ଜାତୀୟ

ଫୁଟପାଥରେ ଯାଉଥିବା ୫ ଲୋକଙ୍କୁ ଧକ୍କା ଦେଲା କାର, ଭିଡ଼ିଓ ଭାଇରାଲ…

ବେଙ୍ଗାଲୁରୁ,୧୯।୧୦ : କର୍ନାଟକର ମାଙ୍ଗାଲୁରୁରେ ହିଟ ଓ ରନ ମାମଲା ସାମ୍ନାକୁ ଆସିଛି। ବୁଧବାର ଅପରାହ୍ନ ପ୍ରାୟ ୪ଟା ସମୟରେ ଏଠାରେ ଏକ ଫୁଟପାଥରେ ଯାଉଥିବା ପାଞ୍ଚ ଜଣଙ୍କୁ ଦ୍ରୁତ ଗତିରେ ଆସୁଥିବା କାର ଧକ୍କା ଦେଇଥିଲା। ଏହି ଦୁର୍ଘଟଣାରେ ଜଣେ…

୧୭ ଲୋକ ସଭା ନିର୍ବାଚନ, ଗଞ୍ଜାମରୁ ୩ ମହିଳା ଏମ୍‌ପି

ବ୍ରହ୍ମପୁର,୧୯ା୧୦ (ନରସିଂହ ସାହୁ)ସ୍ବାଧୀନତା ପରବର୍ତ୍ତି ୧୯୫୧-୧୯୫୨ରୁ ୨୦୧୯ ମଧ୍ୟରେ ଦେଶରେ ୧୭ ଲୋକସଭା ନିର୍ବାଚନ ହୋଇଛି । ଏହି ୬୮ ବର୍ଷ ମଧ୍ୟରେ ଗଞ୍ଜାମ ଜିଲାର ଦୁଇ ଲୋକସଭା କ୍ଷେତ୍ରରୁ ମାତ୍ର ୩ ଜଣ ମହିଳା ଏମ୍‌ପି ନିର୍ବାଚିତ ହୋଇଛନ୍ତି। ରାଜ୍ୟସଭା…

୫୬ ବର୍ଷରେ ଚୋରଦା ସାର୍ବଜନୀନ ଦୁର୍ଗାପୂଜା

ଯାଜପୁରରୋଡ୍‌,୧୯ା୧୦(ପବିତ୍ର ରଞ୍ଜନ ମହାନ୍ତି):ଆଜିର ବ୍ୟାସନଗର ପୌର ପରିଷଦ ସେ ସମୟର ଯାଜପୁରରୋଡ୍‌ ବିଜ୍ଞାପିତ ଅଞ୍ଚଳ ପରିଷଦ ନାମରେ ପରିଚିତ ଥିଲା। ବଜାର କହିଲେ ଷ୍ଟେଶନ ବଜାର, ସାହୁ ମାର୍କେଟ ଓ ଚୋରଦା ମୁଖ୍ୟ ରାସ୍ତାରେ କିଛି ବ୍ୟବସାୟ ପ୍ରତିଷ୍ଠାନ ଗଢ଼ି ଉଠିଥିଲା।…

ବିବାହ ଯୋଜନା ଭଣ୍ଡୁର ହେଲା

ନୂଆଦିଲ୍ଲୀ,୧୯ା୧୦ : ଭାରତରେ ସମଲିଙ୍ଗୀ ବିବାହକୁ ଆଇନଗତ ସ୍ବୀକୃତି ଦେବାକୁ ସୁପ୍ରିମକୋର୍ଟ ମଙ୍ଗଳବାର ମନା କରିଦେଇଛନ୍ତି। ଫଳରେ ଓଡ଼ିଶାର ଖ୍ୟାତନାମା ଧାବିକା ଦୂତୀ ଚାନ୍ଦଙ୍କ ବିବାହ ଯୋଜନା ଭଣ୍ଡୁର ହୋଇଥିବା ସେ କହିଛନ୍ତି। ପାର୍ଟନର ମୋନାଲିସାଙ୍କୁ ବିବାହ କରିବାକୁ ଯୋଜନା କରିଥିଲେ।…

୫୩ ପ୍ରାର୍ଥୀଙ୍କ ତାଲିକା ପ୍ରକାଶ କଲା କଂଗ୍ରେସ

ନୂଆଦିଲ୍ଲୀ,୧୮ା୧୦: ଛତିଶଗଡ଼ ବିଧାନସଭା ନିର୍ବାଚନ ପାଇଁ ବୁଧବାର କଂଗ୍ରେସ ଦ୍ୱିତୀୟ ପର୍ଯ୍ୟାୟରେ ୫୩ ପ୍ରାର୍ଥୀଙ୍କ ତାଲିକା ପ୍ରକାଶ କରିଛି। ବରିଷ୍ଠ ନେତା ମୋତିଲାଲ ଭୋରାଙ୍କ ପୁଅ ଅରୁନ୍‌ ଭୋରାଙ୍କୁ ଦୁର୍ଗ ସିଟି ଆସନରୁ ପ୍ରାର୍ଥୀ କରାଯାଇଛି। ଦ୍ୱିତୀୟ ପ୍ରାର୍ଥୀ ତାଲିକା ସହ…

ପୁଣି ବଢିଲା ସୁନା ଦର

ନୂଆଦିଲ୍ଲୀ,୧୮।୧୦: ସୁନା ମୂଲ୍ୟରେ ପୁଣି ବୃଦ୍ଧି ଘଟିଛି। ବୁଧବାର ୫୦୦ ଟଙ୍କା ବୃଦ୍ଧି ସହ ସୁନା ୧୦ ଗ୍ରାମ ପିଛା ୬୦,୬୫୦ ଟଙ୍କାରେ ପହଞ୍ଚିଛି। ବିଶ୍ୱ ବଜାରରେ ସୁନା ମୂଲ୍ୟରେ ବୃଦ୍ଧି ମଧ୍ୟ ଦେଖାଯାଉଛି। ଆଶା କରାଯାଉଛି ଯେ ଯଦି ଫେଡ…

କଂଗ୍ରେସର ଡିଏନ୍‌ଏରେ ଅଛି ଦୁର୍ନୀତି: ଭାଜପା

ନୂଆଦିଲ୍ଲୀ,୧୮।୧୦: କଂଗ୍ରେସ ଏମ୍‌ପି ରାହୁଲ ଗାନ୍ଧୀ ପୁଣି ଥରେ ଆଦାନୀ ଗ୍ରୁପ ଏବଂ ମୋଦି ସରକାରଙ୍କୁ ଟାର୍ଗେଟ୍‌ କରିଛନ୍ତି। ରାହୁଲ ‘ଆଦାନୀ ଏବଂ କୋଇଲା ମୂଲ୍ୟରେ ରହସ୍ୟମୟ ବୃଦ୍ଧି’ ଉପରେ ଏକ ଗଣମାଧ୍ୟମ ରିପୋର୍ଟକୁ ନେଇ ସେ କେନ୍ଦ୍ର ସରକାରଙ୍କ ଉପରେ…

ପଶ୍ଚିମ ଏସିଆରେ ବଢୁଥିବା ବିବାଦ ମଧ୍ୟରେ ବୃଦ୍ଧି ପାଇଲା ଅଶୋଧିତ ତୈଳ ଦର, ୯୩ ଡଲାରରେ ପହଞ୍ଚିଲା ପ୍ରତି ବ୍ୟାରେଲ

ନୂଆଦିଲ୍ଲୀ ୧୮।୧୦: ପଶ୍ଚିମ ଏସିଆରେ ଇସ୍ରାଏଲ ଏବଂ ହମାସ ମଧ୍ୟରେ ଚାଲିଥିବା ଯୁଦ୍ଧ ଭୀଷଣ ରୂପ ନେବାରେ ଲାଗିଛି। ଏଭଳି ସ୍ଥିତିରେ ବଢୁଥିବା ବିବାଦକୁ ନଜରରେ ରଖି ବିଶ୍ୱ ବଜାରରେ ଅଶୋଧିତ ତୈଳର ମୂଲ୍ୟ ପ୍ରତି ବ୍ୟାରେଲ ୩.୩୬ ପ୍ରତିଶତ ବୃଧି…

ଓକିଲାତି ପେଶାକୁ ଫେରିଲେ ଓଡ଼ିଶା ହାଇକୋର୍ଟ ପୂର୍ବତନ ମୁଖ୍ୟ ବିଚାରପତି, ବରିଷ୍ଠ ଓକିଲ ମାନ୍ୟତା ଦେଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ, ୧୮।୧୦: ଓଡ଼ିଶା ହାଇକୋର୍ଟ ପୂର୍ବତନ ମୁଖ୍ୟ ବିଚାରପତି ଡା. ଏସ. ମୁରଲୀଧର ପୁଣିଥରେ ଓକିଲାତି ପେଶାକୁ ଫେରିବେ। ୧୬ ଅକ୍ଟୋବରରେ ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଏବଂ ଅନ୍ୟାନ୍ୟ ବିଚାରପତି ମାନଙ୍କ ମଧ୍ୟରେ ହୋଇଥିବା ବୈଠକରେ ଏସ. ମୁରଲୀଧରଙ୍କୁ ବରିଷ୍ଠ ଓକିଲ…

ଆଜମ ଖାନ୍‌ ମୁସଲମାନ ହେତୁ ତାଙ୍କ ବିରୋଧରେ ଚାଲିଛି ଷଡଯନ୍ତ୍ର: ଅଖିଳେଶ

ଲକ୍ଷ୍ନୌ,୧୮।୧୦: ନକଲି ଜନ୍ମ ପ୍ରମାଣପତ୍ର ମାମଲାରେ ରାମପୁର (ଏମ୍‌ପି-ବିଧାୟକ) କୋର୍ଟ ଅଜମ ଖାନ, ତାଙ୍କ ପତ୍ନୀ ତଞ୍ଜିମ ଫାତିମା ଏବଂ ପୁଅ ଅବଦୁଲ୍ଲା ଆଜମଙ୍କୁ ସାତ ବର୍ଷ ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି। ଆଜମ ଖାନଙ୍କ ପରିବାରକୁ ଦିଆଯାଇଥିବା ଦଣ୍ଡ ଉପରେ ଏସପି…

ରେଲୱେ କର୍ମଚାରୀଙ୍କ ପାଇଁ ବଡ଼ ଖବର, ୭୮ ଦିନର ବୋନସ ଦେବାକୁ କେନ୍ଦ୍ର କ୍ୟାବିନେଟର ନିଷ୍ପତି

ନୂଆଦିଲ୍ଲୀ, ୧୮ା୧୦: ଦୀପାବଳି ପୂର୍ବରୁ କେନ୍ଦ୍ର ସରକାର ୧୧.୦୭ ଲକ୍ଷରୁ ଅଧିକ ରେଳ କର୍ମଚାରୀ ମାନଙ୍କ ପାଇଁ ବଡ଼ ନିଷ୍ପତି ନେଇଛନ୍ତି। ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ହୋଇଥିବା କ୍ୟାବିନେଟ ବୈଠକରେ ନନ-ଗାଜେଟଡ କର୍ମଚାରୀ ମାନଙ୍କୁ ୭୮ ଦିନର ପ୍ରଡକ୍ଟିଭିଟି…

ଲୋକ ସଭା ନିର୍ବାଚନ ପୂର୍ବରୁ ସରକାରୀ କର୍ମଚାରୀଙ୍କ ପାଇଁ ବମ୍ପର ଖୁସି, ଗଠନ ହେବ ଅଷ୍ଟମ ପେ କମିଶନ

ନୂଆଦିଲ୍ଲୀ,୧୮।୧୦: କେନ୍ଦ୍ର ସରକାର ତା’ର କର୍ମଚାରୀଙ୍କ ମହଙ୍ଗା ଭତ୍ତାକୁ ୪ପ୍ରତିଶତ ବୃଦ୍ଧି କରିଛନ୍ତି। ବର୍ତ୍ତମାନ ମହଙ୍ଗା ଭତ୍ତା ଅର୍ଥାତ୍‌ ‘ଡିଏ’ ହାର ୪୨ପ୍ରତିଶତରୁ ୪୬ ପ୍ରତିଶତକୁ ବୃଦ୍ଧି ପାଇଛି। ଗତ କିଛି ବର୍ଷ ଧରି କେନ୍ଦ୍ରୀୟ କର୍ମଚାରୀଙ୍କ ଡିଏ ଚାରି ପ୍ରତିଶତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?