ସୁନେତ୍ରାଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗ ଦେବେନାହିଁ ଶରଦ ପାଓ୍ବାର, ସାମ୍ନାକୁ ଆସିଲା ବଡ଼ କାରଣ…
ମୁମ୍ବାଇ,୩୧ା୧: ଦିବଂଗତ ଏନ୍ସିପି(ଅଜିତ) ନେତା ତଥା ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଅଜିତ ପାଓ୍ବାରଙ୍କ ସ୍ଥାନ ଗ୍ରହଣ କରିବେ ତାଙ୍କ ସ୍ତ୍ରୀ ସୁନେତ୍ରା ପାଓ୍ବାର। ଆଜି ଅର୍ଥାତ୍ ଶନିବାର ସୁନେତ୍ରା ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ। ତେବେ ଶରଦ ପାଓ୍ବାର ସୁନେତ୍ରାଙ୍କ ଶପଥ ଗ୍ରହଣ…
CM ଦେବେନ୍ଦ୍ର ଫଡ଼ନଭିସଙ୍କ ପାଖରେ ରହିବ ଅର୍ଥ ବିଭାଗ, Deputy CM ସୁନେତ୍ରାଙ୍କ ଶପଥ ଗ୍ରହଣ ପୂର୍ବରୁ ରାଜନୀତି ସରଗରମ
ମୁମ୍ବାଇ,୩୧।୧: ଶନିବାର ମହାରାଷ୍ଟ୍ର ରାଜନୀତିରେ ଏକ ବଡ଼ ଘଟଣା ଘଟୁଛି। ପାୱାର ପରିବାର ଏବଂ ଏନସିପି ମଧ୍ୟରେ ଆଭ୍ୟନ୍ତରୀଣ ରାଜନୈତିକ ଅସ୍ଥିରତା ମଧ୍ୟରେ, ସୁନେତ୍ରା ପାୱାରଙ୍କୁ ଉପମୁଖ୍ୟମନ୍ତ୍ରୀ ଭାବରେ ବଛା ଯାଇଛି। ରାଜଭବନରେ ପ୍ରସ୍ତୁତି ଶେଷ ହୋଇଛି, ଏବଂ ଶପଥ ଗ୍ରହଣ…
NCPର ବଡ଼ ଦାବି, ସୁନେତ୍ରା ଉପ ମୁଖ୍ୟମନ୍ତ୍ରୀ, ପାର୍ଥ ପାଓ୍ବାରଙ୍କୁ ରାଜ୍ୟ ସଭାରେ ମିଳିବ ସିଟ୍!
ମୁମ୍ବାଇ,୩୧।୧: ନ୍ୟାସନାଲିଷ୍ଟ କଂଗ୍ରେସ ପାର୍ଟି (NCP) ମହାରାଷ୍ଟ୍ର ରାଜନୀତିରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛି। ଅଜିତ ପାୱାରଙ୍କ ହଠାତ ମୃତ୍ୟୁ ପରେ ସୃଷ୍ଟି ହୋଇଥିବା ନେତୃତ୍ୱ ସଙ୍କଟକୁ ପୂରଣ କରିବା ପାଇଁ, ତାଙ୍କ ପତ୍ନୀ ସୁନେତ୍ରା ପାୱାରଙ୍କୁ ମହାରାଷ୍ଟ୍ରର ପ୍ରଥମ ମହିଳା…
ସୁନେତ୍ରା ଉପମୁଖ୍ୟମନ୍ତ୍ରୀ ହେବା ନେଇ ଏମିତି କହିଦେଲେ ଶରଦ ପାଓ୍ବାର: ତେଜିଲା ବିବାଦ
ପୁଣେ,୩୧।୧: ମହାରାଷ୍ଟ୍ରର ରାଜନୀତିର ଚକ ପୁଣି ଥରେ ଘୂର୍ଣ୍ଣନ ଆରମ୍ଭ କରିଛି। ଉପ-ମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାରେ ମୃତ୍ୟୁ ପରେ ପରିବର୍ତ୍ତିତ ପରିସ୍ଥିତି ରାଜନୈତିକ କାର୍ଯ୍ୟକଳାପକୁ ତୀବ୍ର କରିଛି। ସୁନେତ୍ରା ପାୱାର ତାଙ୍କ ସ୍ବାମୀଙ୍କ ଉପ-ମୁଖ୍ୟମନ୍ତ୍ରୀ ପଦବୀ ପୂରଣ କରିବାକୁ…
ସ୍ବାମୀଙ୍କ ଥଟ୍ଟାକୁ ସହିପାରିଲେନି ମଡେଲ ସ୍ତ୍ରୀ, ‘ମାଙ୍କଡ’ କହିଦେଲେ ବୋଲି…
ନୂଆଦିଲ୍ଲୀ,୩୧।୧: ମଜା କରିବା ଏକ ସୁଖୀ ପରିବାର ପାଇଁ ମହଙ୍ଗା ପଡିଲା। ସ୍ବାମୀ ତାଙ୍କ ସ୍ତ୍ରୀଙ୍କୁ ‘ମାଙ୍କଡ’ କହିଦେଲେ ବୋଲି ଆତ୍ମହତ୍ୟା କରିଦେଲେ ସ୍ତ୍ରୀ। ଏଭଳି ଘଟଣା ଉତ୍ତରପ୍ରଦେଶ ଲକ୍ଷ୍ନୌର ଇନ୍ଦିରା ନଗର ଅଞ୍ଚଳରେ ଘଟିଛି। ସୂଚନା ପାଇବା ପରେ, ପୋଲିସ…
୨୦୩୨ରେ ଚନ୍ଦ୍ରକୁ ଧକ୍କାଦେବ ଗ୍ରହାଣୁ ପିଣ୍ଡ
ନୂଆଦିଲ୍ଲୀ,୩୧ା୧: ୨୦୩୨ରେ ଏକ କ୍ଷୁଦ୍ର ଗ୍ରହାଣୁ ପିଣ୍ଡ ଚନ୍ଦ୍ରକୁ ଧକ୍କା ଦେବା ନେଇ ବୈଜ୍ଞାନିକମାନେ ସତର୍କ କରାଇଛନ୍ତି। ଉକ୍ତ ଗ୍ରହାଣୁ ପିଣ୍ଡର ଓସାର ପ୍ରାୟ ୬୦ ମିଟର। ତେବେ ଚନ୍ଦ୍ର ସହ ଧକ୍କାଦେବାର ଆଶଙ୍କା ୪ ପ୍ରତିଶତ ରହୁଥିବା ସେମାନେ କହିଛନ୍ତି।…
କେନ୍ଦ୍ରର ଆର୍ଥତ୍କ ନିଅଣ୍ଟ ବଜେଟ ଆକଳନର ୫୪.୫%
ନୂଆଦିଲ୍ଲୀ,୩୧ା୧: ଡିସେମ୍ବର ଶେଷରେ କେନ୍ଦ୍ର ସରକାରଙ୍କ ଆର୍ଥତ୍କ ନିଅଣ୍ଟ ୮.୫୫ ଲକ୍ଷ କୋଟି ଟଙ୍କା ବା ୨୦୨୫-୨୬ ଆର୍ଥିକ ବର୍ଷ ବଜେଟ ଆକଳନର ୫୪.୫ ପ୍ରତିଶତ ବୋଲି ଶୁକ୍ରବାର ପ୍ରକାଶିତ ସରକାରୀ ତଥ୍ୟରୁ ଜଣାପଡ଼ିଛି। ପୂର୍ବବର୍ଷ ଏହି ସମୟରେ କେନ୍ଦ୍ରର ଆର୍ଥତ୍କ…
ଉପମୁଖ୍ୟମନ୍ତ୍ରୀ ଭାବେ ଆଜି ଶପଥ ନେବେ ସୁନେତ୍ରା
ମୁମ୍ବାଇ ,୩୧ା୧: ଦିବଂଗତ ଏନ୍ସିପି(ଅଜିତ) ନେତା ତଥା ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଅଜିତ ପାଓ୍ବାରଙ୍କ ସ୍ଥାନ ଗ୍ରହଣ କରିବେ ତାଙ୍କ ସ୍ତ୍ରୀ ସୁନେତ୍ରା ପାଓ୍ବାର। ଶନିବାର ସୁନେତ୍ରା ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ। ବିମାନ ଦୁର୍ଘଟଣାରେ ଅଜିତଙ୍କ ନିଧନ ହେବା ପରେ ସୁନେତ୍ରାଙ୍କୁ…
୧, ୨ କି ୩ ନୁହେଁ, ୯ଟି ଶୁଭ ସଂଯୋଗରେ ଆସିବ ଏଥର ବଜେଟ୍
ନୂଆଦିଲ୍ଲୀ,୩୦।୧: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଫେବୃଆରୀ ୧ରେ ସାଧାରଣ ବଜେଟ ଉପସ୍ଥାପନ କରିବେ। ବଜେଟ ଦିବସ ସମସ୍ତ ବର୍ଗର ଲୋକଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଦିନ। ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ୨୦୨୬-୨୭ ବଜେଟ ଏକ ଅତ୍ୟନ୍ତ ଶୁଭ…
ଭାଜପା ଏମ୍ପିଙ୍କ ବଡ଼ ବୟାନ, ‘ଯଦି ସୁନେତ୍ରା ପାୱାରଙ୍କୁ ଉପମୁଖ୍ୟମନ୍ତ୍ରୀ ପଦବୀ ଦିଆଯାଏ, ତା’ହେଲେ…’
ନୂଆଦିଲ୍ଲୀ,୩୦।୧: ଅଜିତ ପାୱାରଙ୍କ ଦେହାନ୍ତ ପରେ ଦୁଇ ଏନସିପି ଗୋଷ୍ଠୀ ଏକାଠି ହେବାର ଆଲୋଚନା ହୋଉଛି। ଏହି ସମୟରେ, ଭାଜପା ରାଜ୍ୟ ସଭା ଏମ୍ପି ଧନଞ୍ଜୟ ମହାଦିକ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ସେ କହିଛନ୍ତି ଯେ ଉଭୟ ଏନସିପି ଏବେ…
ସ୍କୁଲରେ ଝିଅମାନଙ୍କ ପାଇଁ ଅଲଗା ଶୌଚାଳୟ, ସାନିଟାରୀ ପ୍ୟାଡ ରହିବା ଜରୁରୀ: ସୁପ୍ରିମକୋର୍ଟ
ନୂଆଦିଲ୍ଲୀ,୩୦।୧: ସୁପ୍ରିମକୋର୍ଟ ସ୍କୁଲରେ ଝିଅମାନଙ୍କ ପାଇଁ ପୃଥକ ଶୌଚାଳୟ ଏବଂ ସାନିଟାରୀ ପ୍ୟାଡ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଜାରି କରିଛନ୍ତି। ସୁପ୍ରିମକୋର୍ଟ ସମସ୍ତ ସରକାରୀ ଏବଂ ବେସରକାରୀ ସ୍କୁଲଗୁଡ଼ିକ ଛାତ୍ରୀମାନଙ୍କ ପାଇଁ ପୃଥକ ଶୌଚାଳୟ ଏବଂ ସାନିଟାରୀ ପ୍ୟାଡ ଯୋଗାଇବାକୁ…
ବିମାନକୁ ବୋମା ପକାଇ ଉଡ଼ାଇ ଦେବାକୁ ଧମକ,ଟିସ୍ୟୁ ପେପରରେ ଏମିତି ଲେଖା ଦେଖି..
ନୂଆଦିଲ୍ଲୀ,୩୦ା୧: ବିମାନ କମ୍ପାନୀଗୁଡ଼ିକ ବାରମ୍ବାର ବୋମା ଏବଂ ଅପହରଣ ଧମକ ପାଉଛନ୍ତି। ଏହି ସମୟରେ ଶୁକ୍ରବାର କୁଏତ୍ରୁ ଦିଲ୍ଲୀ ଆସୁଥିବା ଏକ ଇଣ୍ଡିଗୋ ବିମାନକୁ ବୋମା ପକାଇ ଉଡ଼ାଇ ଦେବାକୁ ଧମକ ମିଳିଥିଲା। ଯାହା ଫଳରେ ଉକ୍ତ ଇଣ୍ଡିଗୋ ବିମାନକୁ ଅହମ୍ମଦାବାଦ…
Archives


