ଜାତୀୟ

କଳିଯୁଗର ସାବିତ୍ରୀ: ବ୍ରେନ୍ ଷ୍ଟ୍ରୋକ୍ ସ୍ୱାମୀଙ୍କୁ ପିଠିରେ ବୋହି ମେଡିକାଲ୍ ଆଣିଲେ ପତ୍ନୀ, ଭାଇରାଲ୍ ହେଉଛି କରୁଣ ଚିତ୍ର

ମୁମ୍ବାଇ,୮ା୬: ମହାରାଷ୍ଟ୍ରର ଆକୋଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ଜଣେ ସ୍ତ୍ରୀ ତାଙ୍କ ସ୍ୱାମୀଙ୍କୁ ପିଠିରେ ବୋହି ଡାକ୍ତରଖାନା ନେଇଥିଲେ । ସ୍ୱାମୀଙ୍କୁ ବ୍ରେନ୍ ଷ୍ଟ୍ରୋକ୍ ହୋଇଥିଲା ଏବଂ ଷ୍ଟ୍ରେଚର ନପାଇ ତାଙ୍କ ସ୍ତ୍ରୀ ତାଙ୍କୁ ପିଠିରେ ବୋହି…

ଇଣ୍ଡିଆ ମେଣ୍ଟର ବୈଠକ ପୂର୍ବରୁ ଦିଲ୍ଲୀରେ ଥିବା ମମତାଙ୍କୁ ଲାଗିଲା ଶକ୍ତ ଝଟକା

ନୂଆଦିଲ୍ଲୀ,୮।୬: ବଙ୍ଗଳାରେ ବିପର୍ଯ୍ୟୟର ସମ୍ମୁଖୀନ ହେବା ପରେ, ମମତା ବାନାର୍ଜୀ ଏବେ ଦିଲ୍ଲୀରେ ଏକ ବଡ଼ ଝଟକା ପାଇଛନ୍ତି। ଟିଏମସି ରାଜ୍ୟ ସଭା ଏମପି ସୁଖେନ୍ଦୁ ଶେଖର ରାୟ ତାଙ୍କ ସଂସଦୀୟ ଆସନରୁ ଇସ୍ତଫା ଦେଇଛନ୍ତି। ସେ କହିଛନ୍ତି ଯେ ସେ…

ମମତାଙ୍କୁ ପୁଣି ଲାଗିବ ଶକ୍ତ ଧକ୍କା! ପଶ୍ଚିମବଙ୍ଗ ପରେ ଏବେ…

କୋଲକାତା,୮।୬: ପଶ୍ଚିମବଙ୍ଗ ପରେ, ତୃଣମୂଳ କଂଗ୍ରେସ (TMC) ଏବେ ଦିଲ୍ଲୀରେ ମଧ୍ୟ ଝଟକା ପାଇପାରେ। TMC ସୁପ୍ରିମୋ ମମତା ବାନାର୍ଜୀ ବର୍ତ୍ତମାନ INDIA ମେଣ୍ଟ ବୈଠକରେ ଯୋଗଦେବା ପାଇଁ ଦିଲ୍ଲୀରେ ଅଛନ୍ତି। ଏହି ମଧ୍ୟରେ, ରିପୋର୍ଟ ଅନୁଯାୟୀ ଦୁଇ TMC ରାଜ୍ୟ…

ମିଲ୍କି ୱେ ବ୍ଲାକ୍‌ ହୋଲ୍‌ରୁ ବାହାରୁଛି ଶକ୍ତିଶାଳୀ ପବନ

ନୂଆଦିଲ୍ଲୀ/ୱାଶିଂଟନ,୮ା୬: ମହାକାଶ ବିଜ୍ଞାନ ଜଗତରେ ଏକ ବଡ଼ ସଫଳତା ମିଳିଛି। ଆମ ଗାଲାକ୍ସି ଅର୍ଥାତ୍‌ ‘ମିଲ୍କି ୱେ’ (ଛାୟାପଥ)ର କେନ୍ଦ୍ରସ୍ଥଳରେ ଥିବା ସୁପରମାସିଭ୍‌ ବ୍ଲାକ୍‌ ହୋଲ୍‌ ‘ସାଜିଟେରିଅସ୍‌ ଏ*’ (ଏସ୍‌ଡିଆର ଏ*)ରୁ ଏକ ଶକ୍ତିଶାଳୀ ପ୍ରବାହ ବା ପବନ ନିର୍ଗତ ହେବାର…

ଗିରଫ ହେଲେ TMCର ‘ପୁଷ୍ପା’

କୋଲକାତା,୮।୬: ପଶ୍ଚିମବଙ୍ଗ ପୋଲିସ TMC ନେତା ଜାହାଙ୍ଗୀର ଖାନଙ୍କୁ ଗିରଫ କରିଛି। ‘ପୁଷ୍ପା’ ଚରିତ୍ର ସହିତ ନିଜକୁ ତୁଳନା କରିଥିବା ଖାନ ଶୁଭେନ୍ଦୁ ଅଧିକାରୀଙ୍କୁ ଭୟ କରି ନିର୍ବାଚନୀ ମଇଦାନରୁ ଓହରି ଯାଇଥିଲେ। ଫାଲଟା ବିଧାନସଭା ନିର୍ବାଚନମଣ୍ଡଳୀର ନିର୍ବାଚନ ସମୟରେ ସେ…

କଂଗ୍ରେସକୁ ବଡ଼ ଉପହାର ଦେଲେ ବିଜୟ, ହେଲେ DMK…

ନୂଆଦିଲ୍ଲୀ,୮।୬: TVK ତାମିଲନାଡୁରେ ଏହାର ପ୍ରଥମ ରାଜ୍ୟ ସଭା ଆସନ କଂଗ୍ରେସକୁ ଦେବାକୁ ନିଷ୍ପତ୍ତି ନେଇଛି। ଥାଲାପତି ବିଜୟଙ୍କ କଂଗ୍ରେସକୁ ଆସନ ଦେବାର ନିଷ୍ପତ୍ତି ପରେ, DMK ଆନୁଷ୍ଠାନିକ ଭାବରେ ଇଣ୍ଡିଆ ମେଣ୍ଟରୁ ଓହରି ଯିବାର ଘୋଷଣା କରିଛି। ଡିଏମକେ ନେତାମାନେ…

TVK ଏଣ୍ଟ୍ରି, DMK-AAP ଆଉଟ, ଇଣ୍ଡିଆ ମେଣ୍ଟ ବୈଠକରେ ଯୋଗଦେବେ ରାହୁଲ, ମମତା, ଅଖିଳେଶ

ନୂଆଦିଲ୍ଲୀ,୮।୬: ପଶ୍ଚିମବଙ୍ଗରେ ଟିଏମସି ଏବଂ ତାମିଲନାଡୁରେ ଡିଏମକେର ପରାଜୟ ପରେ ପରିବର୍ତ୍ତନଶୀଳ ରାଜନୈତିକ ସମୀକରଣ ମଧ୍ୟରେ ସୋମବାର ଇଣ୍ଡିଆ ମେଣ୍ଟର ଏକ ବୈଠକ ହେବାର କାର୍ଯ୍ୟକ୍ରମ ରହିଛି। ଭାଜପାକୁ ମୁକାବିଲା କରିବା ପାଇଁ ରଣନୀତି ପ୍ରସ୍ତୁତ କରିବା ପାଇଁ ଦିଲ୍ଲୀର କନଷ୍ଟିଚ୍ୟୁସନ…

୧,୪୦୦ କି.ମି. ଯାଇ ଦିଲ୍ଲୀ ପ୍ରଫେସରଙ୍କୁ ହତ୍ୟା କରିଥିଲେ ପଶ୍ଚିମବଙ୍ଗ ଦମ୍ପତି

ନୂଆଦିଲ୍ଲୀ,୮ା୬: ଦିଲ୍ଲୀ ୟୁନିଭର୍ସିଟିର ଶିବାଜୀ କଲେଜରେ ଆସିଷ୍ଟାଣ୍ଟ ପ୍ରଫେସର ଭାବେ କାର୍ଯ୍ୟ କରୁଥିବା ଦେବୋସ୍ମିତା ପଲ୍‌ଙ୍କୁ ଗତ ବୁଧବାର ପୂର୍ବ ଦିଲ୍ଲୀର ବସୁନ୍ଧରା ଏନ୍‌କ୍ଲେଭସ୍ଥିତ ସତ୍ୟମ ଆପାର୍ଟମେଣ୍ଟରେ ହତ୍ୟା କରାଯାଇଥିଲା। ହତ୍ୟାକାଣ୍ଡ ସହ ଜଡ଼ିତ ପଶ୍ଚିମବଙ୍ଗର ଏକ ଦମ୍ପତିଙ୍କୁ ରବିବାର ଗିରଫ…

NEET-UG ୨୦୨୬, ପରୀକ୍ଷା ପାଇଁ ସହର ଆଲର୍ଟମେଣ୍ଟ କଲା NTA

ନୂଆଦିଲ୍ଲୀ,୭ା୬(ପି.ଟି.): ଏନ୍‌ଇଇଟି-ୟୁଜି ପରୀକ୍ଷା ଆସନ୍ତା ୨୧ରେ ହେବାକୁ ଯାଉଛି । ଏଥିପାଇଁ ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ପରୀକ୍ଷା ସହର ଆଲର୍ଟମେଣ୍ଟ କରିଛି । ପରୀକ୍ଷାର୍ଥୀ କେଉଁ ସହରରେ ପରୀକ୍ଷା ଦେବେ ସେନେଇ ୱେବସାଇଟ୍‌ରେ ସୂଚନା ଦିଆଯାଇଛି । ଏଥିପାଇଁ ଛାତ୍ରୀଛାତ୍ର…

ମୃତକଙ୍କ ପରିବାରକୁ ସମବେଦନା ଜଣାଉଥିବା ବେଳେ ମନ୍ତ୍ରୀଙ୍କୁ ମରଣାନ୍ତକ ଆକ୍ରମଣ! ଏଭଳି କାଣ୍ଡ ଘଟାଇଲେ ଗାଁ ଲୋକେ

ପାଟନା,୭ା୬: ବିହାରର ଦକ୍ଷତା ବିକାଶ ମନ୍ତ୍ରୀ ଅରୁଣ ଶଙ୍କର ପ୍ରସାଦଙ୍କ ଉପରେ ମରଣାନ୍ତକ ଆକ୍ରମଣ ହୋଇଛି । ମଧୁବାଣୀର ଥାହର ଗାଁରେ ଏହି ଘଟଣା ଘଟିଛି । ମନ୍ତ୍ରୀ ତାଙ୍କ ନିର୍ବାଚନମଣ୍ଡଳୀରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେଇ ଫେରୁଥିବା ବେଳେ ସ୍ଥାନୀୟ…

‘କକ୍ରୋଚ ଜନତା ପାର୍ଟି’, ପରେ ‘ପିମ୍ପୁଡ଼ି ଜନତା ପାର୍ଟି’ ନୂଆ ଦଳ ଗଠନ କଲେ ପୂର୍ବତନ ଭାଜପା ନେତା

ମେରଠ,୭।୬: ମେରଠରେ ଏକ ନୂଆ ରାଜନୈତିକ ଦଳ ଗଠନ ଘୋଷଣା କରାଯାଇଛି। ପୂର୍ବତନ ଭାଜପା ନେତା ଅନୁପ ରାଘବ ‘ଚିଣ୍ଟିି ଜନତା ପାର୍ଟି’ ନାମରେ ଏକ ସଂଗଠନ ଆରମ୍ଭ କରିଛନ୍ତି। ସେ ଦାବି କରିଛନ୍ତି ଯେ ଦଳ ସାଧାରଣ ଲୋକଙ୍କ ସମସ୍ୟାକୁ…

ବଡ଼ ହଲଚଲ! TMCରେ ଫାଟ ଭିତରେ ଦିଲ୍ଲୀ ଗସ୍ତ କଲେ ମମତା, ବୈଠକରେ ହୋଇପାରେ ବଡ଼ ନିଷ୍ପତ୍ତି

କୋଲକାତା,୭।୬: ସୋମବାର ଦିନ ଜାତୀୟ ରାଜଧାନୀ ଦିଲ୍ଲୀରେ ଇଣ୍ଡିଆ ବ୍ଲକ୍‌ର ଏକ ବୈଠକ ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଛି। ଏହି ବୈଠକରେ ଯୋଗଦେବା ପାଇଁ ଟିଏମ୍‌ସି ସୁପ୍ରିମୋ ମମତା ବାନାର୍ଜୀ ଆଜି ଦିଲ୍ଲୀ ଯାତ୍ରା କରିଛନ୍ତି । ତାଙ୍କ ସହିତ ରାଜ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?