ଜାତୀୟ

ସଞ୍ଜୟ ସିଂଙ୍କ ଆବେଦନକୁ ନେଇ ଇଡିକୁ ନୋଟିସ ଜାରି କଲେ ସୁପ୍ରିମକୋର୍ଟ, ପରବର୍ତ୍ତି ଶୁଣାଣି ଡିସେମ୍ବରରେ

ନୂଆଦିଲ୍ଲୀ,୨୦।୧୧: ଆମ ଆଦମୀ ପାର୍ଟି (ଏଏପି) ରାଜ୍ୟ ସଭା ଏମପି ସଞ୍ଜୟ ସିଂଙ୍କ ଆବେଦନ ଉପରେ ସୋମବାର ସୁପ୍ରିମକୋର୍ଟ ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି) କୁ ନୋଟିସ ଜାରି କରିଛନ୍ତି। ଏହି ମାମଲାର ପରବର୍ତ୍ତୀ ଶୁଣାଣି ବର୍ତ୍ତମାନ ଡିସେମ୍ବର ଦ୍ୱିତୀୟ ସପ୍ତାହରେ ଅନୁଷ୍ଠିତ…

ଭାରତୀୟ ସିନେମାରେ ଅବଦାନ ପାଇଁ ଅଭିନେତ୍ରୀ ମାଧୁରୀ ଦୀକ୍ଷିତଙ୍କୁ ବିଶେଷ ସମ୍ମାନ

ନୂଆଦିଲ୍ଲୀ,୨୦।୧୧: ଭାରତର ୫୪ ତମ ଅନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବରେ ଭାରତୀୟ ସିନେମାରେ ଅବଦାନ ପାଇଁ ଅଭିନେତ୍ରୀ ମାଧୁରୀ ଦୀକ୍ଷିତଙ୍କୁ ଏକ ବିଶେଷ ପୁରସ୍କାରରେ ସମ୍ମାନିତ କରାଯାଇଛି। କେନ୍ଦ୍ର ସୂଚନା ଏବଂ ପ୍ରସାରଣ ମନ୍ତ୍ରୀ ଅନୁରାଗ ଠାକୁର ସୋସିଆଲ ମିଡିଆେ ଏକ୍ସରେ ଏକ…

ପରାଜୟ ପରେ ବି ଭାରତୀୟ ଖେଳାଳିଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ, ସାମ୍ନାକୁ ଆସିଲା ଡ୍ରେସିଂ ରୁମର ଫଟୋ

ଅହମଦାବାଦ,୨୦।୧୧: ଅଷ୍ଟ୍ରେଲିଆ ବିପକ୍ଷ ବିଶ୍ୱକପ ୨୦୨୩ର ଫାଇନାଲରେ ଭାରତକୁ ପରାଜୟର ସମ୍ମୁଖୀନ ହେବାକୁ ପଡିଲା। କଙ୍ଗାରୁ ଭାରତକୁ ୬ଟି ୱିକେଟରେ ପରାସ୍ତ କରିଛି। ଏହି ପରାଜୟ ପରେ ଭାରତୀୟ ଖେଳାଳିମାନେ ଡ୍ରେସିଂ ରୁମକୁ ଯାଇ ସେମାନଙ୍କ ଭାବପ୍ରବଣ ହେବାର ଫଟୋ ମଧ୍ୟ…

ଚନ୍ଦ୍ରବାବୁ ନାଇଡୁଙ୍କୁ ମିଳିଲା ରେଗୁଲାର ବେଲ

ଅମରାବତି,୨୦।୧୧: ଦକ୍ଷତା ବିକାଶ ମାମଲାରେ ସୋମବାର ଆନ୍ଧ୍ରପ୍ରଦେଶ ହାଇକୋର୍ଟ ପୂର୍ବତନ ମୁଖ୍ୟମନ୍ତ୍ରୀ ଏନ ଚନ୍ଦ୍ରବାବୁ ନାଇଡୁଙ୍କୁ ନିୟମିତ ଜାମିନ ପ୍ରଦାନ କରିଛନ୍ତି। ନ୍ୟୁଜ ଏଜେନ୍ସି ଏଏନଆଇର ରିପୋର୍ଟ ଅନୁଯାୟୀ ନାଇଡୁ ୨୮ ନଭେମ୍ବର ପର୍ଯ୍ୟନ୍ତ ମଧ୍ୟବର୍ତ୍ତୀକାଳୀନ ଜାମିନରେ ଅଛନ୍ତି। ଏହାପୂର୍ବରୁ ଅକ୍ଟୋବରରେ…

ଆଜି ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ଟୁ ପ୍ଲସ ଟୁ ମନ୍ତ୍ରୀସ୍ତରିୟ ବାର୍ତ୍ତା, ଦିଲ୍ଲୀ ପହଞ୍ଚିଲେ ଅଷ୍ଟ୍ରେଲିଆ ବୈଦେଶିକ ମନ୍ତ୍ରୀ

ନୂଆଦିଲ୍ଲୀ,୨୦।୧୧: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ନଭେମ୍ବର ୨୦ ଅର୍ଥାତ୍‌ ସୋମବାର ଦ୍ୱିତୀୟ ଟୁ ପ୍ଲସ ଟୁ ମନ୍ତ୍ରୀସ୍ତରୀୟ ଆଲୋଚନା ଅନୁଷ୍ଠିତ ହେବ, ଯେଉଁଥିରେ ଅଷ୍ଟ୍ରେଲିଆ ବୈଦେଶିକ ମନ୍ତ୍ରୀ ପେନି ୱଙ୍ଗ ସୋମବାର ସକାଳେ ଦିଲ୍ଲୀରେ ପହଞ୍ଚିଛନ୍ତି। ତାଙ୍କୁ ନୂଆଦିଲ୍ଲୀର ପାଲାମ…

କାହିଁକି ଅଟକି ରହିଛି ବିଲ୍‌: କେନ୍ଦ୍ର-ରାଜ୍ୟପାଳଙ୍କ କାର୍ଯ୍ୟାଳୟକୁ ନୋଟିସ ଜାରି…

ନୂଆଦିଲ୍ଲୀ,୨୦।୧୧ : କେରଳ ରାଜ୍ୟପାଳ ବିଧାନସଭାରେ ପାରିତ ହୋଇଥିବା ବିଲକୁ ଅନୁମୋଦନ ନ ଦେବା ନେଇ ସୁପ୍ରିମକୋର୍ଟ କେନ୍ଦ୍ର ଏବଂ ରାଜ୍ୟପାଳଙ୍କ କାର୍ଯ୍ୟାଳୟକୁ ନୋଟିସ ଜାରି କରିଛନ୍ତି। ପ୍ରଧାନ ବିଚାରପତି ଡିଓ୍ବାଇ ଚନ୍ଦ୍ରଚୂଡଙ୍କର ବେଞ୍ଚ ଆଟର୍ନି ଜେନେରାଲ ଏବଂ ସୋଲିସିଟର ଜେନେରାଲଙ୍କୁ…

ଘୋଷଣା ହେଲା ରାମଲଲାଙ୍କ ପ୍ରାଣ ପ୍ରତିଷ୍ଠାର ସମୟ

ଅଯୋଧ୍ୟା,୨୦।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜାନୁୟାରୀ ୨୨ରେ, ଅଭିଜିତ ମୁହୁର୍ତ୍ତ ମୃଗଶିରା ନକ୍ଷତ୍ରରେ ରାତି ୧୨ଟା ୨୦ରେ ରାମଲଲାଙ୍କ ପ୍ରାଣ ପ୍ରତିଷ୍ଠା କରିବେ। ଏହି କାର୍ଯ୍ୟକୁ ଏକ ଆନ୍ତର୍ଜାତୀୟ ରୂପ ଦେବା ପାଇଁ ରବିବାର ସାକେତ ନିଳୟମଠାରେ ସଂଘ ପରିବାରର ଏକ…

ରାସ୍ତାକୁ ଟିଭି ଫୋପାଡିଲେ ଦର୍ଶକ

ଆଲିଗଡ,୨୦।୧୧: ଦିନିକିଆ ବିଶ୍ୱକପ ଫାଇନାଲରେ ଅଷ୍ଟ୍ରେଲିଆ ଭାରତକୁ ପରାସ୍ତ କରିଛି। ଅଷ୍ଟ୍ରେଲିଆ ହାତରେ ପରାଜୟ ପରେ ଭାରତୀୟ ପ୍ରଶଂସକଙ୍କ ମଧ୍ୟରେ ନିରାଶା ଦେଖାଦେଇଥିଲା। ଟିମ ଇଣ୍ଡିଆର ଏହି ପରାଜୟ ଯୋଗୁ ପ୍ରଶଂସକଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଥିଲା। ୟୁପିର ଆଲିଗଡ ଏବଂ ଲଖିମପୁର…

ପ୍ରଧାନମନ୍ତ୍ରୀ ମୋଦି କାହିଁକି ଦେଖିବାକୁ ଯାଇଥିଲେ ଫାଇନାଲ ମ୍ୟାଚ, ସଞ୍ଜୟ କହିଲେ ପରଦା ପଛରେ ରଚାଯାଇଥିଲା ପ୍ଲାନ

ନୂଆଦିଲ୍ଲୀ,୨୦।୧୧: ଆଇସିସି କ୍ରିକେଟ ବିଶ୍ୱକପର ଫାଇନାଲ ମ୍ୟାଚରେ ଭାରତ ଅଷ୍ଟ୍ରେଲିଆକୁ ୬ୱିକେଟରେ ହରାଇଛି। ଗୁଜୁରାଟ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଆୟୋଜିତ ଏହି ମ୍ୟାଚ ଦେଖିବାକୁ ଦେଶର ବିଭିନ୍ନ ସ୍ଥାନରୁ ଭିଭିଆଇପିମାନେ ପହଞ୍ଚିଥିଲେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିଜେ ଏବଂ ସ୍ବରାଷ୍ଟ୍ରମନ୍ତ୍ରୀ…

ଓ୍ବାର୍ଲଡ କପ ପରେ ଏବେ ଘରକୁ ଫେରିବା ବି ହୋଇ ପଡିଛି ମହଙ୍ଗା, ୧୦ ଗୁଣା ବଢିଛି ବିମାନ ଟିକେଟର ଦାମ

ନୂଆଦିଲ୍ଲୀ,୨୦।୧୧: କ୍ରିକେଟ ବିଶ୍ୱକପ ୨୦୨୩ ରବିବାର ରାତିରେ ଶେଷ ହୋଇଛି। ଫାଇନାଲ ମ୍ୟାଚରେ ଅଷ୍ଟ୍ରେଲିଆ ଭାରତକୁ ପରାସ୍ତ କରି ଷଷ୍ଠ ଥର ବିଶ୍ୱକପ ଜିତିଛି। ଏହା ସହିତ ଭାରତର ତୃତୀୟ ବିଶ୍ୱକପ ପାଇଁ ଆଶା କରୁଥିବା କୋଟି କୋଟି ଲୋକଙ୍କ ହୃଦୟ…

୨୨ ଭାରତୀୟ ଧୀବର ଫେରିଲେ ସ୍ବଦେଶ…

ନୂଆଦିଲ୍ଲୀ,୨୦।୧୧ : ଶ୍ରୀଲଙ୍କା ୨୨ ଜଣ ଭାରତୀୟ ଧୀବରଙ୍କୁ ମୁକ୍ତ କରିଛି, ଯେଉଁମାନେ ରବିବାର ପମ୍ବାନ ଦେଇ ନିଜ ଦେଶକୁ ଫେରିଛନ୍ତି। ସେମାନଙ୍କ ପରିବାର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ କୃତଜ୍ଞତା ଜଣାଇଛନ୍ତି, କାରଣ ତାଙ୍କ ଉଦ୍ୟମ ଦ୍ୱାରା ହିଁ ଭାରତୀୟଙ୍କ ମୁକ୍ତି…

ବନ୍ଦରରେ ୪୦ ମାଛଧରା ଡଙ୍ଗା ଜଳିଗଲା

ବିଶାଖାପଟନମ୍‌,୨୦ା୧୧: ବିଶାଖାପଟନମ୍‌ର ଏକ ବନ୍ଦରରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଥିବା ଘଟଣା ସାମ୍ନାକୁ ଆସିଛି। ଏହି ଘଟଣାରେ ପ୍ରାୟ ୪୦ଟି ମତ୍ସ୍ୟଜୀବୀ ଡଙ୍ଗା ପୋଡ଼ି ପାଉଁଶ ହୋଇଯାଇଛି। ରବିବାର ବିଳମ୍ବିତ ରାତିରେ ଏହି ଅଘଟଣ ଘଟିଛି। ମତ୍ସ୍ୟଜୀବୀମାନେ ସନ୍ଦେହ କରୁଛନ୍ତି ଯେ, କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?