ଜାତୀୟ

ଛଟେଇ କରିବ ଟାଟା ଷ୍ଟିଲ୍, ଏତିକି କର୍ମଚାରୀ ହରାଇ ପାରନ୍ତି ନିଯୁକ୍ତି

ନୂଆଦିଲ୍ଲୀ, ୧୩ା୧୧: ଟାଟା ସମୂହର ଷ୍ଟିଲ କମ୍ପାନୀ ଟାଟା ଷ୍ଟିଲ ନେଦରଲ୍ୟାଣ୍ଡ୍ସରେ ଥିବା ଏହାର ପ୍ଲାଣ୍ଟରୁ ୮୦୦ କର୍ମଚାରୀ ଛଟେଇ କରିବାକୁ ଯାଉଛି। ଆମଷ୍ଟରଡାମଠାରୁ ୩୦ କିଲୋମିଟର ଦୂରରେ ଥିବା ଏହି ପ୍ଲାଣ୍ଟରେ ପ୍ରାୟ ୯୨୦୦ କର୍ମଚାରୀ କାର୍ଯ୍ୟ କରୁଛନ୍ତି। ରିଉଟର୍ସ…

ଟିଏମ୍‌ସି ନେତାଙ୍କୁ ଗୁଳିକରି ହତ୍ୟା : ଆକ୍ରମଣକାରୀଙ୍କୁ ଲୋକେ ପିଟି ମାରିଦେଲେ

କୋଲକାତା,୧୩ା୧୧: ପଶ୍ଚିମବଙ୍ଗର ଦକ୍ଷିଣ ୨୪ ପ୍ରଗଣା ଜିଲା ଅନ୍ତର୍ଗତ ଜୟନଗରରେ ତୃଣମୂଳ କଂଗ୍ରେସ (ଟିଏମ୍‌ସି)ର ଜଣେ ସ୍ଥାନୀୟ ନେତାଙ୍କୁ ସୋମବାର ସକାଳେ ଗୁଳିକରି ହତ୍ୟା କରାଯାଇଛି। ଉତ୍ତ୍ୟକ୍ତ ଲୋକେ ଉକ୍ତ ଆକ୍ରମଣକାରୀଙ୍କୁ ପିଟି ମାରିଦେଇଛନ୍ତି। ଜୟନଗରର ବାମୁଗାଚିର ଟିଏମ୍‌ସି ସଭାପତି ଥିବା…

ଭାଜପାର ନିର୍ବାଚନୀ ପ୍ରଚାର ଦେଖିବାକୁ ମଧ୍ୟପ୍ରଦେଶ ଯିବେ ବିଦେଶୀ କୂଟନୀତିଜ୍ଞ

ନୂଆଦିଲ୍ଲୀ,୧୩ା୧୧: ମଧ୍ୟପ୍ରଦେଶରେ ବିଧାନସଭା ନିର୍ବାଚନ ପାଇଁ ପ୍ରଚାର ଶିଖରରେ ପହଞ୍ଚିଛି। ପ୍ରତ୍ୟେକ ଦଳ ନିଜ ନିଜ ପ୍ରାର୍ଥୀଙ୍କୁ ଜିତାଇବା ପାଇଁ ପ୍ରଚାରକୁ ଶାଣିତ କରିଛନ୍ତି। ତେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଭାଜପା ପ୍ରଚାର କଳ ସମସ୍ତଙ୍କ ଠାରୁ ଆଗରେ ରହିଛି।…

ପାର୍ବଣ ଋତୁରେ ମହଙ୍ଗା ମାଡ଼ରୁ ମିଳିଲା ଆଶ୍ବସ୍ତି, ଅକ୍ଟୋବରରେ ୪ ମାସ ସର୍ବନିମ୍ନ ସ୍ତରରେ ଖୁଚୁରା ମୁଦ୍ରାସ୍ପିତି

ନୂଆଦିଲ୍ଲୀ,୧୩ା୧୧: ଅକ୍ଟୋବର ୨୦୨୩ ରେ ଚାରି ମାସର ସର୍ବନିମ୍ନ ସ୍ତରରେ ପହଞ୍ଚିଛି ଖୁଚୁରା ମୁଦ୍ରାସ୍ଫୀତି। ଜୁଲାଇ ୨୦୨୩ ପରେ କ୍ରମାଗତ ତୃତୀୟ ମାସ ପାଇଁ ଖୁଚୁରା ମୁଦ୍ରାସ୍ଫୀତି ହ୍ରାସ ପାଇଛି। ଖାଦ୍ୟ ସାମଗ୍ରୀର ମୂଲ୍ୟ ହ୍ରାସ ହେତୁ ଅକ୍ଟୋବର ୨୦୨୩ ରେ…

ଦୀପାବଳିରେ ୩.୭୫ ଲକ୍ଷ କୋଟି ଟଙ୍କାର କାରବାର କଲେ ବ୍ୟବସାୟୀ, ଚାଇନାକୁ ୧ ଲକ୍ଷ କୋଟି କ୍ଷତି

ନୂଆଦିଲ୍ଲୀ,୧୩।୧୧: ଚଳିତ ବର୍ଷର ଦୀପାବଳି ଋତୁ ବଜାରରେ ୩.୭୫ ଲକ୍ଷ କୋଟିରୁ ଅଧିକ ଟଙ୍କାର କାରବାର ଅନେକ ପୂର୍ବ ରେକର୍ଡ ଭାଙ୍ଗିଛି। କନଫେଡେରେସନ୍ ଅଫ୍ ଅଲ୍ ଇଣ୍ଡିଆ ଟ୍ରେଡର୍ସ (ସିଏଆଇଟି) ରାଷ୍ଟ୍ରୀୟ ସାଧାରଣ ସମ୍ପାଦକ ପ୍ରବୀଣ ଖଣ୍ଡେଲୱାଲ ଏହି ସୂଚନା ଦେଇଛନ୍ତି।…

ଟନେଲରେ ଫସିଥିବା ଶ୍ରମିକଙ୍କ ସହ ହେଲା ସମ୍ପର୍କ

ଡେରାଡୁନ,୧୩।୧୧: ଉତ୍ତରକାଶୀର ଯମୁନୋତ୍ରି ରାଜପଥରେ ନିର୍ମାଣାଧୀନ ସିଲକ୍ୟାରା ଟନେଲରେ ଫସି ରହିଥିବା ଶ୍ରମିକମାନଙ୍କୁ ଉଦ୍ଧାର କରିବା ପାଇଁ ଆବର୍ଜନା ହଟାଇବା କାର୍ଯ୍ୟ ଚାଲିଛି। ଅଳିଆ ଆବର୍ଜନା ହଟାଇବା ପାଇଁ ହେଭି ଖନନକାରୀ ଯନ୍ତ୍ର ସଂଗ୍ରହ କରାଯାଇଛି। ଟନେଲରେ ଫସି ରହିଥିବା ଶ୍ରମିକମାନଙ୍କୁ…

ମଣିପୁର ହିଂସା ମଧ୍ୟରେ ସ୍ବରାଷ୍ଟ୍ର ମନ୍ତ୍ରଣାଳୟର ବଡ ଆକ୍ସନ

ନୂଆଦିଲ୍ଲୀ,୧୩।୧୧: ମଣିପୁରରେ ହୋଇଥିବା ହିଂସା ମଧ୍ୟରେ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ସୋମବାର ପ୍ରମୁଖ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ମନ୍ତ୍ରଣାଳୟ ମୌତେଇର ଉଗ୍ରବାଦୀ ସଂଗଠନ ପିପୁଲ୍ସ ଲିବରେସନ ଆର୍ମି (ପିଏଲଏ) କୁ ପାଞ୍ଚ ବର୍ଷ ପାଇଁ ଏକ ବେଆଇନ ସଙ୍ଗଠନ ବୋଲି ଘୋଷଣା କରିଛି।…

ଦେବଗୌଡାଙ୍କ ପାଦଛୁଇଁ ଆଶୀର୍ବାଦ ନେଲେ ବିଜୟେନ୍ଦ୍ର

ବେଙ୍ଗାଲୁରୁ,୧୩।୧୧: ଭାରତୀୟ ଜନତା ପାର୍ଟି (ଭାଜପା) ର ନୂତନ ଭାବେ ନିଯୁକ୍ତ କର୍ନାଟକ ରାଜ୍ୟ ସଭାପତି ବିଓ୍ବାଇ ବିଜୟେନ୍ଦ୍ର ସୋମବାର ଜନତା ଦଳ ସେକ୍ୟୁଲାର (ଜେଡିଏସ) ପୃଷ୍ଠପୋଷକ ଏଚଡି ଦେବଗୌଡା ଏବଂ ପୂର୍ବତନ ମୁଖ୍ୟମନ୍ତ୍ରୀ ବାସଭାରାଜ ବମ୍ମାଇଙ୍କୁ ଭେଟିଛନ୍ତି। ଏହି ସମୟରେ…

ଉଚ୍ଚଶିକ୍ଷା ପାଇଁ ଭାରତୀୟ ଛାତ୍ରଙ୍କ ପ୍ରଥମ ପସନ୍ଦ ହେଉଛି ଆମେରିକା

ନୂଆଦିଲ୍ଲୀ/ଓ୍ବାଶିଂଟନ,୧୩ା୧୧: ଭାରତୀୟ ଛାତ୍ରମାନଙ୍କ ପାଇଁ ବିଦେଶରେ ଉଚ୍ଚଶିକ୍ଷା ନିମନ୍ତେ ଆମେରିକା ଶୀର୍ଷ ସ୍ଥାନ ହୋଇଛି। ଆମେରିକାର ଦୂତାବାସ ବିଜ୍ଞପ୍ତିରୁ ଏହା ପ୍ରକାଶ। ରିପୋର୍ଟ ଅନୁଯାୟୀ, ୨୦୨୨-୨୩ ଶିକ୍ଷାବର୍ଷରେ ଭାରତରୁ ଆମେରିକା ଯାତ୍ରା କରିଥିବା ବିଦେଶୀ ଛାତ୍ରଙ୍କ ସଂଖ୍ୟା ୩୫ ପ୍ରତିଶତ ବୃଦ୍ଧି…

ମହୁଆଙ୍କୁ ନୂଆ ଦାୟିତ୍ୱ ଦେଲେ ମମତା

କୋଲକାତା,୧୩।୧୧: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ତ୍ରୁଣମୂଳ କଂଗ୍ରେସ ଏମପି ମହୁଆ ମୋଇତ୍ରାଙ୍କୁ ସୋମବାର ଏକ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ଦେଇଛନ୍ତି। ସେ ମହୁଆଙ୍କୁ କୃଷ୍ଣାନଗର ଜିଲାର ପ୍ରେସିଡେଣ୍ଟ ନିଯୁକ୍ତ କରିଛନ୍ତି। ଏହାକୁ ନେଇ ମହୁଆ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଧନ୍ୟବାଦ ଦେଇଛନ୍ତି।…

ରାହୁଲ-ପ୍ରିୟଙ୍କାଙ୍କ ସ୍ବପ୍ନରେ ଆସୁଛି ମୁଁ, ମୁଖ୍ୟମନ୍ତ୍ରୀ ଶିବରାଜ କହିଲେ କଂଗ୍ରେସ ମିଛୁଆ,ବେଇମାନ

ଭୋପାଳ,୧୩।୧୧: ନଭେମ୍ବର ୧୭ରେ ହେବାକୁ ଯାଉଛି ମଧ୍ୟପ୍ରଦେଶ ବିଧାନସଭା ନିର୍ବାଚନ। ଆଉ ଏଥିପାଇଁ କଂଗ୍ରେସ ଓ ଭାଜପା ଲଗାତାର ନିର୍ବାଚନୀ ସଭାକୁ ସମ୍ବୋଧିତ କରି ଚାଲିଛନ୍ତି। ଏହି କ୍ରମରେ ସୋମବାର ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ଶୋପୁରରେ ନିର୍ବାଚନୀ ରାଲି ସମୟରେ…

ହାଇଦ୍ରାବାଦର ଆପାର୍ଟମେଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ: ମୃତ୍ୟୁସଂଖ୍ୟା ୯କୁ ବୃଦ୍ଧି

ହାଇଦ୍ରାବାଦ,୧୩।୧୧: ତେଲଙ୍ଗାନା ହାଇଦ୍ରାବାଦର ନାମ୍ପାଲି ଅଞ୍ଚଳରେ ଥିବା ଏକ ବହୁ ମହଲା ବିଶିଷ୍ଟ ଆପାର୍ଟମେଣ୍ଟରେ ସୋମବାର ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ମୃତ୍ୟୁ ସଂଖ୍ୟା ୯କୁ ବୃଦ୍ଧି ପାଇଥିବା ସ୍ଥାନୀୟ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ଶ୍ୱାସରୁଦ୍ଧ ହୋଇ ଏଭଳି ଘଟିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?