ଜାତୀୟ

ମହିଳା ସୈନିକଙ୍କୁ ମିଳିବ ମାତୃତ୍ୱ ଛୁଟି, ପ୍ରସ୍ତାବକୁ ଅନୁମୋଦନ…

ନୂଆଦିଲ୍ଲୀ,୫।୧୧: ବର୍ତ୍ତମାନ, ସୁରକ୍ଷା ବାହିନୀର ମହିଳା ଅଧିକାରୀଙ୍କ ପରି ମହିଳା ସୈନିକମାନେ ମଧ୍ୟ ମାତୃତ୍ୱ, ଶିଶୁ ଯତ୍ନ ଏବଂ ପିଲାମାନଙ୍କୁ ପୋଷ୍ୟ ସନ୍ତାନ ଭାବେ ଗ୍ରହଣ କରିବା ପାଇଁ ଛୁଟି ଏବଂ ଅନ୍ୟାନ୍ୟ ସୁବିଧା ଭଳି ସମାନ ସୁବିଧା ପାଇବେ। କେନ୍ଦ୍ର…

ମାଲିକଙ୍କ ମୃତଦେହକୁ ଜଗି ରହିଛି କୁକୁର, କାଳେ ସେ ଆସିବେ ଫେରି, ଦେଖନ୍ତୁ ଭାଇରାଲ ଭିଡିଓ…

ଥିରୁଭାନନ୍ତପୁରମ,୫।୧୧: ଫିଲ୍ମରେ ଦେଖିବାକୁ ମିଳିଥାଏ କି କୁକୁର କିପରି ତାର ମାଲିକକୁ ଅପେକ୍ଷା କରି ବସିଥାଏ। ଏଭଳି ଘଟଣା କେରଳର କୋଝିକୋଡେରେ ଦେଖିବାକୁ ମିଳିଛି। ଯେଉଁଠାରେ କୁକୁର ମାଲିକଙ୍କ ମୃତ୍ୟୁ ପରେ ଶବାଗାର ବାହାରେ ଅପେକ୍ଷା କରି ବସିଛି। ବୋଧହୁଏ ସେ…

Video: ଦୀପାବଳି ଖୁସିରେ କର୍ମଚାରୀମାନଙ୍କୁ କାର୍ ଦେଲେ ମାଲିକ; କହିଲେ-ଏମାନେ ଆମର ‘ସୁପରଷ୍ଟାର୍’

ନୂଆଦିଲ୍ଲୀ: ପାର୍ବଣ ଋତୁ ଆରମ୍ଭ ହୋଇଛି। ନବରାତ୍ରୀ ଶେଷ ହେବା ପରେ ଦୀପାବଳି ଆସିବାକୁ ଯାଉଛି। ଦୀପାବଳି ସମୟରେ ଅନେକ କମ୍ପାନୀ ସେମାନଙ୍କ କର୍ମଚାରୀମାନଙ୍କୁ ଉପହାର ଦିଅନ୍ତି। ପ୍ରତିବର୍ଷ ଉପହାର ପାଇଁ ଅନେକ କମ୍ପାନୀ ମାଲିକ ଖବରରେ ଆସନ୍ତି, ଯେଉଁମାନେ କର୍ମଚାରୀମାନଙ୍କୁ…

ଗୋଟିଏ ପରେ ଗୋଟିଏ ଗାଡ଼ି ଉପରେ ମାଡ଼ିଗଲା ବସ୍‌, ଭିଡିଓ ଦେଖିଲେ ଲୋମ ଟାଙ୍କୁରି ଉଠିବ

ନୂଆଦିଲ୍ଲୀ,୪ା୧୧: ଦ୍ରୁତଗତିରେ ଆସୁଥିବା ଦିଲ୍ଲୀ ପରିବହନ ନିଗମ (ଡିଟିସି) ବସ୍‌ ନିୟନ୍ତ୍ରଣ ହରାଇ ଶନିବାର ରୋହିନୀ ଅଞ୍ଚଳରେ ରାସ୍ତାରେ ଯାଉଥିବା ଅନ୍ୟ ଗାଡ଼ିଗୁଡ଼ିକ ଉପରେ ମାଡ଼ି ଯାଇଥିଲା। ଫଳରେ ଜଣଙ୍କର ମୃତ୍ୟୁ ଘଟିଛି। ଅନେକ ଆହତ ଲୋକ ହୋଇଛନ୍ତି। ସିସିଟିଭି ଫୁଟେଜ୍‌ରେ…

ଏଲ୍‌ଭିଶଙ୍କୁ ପଚରାଉଚରା ପରେ ଛାଡ଼ିଲା ପୋଲିସ

ଜୟପୁର,୪ା୧୧: ୟୁଟ୍ୟୁବର ତଥା ବିଗ୍‌ବସ୍‌ ସିଜନ-୨ ବିଜେତା ଏଲ୍‌ଭିଶ ଯାଦବଙ୍କୁ ରାଜସ୍ଥାନର କୋଟା ପୋଲିସ ପଚରାଉଚରା କରିବା ପରେ ଛାଡ଼ିଦେଇଛି। ପୋଲିସ କହିଛି, ଗାଡ଼ି ଯାଞ୍ଚ ବେଳେ ଏଲ୍‌ଭିଶଙ୍କୁ ପଚରାଉଚରା କରାଯାଇଥିଲା। ଏଲ୍‌ଭିଶଙ୍କ ବିଷୟରେ ଜାଣିବାକୁ ମିଳିଥିଲା ଯେ, ନୋଏଡାଠାରେ ତାଙ୍କ…

କଂଗ୍ରେସର ଅର୍ଥ ଦୁର୍ନୀତି-କମିଶନ-ସାମ୍ପ୍ରଦାୟିକ ଦଙ୍ଗା: ଶାହା…

ଭୋପାଳ,୪।୧୧ : ରାଜ୍ୟ ବିଧାନସଭା ନିର୍ବାଚନ ପୂର୍ବରୁ ମଧ୍ୟପ୍ରଦେଶରେ ଏକ ସାଧାରଣ ସଭାକୁ କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ସମ୍ବୋଧିତ କରିଛନ୍ତି। ତାଙ୍କ ଭାଷଣରେ ସେ କଂଗ୍ରେସ ପାର୍ଟିକୁ କଡ଼ା ସମାଲୋଚନା କରିବା ସହ ଦୁର୍ନୀତି, କମିଶନ, ସାମ୍ପ୍ରଦାୟିକ ଦଙ୍ଗା ଏବଂ…

ଇଣ୍ଡିଆ ମେଣ୍ଟ କଳି ପଦାରେ ପଡ଼ିଲା, ସିପିଆଇଏମ-ଟିଏମସି ମୁହାଁମୁହିଁ…

କୋଲକାତା,୪।୧୧ : ଭାରତରେ ହେବାକୁ ଥିବା ଲୋକସଭା ନିର୍ବାଚନରେଭାଜପାକୁ ଚ୍ୟାଲେଞ୍ଜ କରିବା ପାଇଁ ଗଠିତ ବିରୋଧୀ ମେଣ୍ଟ ଇଣ୍ଡିଆରେ ମତଭେଦର ଜାରି ରହିଛି। ସହଯୋଗୀ ଦଳଗୁଡିକ ଜାତୀୟ ନିର୍ବାଚନରେ ଏକାଠି ଲଢ଼ିବାକୁ ଇଚ୍ଛା ପ୍ରକାଶ କରୁଥିବାବେଳେ ଆଭ୍ୟନ୍ତରୀଣ ସ୍ତରରେ ବିବାଦ ଦେଖାଦେଇଛି।…

ଛତିଶଗଡ଼ ବିଧାନସଭା ନିର୍ବାଚନ ପୂର୍ବରୁ ଭାଜପା ନେତାଙ୍କୁ ହତ୍ୟା କଲେ ମାଓବାଦୀ

ରାୟପୁର,୪।୧୧: ଛତିଶଗଡ଼ରେ ପ୍ରଥମ ପର୍ଯ୍ୟାୟ ବିଧାନସଭା ମତଦାନ ପୂର୍ବରୁ ନିର୍ବାଚନୀ ପ୍ରଚାର କରୁଥିବା ଜଣେ ଭାଜପା କାର୍ଯ୍ୟକର୍ତ୍ତାଙ୍କୁ ହତ୍ୟା କରିଛନ୍ତି ମାଓବାଦୀ। ରତନ ଦୁବେ ଭାଜପା ନାରାୟଣପୁର ଜିଲାର ଉପାଧ୍ୟକ୍ଷ ଥିଲେ। ପୋଲିସ ପକ୍ଷରୁ ଏହି ହତ୍ୟାକାଣ୍ଡ ବିଷୟରେ ସୂଚନା ମିଳିଛି।…

ହାଇକମାଣ୍ଡଙ୍କ ନିଷ୍ପତ୍ତିକୁ ଅଣଦେଖା, ପୁଣି ଚାଲିଲା କ୍ଷମତା ଲଢ଼େଇ…

ବେଙ୍ଗାଲୁରୁ,୪।୧୧ : ଅଲ ଇଣ୍ଡିଆ କଂଗ୍ରେସ କମିଟି (ଏଆଇସିସି) ମହାସଚିବ ରଣଦୀପ ସୁରଜେୱାଲା ଦଳର ବିଧାୟକ, ନେତା ଓ ମନ୍ତ୍ରୀମାନଙ୍କୁ ଚେତାବନୀ ଦେଇଛନ୍ତି କର୍ନାଟକରେ କ୍ୟାବିନେଟ ପୁନର୍ଗଠନ ଏବଂ ନେତୃତ୍ୱ ପରିବର୍ତ୍ତନ ଭଳି ପ୍ରସଙ୍ଗରେ ଜନସାଧାରଣଙ୍କୁ ମତାମତ ନ ଦିଅନ୍ତୁ, ଯଦି…

ଇସ୍ରୋ ଅଧ୍ୟକ୍ଷ ହେବାକୁ ବାଧା ଦେଇଥିଲେ ସିଭନ, ଅଭିଯୋଗ ଆଣିଲେ ସୋମନାଥ…

ହାଇଦ୍ରାବାଦ,୪।୧୧ : ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ) ର ଅଧ୍ୟକ୍ଷ ଏସ ସୋମନାଥଙ୍କ ଦ୍ୱାରା ପ୍ରକାଶିତ ଏକ ଅଭିଯୋଗ ଆଲୋଡ଼ନ ସୃଷ୍ଟି କରିଛି। ସେ ତାଙ୍କ ପୁସ୍ତକରେ ପ୍ରକାଶ କରିଛନ୍ତି ଇସ୍ରୋର ପୂର୍ବତନ ମୁଖ୍ୟ କେ. ସିଭନ ତାଙ୍କୁ ସ୍ପେସ…

ରନଓ୍ବେରେ ଚେତକ ହେଲିକପ୍ଟର ଦୁର୍ଘଟଣା ଗ୍ରସ୍ତ, ଜଣେ ମୃତ…

କୋଚି,୪।୧୧: ଶନିବାର କେରଳର କୋଚିସ୍ଥିତ ନାଭାଲ ଏୟାର ଷ୍ଟେଶନ ଆଇଏନଏସ ଗରୁଡର ରନୱେରେ ଏକ ଚେତକ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ରିପୋର୍ଟ ଅନୁଯାୟୀ, ନିୟମିତ ଟ୍ରେନିଂ ଡ୍ରିଲ ସମୟରେ ଏହି ଦୁର୍ଘଟଣା ଘଟିଛି। ସୂତ୍ରରୁ ପ୍ରକାଶ ଦୁର୍ଘଟଣା ସମୟରେ ହେଲିକପ୍ଟରରେ ଦୁଇଜଣ…

୮୦ କୋଟି ଲୋକଙ୍କୁ ଦୀପାବଳି ଉପହାର ଦେଲେ ପ୍ରଧାନମନ୍ତ୍ରୀ, ୫ ବର୍ଷ ଯାଏ ମିଳିବ ମାଗଣା ରାଶନ

ନୂଆଦିଲ୍ଲୀ,୪/୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଦିନ ଦେଶର କୋଟି କୋଟି ଗରିବ ଲୋକଙ୍କୁ ଦୀପାବଳି ଉପହାର ଦେଇଛନ୍ତି। କେନ୍ଦ୍ର ସରକାରଙ୍କ ମାଗଣା ରାଶନ ଯୋଜନା ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନାକୁ ୫ ବର୍ଷ ବୃଦ୍ଧି କରିବାକୁ ଘୋଷଣା କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?