ଜାତୀୟ

୧୨ରେ ଇଡି ଅଫିସରେ ହାଜର ହେବେ ପୂର୍ବତନ ମୁଖ୍ୟମନ୍ତ୍ରୀ ଝିଅ, ଜାଣନ୍ତୁ କାହିଁକି…

କୋଚି,୧୦ା୬: ଏକ ମନିଲଣ୍ଡରିଂ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) କେରଳର ପୂର୍ବତନ ମୁଖ୍ୟମନ୍ତ୍ରୀ ପିନାରାୟୀ ବିଜୟନଙ୍କ ଝିଅ ବୀଣା ଟି ଏବଂ କୋଚି ମିନେରାଲ୍‌ସ ଆଣ୍ଡ ରୁଟିଲ୍‌ ଲିଃ (ସିଏମ୍‌ଆର୍‌ଏଲ୍‌)ର ଅଧିକାରୀମାନଙ୍କୁ ଜେରା ପାଇଁ ସମନ ଜାରି କରିଛନ୍ତି। ଆସନ୍ତା ୧୨…

‘ସାର୍ବଜନୀନ ସେବା ହେଉଛି ସୁଶାସନର ମାପକାଠି’- ଦୀର୍ଘତମ କାର୍ଯ୍ୟକାଳ ପାଇଁ ରେକର୍ଡ ସ୍ଥାପନ କରିବା ପରେ ଚର୍ଚ୍ଚାରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ପୋଷ୍ଟ

ନୂଆଦିଲ୍ଲୀ,୧୦।୬: ବୁଧବାର, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତର ସବୁଠାରୁ ଦୀର୍ଘ ସମୟ ଧରି ନିର୍ବାଚିତ ପ୍ରଧାନମନ୍ତ୍ରୀ ହୋଇଥିଲେ। ସେ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ଜବାହରଲାଲ ନେହେରୁଙ୍କ ରେକର୍ଡକୁ ଅତିକ୍ରମ କରି ୪,୩୯୯ ଦିନ କାର୍ଯ୍ୟକାଳ ପୂରଣ କରଛନ୍ତି। ଏହି ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ…

ସରକାରଙ୍କ ବଡ଼ ପଦକ୍ଷେପ, ଶେଷ ହେବ ‘ଦୁଇ ସନ୍ତାନ’ ନିୟମ

ଇନ୍ଦୋର,୧୦।୬: ମଧ୍ୟପ୍ରଦେଶ ସରକାର ଚାକିରି ଆଶାୟୀ ଏବଂ ବର୍ତ୍ତମାନର ସରକାରୀ କର୍ମଚାରୀଙ୍କୁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। ମୋହନ ଯାଦବ ପ୍ରଶାସନ ୨୩ ବର୍ଷ ପୁରୁଣା ‘ଦୁଇ ସନ୍ତାନ’ ନିୟମକୁ ଉଚ୍ଛେଦ କରିବାକୁ ନିଷ୍ପତ୍ତି ନେଇଛି। ମୁଖ୍ୟମନ୍ତ୍ରୀ ମୋହନ ଯାଦବ ମଙ୍ଗଳବାର…

ସରକାରଙ୍କ ବଡ଼ ଘୋଷଣା: ମେଟ୍ରୋ, ବସ୍‌ରେ ଅଫିସ ଯିବାଆସିବା କରୁଥିବା କର୍ମଚାରୀଙ୍କୁ ମିଳିବ ଅଧିକ ଦରମା

ନୂଆଦିଲ୍ଲୀ,୧୦।୬: ଦିଲ୍ଲୀ ସରକାର ନିଜ କର୍ମଚାରୀଙ୍କ ହିତ ପାଇଁ ଏବଂ ବଢୁଥିବା ଇନ୍ଧନ (ଫ୍ୟୁଏଲ) ସଙ୍କଟର ମୁକାବିଲା କରିବା ପାଇଁ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ସରକାର ଏବେ ସେହି ସମସ୍ତ କର୍ମଚାରୀଙ୍କୁ ବିଶେଷ ଇନସେଣ୍ଟିଭ (ଅତିରିକ୍ତ ଭତ୍ତା) ପ୍ରଦାନ କରିବେ,…

ମୀନାକ୍ଷୀ ନଟରାଜନଙ୍କ ନାମାଙ୍କନପତ୍ର ଖାରଜ, ଆଜି ହୋଇପାରେ ଆଲୋଚନା

ଭୋପାଳ,୧୦ା୬: ମଧ୍ୟପ୍ରଦେଶରୁ ରାଜ୍ୟ ସଭାରେ ଖାଲି ପଡ଼ିବାକୁ ଥିବା ୩ଟି ଆସନ ଲାଗି ନିର୍ବାଚନ ହେବାକୁ ଯାଉଥିବାବେଳେ ଭାଜପାର ଏକ ଅଭିଯୋଗ ଆଧାରରେ କଂଗ୍ରେସ ପ୍ରାର୍ଥୀ ମୀନାକ୍ଷୀ ନଟରାଜନଙ୍କ ନାମାଙ୍କନପତ୍ରକୁ ମଙ୍ଗଳବାର ରିଟର୍ନିଂ ଅଫିସର ଖାରଜ କରିଦେଇଛନ୍ତି। ମୀନାକ୍ଷୀ ତାଙ୍କ ସତ୍ୟ…

ନେହେରୁଙ୍କୁ ଟପିଲେ ମୋଦି: ଦେଶର ରାଜନୀତିରେ ନୂତନ ଅଧ୍ୟାୟ

ନୂଆଦିଲ୍ଲୀ,୧୦।୬: ଜୁନ ୧୦ ଅର୍ଥାତ୍‌ ଆଜି ଦେଶର ରାଜନୀତିରେ ଏକ ନୂତନ ଅଧ୍ୟାୟ ଲେଖାହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହରଲାଲ ନେହେରୁଙ୍କ ଦ୍ୱାରା ନିର୍ବାଚିତ ପ୍ରଧାନମନ୍ତ୍ରୀ ଭାବରେ ଦୀର୍ଘତମ ନିରନ୍ତର କାର୍ଯ୍ୟକାଳ ରେକର୍ଡକୁ ଅତିକ୍ରମ କରିଛନ୍ତି।…

ପ୍ରଥମ ୪ଟି ସିଲିଣ୍ଡର ଉପରେ ମିଳିବ ଏତିକି ଟଙ୍କା ସବସିଡି; ଜାଣନ୍ତୁ କ’ଣ ରହିଛି ନୂଆ ନିୟମ , କେଉଁ ସବୁ ଡକ୍ୟୁମେଣ୍ଟ ଜରୁରୀ?

ନୂଆଦିଲ୍ଲୀ, ୧୦।୬: କେନ୍ଦ୍ର ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ ମନ୍ତ୍ରଣାଳୟ ସୂଚିତ କରିଛି ଯେ ପ୍ରଧାନମନ୍ତ୍ରୀ ଉଜ୍ଜ୍ୱଳା ଯୋଜନା (PMUY) ଅଧୀନରେ ଉପଲବ୍ଧ ସବସିଡିଯୁକ୍ତ LPG ସିଲିଣ୍ଡର ସଂଖ୍ୟା ସଂଶୋଧନ କରାଯାଇଛି। ଏହି ସଂଖ୍ୟା ବର୍ତ୍ତମାନ ୯ ରୁ ହ୍ରାସ କରି…

ଡିମେନ୍‌ସିଆ ଥିବା ଲୋକଙ୍କଠାରେ ଭିଟାମିନ ଅଭାବ

ନୂଆଦିଲ୍ଲୀ,୧୦।୬(ପିଟି):ସାଧାରଣ ଲୋକଙ୍କ ଅପେକ୍ଷା ସ୍ମୃତିଶକ୍ତି ହ୍ରାସ(ଡିମେନ୍‌ସିଆ) ରୋଗର ସମ୍ଭାବନା ଅଧିକ ଥିବା ଲୋକଙ୍କ ଠାରେ ଭିଟାମିନ ଅଭାବ ଅଧିକ ଦେଖାଯାଇଥାଏ ବୋଲି ଏକ ସର୍ଭେରୁ ଜଣାପଡ଼ିଛି। ତେଲଙ୍ଗାନାର ୫୫୬ ଜଣ ମଧ୍ୟ ବୟସ୍କ ଏବଂ ବୃଦ୍ଧାବୃଦ୍ଧଙ୍କୁ ନେଇ ଏକ ଅଧ୍ୟୟନ କରାଯାଇଥିଲା।…

ଜାପାନ ପରେ ଏବେ ନେପାଳ ବ୍ୟାନ କଲା ଭାରତୀୟ ଆମ୍ୱ; ଆଣିଲା ସାଂଘାତିକ ଅଭିଯୋଗ

ନୂଆଦିଲ୍ଲୀ,୯।୬:ଭାରତରେ ଖାଦ୍ୟ, ଫଳ ଓ ପନିପରିବା ଆଦି ଉପରେ ଅତ୍ୟଧିକ ପରିମାଣରେ କେମିକଲ୍ସ ସ୍ପ୍ରେ ଓ ମିଶ୍ରଣ ଯୋଗୁ ଏସବୁ ନେଇ ଲୋକଙ୍କ ଭରସା ଏକପ୍ରକାର ଉଠିଗଲାଣି। ପ୍ରତିଦିନ ଏଭଳି ଘଟଣା ସାମ୍ନାକୁ ଆସୁଛି। ଏଭଳି ପରିସ୍ଥିତି ଦେଶ ଭିତରେ ଛବି…

ଶୁଭେନ୍ଦୁ ଅଧିକାରୀଙ୍କ ବଡ଼ ଘୋଷଣା: ‘ଦୀଘା ଜଗନ୍ନାଥ ଧାମ’ରୁ ହଟିବ ‘ଧାମ’ ଶବ୍ଦ , ଜଗନ୍ନାଥପ୍ରେମୀଙ୍କ ମଧ୍ୟରେ ଖୁସି

ଭୁବନେଶ୍ୱର/କୋଲକାତା, ୯/୬: ଦୀଘା ଜଗନ୍ନାଥ ମନ୍ଦିରର ନାମକରଣକୁ ନେଇ ଦୀର୍ଘଦିନ ଧରି ଚାଲିଥିବା ବିବାଦ ମଧ୍ୟରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ ଏକ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି ଯେ, ‘ଦୀଘା ଜଗନ୍ନାଥ ଧାମ’ ନାମରୁ ‘ଧାମ’ ଶବ୍ଦ ହଟାଯିବ…

ସକ୍ରିୟ ହେଲା ଘୂର୍ଣ୍ଣିବଳୟ; ୧୧ରୁ ପ୍ରବଳରୁ ଅତି ପ୍ରବଳ ବର୍ଷା, ୧୫ଜିଲାକୁ ଆଲର୍ଟ କଲା IMD

ଲକ୍ଷ୍ନୌ,୯।୬: ଉତ୍ତର ପ୍ରଦେଶ (UP) ରେ ପାଣିପାଗ ଏବେଠାରୁ ରୂପ ବଦଳାଇବା ଆରମ୍ଭ କଲାଣି। ବାରାଣସୀ, ପ୍ରୟାଗରାଜ, ବାନ୍ଦା ଏବଂ ଆଗ୍ରା ଭଳି ସହରଗୁଡ଼ିକରେ ପାରଦ ୪୧ ରୁ ୪୪ ଡିଗ୍ରୀ ସେଲସିୟସ ମଧ୍ୟରେ ରହିଥିବା ବେଳେ ଆଜି ଅନେକ ଜିଲ୍ଲା…

ନିଜ ଜ୍ୱାଇଁକୁ ବାହାହେଲେ ଶାଶୁ, ସ୍ତ୍ରୀ ଦେଖି କହିଲେ…

କାନପୁର,୯।୬: ଉତ୍ତରପ୍ରଦେଶର କାନପୁର ଦେହାତ ଜିଲାରୁ ଏକ ଅଜବ ଘଟଣା ସାମ୍ନାକୁ ଆସିଛି। ଜଣେ ଯୁବକ ନିଜ ସ୍ତ୍ରୀଙ୍କୁ ଛାଡ଼ି ଶାଶୁଙ୍କୁ କୋର୍ଟରେ ବାହା ହେଇଛନ୍ତି। ବିବାହ ପରେ ଉଭୟେ ସୋସିଆଲ ମିଡିଆରେ ଏହାର ଘୋଷଣା କରିବା ସହ ଫେରାର୍‌ ହୋଇଯାଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?