ଜାତୀୟ

ନୂଆଦିଲ୍ଲୀ-ଦରଭଙ୍ଗା ଏକ୍ସପ୍ରେସ୍‌ରେ ନିଆଁ ଲାଗିବା ଘଟଣା: ପୋଡ଼ି ପାଉଁଶ ହେଲା ବଗି, ଟ୍ରେନ୍‌ରୁ ଡେଇଁ ଜୀବନ ବଞ୍ଚାଇଲେ ଲୋକେ

ଲକ୍ଷ୍ନୌ,୧୫।୧୧: ନୂଆଦିଲ୍ଲୀ-ଦରଭଙ୍ଗା(୦୨୫୭୦) ଏକ୍ସପ୍ରେସରେ ନିଆଁ ଲାଗି ବଗି ଗୁଡ଼ିକ ଜଳି ପାଉଁଶ ହୋଇଯାଇଛି। ଟ୍ରେନ୍‌ରେ କ୍ଷମତାଠାରୁ ଅଧିକ ଯାତ୍ରୀ ଥିବା ବେଳେ ସମସ୍ତେ ଟ୍ରେନ୍‌ରୁ ଡେଇଁ ଜୀବନ ବଞ୍ଚାଇଛନ୍ତି। ଏଯାବତ ଏହି ଭୟଙ୍କର ଦୁର୍ଘଟଣାରେ ଜନଜୀବନ କ୍ଷୟକ୍ଷତି ହେବାର ଖବର ମିଳିନାହିଁ।…

ଯାତ୍ରୀବାହୀ ବସ୍‌ରେ ଲାଗିଲା ନିଆଁ

ନୂଆଦିଲ୍ଲୀ,୧୫ା୧୧: ଦିଲ୍ଲୀ ନିକଟ ଯମୁନା ଏକ୍ସପ୍ରେସ୍‌ଓ୍ବେରେ ବୁଧବାର ସନ୍ଧ୍ୟାରେ ଏକ ଯାତ୍ରୀବାହୀ ବସ୍‌ରେ ନିଆଁ ଲାଗିଯାଇଛି। ନୋଏଡାର ସେକ୍ଟର ୯୬ରେ ବସ୍‌ରେ ନିଆଁ ଲାଗିଯାଇଥିଲା। ଲୋକମାନେ ନିଜକୁ ବଞ୍ଚାଇବା ପାଇଁ ବସ୍‌ରୁ ଡେଇଁବାକୁ ବାଧ୍ୟ ହୋଇଥିଲେ। ଅଗ୍ନିଶମ କର୍ମଚାରୀମାନେ ତୁରନ୍ତ ଘଟଣାସ୍ଥଳରେ…

ରାଜସ୍ଥାନରେ କଂଗ୍ରେସ ଯାଉଛି, ଭାଜପା ଆସୁଛି: ନରେନ୍ଦ୍ର ମୋଦି

ନୂଆଦିଲ୍ଲୀ,୧୫।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କଂଗ୍ରେସ ଉପରେ ବର୍ଷିଛନ୍ତି। କଂଗ୍ରେସ ସରକାର ରାଜସ୍ଥାନରୁ ଏଥର ମୂଳପୋଛ ହେବ, ଭାଜପା ସରକାର ଗଢିବ ମୋଦି ଦାବି କରିଛନ୍ତି। ବାରମେରରେ ଏକ ନିର୍ବାଚନୀ ରାଲିରେ ଯୋଗ ଦେଇ ସେ କହିଛନ୍ତି, ରାଜସ୍ଥାନ ନିର୍ବାଚନରେ ଲାଲ…

ନୂଆଦିଲ୍ଲୀ-ଦରଭଙ୍ଗା ସୁପରଫାଷ୍ଟ ଏକ୍ସପ୍ରେସ୍‌ରେ ଲାଗିଛି ଭୟଙ୍କର ନିଆଁ, ହୁତହୁତ୍‌ ହୋଇ ଜଳୁଛି ବଗି

ଲକ୍ଷ୍ନୌ,୧୫।୧୧: ନୂଆଦିଲ୍ଲୀ-ଦରଭଙ୍ଗା(୦୨୫୭୦) ସୁପରଫାଷ୍ଟ ଏକ୍ସପ୍ରେସ୍‌ରେ ବୁଧବାର ଭୟଙ୍କର ନିଆଁ ଲାଗିଛି। ଉତ୍ତରପ୍ରଦେଶ ଇଟାଓ୍ବାର ସରାୟ ଭୂପତ ରେଳ ଷ୍ଟେଶନ ନିକଟରେ ଏକ୍ସପ୍ରେସ୍‌ର ୩ ବଗି ହୁତହୁତ୍‌ ହୋଇ ଜଳୁଛି। ଏନେଇ ଖବର ପାଇ ଘଟଣାସ୍ଥଳରେ ଦମକଳ ଗାଡ଼ି ପହଞ୍ଚୁଛନ୍ତି। ତେବେ ଖବର…

ପ୍ରଧାନମନ୍ତ୍ରୀଙ୍କ ମୋଦିଙ୍କ ପାଇଁ ‘ମେରେ ନାମ୍‌’ ଫିଲ୍ମ ନିର୍ମାଣ କରାଯିବା ଉଚିତ୍‌: ପ୍ରିୟଙ୍କା

ଭୋପାଳ,୧୫।୧୧: ମଧ୍ୟପ୍ରଦେଶ ବିଧାନସଭା ନିର୍ବାଚନ ପାଇଁ ପ୍ରଚାରର ଶେଷ ଦିନରେ କଂଗ୍ରେସ ସାଧାରଣ ସମ୍ପାଦକ ପ୍ରିୟଙ୍କା ଗାନ୍ଧୀ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଟାର୍ଗେଟ୍‌ କରିଛନ୍ତି। ସେ ଅଭିନେତା ସଲମାନ ଖାନଙ୍କ ଫିଲ୍ମ ‘ତେରେ ନାମ’ ବିଷୟରେ ଉଲ୍ଲେଖ କରି ପ୍ରଧାନମନ୍ତ୍ରୀଙ୍କ ପାଇଁ ଫିଲ୍ମ…

ପାଠ ମାତ୍ର ଅଷ୍ଟମ ଶ୍ରେଣୀ, ମାତ୍ର ୧୮ଦିନରେ ନିଜେ ବନାଇଦେଲେ ଚାରି ଚକିଆ ଗାଡି

ଫରିଦପୁର,୧୫।୧୧: ଇଛାଶକ୍ତି ଦ୍ୱାରା କୌଣସି କାର୍ଯ୍ୟ ମଧ୍ୟ ଅସମ୍ଭବ ନୁହେଁ। ଦୃଢ ଇଛାଶକ୍ତି ରହିଲେ ଅସାଧ୍ୟ କାର୍ଯ୍ୟ ମଧ୍ୟ ସହଜରେ ଓ ସରଳରେ ହୋଇଯାଏ। ଆମେ କହୁଛୁ ଉତ୍ତରପ୍ରଦେଶର ଫରିଦପୁରର ଜଣେ ୧୯ବର୍ଷିୟ ଯୁବକଙ୍କ ବିଷୟରେ। ଅଷ୍ଟମ ଯାଏଁ ପାଠ ପଢି…

ମୃତକଙ୍କ ପରିବାରଙ୍କୁ ୨ ଲକ୍ଷ-ଆହତଙ୍କ ପାଇଁ ୫୦ ହଜାର ଅନୁକମ୍ପାମୂଳକ ସହାୟତା ଘୋଷଣା କଲେ ପ୍ରଧାନମନ୍ତ୍ରୀ…

ଶ୍ରୀନଗର,୧୫।୧୧ : ଜମ୍ମୁ-କଶ୍ମୀରର ଡୋଡା ଜିଲାରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଛି। କିସ୍ତୱାଡରୁ ଜମ୍ମୁକୁ ଯାଉଥିବା ଏକ ବସ ଡୋଡାର ଆସାର ଅଞ୍ଚଳର ଟ୍ରୁଙ୍ଗାଲ ନିକଟରେ ୩୦୦ ଫୁଟ ଖାଲରେ ଖସି ପଡିଥିଲା। ସୂଚନା ଅନୁଯାୟୀ, ବସରେ ୫୫ଜଣ ଯାତ୍ରୀ…

ଛାଡପତ୍ର ବିନା ଲିଭ୍‌ ଇନ୍‌ରେ ରହିବା ଦ୍ୱିତୀୟ ବିବାହ ସହ ସମାନ: ହାଇକୋର୍ଟ…

ଚଣ୍ଡିଗଡ଼,୧୫।୧୧ : ପଞ୍ଜାବ ଏବଂ ହରିୟାଣା ହାଇକୋର୍ଟ କହିଛନ୍ତି ଛାଡପତ୍ର ନ ଦେଇ ଅନ୍ୟ ଜଣେ ମହିଳା ଅବା ପୁରୁଷଙ୍କ ସହ ଲିଭ୍‌ ଇନ୍‌ରେ ରହିବା ଭାରତୀୟ ଦଣ୍ଡବିଧି ସଂହିତା (ଆଇପିସି) ର ଧାରା ୪୯୪, ୪୯୫ ଅନୁଯାୟୀ ବିବାହିତ ଅପରାଧ…

ବୈଧ ଡ୍ରାଇଭିଂ ଲାଇସେନ୍ସ ବିନା ଗାଡି ଚଳାଇଲେ ସର୍ବନମ୍ନ ୬ ମାସ ଜେଲଦଣ୍ଡ: ହାଇକୋର୍ଟ…

ବେଙ୍ଗାଲୁରୁ,୧୫।୧୧ : ଭାରତୀୟ ଦଣ୍ଡବିଧି ସଂହିତା (ଆଇପିସି) ର ଧାରା ୩୦୪-ଏ ଅନୁଯାୟୀ ଦଣ୍ଡନୀୟ ଅପରାଧ ପାଇଁ ତାଙ୍କୁ ଟ୍ରାଏଲ କୋର୍ଟ ଦୋଷୀ ସାବ୍ୟସ୍ତ କରିବା ପରେ କର୍ନାଟକ ହାଇକୋର୍ଟ ଜଣେ ଯୁବକଙ୍କୁ ଦିଆଯାଇଥିବା ୬ମାସର କାରାଦଣ୍ଡକୁ ନିଶ୍ଚିତ କରିଛନ୍ତି। ଜଷ୍ଟିସ…

ମହାଦେବ ବେଟିଂ ଆପ ବିବାଦରେ ଫସିଲା ଡାବର ଗ୍ରୁପ

ନୂଆଦିଲ୍ଲୀ,୧୫।୧୧: ବିବାଦୀୟ ମହାଦେବ ବେଟିଂ ଆପ ମାମଲାରେ ପ୍ରଥମେ ସେଲିବ୍ରେଟି ଓ ରାଜନେତାଙ୍କ ନାଁ ସାମ୍ନାକୁ ଆସିଥିଲା। କିନ୍ତୁ ଦିନକୁ ଦିନ ଏଥିରେ ଅନେକ ବଡ ବଡ କମ୍ପାନୀ ଫସିଥିବା ତଦନ୍ତରୁ ଜଣାପଡିଛି। ଆୟୁର୍ବେଦ ଔଷଧ ପ୍ରସ୍ତୁତ କରୁଥିବା ଏଫଏମସିଜି ସେକ୍ଟରର…

ଡୋଡା ବସ ଦୁର୍ଘଟଣାରେ ମୁତ୍ୟ ସଂଖ୍ୟା ୩୬ ଛୁଇଁଲା, ୨୨ ଆହତ, ବସ କାଟି ବାହାର କରାଗଲା ୨୫ ମୃତଦେହ…

ଶ୍ରୀନଗର,୧୫।୧୧ : ଜମ୍ମୁ-କଶ୍ମୀରର ଡୋଡା ଜିଲାରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଛି। କିସ୍ତୱାଡରୁ ଜମ୍ମୁକୁ ଯାଉଥିବା ଏକ ବସ ଡୋଡାର ଆସାର ଅଞ୍ଚଳର ଟ୍ରୁଙ୍ଗାଲ ନିକଟରେ ୩୦୦ ଫୁଟ ଖାଲରେ ଖସି ପଡିଥିଲା। ସୂଚନା ଅନୁଯାୟୀ, ବସରେ ୫୫ଜଣ ଯାତ୍ରୀ…

୨ଦିନରେ ଦେଶ ହରାଇଲା ୩କୋଟିପତି ବ୍ୟବସାୟୀ, ଜାଣନ୍ତୁ ସେମାନଙ୍କ ପ୍ରେରଣାଦାୟକ ଯାତ୍ରା

ନୂଆଦିଲ୍ଲୀ,୧୫।୧୧: ନିକଟରେ ୨ଦିନ ମଧ୍ୟରେ ଦେଶର ୩କୋଟିପତି ବ୍ୟବସାୟୀଙ୍କ ପରଲୋକ ହୋଇଛି। ସେମାନେ ହେଲେ କେଦାରନାଥ ଅଗ୍ରଓ୍ବାଲ, ଓବରଏ ଓ ସୁବ୍ରତ ରୟ। ଦେଶରେ କେଦାରନାଥ ଅଗ୍ରଓ୍ବାଲଙ୍କୁ ଅବା କିଏ ନଜାଣେ। ଯେଉଁ କମ୍ପାନୀର ମିଠା କେବଳ ଦେଶରେ ନୁହେଁ ଅନ୍ତର୍ଜାତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?