟ ଦେଇଛନ୍ତି ରାଜ୍ୟପାଳ ତାଙ୍କ କୌଣସି ବିଲକୁ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ବିଚାରାଧୀନ ରହିପାରିବେ ନାହିଁ। ସୁପ୍ରିମକୋର୍ଟ କହିଛନ୍ତି ରାଜ୍ୟପାଳଙ୍କର ସାମ୍ବିଧାନିକ ଶକ୍ତି ଅଛି କିନ୍ତୁ ସେ ଏହି କ୍ଷମତାକୁ ରାଜ୍ୟ ସରକାରଙ୍କ ଆଇନ…

ସତ୍ୟେନ୍ଦ୍ରଙ୍କୁ ଆଶ୍ୱସ୍ତି: ମଧ୍ୟବର୍ତ୍ତୀକାଳୀନ ଜାମିନ ବୃଦ୍ଧି କଲେ ସୁପ୍ରିମକୋର୍ଟ…

ନୂଆଦିଲ୍ଲୀ,୨୪।୧୧ : ଅର୍ଥ ହେରଫେର ମାମଲାରେ ଦିଲ୍ଲୀର ପୂର୍ବତନ ମନ୍ତ୍ରୀ ସତ୍ୟେନ୍ଦ୍ର ଜୈନଙ୍କ ଆଶ୍ୱସ୍ତି ମିଳିଛି। ସୁପ୍ରିମକୋର୍ଟ ତାଙ୍କର ମଧ୍ୟବର୍ତ୍ତୀକାଳୀନ ଜାମିନକୁ ଡିସେମ୍ବର ୪ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି। ସୁପ୍ରିମକୋର୍ଟରେ ଜଷ୍ଟିସ ବେଲା ତ୍ରିବେଦୀଙ୍କ ନେତୃତ୍ୱରେ ଗଠିତ ବେଞ୍ଚ ସତ୍ୟେନ୍ଦ୍ରଙ୍କ ନିୟମିତ…

ତାଲିବାନ ଦେଖାଇଲା ନିଜର ଅସଲି ରୂପ: ସ୍ଥାୟୀ ଭାବେ ବନ୍ଦ କଲା ଭାରତରେ ଦୂତାବାସ…

ନୂଆଦିଲ୍ଲୀ,୨୪।୧୧ : ଆଫଗାନିସ୍ତାନର ଶାସକ ତାଲିବାନ ନିଜର ଅସଲି ରୂପ ଦେଖାଇଛି। ତାଲିବାନ ଘୋଷଣା କରିଛି ଏହା ନୂଆଦିଲ୍ଲୀରେ ଥିବା ଦୂତାବାସକୁ ସବୁଦିନ ପାଇଁ ବନ୍ଦ କରି ଦେଇଛି। ଆଫଗାନିସ୍ତାନର କୂଟନୈତିକ ମିଶନ ପକ୍ଷରୁ ବିବୃତ୍ତି ଜାରି କରି ଏହି ସୂଚନା…

ଘରକୁ ପଠାଗଲା ୫ ଶହୀଦଙ୍କ ପାର୍ଥିବ ଶରୀର, ହସ୍ପିଟାଲରେ ଶ୍ରଦ୍ଧାଞ୍ଜଳି ଅର୍ପଣ…

ଶ୍ରୀନଗର,୨୪।୧୧ : ଜମ୍ମୁ-କଶ୍ମୀରର ରାଜୌରୀ ଜିଲାର ବାଜିମାଲ ଅଞ୍ଚଳର ଧରାମସାଲରେ ଆତଙ୍କବାଦୀ ଏବଂ ସୁରକ୍ଷା ବାହିନୀ ମଧ୍ୟରେ ୨୪ ଘଣ୍ଟିଆ ମୁକାବିଲା ଶେଷ ହୋଇଛି। ଏହି ଏନକାଉଣ୍ଟରରେ ଭାରତୀୟ ସୈନିକମାନେ ଲଶ୍କର-ଇ-ତୋଏବାର ଦୁଇ ଭୟଭୀତ ଆତଙ୍କବାଦୀଙ୍କୁ ହତ୍ୟା କରିଥିଲେ। କିନ୍ତୁ ଆତଙ୍କବାଦୀଙ୍କ…

୨୦୨୪ ଲୋକସଭା ନିର୍ବାଚନ ଜିତିବା ଲାଗି ଭାଜପାର ମାଷ୍ଟର ପ୍ଲାନ, କିପରି ହେବ ଏହା ସମ୍ଭବ ଜାଣନ୍ତୁ…

ନୂଆଦିଲ୍ଲୀ,୨୪।୧୧ : ଦେଶରେ ୨୦୨୪ ଲୋକସଭା ନିର୍ବାଚନ ପାଖେଇ ଆସୁଥିବାରୁ ବିଭିନ୍ନ ରାଜନୈତିକ ଦଳ ସେମାନଙ୍କ ପ୍ରସ୍ତୁତିରେ ବ୍ୟସ୍ତ ଅଛନ୍ତି। ଏହି ସମୟରେ କେନ୍ଦ୍ରର ଶାସକ ଦଳ ଭାରତୀୟ ଜନତା ପାର୍ଟି (ଭାଜପା) ପ୍ରତିପକ୍ଷଙ୍କୁ ପରାସ୍ତ କରିବାକୁ ଏକ ବଡ ମାଷ୍ଟରପ୍ଲାନ…

ନୂଆଦିଲ୍ଲୀରେ ଥିବା ଆଫଗାନିସ୍ତାନ ଦୂତାବାସ ସବୁଦିନ ପାଇଁ ବନ୍ଦ

କାବୁଲ/ନୂଆଦିଲ୍ଲୀ,୨୪।୧୧: ନୂଆଦିଲ୍ଲୀରେ ଥିବା ଆଫଗାନିସ୍ତାନ ଦୂତାବାସ ସବୁଦିନ ପାଇଁ ବନ୍ଦ କରି ଦିଆଯାଇଛି। ଏନେଇ ଆଫଗାନିସ୍ତାନ କୂଟନୈତିକ ମିଶନ ପକ୍ଷରୁ ସୂଚନା ଦିଆଯାଇଛି। କୁହାଯାଇଛି ଯେ ନୂଆଦିଲ୍ଲୀରେ ଦୂତାବାସ ବନ୍ଦ କରିବାକୁ ସେମାନଙ୍କର ନିଷ୍ପତ୍ତି ନଭେମ୍ବର ୨୩, ୨୦୨୩ରୁ କାର୍ଯ୍ୟକାରୀ ହେବ।…

ପୁଣି ଅଟକିଲା ଉଦ୍ଧାର କାର୍ଯ୍ୟ

ଉତ୍ତରକାଶୀ,୨୪ା୧୧:ଉତ୍ତରାଖଣ୍ଡରେ ଭୁଶୁଡ଼ିଥିବା ସିଲ୍‌କ୍ୟାରା ଟନେଲରେ ଉଦ୍ଧାର କାର୍ଯ୍ୟକୁ ଗୁରୁବାର ପୁଣିଥରେ ସ୍ଥଗିତ ରଖାଯାଇଛି। ସୁଡ଼ଙ୍ଗ ଖନନ କାର୍ଯ୍ୟରେ ନିୟୋଜିତ ମେଶିନ୍‌ ଯେଉଁଠାରେ ରଖାଯାଇଥିଲା, ଉକ୍ତ ସ୍ଥାନରେ କେତେକ ଫାଟ ଦେଖାଦେଇଛି। ଫଳରେ ସୁଡ଼ଙ୍ଗରେ ଫସିଥିବା ୪୧ ଶ୍ରମିକଙ୍କ ଉଦ୍ଧାର ଲାଗି ଚାଲିଥିବା…

ରାହୁଲ ଜଣେ ଯୋଦ୍ଧା, କାହାକୁ ଭୟ କରିବେ ନାହିଁ: ସୁପ୍ରିୟା

ନୂଆଦିଲ୍ଲୀ,୨୪।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପନୌତି ବୋଲି କହି କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ବିରୋଧରେ ନିର୍ବାଚନ ଆୟୋଗ ଏକ ନୋଟିସ୍‌ ଜାରି କରିଛନ୍ତି। ଏହା ଉପରେ ଭାଜପା ଓ ବିରୋଧୀ ଦଳ ମଧ୍ୟରେ ବାକ୍‌ଯୁଦ୍ଧ ଚାଲିଛି। ଜାତୀୟତାବାଦୀ କଂଗ୍ରେସ ଦଳର…

ମୁମ୍ବାଇ ବିମାନବନ୍ଦରକୁ ବୋମା ପକାଇ ଉଡାଇ ଦେବାକୁ ମିଳିଲା ଧମକ

ମୁମ୍ବାଇ,୨୪।୧୧: ମହାରାଷ୍ଟ୍ରର ରାଜଧାନୀ ମୁମ୍ବାଇର ଛତ୍ରପତି ଶିବାଜୀ ମହାରାଜ ଅନ୍ତର୍ଜାତୀୟ ବିମାନବନ୍ଦରର ଟର୍ମିନାଲ ୨କୁ ବୋମା ପକାଇ ଉଡାଇ ଦେବାକୁ ଧମକ ମିଳିଛି। ଏହି ଧମକ ଇମେଲ ମାଧ୍ୟମରେ ଦିଆଯାଇଛି। ଏଥିରେ ୪୮ ଘଣ୍ଟା ମଧ୍ୟରେ ବିଟକଏନରେ ଏକ ମିଲିୟନ ଡଲାର…

ଡିକେ ଶିବକୁମାରଙ୍କ ବିରାଧରେ ସିବିଆଇ ଯାଞ୍ଚ ରଦ୍ଦ କରିବା ପ୍ରସ୍ତାବକୁ ମଞ୍ଜୁରୀ ଦେଲେ କର୍ନାଟକ ସରକାର

ବେଙ୍ଗାଲୁରୁ,୨୩।୧୧: କର୍ନାଟକର ଉପମୁଖ୍ୟମନ୍ତ୍ରୀ ଡି.କେ ଶିବକୁମାରଙ୍କ ବିରୋଧରେ ହୋଇଥିବା ଅନୁପଯୁକ୍ତ ସମ୍ପତ୍ତି ମାମଲାରେ ଚାଲିଥିବା ସିବିଆଇ ତଦନ୍ତକୁ ବନ୍ଦ କରିବାକୁ ରାଜ୍ୟ ସରକାର ଗୁରୁବାର ଏକ ପ୍ରସ୍ତାବକୁ ମଞ୍ଜୁରୀ ଦେଇଛନ୍ତି। ଏହି ପ୍ରସ୍ତାବକୁ କର୍ନାଟକର ଗୃହ ବିଭାଗ କ୍ୟାବିନେଟକୁ ଉପସ୍ଥାପନ କରିଛି।…

ରଶ୍ମିକା ମନ୍ଦାନା ଡିପଫେକ ଭିଡିଓ ମାମଲାରେ ଦିଲ୍ଲୀ ପୋଲିସକୁ ମିଳିଲା ଗୁରୁତ୍ୱପୂର୍ଣ୍ଣ ତଥ୍ୟ

ନୂଆଦିଲ୍ଲୀ/ମୁମ୍ବାଇ,୨୩।୧୧: ଅଭିନେତ୍ରୀ ରଶ୍ମିକା ମନ୍ଦନାଙ୍କ ଡିପଫେକ ଭିଡିଓ ବିଷୟରେ ଦିଲ୍ଲୀ ପୋଲିସ କହିଛି ଯେ ଏହି ଭିଡିଓ ସହ ଜଡିତ ମାମଲାର ତଦନ୍ତରେ ସେମାନେ ଗୁରୁତ୍ୱପୂର୍ଣ୍ଣ ସୂଚନା ପାଇଛନ୍ତି ଏବଂ ବୈଷୟିକ ବିଶ୍ଳେଷଣ ମାଧ୍ୟମରେ ଏହାର ଯାଞ୍ଚ କରାଯାଉଛି। ବୈଷୟିକ ବିଶ୍ଳେଷଣର…

ରାହୁଲ ଗାନ୍ଧୀଙ୍କ ‘ପନୌତି’ ବୟାନକୁ ନେଇ ପ୍ରତିକ୍ରିୟା ରଖିଲେ ଶାମି

ନୂଆଦିଲ୍ଲୀ,୨୩।୧୧: ବିଶ୍ୱକପ ୨୦୨୩ରେ ମହମ୍ମଦ ଶାମି ସର୍ବାଧିକ ୱିକେଟ ନେଇ ରେକର୍ଡ କରିଥିଲେ। ସେ ମାତ୍ର ୭ ଟି ମ୍ୟାଚରେ ୨୪ଜଣ ବ୍ୟାଟ୍ସମ୍ୟାନଙ୍କୁ ପାଭିଲିୟନର ରାସ୍ତା ଦେଖାଇଥିଲେ। ସେ ଫାଇନାଲରେ ୧ଟି ୱିକେଟ ନେଇଥିଲେ। ବିଶ୍ୱକପର ଫାଇନାଲ ମ୍ୟାଚ ଦେଖିବା ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?